ଖେଳ

କେପିଏଲ ମ୍ୟାଚ୍‌ ଫିକ୍ସି: ବେଙ୍ଗାଲୁରୁ ପୋଲିସକୁ ସହାୟତା କରିବ ଆଇସିସି

ବାଙ୍ଗଲୋର,୦୧।୧୨- କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ)ରେ ବେଟିଂ ଓ ମ୍ୟାଚ୍‌ ଫିକ୍ସିଂ ସ୍କାଣ୍ଡାଲର ତଦନ୍ତ କରୁଥିବା ବେଙ୍ଗାଲୁରୁ ପୋଲିସକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସମସ୍ତ ପ୍ରକାର ସହଯୋଗ କରିବା ଲାଗି ପ୍ରତିଶ୍ରୁତି ଦେଇଛି। ଆଇସିସି ପକ୍ଷରୁ ମେଲ ଜରିଆରେ ଆମ…

କାହିଁକି ଶାକାହାରୀ ହେଲେ କୋହଲି

କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍‌ ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ନିଜକୁ ଫିଟ ରଖିବା ପାଇଁ ସେ…

ରୋମାଣ୍ଟିକ ଷ୍ଟାଇଲରେ ବିବାହ ବାର୍ଷିକ ଶୁଭେଚ୍ଛା ଜଣାଇଲେ ଯୁବି

ଚଣ୍ଡିଗଡ଼,୦୧।୧୨- ପୂର୍ବତନ କ୍ରିକେଟର ଯୁବରାଜ ସିଂ ଓ ହେଜଲ କିଚ ଶନିବାର ତୃତୀୟ ବିବାହ ବାର୍ଷିକ ପାଳନ କରିଛନ୍ତି। ଉଭୟ ରୋମାଣ୍ଟିକ ଷ୍ଟାଇଲରେ ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି। ଦୁହେଁ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରିଛନ୍ତି। ଯୁବି ଫଟୋର କ୍ୟାପଶନରେ ଲେଖିଛନ୍ତି,…

ମେସି, ରାପିନୋଙ୍କୁ ମିଳିପାରେ ବାଲୋନ ଡି’ ଅର

ପ୍ୟାରିସ,୦୧।୧୨(ଏଏଫ୍‌ପି)- ଚଳିତବର୍ଷର ସମ୍ମାନଜନକ ବାଲୋନ ଡି’ଅର ପୁରସ୍କାର ପୁରୁଷ ବର୍ଗରେ ଆର୍ଜେଣ୍ଟିନାର ଲିଓନେଲ ମେସି ଓ ମହିଳା ବର୍ଗରେ ବିଶ୍ୱକପ୍‌ ଚାମ୍ପିୟନ ଆମେରିକା ଦଳର ଷ୍ଟାର ମେଗାନ ରାପିନୋଙ୍କୁ ମିଳିପାରେ ବୋଲି ଆଶା କରାଯାଉଛି। ଏହି ପୁରସ୍କାର ସୋମବାର ସ୍ଥାନୀୟ ଚାଟଲେଟ…

ଡେଭିଡ ୱାର୍ଣ୍ଣରଙ୍କ ପାଳି ଦେଖି କାନ୍ଦିଲେ ସ୍ତ୍ରୀ, ଜାଣନ୍ତୁ କାହିଁକି

ଆଡିଲେଡ,୧।୧୨: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ପାକିସ୍ତାନ ବିପକ୍ଷରେ ଚାଲିଥିବା ପିଙ୍କ ବଲ ଟେଷ୍ଟରେ ୱାର୍ଣ୍ଣର ଅପରାଜିତ ୩୩୫ ରନ୍‌ର ଇନିଂସ ଖେଳି ତାଙ୍କ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ତାଙ୍କ ଟ୍ରିପଲ ଟନ ପାଳି ହେଖି ଷ୍ଟାଡିୟମରେ ଉପସ୍ଥିତ ଥିବା…

ଅନୁଷ୍କାଙ୍କ ନାଁ ନେବାରୁ ରାଗିଲେ ବିରାଟ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ନାଁରେ ଅନେକ ବଡ ରେକର୍ଡ ରହିଛି। କୋହଲିଙ୍କ ବ୍ୟାଟିଂକୁ ଯେତେ ପ୍ରଶଂସା କରାଯାଏ, ଫ୍ଲପ୍‌ ହେଲେ ସେତିକି ତାଙ୍କୁ ଗାଳି ଶୁଣିବାକୁ ପଡିଥାଏ। ସେ ଖରାପ୍‌ ଫର୍ମ ଦେଇ ଗତି କଲେ…

ବାରବାଟୀ ଦିନିକିଆ ଆଉ ୨୧ ଦିନ ବରୁଣ-ଉମେଶଙ୍କ ସ୍ମରଣୀୟ ଭାଗୀଦାରି

କଟକ ଅଫିସ,୦୧।୧୧- ପ୍ରଥମେ ବ୍ୟାଟିଂ କରିଥିବା ୱେଷ୍ଟଇଣ୍ଡିଜ ୯ ଉଇକେଟ ହରାଇ ୨୧୧ରନ କରିଥିଲା। ବିଜୟଲକ୍ଷ୍ୟକୁ ପିଛା କରୁଥିବା ଭାରତ ୪୭ତମ ଓଭର ପ୍ରଥମ ବଲ୍‌ରେ ୯ମ ଉଇକେଟ ହରାଇଥିଲା। ଭାରତର ଦଳୀୟ ସ୍କୋର ଥିଲା ୨୦୧ରନ। ଅନ୍ତିମ ଯୋଡ଼ିରେ ଥାନ୍ତି…

ଡେଭିସ୍‌ କପ୍‌: ପାକିସ୍ତାନକୁ ୪-୦ରେ ହରାଇଲା ଭାରତ

ନୁର- ସୁଲତାନ, ୦୧।୧୧(ପି.ଟି.)- କାଜାଖସ୍ଥାନ ରାଜଧାନୀ ନୁର- ସୁଲତାନରେ ଅନୁଷ୍ଠିତ ଡେଭିସ୍‌ କପ୍‌ ମ୍ୟାଚ୍‌ରେ ଶନିବାର ଭାରତ ୪-୦ରେ ପାରମ୍ଭରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଓ୍ବାଲର୍‌ଡ ଗ୍ରୁପ୍‌ କ୍ୱାଲିଫାୟର୍ସ ଖେଳିବା ପାଇଁ ଯୋଗ୍ୟତା ହାସଲ…

ଏକା ଏରିନା ବୁଲି ଦେଖିଲେ ଫିଫା ପ୍ରତିନିଧି ଦଳ

ଅହମ୍ମଦାବାଦ,୦୧।୧୧(ପି.ଟି.)- ସ୍ଥାନୀୟ ଏକା ଏରିନା ଗ୍ରାଉଣ୍ଡ ପରିଦର୍ଶନ କରିଛନ୍ତି ଫିଫା ପ୍ରତିନିଧି ଦଳ। ମହିଳା ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ପାଇଁ ପ୍ରସ୍ତାବିତ ଏହି ଗ୍ରାଉଣ୍ଡର ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି। ପୂର୍ବରୁ ଏହି ଗ୍ରାଉଣ୍ଡ ବିଶ୍ୱକପ୍‌ ମ୍ୟାଚ୍‌ ଆୟୋଜନ…

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା: ନ୍ୟାୟ ମାଗିଲେ ଯୁବି, ଭଜି

ହାଇଦ୍ରାବାଦ,୦୧।୧୧- ନିକଟରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ, ଗଣବଳାତ୍କାର ପରେ ହତ୍ୟା କରାଯିବା ଘଟଣା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୋଷୀମାନଙ୍କୁ ଫାଶୀ ଦଣ୍ଡ ଦେବାକୁ ସୋସିଆଲ ମିଡିଆରେ କ୍ୟାମ୍ପେନ ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଦୁଇ ପୂର୍ବତନ ଷ୍ଟାର…

ପ୍ରସ୍ତୁତ ଟୋକିଓ ଅଲିମ୍ପିକ୍‌ ମୁଖ୍ୟ ଷ୍ଟାଡିୟମ

ଟୋକିଓ,୦୧।୧୧(ଏଏଫ୍‌ପି)- ୨୦୨୦ ଅଲିମ୍ପିକ୍‌ର ମୁଖ୍ୟ ଷ୍ଟାଡିୟମ ଶନିବାର ଅଫିସିଆଲ ଭାବେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ୧.୪ ବିଲିଅନ ଡଲାରର ଖର୍ଚ୍ଚରେ ତିଆରି ଏହି ଷ୍ଟାଡିୟମ ଗ୍ରୀଷ୍ଣ ଋତୁରେ ପ୍ରଭାବିତ ହେବ ନାହିଁ। ଅଲିମ୍ପିକ୍‌ବେଳେ ଗ୍ରୀଷ୍ଣ ପ୍ରଭାବିତ ହେବା ନେଇ ଆଶାଙ୍କା ରହିଛି।…

ସାଣ୍ଟନରଙ୍କ ଛକାରେ ସୁରକ୍ଷା କର୍ମୀ ଆହତ

ହାମିଲଟନ,୧।୧୧- କ୍ରିକେଟ ଏଭଳି ଏକ ଖେଳ କେବେ, କେଉଁଠି ଓ କାହା ସହ ଦୁର୍ଘଟଣା ଘଟିବ ତାହା କହିହେବ ନାହିଁ। ଏଠାରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ କାର୍ଯ୍ୟରତ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ଘରୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri