ଖେଳ

ଏହି ଯୁବତୀଙ୍କ ପ୍ରେମରେ ପଡିଛନ୍ତି କ୍ରିକେଟର୍‌ ନବଦୀପ ସଇନି

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନ୍ୟୁଜିଲାଣ୍ଡରେ ଭଲ ପ୍ରଦର୍ଶନ କରିଥିବା ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି କ୍ରିକେଟ ପଣ୍ଡିତମାନେ ମତ ଦେଇଛନ୍ତି। ନିକଟରେ ପ୍ରେମ…

ଉଦ୍‌ଘାଟନୀ ଦିବସରେ ମୁମ୍ବାଇ-ଚେନ୍ନାଇ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୨(ପି.ଟି.)- ଗତ ସଂସ୍କରଣର ଫାଇନାଲ ଭଳି ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ରନର୍ସଅପ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ଆଇପିଏଲ-୧୩ର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଭରତ ଓ ଦକ୍ଷିଣ ଆଫ୍ରିକା…

ଆଇସିଏ ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲା ବିସିସିଆଇ

ନୂଆଦିଲ୍ଲୀ,୧୬।୨(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରବିବାର ଭାରତୀୟ କ୍ରିକେଟରଙ୍କ ଆସୋସିଏଶନ (ଆଇସିଏ) ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛି। ଆଇସିଏ ଦେଶର ପ୍ରଥମ ଖେଳାଳିଙ୍କ ସଂଘଠନ। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଲୋଧା ପ୍ୟାନେଲ ସୁପାରିସ କ୍ରମେ ଆଇସିଏ…

ଅଷ୍ଟ୍ରେଲିଆରେ ଦିବାରାତ୍ର ଟେଷ୍ଟ ଖେଳିବ ଭାରତ

ନୂଆଦିଲ୍ଲୀ,୧୬।୨(ପି.ଟି.)- ଚଳିତବର୍ଷ ଭାରତ ତା’ର ବହୁ ପ୍ରତିକ୍ଷୀତ ଅଷ୍ଟ୍ରେଲିଆ ଗସ୍ତରେ ଏକ ଦିବାରାତ୍ର ଟେଷ୍ଟ ଖେଳିବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। ଅଷ୍ଟ୍ରେଲିଆରେ ଯେକୌଣସି ଭେନ୍ୟୁରେ ଦିବାରାତ୍ର ଟେଷ୍ଟ ଖେଳିବାକୁ ରାଜି ବୋଲି ଗତ ମାସରେ ଭାରତୀୟ ଅଧିନାୟକ ବିରାଟ କୋହଲି…

ବିସିସିଆଇ ସିଇଓ ଜୋହରିଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬।୨- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କାର୍ଯ୍ୟକାରୀ ଅଫିସର ରାହୁଲ ଜୋହରି ଇସ୍ତଫା ପତ୍ର ଦେଇଛନ୍ତି। ମାତ୍ର ତାଙ୍କ ଇସ୍ତଫାକୁ ଏପର୍ଯ୍ୟନ୍ତ ଗ୍ରହଣ କରାଯାଇ ନାହିଁ। ଏଣୁ ବିସିସିଆଇ କାର୍ଯ୍ୟ ଛାଡ଼ିବା ପାଇଁ ତାଙ୍କୁ ଅପେକ୍ଷା କରିବାକୁ ପଡ଼ିବ।…

ଏହି ୪ ଭାରତୀୟ ଖେଳାଳିଙ୍କ ପାଖରେ ରହିଛି ନିଜସ୍ବ ବିମାନ

ବିସିସିଆଇ ବିଶ୍ୱର ସବୁଠୁ ଧନୀ କ୍ରିକେଟ ବୋର୍ଡ ଭାବେ ପରିଚିତ। ଅନ୍ୟ ଦେଶର କ୍ରିକେଟ ଖେଳାଳିଙ୍କ ତୁଳନାରେ ଭାରତୀୟ କ୍ରିକେଟରମାନେ ସବୁଠୁ ଅଧିକ ପାରିଶ୍ରମିକ ନେଇଥାନ୍ତି। ତେଣୁ ଭାରତୀୟ କ୍ରିକେଟରମାନେ ଧନୀ ହେବା ସ୍ବାଭାବିକ। ଭାରତରେ ଏମିତି ୪ କ୍ରିକେଟର ଅଛି…

