ଖେଳ

ଡିଏଭି ଜୋନାଲ ଶୁଟିଂ, ରୋଲର ସ୍କେଟିଂ ମିଟ୍‌

ଭୁବନେଶ୍ୱର, ୨୫।୧୦(କ୍ରୀଡ଼ା ପ୍ରତିନିଧି)-ୟୁନିଟ-୮ ଡିଏଭି ସ୍କୁଲ ଆନୁକୂଲ୍ୟରେ ଜୋନାଲ ମିଟ୍‌ର ବନ୍ଧୁକ ଚାଳନା ଓ ରୋଲର ସ୍କେଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଓଡ଼ିଶା ରାଇଫଲ ଆସୋସିଏଶନ ତତ୍ତ୍ୱାବଧାନରେ ବନ୍ଧୁକ ଚାଳନା ପ୍ରତିଯୋଗିତା ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ...

ଅଲ୍‌ ଓଡ଼ିଶା କେ.ସି. ମେମୋରିଆଲ ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ

ଭୁବନେଶ୍ୱର, ୨୫।୧୦(କ୍ରୀଡ଼ା ପ୍ରତିନିଧି)-କେ.ସି. ମେମୋରିଆଲ ଟ୍ରଷ୍ଟ ଓ ଉଡାନ ବ୍ୟାଡ୍‌ମିଣ୍ଟନ ଏକାଡେମୀ ଆନୁକୂଲ୍ୟରେ ଅଲ୍‌ ଓଡ଼ିଶା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଛି। ପଟିଆସ୍ଥିତ ଉଡାନ ଏକାଡେମୀରେ ଗତ ୨୧ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୧୩...

ଫ୍ରାନ୍ସକୁ ୟୁଫାର ଜରିମାନା

ପ୍ୟାରିସ, ୨୫ା୧୦ (ଏଏଫ୍‌ପି)-ଆଲବାନିଆ ପାଇଁ ତ୍ରୁଟି ଜାତୀୟ ସଂଙ୍ଗୀତ ପରିବେଷଣ କରିଥିବାରୁ ୟୁଫା (ୟୁନିୟନ ଅଫ୍‌ ୟୁରୋପିଆନ୍‌ ଫୁଟ୍‌ବଲ ଆସୋସିଏଶନ୍ସ) ଫ୍ରାନ୍ସକୁ ୨୦,୦୦୦ ୟୁରୋ ଜରିମାନା କରିଛି। ସେପ୍ଟେମ୍ବର ୭ରେ ୟୁରୋ ୨୦୨୦ ପାଇଁ ଅନୁଷ୍ଠିତ ଏକ କ୍ୱାଲିଫାଇଙ୍ଗ ମ୍ୟାଚ...

ବାଂଲାଦେଶ ବିପକ୍ଷ ଟି୨୦ ଦଳ ଘୋଷିତ: କୋହଲିଙ୍କୁ ବିଶ୍ରାମ, ଦୁବେ ନୂଆ ମୁହଁ

ମୁମ୍ବାଇ, ୨୪।୧୦(ପି.ଟି.)- ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଓ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଛି। ମୁମ୍ବାଇ ଅଲରାଉଣ୍ଡର ଶିବମ୍‌ ଦୁବେ ନୁଆ ମୁହଁ ଭାବେ ଦଳରେ...

ଫିଫା ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅବନତି

ନୂଆଦିଲ୍ଲୀ, ୨୪।୧୦ (ପି.ଟି.)- ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅବନତି ହୋଇଥିବା ଦେଖିବାକୁ ମିଳିଛି। ଭାରତୀୟ ଫୁଟ୍‌ବଲ ଦଳ ୨ଟି ପାହାଚ ତଳକୁ ଖସି ୧୦୬ତମ ସ୍ଥାନରେ ରହିଛି। ଚଳିତ ମାସ ମଧ୍ୟଭାଗରେ...

ଭାରତ ଗସ୍ତରୁ ବାଦ୍‌ ପଡ଼ିପାରନ୍ତି ଇକବାଲ

ଢାକା,୨୪।୧୦- ବାଂଲାଦେଶ ଓପନର ତାମିମ ଇକବାଲ ଆଗାମୀ ଭାରତ ଗସ୍ତର ପ୍ରାରମ୍ଭିକ ମ୍ୟାଚ୍‌ ଖେଳିପାରିବେ ନାହିଁ। ବ୍ୟକ୍ତିଗତ କାରଣ ଯୋଗୁ ସେ ସିରିଜର ପ୍ରାରମ୍ଭିକ ପର୍ଯ୍ୟାୟ ପାଇଁ ଉପଲବ୍ଧ ରହିବେ ନାହିଁ ବୋଲି ବିସିବିକୁ ଜଣାଇଛନ୍ତି। ତାଙ୍କ ପତ୍ନୀ ଦ୍ୱିତୀୟ...

