ଖେଳ

ଖେଲ ରହାହେ ଇଣ୍ଡିଆ

ନୂଆଦିଲ୍ଲୀ,୧୮।୨- ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ (କେଆଇୱାଇଜି) ୩ ସଂସ୍କରଣର ସଫଳତା ପରେ ଭାରତ ସରକାର ପ୍ରଥମଥର ପାଇଁ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ (କେଆଇୟୁଜି) ଆୟୋଜନ କରିବାକୁ ଯାଉଛନ୍ତି। ଏହି ପ୍ରତିଯୋଗିତା ଭୁବନେଶ୍ୱର ଓ କଟକରେ ଅନୁଷ୍ଠିତ ହେବ। ଇଣ୍ଡିଆନ୍‌…

ଏହି ପ୍ରସିଦ୍ଧ କ୍ରିକେଟରଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ତାଙ୍କ ସ୍ତ୍ରୀ, ଜାଣନ୍ତୁ କାହିଁକି

ଚଳିତବର୍ଷ ଅଷ୍ଟ୍ରେଲିଆର ସବୁଠୁ ପ୍ରତିଷ୍ଠିତ କ୍ରିକେଟ ପୁରସ୍କାର ଆଲାନ ବର୍ଡର ଟ୍ରଫି ଜିତିଛନ୍ତି ପ୍ରସିଦ୍ଧ କ୍ରିକେଟର ଡେଭିଡ୍‌ ଓ୍ବାର୍ନର। କ୍ରିକେଟରେ ଆଜି ଯେଉଁ ସଫଳତା ମିଳିଛି, ତା’ର ସମସ୍ତ ଶ୍ରେୟ ସେ ସ୍ତ୍ରୀ କ୍ୟାଣ୍ଡିସ୍‌ ଓ୍ବାର୍ନରଙ୍କୁ ଦେଇଛନ୍ତି। ଏକ ସାକ୍ଷାତ୍‌କାରରେ ସେ…

ସାଇ ଟ୍ରାଏଲ୍ସରେ ଭାଗନେବାକୁ ମନାକଲେ ଶ୍ରୀନିବାସ

ନୂଆଦିଲ୍ଲୀ, ୧୭।୨ (ପି.ଟି.)- ଚର୍ଚ୍ଚାରେ ରହିଥିବା କର୍ନାଟକର ପାରମ୍ପରିକ କମ୍ବାଲ ରେସ୍‌ର ଶ୍ରୀନିବାସ ଗୌଡ଼ ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟରରେ ଟ୍ରାଏଲ୍ସ ଦେବାକୁ ମନା କରିଦେଇଛନ୍ତି। ନିକଟରେ କର୍ନାଟକରେ ଅନୁଷ୍ଠିତ ପାରମ୍ପରିକ ମଇଁଷି ଦୌଡ଼ରେ ଏହାର ଜକି ରହିଥିବା ଶ୍ରୀନିବାସ ମାତ୍ର ୯.୫୫…

ଭାରତକୁ ୨୦୨୧ ଜୁନିୟର ହକି ବିଶ୍ୱକପ୍‌ ଆୟୋଜନ ଅଧିକାର

ଲାଉସାନେ, ୧୭।୨ (ପି.ଟି.)- ଆସନ୍ତା ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ଆୟୋଜିତ ହେବ। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି। ଫଳରେ ଭାରତ ୨ୟଥର ଲାଗି ବିଶ୍ୱର ଏହି ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ…

ଟି୨୦ ର଼୍ୟାଙ୍କିଙ୍ଗ୍‌; କୋହଲି ଖସିଲେ: ରାହୁଲ, ରୋହତ ସ୍ଥିର

ଦୁବାଇ, ୧୭।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ ସୋମବାର ପ୍ରକାଶିତ ହୋଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲି ଦଶମ ସ୍ଥାନକୁ ଖସିଥିବାଛନ୍ତି। ତେବେ ତାରକା ଲୋକେଶ ରାହୁଲ ଓ ରୋହିତ ଶର୍ମା ଯଥାକ୍ରମେ ଦ୍ୱିତୀୟ ଓ ୧୧ତମ…

ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ଡୁପ୍ଲେସିଙ୍କ ଇସ୍ତଫା

ଜୋହାନ୍ସବର୍ଗ, ୧୭।୨(ପି.ଟି.)- ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ବରିଷ୍ଠ ବ୍ୟାଟ୍ସମ୍ୟାନ ଫାଫ୍‌ ଡୁପ୍ଲେସି ଇସ୍ତଫା ଦେଇଛନ୍ତି। ସେ ୩ଟି ଫର୍ମାଟର ନେତୃତ୍ୱରୁ ଓହରିଯାଇଛନ୍ତି। ପରବର୍ତ୍ତୀ ପିଢିକୁ ସୁଯୋଗ ଦେବା ପାଇଁ ସେ ନେତୃତ୍ୱ ଛାଡିଛନ୍ତି ବୋଲି କହିଛନ୍ତି। ତେବେ ୩୫ ବର୍ଷୀୟ…

