ଖେଳ

ଏଫଆଇଏଚ ହକି ପ୍ରୋ ଲିଗ୍‌: ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୧୯।୨- ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତର ଆଗାମୀ ପ୍ରତିଦ୍ୱନ୍ଦ୍ୱୀ ହେଉଛି ବିଶ୍ୱର ୨ ନମ୍ବର ଦଳ ଅଷ୍ଟ୍ରେଲିଆ। ଚଳିତ ମାସ ୨୧ ଓ ୨୨ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ଅନୁଷ୍ଠିତ…

କଳିଙ୍ଗରେ ୬ ଗ୍ରୁପ୍‌, ୨ ନକ୍‌ଆଉଟ ମ୍ୟାଚ

ଭୁବନେଶ୍ୱର, ୧୯।୨(କ୍ରୀଡ଼ା ପ୍ରତିନିଧି)- ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ୭ମ ସଂସ୍କରଣ ଭାରତର ୫ଟି ସହରରେ ନଭେମ୍ବର ୨ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ମଙ୍ଗଳବାର ନୂଆଦିଲ୍ଲୀଠାରେ ଫିଫା ଏବଂ ସ୍ଥାନୀୟ ଆୟୋଜକ…

ବିରାଟ କୋହଲିଙ୍କଠାରୁ ଅଧିକ ପାରିଶ୍ରମିକ ପାଆନ୍ତି ଏହି ଦେଶର ଅଧିନାୟକ

ଯଦି କୌଣସି କ୍ରିକେଟର ଦେଶକୁ ପ୍ରତିନିଧିତ୍ୱ କରନ୍ତି ତେବେ ରାତାରାତି ସେ ଷ୍ଟାର ପାଲଟିଯାନ୍ତି। ସରକାରୀ ଚାକିରି ସହ ମୋଟା ଅଙ୍କରେ ସେମାନଙ୍କୁ ପାରିଶ୍ରମିକ ମିଳିଥାଏ। ଅନ୍ତର୍ଜାତୀୟ ସ୍ତରରେ କ୍ରିକେଟ ଅଧିନାୟକଙ୍କ ପାରିଶ୍ରମିକ ଅନ୍ୟ ଖେଳାଳିଙ୍କ ଅପେକ୍ଷା ଅଧିକ ଥାଏ। ତେବେ…

ଲୌରିୟସ କ୍ରୀଡ଼ା ପୁରସ୍କାର: ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ୍‌ ଭାବେ ମେସି, ହାମିଲଟନ ଯୁଗ୍ମ ବିଜେତା

ବର୍ଲିନ, ୧୮।୨ (ପି.ଟି.)- ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ୍‌ ଭାବେ ବ୍ରିଟିଶ୍‌ ଫର୍ମୁଲା ଓ୍ବାନ୍‌ ଡ୍ରାଇଭର ଲୁଇସ ହାମିଲଟନ୍‌ ଓ ଆର୍ଜେଣ୍ଟିନା ଫୁଟ୍‌ବଲ ଷ୍ଟାର୍‌ ଲିଓନେଲ ମେସି ଯୁଗ୍ମ ଭାବେ ‘ଲୌରିୟସ ସ୍ପୋଟର୍‌ସମ୍ୟାନ ଅଫ୍‌ ଦି ଇୟର’ ପୁରସ୍କାର ଜିତିଛନ୍ତି। ଉଭୟ ହାମିଲଟନ୍‌…

ସଚିନଙ୍କୁ ବିଶ୍ୱର ସମ୍ମାନଜନକ ଲୌରିୟସ କ୍ରୀଡ଼ା ପୁରସ୍କାର

ବର୍ଲିନ, ୧୮।୨ (ପି.ଟି.)- ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ବିଶ୍ୱର ସମ୍ମାନଜନକ କ୍ରୀଡ଼ା ସମ୍ମାନ ‘ଲୌରିୟସ ବିଶ୍ୱ କ୍ରୀଡ଼ା ପୁରସ୍କାର’ ଜିତିଛନ୍ତି। ଘରୋଇ ମାଟିରେ ଭାରତକୁ ୨୦୧୧ ଆଇସିସି ବିଶ୍ୱକପ୍‌ ଜିତାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥଲେ। ବିଶ୍ୱକପ୍‌ ଜିତିବାପରେ…

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌: ମାସ୍କ ପିନ୍ଧିଲେ ରେସଲର

ନୂଆଦିଲ୍ଲୀ, ୧୮ା୨ (ପି.ଟି.)-ଭାରତରେ କରୋନା ଭାଇରସର ବିପଦ ନାହିଁ। ଏହା ସତ୍ତ୍ୱେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏଠାରେ ଚାଲିଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ କେତେଜଣ ରେସଲର ସେମାନଙ୍କ ମୁହଁରେ ମାସ୍କ ଲଗାଇଥିବା ଦେଖିବାକୁ ମିିଳିଛି। ପଡୋଶୀ ଦେଶ ଚାଇନାରେ କରୋନା ଭାଇରସରେ…

