ଖେଳ

ଟେଲରଙ୍କୁ ଉପହାର ସ୍ବରୂପ ୧୦୦ ଓ୍ବାଇନ ବୋତଲ

ଓ୍ବେଲିଂଟନ,୨୨।୨- ଏଠାରେ ଚାଲିଥିବା ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ରସ ଟେଲରଙ୍କ ପାଇଁ କ୍ୟାରିୟରର ୧୦୦ତମ ଟେଷ୍ଟ। ବିଶ୍ୱର ପ୍ରଥମ ଖେଳାଳି ଭାବେ ସେ କ୍ରିକେଟର ସମସ୍ତ ଫର୍ମାଟରେ ୧୦୦ ମ୍ୟାଚ୍‌ ଖେଳିଛନ୍ତି। ଏହି ଅବସରରେ ନ୍ୟୁଜିଲାଣ୍ଡ…

ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ: ଭିଡ଼ିଓ କନଫରେନ୍ସିଂରେ ଉଦ୍‌ଘାଟନ କରିବେ ମୋଦି : ସୋନା ମହାପାତ୍ର, ରାମ ସମ୍ପଥ, ଟେରେନ୍ସ ମୁଖ୍ୟ ଆକର୍ଷଣ

କଟକ ଅଫିସ,୨୨ା୨- ଶନିବାର ଉଦ୍‌ଘାଟିତ ହେବ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ (କେଆଇୟୁଜି)। ଦ୍ୱୈତନଗରୀ କଟକ-ଭୁବନେଶ୍ୱରରେ ବିଭିନ୍ନ ମ୍ୟାଚ୍‌ ଖେଳାଯିବ। ପ୍ରତିଯୋଗିତାର ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ମେଗା ଇଭେଣ୍ଟର…

ପ୍ରତିଭା ଖୋଜିବେ ଅନୁରାଧା

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣର ଉଦ୍‌ଘାଟନୀ ସମାରୋହ ଶନିବାର କଟକରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭୁବନେଶ୍ୱରରେ କେତେକ ପ୍ରତିଯୋଗିତା ଆରମ୍ଭ ହୋଇ ଯାଇଛି। ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତା ୧୭ଟି…

ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌: ଲଢ଼େଇ କରି ହାରିଲା ଭାରତ

ଭୁବନେଶ୍ୱର ୨୨।୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭାରତ ୩-୪ ଗୋଲରେ ଅଷ୍ଟ୍ରେଲିଆଠାରୁ ହାରିଯାଇଛି। ପ୍ରଥମାର୍ଦ୍ଧରେ ଅଷ୍ଟ୍ରେଲିଆ ପ୍ରଭାବୀ ରହିଥିଲେ ହେଁ ଦ୍ୱିତୀୟାର୍ଦ୍ଧରେ ଭାରତ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ମାତ୍ର…

ମୁଜିବୁର ରହମାନ ଶତବାର୍ଷିକୀ ଟି୨୦: କୋହଲି ଖେଳିବା ନେଇ ବିସିବିର ଅନୁରୋଧ

ନୂଆଦିଲ୍ଲୀ, ୨୨।୨(ପି.ଟି.)- ବାଂଲାଦେଶ ପ୍ରତିଷ୍ଠାତା ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଏସିଆ ଏକାଦଶ ଓ ବିଶ୍ୱ ଏକାଦଶ ମଧ୍ୟରେ ଏକ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆୟୋଜନ କରିବାକୁ ଯାଉଛି। ଏଥିରେ…

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର : କଳିଙ୍ଗରେ ଭାରତ- କାତାର ମୁକାବିଲା

କୋଲକାତା,୨୨।୨(ପି.ଟି.)- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆଉ ଏକ ବଡ଼ ଫୁଟବଲ ମ୍ୟାଚ୍‌ ଆୟୋଜନ ହେବାକୁ ଯାଉଛି। ଫିଫା ବିଶ୍ୱକପ୍‌ ଗୁପ୍‌ ଇ କ୍ୱାଲିଫାୟର ମ୍ୟାଚ୍‌ରେ ଭାରତ ଓ କାତାର କଳିଙ୍ଗରେ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ଆସନ୍ତା ମାସରେ ଆୟୋଜନ ହେବ…

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ହରାଇ ଭାରତର ଅଭିଯାନ ଆରମ୍ଭ

ସିଡନୀ,୨୨।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ ଅଷ୍ଟ୍ରେଲିଆରେ ଆରମ୍ଭ ହୋଇଛି। ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚ୍‌ରେ ଶୁକ୍ରବାର ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୧୭ ରନରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି। ରିଷ୍ଟ ସ୍ପିନର ପୁନମ ଯାଦବ…

ଚାଇନାର ଅଲିମ୍ପିକ ଫୁଟବଲ କ୍ୱାଲିଫାୟର ସିଡ୍‌ନୀରେ

କୁଆଲାଲମ୍ପୁର, ୨୧ା୨ (ଏଏଫ୍‌ପି)-ଅଲିମ୍ପିକ ମହିଳା ଫୁଟ୍‌ବଲ କ୍ୱାଲିଫାୟର ଅନ୍ତର୍ଗତ ଦକ୍ଷିଣ କୋରିଆ ବିପକ୍ଷ ହୋମ୍‌ ଲେଗ୍‌ ମ୍ୟାଚ ଚାଇନା ଅଷ୍ଟ୍ରେଲିଆର ସିଡ୍‌ନୀରେ ଖେଳିବ। ଏସିଆନ ଫୁଟ୍‌ବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଘାତକ କରୋନା ଭାଇରସ ଯୋଗୁ ଏହି…

ଭିନେଶ, ଅଂଶୁଙ୍କୁ ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ, ୨୧ା୨ (ପି.ଟି.)-ଏଠାରେ ଚାଲିଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା ରେସ୍‌ଲର ଭିନେଶ ଫୋଗତ ଏବଂ ଅଂଶୁ ମଲିକ ସେମାନଙ୍କ କାଟେଗୋରିରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୫୩ କେଜି କାଟେଗୋରି ବ୍ରୋଞ୍ଜ ପଦକ ବାଉଟରେ ଭିନେଶ…

ଟିମ୍‌ ଇଣ୍ଡିଆର ବିଜୟ ଅଭିଯାନ

ମହିଳା ଟି୨୦ ବିଶ୍ୱକପ୍‌: ସିଡ୍‌ନୀ,୨୧।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଶୁକ୍ରବାର ଆରମ୍ଭ ହୋଇଯାଇଛି। ଇଭେଣ୍ଟରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତୀୟ ଦଳ ୧୭ ରନ୍‌ରେ ଆୟୋଜକ…

କ୍ୱାର୍ଟରରେ ମନିକା ବାତ୍ରା

ବୁଦାପେଷ୍ଟ,୨୧।୨- ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ମନିକା ବାତ୍ରା ବିଶ୍ୱର ୨୬ତମ ର଼୍ୟାଙ୍କ ଚେନ ଜୁ ୟୁଙ୍କୁ ହରାଇ ଦେଇଛନ୍ତି। ବିଜୟ ସହ ବାତ୍ରା ଆଇଟିଟିଏଫ୍‌ ଓ୍ବାଲର୍‌ଡ ଟୁର ହଙ୍ଗେରିଆନ ଓପନର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଭାରତର…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଆଗରେ ୧୩୩ ରନ୍‌ର ଟାଗେର୍ଟ

ସିଡ୍‌ନୀ,୨୧।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆ ସମ୍ମୁଖରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳକୁ ସ୍ମୃତି ମନ୍ଧାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?