ଅଲିମ୍ପିକ୍ସ ମୋଟୋ ଉନ୍ମୋଚିତ

ଟୋକିଓ,୧୭।୨(ଏଏଫ୍‌ପି)- ଆସନ୍ତା ଜୁଲାଇ- ଅଗଷ୍ଟରେ ଆୟୋଜନ ହେବାକୁ ଯାଉଥିବା ଅଲିମ୍ପିକ୍ସର ଟୋକିଓ ଆୟୋଜକମାନେ ଏକ ମୋଟୋ ଉନ୍ମୋଚନ କରିଛନ୍ତି। ବିଶ୍ୱ ଭାତୃତ୍ୱ ତଥା ଭାଇଚାରାକୁ ଦୃଷ୍ଟିରେ ରଖି ‘ୟୁନାଇଟେଡ ବାଇ ଇମୋସନ’କୁ ମୋଟୋ ରୂପେ ବ୍ୟହହାର କରାଯିବ। ବିଶ୍ୱରେ କ୍ରୀଡ଼ାର ଗୁରୁତ୍ୱକୁ…

କେନର୍‌ସ କପ୍‌ ଚେସ୍‌: ହମ୍ପି ଚାମ୍ପିୟନ: ୨ ନମ୍ବର ସ୍ଥାନକୁ ଉଠିଲେ

ସେଣ୍ଟ ଲୁଇସ୍‌, ୧୭।୨(ପି.ଟି.): ଓ୍ବାଲର୍‌ଡ ରାପିଡ୍‌ ଚେସ୍‌ ଚାମ୍ପିୟନ କୋନେରୁ ହମ୍ପି ଆଉ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛନ୍ତି। ଆମେରିକାର ସେଣ୍ଟ ଲୁଇସ୍‌ରେ ଅନୁଷ୍ଠିତ କେନର୍‌ସ କପ୍‌ ଚେସ୍‌ ଟୁର୍ନାମେଣ୍ଟରେ ସେ ଟାଇଟଲ ହାସଲ କରିଛନ୍ତି। ନିଜ ଦେଶର ଦ୍ରୋଣାଭାଲି…

ହକି ପ୍ରୋ ଲିଗ୍‌: ଭାରତ ବିପକ୍ଷ ମ୍ୟାଚ୍‌ ଅଲିମ୍ପକ୍ସ ପ୍ରସ୍ତୁତିରେ ସହାୟକ ହେବ: ଜାଲଓ୍ବେସ୍କି

ଭୁବନେଶ୍ୱର,୧୭।୨(ପି.ଟି.): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ହକି କମ୍ପେକ୍ସରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପ୍ରୋ ଲିଗ୍‌ର ଦୁଇଟି ମ୍ୟାଚ୍‌ରେ ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ଆସନ୍ତା ଶୁକ୍ରବାର ଓ ଶନିବାର ଦିନ ଆୟୋଜନ ହେବାକୁ ଥିବା ଏହି ଦୁଇଟି…

ମାତ୍ର ୪୪ଟି ବଲ୍‌ରୁ ୧୪୯ରନ୍‌ ବିସ୍ଫୋରକ ଇନିଂଶ ଖେଳିଥିଲେ ଏହି କ୍ରିକେଟର୍‌

ଆବ୍ରାହମ୍‌ ବେଞ୍ଜାମିନ୍‌ ଡିଭିଲିୟର୍ସ କ୍ରିକେଟର ଏକ ଜଣାଶୁଣା ନାଁ। ଦକ୍ଷିଣ ଆଫ୍ରିକାର ଏହି କ୍ରିକେଟର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ମସିହା ଫେବୃୟାରୀ ୧୭ରେ ଦକ୍ଷିଣ ଆଫ୍ରିକାର ବେଲା ବେଲା ସେ ଜନ୍ମଗ୍ରହଣ କରିଥିଲେ। ଯଦିଓ କ୍ରିକେଟରୁ ସେ ୨…

ଭାରତ ବିପକ୍ଷ ଟେଷ୍ଟ ସିରିଜ: ନ୍ୟୁଜିଲାଣ୍ଡ ଦଳକୁ ବୋଲ୍ଟଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବେଲିଂଟନ,୧୭।୨: ଆଗାମୀ ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଏକ ୧୩ ଜଣିଆ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଆଘାତ ସମସ୍ୟାରୁ ସୁସ୍ଥ ହୋଇ ଏହି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।…

ବିଦାୟ ଟୁର୍ନାମେଣ୍ଟରେ ନିଜ ପୋଷ୍ଟର ଦେଖି କାନ୍ଦିଲେ ଲିଆଣ୍ଡର ପେସ୍‌

ବେଙ୍ଗାଲୁରୁ,୧୭।୨: ବେଙ୍ଗାଲୁରୁ ଓପନ ଜରିଆରେ ଘରୋଇ ମାଟିରେ ନିଜର ଅନ୍ତିମ ଏଟିପି ଟୁର୍ନାମେଣ୍ଟ ଖେଳୁଥିବା ଭାରତର ମହାନ ଟେନିସ ଖେଳାଳି ଲିଆଣ୍ଡର୍‌ ପେସଙ୍କୁ ରବିବାର କେଏସଏଲଟିଏ ଷ୍ଟାଡିୟମରେ ପୂର୍ବତନ ଅଲିମ୍ପିଆନ ଓ କ୍ରୀଡାବିତ୍‌ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ଷ୍ଟାଡିୟମରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?