ଖେଳ

ରଣଜୀ ଟ୍ରଫି: ଧ୍ରୁବଙ୍କୁ ଦିଲ୍ଲୀର ନେତୃତ୍ୱ

ନୂଆଦିଲ୍ଲୀ, ୫।୧୨(ପି.ଟି.)- ୨୦୧୯-୨୦ ରଣଜୀ ଟ୍ରଫି ସେସନର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଦିଲ୍ଲୀ ଏକ ୧୫ ଜଣିଆ ଦଳ ଘୋଷଣା କରିଛି। ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଧ୍ରୁବ ସୋରେଙ୍କୁ ନେତୃତ୍ୱ ପ୍ରଦାନ କରାଯାଇଛି। ସେହିପରି ବାମହାତୀ ବ୍ୟାଟ୍ସମ୍ୟାନ ନୀତୀଶ ରାଣା…

ଦକ୍ଷୀଣ ଏସୀୟ କ୍ରୀଡା: ସସ୍ମିତା, ସତ୍ୟଜିତଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- ନେପାଳର କାଠମାଣ୍ଡୁଠାରେ ଅନୁଷ୍ଠିତ ୧୩ତମ ଦକ୍ଷୀଣ ଏସିୟ କ୍ରୀଡାର ଖୋ ଖୋ ବିଭାଗରେ ଭାରତୀୟ ମହିଳା ଓ ପୁରୁଷ ଦଳ ସ୍ବର୍ଣ୍ଣ ପଦକଲାଭ କରିଛି। ପୁରୁଷ ଦଳ ବଙ୍ଗଳାଦେଶକୁ ହରାଇ ପ୍ରଥମସ୍ଥାନ ଅଧିକାର କରିଥିବା ବେଳେ ଭାରତୀୟ…

ହାର୍ଟ ଆଟାକ୍‌ରେ ତ୍ରିପୁରା କ୍ରିକେଟର୍‌ଙ୍କ ବିୟୋଗ

ଅଗରତାଲା, ୫।୧୨- ଏକ ଅଭାବନୀୟ ଘଟଣାକ୍ରମେ ତ୍ରିପୁରାର ଜଣେ ଯୁବ କ୍ରିକେଟର୍‌ ଅଭ୍ୟାସ କରୁଥିବାବେଳେ ହାର୍ଟ ଆଟାକ୍‌ରେ ପ୍ରାଣ ହରାଇଛନ୍ତି। ମହାରାଜା ବୀର୍‌ ବିକ୍ରମ କ୍ରିକେଟ୍‌ ଷ୍ଟାଡିୟମରେ ଏହି ଅଘଟଣ ଘଟିଥିଲା। ତାଙ୍କ ନାମ ମିଥୁନ ଦେବବର୍ମା ହୋଇଥିବାବେଳେ ସେ ତ୍ରିପୁରା…

ତ୍ରିରାଷ୍ଟ୍ରୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ: ଭାରତର ବିଜୟ ଅଭିଯାନ

କାନବେରା, ୫।୧୨(ପି.ଟି.)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ହକି ଟୁର୍ନାମେଣ୍ଟରେ ଭାରତୀୟ ମହିଳା ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୨-୦ ଗୋଲରେ ପରାସ୍ତ କରିଛି। ୧୫ତମ ମିନିଟ୍‌ରେ ଷ୍ଟ୍ରାଇକର ଲାଲରିଣ୍ଡିକି ଭାରତ ପାଇଁ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନକୁ ଫେରିଲେ କୋହଲି

ଦୁବାଇ, ୫।୧୨(ପି.ଟି.)- ସୁପରଷ୍ଟାର ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଭାରତୀୟ ଅଧିନାୟକ କୋହଲି ଅଷ୍ଟ୍ରେଲିଆ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ପଛରେ ପକାଇ ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟିଂ ତାଲିକାର…

୧୨ ବର୍ଷ ହେଲା ଆର୍ଥକ ସହୟତା ଦେଇନାହିଁ ବିସିସିଆଇ

ବେଙ୍ଗାଲୁରୁ,୪ା୧୨: ଘରୋଇ ଲିଷ୍ଟ ଏ’ ଓ ଟି୨୦ କ୍ରିକେଟ ମ୍ୟାଚ୍‌ ବର୍ଷା ଦ୍ୱାରା ବାଧା ପ୍ରାପ୍ତ ହେଲେ ଫଳାଫଳ ନିଣ୍ଣୟ କରିବା ପାଇଁ ଦେଶରେ ଭିଜେଡି ନିୟମ ବ୍ୟବହାର କରାଯାଏ। ଏହି ନିୟମକୁ ପ୍ରସ୍ତୁତ କରିଥିଲେ ଭି. ଜୟଦେବନ। ହେଲେ ଭିଜେଡି…

କେପିଏଲ ଫିକ୍ସିଂ ସ୍କାଣ୍ଡାଲ: କେଏସ୍‌ସିଏ ମ୍ୟାନେଜମେଣ୍ଟ କମିଟି ସଦସ୍ୟ ଗିରଫ

ବେଙ୍ଗାଲୁରୁ,୪ା୧୨(ପି.ଟି.): କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ) ଫିକ୍ସିଂ ସ୍କାଣ୍ଡାଲରେ ତଦନ୍ତ କରୁଥିବା ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ମ୍ୟାନେଜମେଣ୍ଟ କମିଟି ସଦସ୍ୟ ସୁଧେନ୍ଦ୍ର ଶିନ୍ଦେଙ୍କୁ ବୁଧବାର ଗିରଫ କରିଛି। ଫିକ୍ସିଂ ସ୍କାଣ୍ଡାଲରେ ଜଡ଼ିତ ଥିବା…

ରେକର୍ଡଠାରୁ ଗୋଟିଏ ଛକା ଦୂରରେ ରୋହିତ

ନୂଆଦିଲ୍ଲୀ,୪ା୧୨- ଭାରତୀୟ ଓପନର ରୋହିତ ଶର୍ମା ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୪୦୦ ଛକା ମାରିଥିବା ବ୍ୟାଟ୍ସମ୍ୟାନ ହେବାକୁ ଯାଉଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବା ଲାଗି ତାଙ୍କୁ କେବଳ ଗୋଟିଏ ଛକା ଦରକାର। ସେ ବିଶ୍ୱର ୩ୟ ବ୍ୟାଟ୍ସମ୍ୟାନ…

ରୋନାଲ୍ଡୋଙ୍କୁ ୬ଷ୍ଠ ବାଲୋନ ଡି’ଅର ପୁରସ୍କାରରୁ ବଞ୍ଚିତ କରିଥିଲା ମାଡ୍ରିଡ୍‌

ପ୍ୟାରିସ,୪ା୧୨- ଚଳିତବର୍ଷର ଶ୍ରେଷ୍ଠ ଫୁଟବଲର ବାଲୋନ ଡି’ଅର ସମ୍ମାନ ଆର୍ଜେଣ୍ଟିନାର ଲିଓନେଲ ମେସି ହାତେଇବା ପରେ ଜୁଭେଣ୍ଟସର ଅଭିଜ୍ଞ ଡିଫେଣ୍ଡର ଗିର୍ଗିଓ ଚିଲିନି ଏକ ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି। ଗତବର୍ଷ ୨୦୧୮ର ବାଲୋନ ଡି’ଅର ପୁରସ୍କାର ପତ୍ତୁର୍ଗାଲର ରୋନାଲ୍ଡୋଙ୍କୁ ମିଳିବାର ଥିଲା।…

ଗୋଟିଏ ଫଟୋରେ ୭୩୫ ନଟ୍‌ ଆଉଟ

ଆଡିଲେଡ୍‌,୪ା୧୨- ଚଳିତ ସପ୍ତାହକୁ ଜୀବନରେ କଦାପି ଭୁଲି ପାରିବେ ନାହିଁ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର। ବାମହାତୀ ବ୍ୟାଟ୍ସମ୍ୟାନ କ୍ୟାରିୟରର ପ୍ରଥମ ଥର ପାଇଁ ତ୍ରିଶତକ ହାସଲ କରିଥିଲେ। ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୩୩୫ ରନ୍‌ର…

୧୯ ବର୍ଷରୁ କମ୍‌ ପାକିସ୍ତାନ ଦଳରେ ଜାତୀୟ ସିନିୟର ଖେଳାଳି

କରାଚୀ,୪ା୧୨- ଆସନ୍ତାବର୍ଷ ଜାନୁୟାରୀରେ ଦକ୍ଷିଣ ଆଫ୍ରିକାରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ଆଇସିସି ବିଶ୍ୱକପ୍‌। ଏଥିଲାଗି ପିସିବି ପକ୍ଷରୁ ପାକିସ୍ତାନ ଦଳ ଘୋଷିତ ହୋଇଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିସାରିଥିବା ନସିମ ଶାହ। ୧୬ ବର୍ଷୀୟ…

ଅଜିତ ଅଗରକରଙ୍କ ଏହି ରେକର୍ଡ ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବୋଲର ଭାଙ୍ଗିପାରିନାହାନ୍ତି

ଭାରତୀୟ ଦଳର ପୂର୍ବତନ ବୋଲର୍‌ ଅଜିତ ଅଗରକର ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ମସିହା ଡିସେମ୍ବର ୪ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅଜିତ ଅଗରକର କ୍ରିକେଟରେ ଏଭଳି ଏକ ରେକର୍ଡ ହାସ କରିଥିଲେ ଯାହା କୌଣସି ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri