ଖେଳ

ଚର୍ଚ୍ଚାରେ କୋହଲିଙ୍କ ନୂଆ ପୋଷ୍ଟ

ହାମିଲଟନ୍‌, ୧୭।୨- ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳ ଟି୨୦ ଓ ଦିନିକିଆ ସିରିଜ ଖେଳିସାରିବା ପରେ ଏବେ ଟେଷ୍ଟ ଲାଗି ପ୍ରସ୍ତୁତ ହେଉଛି। ସ୍ଥାନୀୟ ସେଡନ ପାର୍କରେ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷରେ ଅନୁଷ୍ଠିତ ୩ ଦିନିଆ ଅଭ୍ୟାସମୂଳକ ମ୍ୟାଚ୍‌…

ଟି୨୦ ସିରିଜ ଜିତିଲା ଇଂଲଣ୍ଡ; ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ପରାସ୍ତ

ସେଞ୍ଚୁରିଆନ,୧୭।୨- ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୫ଟି ବଲ ବାକି ରଖି ଘରୋଇ ଦକ୍ଷିଣ ଆଫ୍ରିକାକୁ ୫ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଟସ୍‌ ଜିତି ଦକ୍ଷିଣ…

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାଗନେବ ପାକିସ୍ତାନ; ଚାଇନା ସଂକ୍ରାନ୍ତରେ ନିଷ୍ପତ୍ତି ଆଜି

ନୂଆଦିଲ୍ଲୀ,୧୭।୨(ପି.ଟି.)- ଏଠାରେ ଆସନ୍ତା ୧୮ରୁ ୨୩ ତାରିଖ ମଧ୍ୟରେ ଆୟୋଜନ ହେବାକୁ ଯାଉଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ପାକିସ୍ତାନ ଅଂଶଗ୍ରହଣ କରିବା ନେଇ ଅନିଶ୍ଚିତତା ଦୂର ହୋଇଛି। ଭାରତ ସରକାର ପାକିସ୍ତାନ ପ୍ରତିଯୋଗୀଙ୍କୁ ଭିଜା ପ୍ରଦାନ କରିଛନ୍ତି। ଫଳରେ ପାକିସ୍ତାନ ଏହି…

ଗୌଡ଼ାଙ୍କ ପାଇଁ ଟ୍ରାଏଲ ତାରିଖ ଧାର୍ଯ୍ୟ ହୋଇନି

ନୂଆଦିଲ୍ଲୀ, ୧୬ା୨ (ପି.ଟି.)- କାମ୍ବାଲା ରେସର୍‌ ଶ୍ରୀନିବାସ ଗୌଡ଼ାଙ୍କ ଟ୍ରାଏଲ ପାଇଁ ପ୍ରକୃତ ଦିନ ଧାର୍ଯ୍ୟ ହୋଇନାହିଁ। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ବେଙ୍ଗାଲୁରୁସ୍ଥିତ ସେଣ୍ଟରଠାରେ ତାଙ୍କର ଦକ୍ଷତା ଆକଳନ କରାଯିବ। ଖବର ଅନୁସାରେ, ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟରଠାରେ ସେ…

ଫାଓ ଦାୟିତ୍ୱ ଗ୍ରହଣ କଲେ ଆଶୀର୍ବାଦ

କଟକ ଅଫିସ,୧୭ା୨- ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର ସାଧାରଣ ପରିଷଦ ବୈଠକ ରବିବାର ପୂର୍ବାହ୍ନରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନବନିର୍ବାଚିତ କର୍ମକର୍ତ୍ତା ଦାୟିତ୍ୱ ଗ୍ରହଣ କରିଥିଲେ। ନିର୍ଦ୍ୱନ୍ଦ୍ୱରେ ସମସ୍ତ ପ୍ରାର୍ଥି ନିର୍ବାଚିତ ହୋଇଥିବା…

ସ୍ବାର୍ଥନିହିତ ଦ୍ୱନ୍ଦ୍ୱ ମାମଲାରୁ କପିଳଦେବ ମୁକ୍ତ

ନୂଆଦିଲ୍ଲୀ, ୧୭ା୨ (ପି.ଟି.)-ଭାରତର ପୂର୍ବତନ କ୍ରିକେଟ ଅଧିନାୟକ କପିଳଦେବ ସ୍ବାର୍ଥନିହିତ ଦ୍ୱନ୍ଦ୍ୱ ମାମଲାରୁ ମୁକ୍ତ ହୋଇଛନ୍ତିି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନ ରବିବାର ଏହା ସ୍ପଷ୍ଟ କରିଛନ୍ତି। କପିଳ ଦେବ କ୍ରିକେଟରେ ଏକାଧିକ ପଦବୀରେ…

୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ: ଭାରତ-ରୋମାନିଆ ମ୍ୟାଚ୍‌ ଡ୍ର

ନୂଆଦିଲ୍ଲୀ, ୧୭।୨ (ପି.ଟି.)- ତୁର୍କୀର ତର୍କଲର୍‌ଠାରେ ରବିବାର ଭାରତ ଓ ରୋମାନିଆ ମଧ୍ୟରେ ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଡ୍ର’ରେ ଶେଷ ହୋଇଛି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଉଭୟ ଦଳ ୩ଟି ଲେଖାଏ ଗୋଲ ଦେଇଥିଲେ।…

ଅଲିମ୍ପିକ୍ସରୁ ଭାରତକୁ ୬ ପଦକ ସମ୍ଭାବନା

ଭୁବନେଶ୍ୱର, ୧୭।୨(କ୍ରୀଡ଼ା ପ୍ରତିନିଧି)- ଟୋକିଓରେ ହେବାକୁଥିବା ଅଲିମ୍ପିକ୍ସରେ ଭାରତକୁ ଅତିକମ୍‌ରେ ୬ ପଦକ ମିଳିବା ସମ୍ଭାବନା ରହିଛି ବୋଲି ଓଡ଼ିଶାର କ୍ରୀଡ଼ା ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି। ସ୍ଥାନୀୟ ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟରେ ‘ଓଡ଼ିଶା ଓ ଅଲିମ୍ପିକ୍ସ’ ଶୀର୍ଷକ ଆଲୋଚନାଚକ୍ରରେ ଭାଗନେଇ…

ଏହି ଦୁଇ ଭାରତୀୟ କ୍ରିକେଟର ଗୋଟିଏ ମ୍ୟାଚ୍‌ରେ ଉଇକେଟ୍‌ କିପିଂ କରି ମଧ୍ୟ ନେଇଛନ୍ତି ଉଇକେଟ୍‌

କ୍ରିକେଟରେ ଉଇକେଟ କିପିଂ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ସବୁ ଦଳ ଏକ ଅଭିଜ୍ଞ ଉଇକେଟ କିପର ନେଇ ଖେଳିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଯଦି ଉଇକେଟ କିପର ଅଲରାଉଣ୍ଡର ହୋଇଥାନ୍ତି ତେବେ ଦଳ ପାଇଁ ଏହା ଶୁଭଙ୍କର ହୋଇଥାଏ। ଭାରତୀୟ କ୍ରିକେଟରେ…

ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା

କୋଲକାତା, ୧୬ା୨ (ପି.ଟି.)-ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ଶୃଙ୍ଖଳା କମିଟି ଆଇ-ଲିଗ୍‌ ହେଭିଓ୍ବେଟ୍‌ ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା କରିଛି। ୪ଜଣ ପୂର୍ବତନ ଖେଳାଳିଙ୍କୁ ସେମାନଙ୍କ ପାରିଶ୍ରମିକ ପ୍ରଦାନ କରି ନ ଥିବାରୁ ଏହି ଦଣ୍ଡବିଧାନ କରାଯାଇଛି। ୧୫ଦିନ ମଧ୍ୟରେ…

ଅଭ୍ୟାସ ମ୍ୟାଚ୍‌ ଅମୀମାଂସିତ: ଫର୍ମକୁ ଫେରିଲେ ପନ୍ତ, ମୟଙ୍କ

ହାମିଲଟନ, ୧୬।୨(ପି.ଟି.)- ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଅନୁଷ୍ଠିତ ଭାରତ ଓ ନ୍ୟୁଜିଲାଣ୍ଡ ଏକାଦଶ ମଧ୍ୟରେ ଖେଳାଯାଇଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଛି। ଜନ୍ମ ଦିନରେ ଓପନର ମୟଙ୍କ ଅଗ୍ରଓ୍ବାଲ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ସେହିପରି…

ପ୍ରଶଂସକଙ୍କ ମୋବାଇଲରେ ନିଜ ନମ୍ବର ସେଭ୍‌ କରିଥିଲେ ସଚିନ: କିନ୍ତୁ ନିଜ ନାଁରେ ନୁହେଁ…

କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସେ ସଚିନଙ୍କୁ ଈଶ୍ବରଙ୍କ ପରି ପୂଜା କରିଥାଆନ୍ତି। ୨୦୦୦ ପରଠାରୁ ବିଶ୍ବରେ ଏପରି କୌଣସି କ୍ରିକେଟ ମ୍ୟାଚ୍‌ ନାହିଁ; ଯେଉଁଥିରେ ସଚିନ ତେନ୍ଦୁଲକର ଖେଳିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?