ଖେଳ

ମେସିଙ୍କୁ ରେକର୍ଡ ୬ଷ୍ଠ ବାଲୋନ ଡି’ ଅର

ପ୍ୟାରିସ,୩ା୧୨: ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ସୋମବାର ରେକର୍ଡ ୬ଷ୍ଠ ବାଲୋନ ଡି’ଅର ସମ୍ମାନ ପାଇଛନ୍ତି। ବାର୍ସିଲୋନାକୁ ଲା ଲିଗା ଚାମ୍ପିୟନ କରାଇବା ପରେ ତାଙ୍କ ପ୍ରତିନିଧିତ୍ୱରେ ଜାତୀୟ ଦଳ କୋପା ଆମେରିକା ଟୁର୍ନାମେଣ୍ଟର ୩ୟ ସ୍ଥାନ ଅଧିକାର କରିଥିଲା। ସେ…

ଦ୍ୱିଶତକ ହାସଲ ପରେ କାହିଁକି ଚିକେନ୍‌ ବର୍ଗର ଖାଇଥିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଯଦିଓ ଏବେ ଶାକାହାରୀ ହୋଇଯାଇଛନ୍ତି, କିନ୍ତୁ ଦେଢବର୍ଷ ପୂର୍ବରୁ ସେ ପ୍ରବଳ ମାଛମାଂସ ଖାଉଥିଲେ। ଏପରିକି ୨୦୧୬ରେ ଇଂଲଣ୍ଡ ବିପକ୍ଷରେ ଦ୍ୱିଶତକ ହାସଲ ପରେ ସେ ଚକୋଲେଟ୍‌ ସେକ୍‌ ସହ ଚିକେନ୍‌ ବର୍ଗର…

ମିତାଲି ରାଜଙ୍କ ବାୟୋପିକ୍‌ରେ ନଜର ଆସିବେ ତାପସି

ମୁମ୍ବାଇ: ଖେଳ ଦୁନିଆର କେତେଜଣ ବ୍ୟକ୍ତିତ୍ୱଙ୍କୁ ନେଇ ତିଆରି ହେଉଛି ଗୋଟିଏ ପରେ ଗୋଟିଏ ବାୟୋପିକ୍‌। ଏବେ ଭାରତୀୟ ମହିଳା କ୍ରିକେଟର କ୍ୟାପଟେନ୍‌ ମିତାଲି ରାଜଙ୍କ ବାୟୋପିକ୍‌ ନିର୍ମାଣ ହେବାକୁ ଯାଉଛି। ଆଉ ଏଥିରେ ନଜର ଆସିବେ ବଲିଉଡ୍‌ ବିୟୁଟି ତାପସି…

ମହାତ୍ମା ଗାନ୍ଧୀଙ୍କ ବାଣୀ ଶୁଣାଇ ଆଲୋଚକଙ୍କୁ କଡା ଜବାବ ଦେଲେ ଓ୍ବାର୍ଣ୍ଣରଙ୍କ ସ୍ତ୍ରୀ

ଆଡିଲେଡ୍‌,୩।୧୨: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ପାକିସ୍ତାନ ବିପକ୍ଷରେ ଚାଲିଥିବା ପିଙ୍କ ବଲ ଟେଷ୍ଟରେ ୱାର୍ଣ୍ଣର ଅପରାଜିତ ୩୩୫ ରନର ଇନିଂସ ଖେଳି ତାଙ୍କ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ତାଙ୍କ ଟ୍ରିପଲ ଟନ ପାଳି ହେଖି ଷ୍ଟାଡିୟମରେ ଉପସ୍ଥିତ ଥିବା…

ବାୟୋପିକ୍‌ରେ ଏହି ଅଭିନେତାଙ୍କୁ ନିଜ ଚରିତ୍ରରେ ଦେଖିବାକୁ ଚାହାନ୍ତି ଗାଙ୍ଗୁଲି

ବିସିସିଆଇ ଅଧ୍ୟକ୍ଷ ହେବା ପରେ ସୌରଭ ଗାଙ୍ଗୁଲିଙ୍କୁ ନେଇ ଚର୍ଚ୍ଚା ଥମୁନି। କ୍ରିକେଟରେ ନୂଆ ନୂଆ ସଂସ୍କାର ଆଣିବା ପାଇଁ ଲାଗିପଡିଛନ୍ତି ଦାଦା। ଏସବୁ ଭିତରେ ଗାଙ୍ଗୁଲିଙ୍କ ବାୟୋପିକ୍‌ ଫିଲ୍ମ ନିର୍ମାଣ ହେବ ବୋଲି ଆଲୋଚନା ଚାଲିଛି। ଏନେଇ ସେ କହିଛନ୍ତି,…