୧୭ ବର୍ଷରୁ କମ୍‌ ଫୁଟ୍‌ବଲ ବିଶ୍ୱକପ୍‌: ନବି ମୁମ୍ବାଇରେ ହେବ ଫାଇନାଲ

ନୂଆଦିଲ୍ଲୀ, ୧୮ା୨ (ପି.ଟି.)- ନଭେମ୍ବର ୨୧ରେ ୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟବଲ ବିଶ୍ୱ କପ୍‌ର ଫାଇନାଲ ନବି ମୁମ୍ବାଇରେ ଖେଳାଯିବ। ଟୁର୍ନାମେଣ୍ଟର ଆୟୋଜକ କମିଟି ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୬ଟି ଟିମ୍‌କୁ ନେଇ ଆୟୋଜିତ ହେବାକୁଥିବା ଏହି…

ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ଓଡ଼ିଶା ଦଳରେ ବାଲେଶ୍ୱର ଖେଳାଳି

ବାଲେଶ୍ୱର ଅଫିସ,୧୮।୨-ଆସନ୍ତା ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଜୟପୁରଠାରେ ଅନୁଷ୍ଠିତ ହେବ ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା। ଏଥିପାଇଁ ଓଡ଼ିଶା ପୁରୁଷ ଦଳ ଘୋଷିତ ହୋଇଯାଇଛି। ପ୍ରଥମଥର ଲାଗି ବାଲେଶ୍ୱରର ଖେଳାଳି ଜୟପ୍ରକାଶ ସିଂ ଓ ଗୋଲାମ ଅଲ୍ଲିଖଁା…

ସମ୍ପର୍କୀୟ ଭଉଣୀଙ୍କୁ ଉଠାଇ ନେଇ ବିବାହ କରିଥିଲେ ଏହି କ୍ରିକେଟର୍‌

ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ତଥା ଷ୍ଟାର କ୍ରିକେଟର ସହିଦ ଆଫ୍ରିଦି ନିକଟରେ ୫ମ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ପତ୍ନୀ ପୁଣିଥରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ପୂର୍ବରୁ ମଧ୍ୟ ଆଫ୍ରିଦିଙ୍କର ୪ଟି ଝିଅ ଥିଲେ। ଏବେ ତାଙ୍କ…

ଓଶାନେ ଥୋମାସଙ୍କ କାର ଦୁର୍ଘଟଣା

ଜାମାଇକା,୧୮।୨- ଓ୍ବେଷ୍ଟଇଣ୍ଡିଜ ପେସର ଓଶାନେ ଥୋମାସ ଗତ ରବିବାର କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେଣ୍ଟ କାଥେରିନର ହାଇଓ୍ବେ ୨୦୦୦ରେ ଦୁର୍ଘଟଣା ଘଟିଛି, ଯେଉଁଥିରେ ତାଙ୍କ କାର ଓଲଟି ପଡ଼ିଛି। ଦୁର୍ଘଟଣା ପରେ ମଧ୍ୟ ଥୋମାସ ଚେତା ହରାଇ ନ ଥିଲେ।…

୨ ମାସ ମଧ୍ୟରେ ଦ୍ୱିତୀୟଥର ଦ୍ୱିଶତକ ହାସଲ କଲେ ଏହି ମହାନ କ୍ରିକେଟରଙ୍କ ପୁଅ, ବୋଲିଂରେ ବି କଲେ କମାଲ

ଭାରତୀୟ କ୍ରିକେଟର ଦ ୱାଲ ଭାବେ ପ୍ରସିଦ୍ଧି ହାସଲ କରିଥିବା ରାହୁଲ ଦ୍ରାବିଡଙ୍କ ପୁଅ ସମିତ ମଧ୍ୟ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ବାପା ରାହୁଲଙ୍କ ପରି ସେ କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ହାସଲ କରିଚାଲିଛନ୍ତି।…

ମହିଳା ଟି୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌: ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ବ୍ରିସବେନ,୧୮।୨- ସ୍ପିନର ପୁନମ ଯାଦବଙ୍କ ୩ ଉଇକେଟ ସଫଳତା ବଳରେ ଆଇସିସି ଟି୨୦ ମହିଳା ବିଶ୍ୱକପ୍‌ ପୂର୍ବରୁ ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ଭାରତୀୟ ଦଳ ୨ ରନ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଟିମ୍‌ ଇଣ୍ଡିଆ ଦ୍ୱାରା ଧାର୍ଯ୍ୟ ୧୦୮ ରନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?