ବିଶ୍ୱ ମିଲିଟାରୀ ଗେମ୍ସ: ଗୁଣସେକରନଙ୍କୁ ୩ ସ୍ବର୍ଣ୍ଣ

ଉହାନ(ଚାଇନା),୨୪।୧୦(ପି.ଟି.)- ଏଠାରେ ଚାଲିଥିବା ୭ମ ସିଆଇଏସ୍‌ଏମ୍‌ ବିଶ୍ୱ ମିଲିଟାରୀ କ୍ରୀଡ଼ାରେ ପାରାଆଥ୍‌ଲେଟ୍‌ ଆନନ୍ଦନ ଗୁଣସେକରାନ ୩ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଜାଭେଲିନ ଜାଭେଲିନ ଥ୍ରୋୟର ଶିବପାଲ ସିଂ ମଧ୍ୟ ପୋଡିୟମର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ପୁରୁଷ ଭିନ୍ନକ୍ଷମ...

ଟି୧୦ ଲିଗ୍‌: ଖେଳାଳିଙ୍କୁ ଏନ୍‌ଓସି ଦେବ ନାହିଁ ପିସିବି

କରାଚୀ,୨୪।୧୦- ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଥିବା ଆବୁଧାବି ଟି୧୦ ଲିଗ୍‌ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦେଶର ଖେଳାଳିଙ୍କୁ ଏନ୍‌ଓସି ନ ଦେବାକୁ ନିଷ୍ପତ୍ତି ନେଇଛି। ଖେଳାଳିଙ୍କ କାମର ବୋଝ ହ୍ରାସ ଓ ଘରୋଇ ଟୁର୍ନାମେଣ୍ଟ...

ନିର୍ବାଚନ ମୈଦାନରେ ଫେଲ୍‌ ମାରିଲେ ଖେଳାଳି

ଚଣ୍ଡିଗଡ,୨୪।୧୦: ନିର୍ବାଚନ ମୈଦାନରେ ଫେଲ୍‌ ମାରିଛନ୍ତି ଖେଳାଳି। ହରିୟାଣାର ଦାଦ୍ରୀ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିବା ବବିତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଛି। ସେହିପରି ଅନ୍ୟତମ କୁସ୍ତି ଖେଳାଳି ତଥା ଅଲମ୍ପିକ୍ସ ପଦକ ବିଜେତା ଯୋଗେଶ୍ୱର...

ତୁଟିଲା ବିବାଦ: ୩ରୁ ବାଂଲାଦେଶ-ଭାରତ ସିରିଜ୍‌

ଢାକା,୨୪।୧୦- ଆସନ୍ତା ୩ ତାରିଖରୁ ଭାରତ ଓ ବାଂଲାଦେଶ ମଧ୍ୟରେ ଆରମ୍ଭ ହେବାକୁ ଥିବା ଟି୨୦ ସିରିଜ୍‌ରୁ ଅନିଶ୍ଚିତତାର କଳା ବାଦଲ ହଟି ଯାଇଛି। ବାଂଲାଦେଶର ଖେଳାଳି ଓ ବୋର୍ଡ ବିସିବି ମଧ୍ୟରେ ଲାଗି ରହିଥିବା ବିବାଦରେ ପୂର୍ଣ୍ଣ ଛେଦ...

ଟି୧୦ ଲିଗ୍‌ରେ ଖେଳିବେ ଯୁବି

ଦୁବାଇ,୨୪।୧୦- ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ (ଯୁବି) ଟି୧୦ ଲିଗ୍‌ର ଦ୍ୱିତୀୟ ସଂସ୍କରଣରେ ଖେଳିବାକୁ ଯାଉଛନ୍ତି। ତାଙ୍କୁ ମରାଠା ଆରବିଆନ୍ସ ଦଳରେ ସାମିଲ କରାଯାଇଛି। ଗତ ଜୁନରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଯୁବି ଦ୍ୱିତୀୟ...

ଫର୍ମୁଲାଓ୍ବାନ୍‌ ଡ୍ରାଇଭର୍‌ ହେବାକୁ ଚାହୁଁଥିଲେ, କିନ୍ତୁ କ୍ରିକେଟରେ ଉଇକେଟ୍‌କିପର୍‌ ଭାବେ ମିଳିଲା ପରିଚୟ

ଭାରତୀୟ କ୍ରିକେଟ ଦଳର ଉଇକେଟ୍‌କିପର୍‌ ବ୍ୟାଟ୍ସମ୍ୟାନ୍‌ ରୁଦ୍ଧିମାନ ଶାହ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ମସିହା ଅକ୍ଟୋବର ୨୪ରେ ପଶ୍ଚିମବଙ୍ଗର ସିଲିଗୁଡିରେ ଜନ୍ମଗ୍ରହଣ କରିଥିଲେ। ୨୦୧୦ରେ ସେ ନାଗପୁରରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଡେବ୍ୟୁ କରିଥିଲେ। କିନ୍ତୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri