ଖେଳ

ବାସନ୍ଦ ହେଲେ ଉମର ଆକମଲ

କରାଚୀ,୨୦।୨- ପାକିସ୍ତାନ ଦଳରୁ ବାଦ୍‌ ପଡ଼ିଥିବା ଉମର ଆକମଲଙ୍କ କ୍ୟାରିୟରକୁ ଗୁରୁବାର ଶକ୍ତ ଝଟ୍‌କା ଲାଗିଛି। ଏହି ବ୍ୟାଟ୍ସମ୍ୟାନଙ୍କୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବାସନ୍ଦ କରିଛି। ଭ୍ରଷ୍ଟାଚାର ବିରୋଧୀ ଯାଞ୍ଚ ପରେ ତାଙ୍କୁ ଏଭଳି ଅବସ୍ଥା ଭୋଗିବାକୁ ପଡ଼ିଛି। କିନ୍ତୁ…

ହେବନାହିଁ ଅଲଷ୍ଟାର ମ୍ୟାଚ୍‌

ମୁମ୍ବାଇ,୨୦।୨- ଆଗାମୀ ଆଇପିଏଲ ପୂର୍ବରୁ ଅଲଷ୍ଟାର ମ୍ୟାଚ୍‌ ଖେଳାଯାଇପାରିବ ନାହିଁ। ଏହି ନିଷ୍ପତ୍ତି ସମ୍ପର୍କରେ ଏପର୍ଯ୍ୟନ୍ତ ବିଧିବଦ୍ଧ ଘୋଷଣା ହୋଇନାହିଁ। କିନ୍ତୁ ଫ୍ରାଞ୍ଚାଇଜମାନେ ଜଣାଇ ଦେଇଛନ୍ତି ମ୍ୟାଚ୍‌ ଅନୁଷ୍ଠିତ ହୋଇପାରିବ ନାହିଁ। ଅତିକମ୍‌ରେ ୨୯ ତାରିଖରୁ ଆରମ୍ଭ ହେଉଥିବା ଆଇପିଏଲ ପୂର୍ବରୁ…

ଇଂଲିଶରେ ତ୍ରୁଟିପୂର୍ଣ୍ଣ ପୋଷ୍ଟ ପାଇଁ ସମାଲୋଚିତ ହେଲେ ପାକିସ୍ତାନ କ୍ରିକେଟର

କରାଚୀ,୨୦।୨- ପାକିସ୍ତାନ ଉଇକେଟକିପର ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କୁ ଇଂଲିଶରେ ଭୁଲ କ୍ୟାପଶନ ପାଇଁ ସୋସିଆଲ ମିଡିଆରେ ପ୍ରବଳ ସମାଲୋଚନାର ଶୀକାର ହେବାକୁ ପଡ଼ିଛି। ସେ ପୂର୍ବତନ ପାକିସ୍ତାନ ଅଲରାଉଣ୍ଡର ଅବଦୁଲ ରଜାକଙ୍କ ସହ ଏକ ଫଟୋ ଟୁଇଟ୍‌ କରିଥିଲେ। ଏହାର କ୍ୟାପଶନରେ…

କ୍ରିକେଟ ପରେ ଏବେ ଅଭିନୟରେ ଜଲଓ୍ବା ଦେଖାଇବେ ଯୁବରାଜ ସିଂ

ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ କ୍ରିକେଟରୁ ଅବସର ନେବା ପରେ ବିଭିନ୍ନ ଟି୨୦ ଲିଗ୍‌ରେ ନଜର ଆସିଥିଲେ। ଏବେ କ୍ରିକେଟ ଛାଡି ଅଭିନୟ ଜଗତରେ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ଏକ ଓ୍ବେବ୍‌ ସିରିଜ୍‌ରେ ସ୍ତ୍ରୀ ହେଜେଲ…

୨୦୨୧ରେ ହୋଇପାରେ ୧୯ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌

ନୂଆଦିଲ୍ଲୀ,୨୦।୨- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ପୁରୁଷ ଇଭେଣ୍ଟ ବହୁ ଲୋକପ୍ରିୟତା ଓ ସଫଳତା ହାସଲ କରିଛି। ଏବେ ଆଇସିସି ସମାନ ବୟସ ବର୍ଗରେ ମହିଳା ବିଶ୍ୱକପ୍‌ ଆୟୋଜନ କରିବାକୁ ଲକ୍ଷ୍ୟ ରଖିଛି। ଏହା ଯୁବା…

ପ୍ରତ୍ୟାବର୍ତ୍ତନ କରିବା ନେଇ ନିଶ୍ଚିତ ଥିଲି: ଚିଙ୍ଗଲେନସାନା

ଭୁବନେଶ୍ୱର,୨୦।୨- ହକି ପ୍ରୋ ଲିଗ୍‌ର ପ୍ରଥମ ୪ଟି ମ୍ୟାଚ୍‌ରେ ମିଡ୍‌ଫିଲ୍ଡରେ ଭାରତ ବେଶ୍‌ ଉଚ୍ଚକୋଟୀର ପ୍ରଦର୍ଶନ କରିଥିଲା। ଏହା ପଛରେ ଅବଶ୍ୟ ଟିମ୍‌ ମ୍ୟାନେଜମେଣ୍ଟର ସୁଚିନ୍ତିତ ଯୋଜନା ଓ ରଣନୀତି ରହିଛି। ୪ଟି ମ୍ୟାଚ୍‌ ଖେଳି ଭାରତ ଏପର୍ଯ୍ୟନ୍ତ ୮ ପଏଣ୍ଟ…

ରଣଜୀ ଟ୍ରଫି: ଓଡ଼ିଶା-ବେଙ୍ଗଲ କ୍ବାର୍ଟର ମୁକାବିଲା

କଟକ ଅଫିସ,୨୦ା୨- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଚାଲିଥିବା ରଣଜୀ ଟ୍ରଫିର କ୍ବାର୍ଟର ଫାଇନାଲ ରାଉଣ୍ଡ ଗୁରୁବାରଠାରୁ ଆରମ୍ଭ ହେବ। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଶୁଭ୍ରାଂଶୁ ଶେଖର ସେନାପତିଙ୍କ ନେତୃତ୍ୱାଧୀନ ଓଡ଼ିଶା ଦଳର ମୁକାବିଲା ହେବ ଅଭିମନ୍ୟୁ ଇଶ୍ୱରନ୍‌ଙ୍କ ନେତୃତ୍ୱାଧୀନ…

ଖେଲୋ ଇଣ୍ଡିଆ ଗେମ୍ସ ଅନୁପ୍ରାଣିତ କରିଛି: ରାହି

ଭୁବନେଶ୍ୱର, ୨୦।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ଗେମ୍ସ ଦେଶରେ ଅନେକ ପିଲାଙ୍କୁ ଖେଳରେ ଅଂଶଗ୍ରହଣ କରିବା ପାଇଁ ଅନୁପ୍ରାଣିତ କରିଛି। ୟୁଥ ଗେମ୍ସର ତିନୋଟି ସଂସ୍କରଣ ମାଧ୍ୟମରେ ଭାରତ ସରକାର ଅନେକ ପ୍ରତିଭାଙ୍କୁ ଚିହ୍ନଟ କରିଛନ୍ତି। ଓଡ଼ିଶାରେ ହେବାକୁ ଯାଉଥିବା ଖେଲୋ…

ବାର୍ସିଲୋନା ସ୍ପେନ ମାଷ୍ଟର୍ସ: ଦ୍ୱିତୀୟ ରାଉଣ୍ଡରେ ସାଇନା

ବାର୍ସିଲୋନା, ୨୦।୨ (ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ଏକ ଲକ୍ଷ ୭୦ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ବାର୍ସିଲୋନା ସ୍ପେନ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍‌ ଭାରତୀୟ ଖେଳାଳି ସାଇନା ନେହ୍ବାଲ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଖେଳାଯାଇଥିବା…

ଭାରତୀୟ ହାଇକମିଶନରଙ୍କୁ ଭେଟିଲେ ବିରାଟ ବାହିନୀ

ଓ୍ବେଲିଂଟନ, ୨୦।୨- ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ବୁଧବାର ଓ୍ବେଲିଂଟନରେ ଅବସ୍ଥାପିତ ଭାରତୀୟ ହାଇକମିଶନରଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍‌…

୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ: ରୋମାନିଆକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୨୦।୨ (ପି.ଟି.)- ୧୭ ବର୍ଷରୁ କମ୍‌ ଭାରତୀୟ ମହିଳା ଦଳ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟ୍‌ବଲ ମ୍ୟାଚ୍‌ରେ ରୋମାନିଆକୁ ପରାସ୍ତ କରିଛି। ତୁର୍କୀର ତର୍କଲର ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌କୁ ଭାରତୀୟ ଦଳ ୧-୦ ଗୋଲରେ ବାଜିମାତ୍‌ କରିନେଇଥିଲା। ମ୍ୟାଚ୍‌ର…

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌: ଆଶୁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ, ୧୯।୨ (ପି.ଟି.):ଏଠାରେ ଅନୁଷ୍ଠିତ ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ର ୨ୟ ଦିନରେ ବୁଧବାର ଭାରତୀୟ ରେସଲର୍‌ ଆଶୁଙ୍କୁ ବ୍ରୋଞ୍ଜ ପଦକ ସଫଳତା ମିଳିଛି। ୬୭ କିଗ୍ରା ଗ୍ରୀକୋ-ରୋମାନ ବର୍ଗରେ ସିରିୟାର ଅବଦୁଲକରିମ ମହମ୍ମଦଙ୍କୁ ପରାସ୍ତ କରି ଆଉ ବ୍ରୋଞ୍ଜ ପଦକ ଜିତିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?