ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର
ଭୁବନେଶ୍ୱର, ୨୧ା୨-କଟକ ଟାଙ୍ଗିସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରଥମ ଶ୍ରେଣୀ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ପ୍ରୀତ୍ କନଓ୍ବର ସିଂ ଚୌହାନ। କେବଳ କ୍ୟାରିୟର ଆରମ୍ଭ କରିନାହାନ୍ତି, ନିଜ ପ୍ରଥମ ଓଭରରେ ଉଇକେଟ…
ଅନିଲଙ୍କୁ ‘ମିଷ୍ଟର ଓଡ଼ିଶା’ ଟାଇଟଲ୍
ଭୁବନେଶ୍ୱର, ୨୧।୨ (ସ୍ପୋର୍ଟ୍ସ ବ୍ୟୁରୋ)- ଓଡ଼ିଶା ମାଇନିଂ କର୍ପୋରେଶନ ପକ୍ଷରୁ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ୧୭ତମ ରାଜ୍ୟ ସିନିୟର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାର ‘ମିଷ୍ଟର ଓଡ଼ିଶା’ ସହ ପୁରୁଷ ଫିଜିକ୍ ଫିଟ୍ନେସ ଓ ମହିଳା ମଡେଲ ଫିଟ୍ନେସ ଉଦ୍ଯାପିତ ହୋଇଯାଇଛି।…
ଇଏସ୍ପିଏନ୍ ସାହସିକ ପୁରସ୍କାର ଜିତିଲେ ଦୂତୀ
ନୂଆଦିଲ୍ଲୀ, ୨୧।୨ (ପି.ଟି.)- ଷ୍ଟାର୍ ସ୍ପ୍ରିଣ୍ଟର ତଥା ମହିଳା ୧୦୦ ମିଟର ରେସ୍ରେ ଜାତୀୟ ରେକର୍ଡର ଅଧିକାରିଣୀ ହୋଇଥିବା ଦୂତୀ ଚାନ୍ଦ ଆମେରିକୀୟ କ୍ରୀଡ଼ା ଚ୍ୟାନେଲ ଇଏସ୍ପିଏନ୍ ପକ୍ଷରୁ ‘ସାହସିକ ପୁରସ୍କାର’ ଜିତିଛନ୍ତି। ଇଏସ୍ପିଏନ୍ କ୍ରୀଡ଼ା ଚ୍ୟାନେଲ ପକ୍ଷରୁ ପ୍ରଥମ ଥର…
ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲ: ସୁଯୋଗ ହାତଛଡ଼ା କଲା ଓଡ଼ିଶା
ଭୁବନେଶ୍ୱର, ୨୧।୨(କ୍ରୀଡ଼ା ପ୍ରତିନିଧି)-କଟକ ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଗୁରୁବାର ଆରମ୍ଭ ହୋଇଛି ଓଡ଼ିଶା-ବେଙ୍ଗଲ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ। ପ୍ରଥମ ସେସନରେ ୧୬.୨ ଓଭର ମଧ୍ୟରେ ମାତ୍ର ୪୬ ରନ ବିନିମୟରେ ୫ ଉଇକେଟ ହାସଲ କରିଥିବା ଓଡ଼ିଶା ସୁଯୋଗ ହାତଛଡ଼ା…
ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା
ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ ଆଇପିଏଲ ସିଜିନ୍ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି ରାଇନା। ଯଦିଓ ସେ ବ୍ୟାଙ୍କର୍ ପ୍ରିୟଙ୍କ…
ଦିବ୍ୟା, ପିଙ୍କି, ସରିତାଙ୍କୁ ସ୍ବର୍ଣ୍ଣପଦକ
ନୂଆଦିଲ୍ଲୀ, ୨୦ା୨ (ପି.ଟି.)-ଭାରତୀୟ ରେସ୍ଲର ଦିବ୍ୟା କାକ୍ରାନ, ପିଙ୍କି ଓ ସରିତା ମୋର୍ ଏଠାରେ ଚାଲିଥିବା ଏସିଆନ ମହିଳା ରେସ୍ଲିଂ ଚାମ୍ପିୟନଶିପ୍ରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ନିର୍ମଳା ଦେବୀ ଦେଶ ପାଇଁ ଏକ ରୌପ୍ୟ ଆଣିଦେଇଛନ୍ତି। ୫ ଜଣ…
ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ପ୍ରତିଯୋଗୀଙ୍କ ଦ୍ୱାରା ଟ୍ରଫି ଉନ୍ମୋଚିତ
ଭୁବନେଶ୍ୱର, ୨୦।୨ (ସ୍ପୋଟର୍ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା (କେଆଇୟୁଜି)ର ପ୍ରଥମ ସଂସ୍କରଣ ଶନିବାରଠାରୁ ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିପୂର୍ବରୁ ଶୁକ୍ରବାର କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉତ୍ସବ ମଧ୍ୟରେ…
ସୁଯୋଗ ହାତଛଡ଼ା କଲା ଓଡ଼ିଶା
ଭୁବନେଶ୍ୱର,୨୦।୨- ଦୁଇ ବର୍ଷ ପରେ ରଣଜୀ କ୍ୱାର୍ଟର ଫାଇନାଲ ଖେଳୁଥିବା ଓଡ଼ିଶା ଦଳ ବେଙ୍ଗଲ ବିପକ୍ଷ ମ୍ୟାଚ୍ର ପ୍ରଥମ ଦିନ ଏକ ସୁବର୍ଣ୍ଣ ସୁଯୋଗ ହାତଛଡ଼ା କରିଛି। ଓଡ଼ିଶା ଦଳର ଅଧିନାୟକ ଶୁଭ୍ରାଂଶୁ ଶେଖର ସେନାପତି ଟସ୍ ଜିତି ପ୍ରଥମେ ବୋଲିଂ…
ଫ୍ରେଞ୍ଚ ଓପନରେ ଖେଳିବେ ନାହିଁ ଫେଡରର
ପ୍ୟାରିସ,୨୦।୨- ସୁଇଜରଲାଣ୍ଡର କିମ୍ବଦନ୍ତୀ ରୋଜର ଫେଡରର ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଖେଳିବେ ନାହିଁ। କେବଳ ଫ୍ରେଞ୍ଚ ଓପନ ନୁହେଁ ସିଜନର ପ୍ରାୟ କ୍ଲେ କୋର୍ଟ ଇଭେଣ୍ଟରୁ ସେ ବାଦ୍ ପଡ଼ିଛନ୍ତି। ସୁଇଜରଲାଣ୍ଡରେ ତାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର କରାଯାଇଛି।…
ପ୍ରିମିୟର ଲିଗ୍ରେ ପାସ ମାଷ୍ଟର ରୋଡ୍ରିଙ୍କ ରେକର୍ଡ
ମାଞ୍ଚେଷ୍ଟର,୨୦।୨- ମାଞ୍ଚେଷ୍ଟର ସିଟି ଦଳର ମିଡ୍ଫିଲ୍ଡର ରୋଡ୍ରି ପ୍ରିମିୟର ଲିଗ୍ର ଏକ ରେକର୍ଡ ଅଧିକାରୀ ହୋଇଛନ୍ତି। ମାଞ୍ଚେଷ୍ଟର ସିଟି ୨-୦ ଗୋଲରେ ଓ୍ବେଷ୍ଟ ହାମକୁ ହରାଇ ଦେଇଛି। ଏହି ମ୍ୟାଚ୍ରେ ସ୍ପାନିଶ ମିଡ୍ଫିଲ୍ଡର ରୋଡ୍ରି ପ୍ରଥମ ଗୋଲ ଦେଇଥିଲେ। ଦ୍ୱିତୀୟାର୍ଦ୍ଧ ତଥା…
ପର୍ନ ଷ୍ଟାର ଜନି ସିନ୍ସଙ୍କ ନାଁରେ ଟ୍ରୋଲ୍ ହେଲା ଟିମ୍ ଇଣ୍ଡିଆ
ଓ୍ବେଲିଂଟନ, ୨୦।୨: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଓ୍ବେଲିଂଟନରେ ଅବସ୍ଥାପିତ ଭାରତୀୟ ହାଇକମିଶନରଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍…
ଧୋନୀଙ୍କୁ ଭିଡରୁ ରକ୍ଷା କଲେ ଏହି ମହିଳା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ମୈଦାନରୁ ଦୂରେଇ ଥିଲେ ମଧ୍ୟ ଆଜି ବି ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ପ୍ରଶଂସକଙ୍କ ସଂଖ୍ୟା ଏତେ ଅଧିକ ଯେ, ସେ ଯେଉଁଠାରେ ପହଞ୍ଚୁଛନ୍ତି ତାଙ୍କ ଝଲକ୍…