ମହିଳା ଟି୨୦ ବିଶ୍ୱକପ୍‌: ଭାରତ-ପାକିସ୍ତାନ ଓ୍ବାର୍ମଅପ୍‌ ମ୍ୟାଚ୍‌ ବାତିଲ

ବ୍ରିସବେନ,୧୬।୨- ମହିଳା ଟି୨୦ ବିଶ୍ୱକପ୍‌ ପୂର୍ବରୁ ଭାରତ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯିବାକୁ ଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଏହି ମ୍ୟାଚ୍‌ରେ ଉଭୟ ଦଳ ନିଜ ନିଜର ଚୂଡ଼ାନ୍ତ ଏକାଦଶ ଚୟନ କରିବାକୁ ସୁଯୋଗ ପାଇଥାନ୍ତେ।…

ହ୍ୟାକ୍‌ ହେଲା ଅଲିମ୍ପିକ୍ସ, ଆଇଓସି ଆକାଉଣ୍ଟ

ଟୋକିଓ,୧୬।୨- ଅଲିମ୍ପିକ୍ସ ଓ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଯାଇଛି। ଏଥିଯୋଗୁ ଆକାଉଣ୍ଟକୁ ସାମୟିକ ଭାବେ ଲକ୍‌ କରିଦିଆଯାଇଛି। ଏ ନେଇ ଟୁଇଟର ପକ୍ଷରୁ ସ୍ପଷ୍ଟ କରାଯାଇଛି। ତୃତୀୟ ପ୍ଲାଟଫର୍ମ ଦ୍ୱାରା ହ୍ୟାକ ହୋଇଥିବା ସୋସିଆଲ…

ମାର୍ଚ୍ଚ ୧ରୁ ଚେପକରେ ଧୋନୀ

ଚେନ୍ନାଇ,୧୬।୨- ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନେଇ ଅନିଶ୍ଚିତତା ଲାଗି ରହିଛି। ତାଙ୍କ ଅବସର ନେଇ କିଛି ସ୍ପଷ୍ଟ ନ ଥିବାବେଳେ ସେ ଚେନ୍ନାଇ ସୁପର କିଙ୍ଗ୍ସ…

ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଈଶାନ୍ତ: ଟେଷ୍ଟ ଦଳରେ ଯୋଗ ଦେବେ

୧୬।୨(ପି.ଟି.)- ଅଭିଜ୍ଞ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଶନିବାର ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀରେ ସେ ଫିଟ୍‌ନେସ ପ୍ରମାଣ ପାଇଁ ପରୀକ୍ଷା ଦେଇଥିଲେ। ସେ ଏଥିରେ ସଫଳ ହୋଇଛନ୍ତି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ଆଇ- ଲିଗ୍‌: ଚର୍ଚ୍ଚିଲର ସଂଘର୍ଷପୂର୍ଣ୍ଣ ବିଜୟ

ମାରଗାଓ,୧୬।୨(ପି.ଟି.)- ଚଳିତ ଆଇ- ଲିଗ୍‌ରେ ଶୁକ୍ରବାର ଖେଳାଯାଇଥିବା ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଚର୍ଚ୍ଚିଲ ବ୍ରଦର୍ସ ୨-୧ ଗୋଲରେ ଆଇଜଲ ଏଫ୍‌ସିକୁ ପରାସ୍ତ କରିଛି। ଚର୍ଚ୍ଚିଲର ଓ୍ବିଲିସ୍‌ ପ୍ଲାଜା ଷ୍ଟପେଜ ଟାଇମ ଅର୍ଥାତ୍‌ ମ୍ୟାଚ୍‌ର ଅନ୍ତିମ ମୁହୂର୍ତ୍ତରେ ନିର୍ଣ୍ଣାୟକ ଗୋଲ ଦେଇ ଦଳକୁ…

ଜାତୀୟ ସିନିୟର ମହିଳା କ୍ୟାମ୍ପ: ୨୫ ଜଣିଆ ସମ୍ଭାବ୍ୟ ଦଳରେ ଲିଲିମା, ଦୀପଗ୍ରେସ, ନମିତା

ନୂଆଦିଲ୍ଲୀ, ୧୬।୨(ପି.ଟି.)- ରବିବାରଠାରୁ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ବେଙ୍ଗାଲୁରୁ କ୍ୟାମ୍ପସରେ ଆରମ୍ଭ ହେବାକୁଥିବା ଜାତୀୟ ସିନିୟର ମହିଳା ପ୍ରଶିକ୍ଷଣ ଶିବିର ପାଇଁ ହକି ଇଣ୍ଡିଆ ଏକ ୨୫ ଜଣିଆ ସମ୍ଭାବ୍ୟ ଦଳ ଘୋଷଣା କରିଛି। ୨୭ ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?