ହନିମୁନ ଯାଇପାରିବେନି କ୍ରିକେଟର୍‌ ମନୀଷ ପାଣ୍ଡେ, ଜାଣନ୍ତୁ କାହିଁକି

କ୍ରିକେଟର୍‌ ମନୀଷ ପାଣ୍ଡେ ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ନିଜ ପ୍ରେମିକା ତଥା ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଛନ୍ତି। ମୁମ୍ବାଇର ଏକ ଗ୍ରାଣ୍ଡ୍‌ ହୋଟେଲରେ ଉଭୟ ବିବାହ ସମ୍ପନ୍ନ ହୋଇଛି। ବିବାହ ସରିବା ମାତ୍ରେ ମନୀଷ ବୁଧବାର ଦିନ…

ଆଇପିଏଲ୍‌-୧୩: ନିଲାମୀରେ ୭୧୩ ଭାରତୀୟ, ୨୫୮ ବିଦେଶୀ

ନୂଆଦିଲ୍ଲୀ, ୩।୧୨ (ପି.ଟି.)- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୨୦୨୦ ତଥା ତ୍ରୟୋଦଶ ସଂସ୍କରଣ ଲାଗି ମୋଟ୍‌ ୯୭୧ ଜଣ ଖେଳାଳି ନିଲାମୀରେ ସ୍ଥାନ ପାଇଛନ୍ତି। ଯେଉଁଥିରେ ୭୧୩ ଜଣ ଭାରତୀୟ…

ଚଣ୍ଡିଗଡ଼ ନାମରେ କିର୍ତ୍ତୀମାନ

କୋଲକାତା, ୩।୧୨- ସ୍ଥାନୀୟ ଯାଦବପୁର ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଅନୁଷ୍ଠିତ କୁଚ୍‌ ବିହାର ଟ୍ରଫି (୧୯ ବର୍ଷରୁ କମ୍‌)ର ଏକ ମ୍ୟାଚ୍‌ରେ ଚଣ୍ଡିଗଡ଼ ଏକ ଇନିଂସ ଓ ୬୦୩ ରନରେ ମିଜୋରାମକୁ ପରାସ୍ତ କରିଛି। ଫଳରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ରୁଟ୍‌ଙ୍କ ଦ୍ୱିଶତକ: ଇଂଲଣ୍ଡ ଅଗ୍ରଣୀ

ହାମିଲଟନ,୩।୧୨(ଏଏଫପି)- ଅଧିନାୟକ ଜୋ ରୁଟଙ୍କ ଦ୍ୱିଶତକ ବଳରେ ଇଂଲଣ୍ଡ ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ୧୦୧ ରନ୍‌ର ଇନିଂସ ଅଗ୍ରଣୀ ହାସଲ କରିଛି। ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ ୩୭୫ ରନ ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୪୭୬…

ଅଷ୍ଟ୍ରେଲିଆ ସିରିଜ ବିଜୟୀ

ଆଡିଲେଡ, ୩।୧୨- ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ (ଦିବାରାତ୍ର) କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ଏକ ଇନିଂସ ୪୮ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଏଥିସହ ଅଷ୍ଟ୍ରେଲିଆ ୨ ମ୍ୟାଚ ବିଶିଷ୍ଟ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ଅର୍ଦ୍ଧଶତକ ହାସଲକାରୀ ଶାନ…

ସଡ଼କ ସୁରକ୍ଷାକୁ ବ୍ଲେକ୍‌ଙ୍କ ଗୁରୁତ୍ୱ

ମୁମ୍ବାଇ, ୩।୧୨- ”ଭାରତକୁ ଆସିଥିବାରୁ ମୁଁ ବହୁତ ଖୁସି। ତେବେ ଏଠାରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ୧୫୦,୦୦୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଜାଣି ବହୁତ ଦୁଃଖିତ। ଏହା ଏକ ବଡ଼ ସଂଖ୍ୟା। ଆମେ ଏପରି ଭାବରେ ଜୀବନ ହରେଇବା ଠିକ୍‌…

କନ୍‌ଟାକ୍ଟ ଲେନ୍ସ ହଜି ଯିବାରୁ ଗୋଟିଏ ଆଖିରେ ଖେଳିଲେ ଗୋଲକିପର

ଲଣ୍ଡନ,୨।୧୨- ବୁଣ୍ଡେସ୍‌ଲିଗା ଚାମ୍ପିୟନ ବାୟର୍ନ ମ୍ୟୁନିକକୁ ୧-୨ ଗୋଲରେ ହରାଇଥିବା ବାୟର ଲେଭରକୁସେନ ଦଳ ପାଇଁ ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ ଗୋଲକିପର ଲୁକାସ ହରାଡେକି। ୟୁନାଇଟେଡ ଦଳ ପାଇଁ ଲିଓନ ବେଲି ୨୪ତମ ମିନିଟ୍‌ ଗୋଲ ଦେଇ ମ୍ୟାଚ୍‌ରେ ଅଗ୍ରଣୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri