ଖେଳ

ଗେଲ ନ ଖେଳିଲେ, କାର୍ଯ୍ୟାନୁଷ୍ଠାନ ଦାବି କଲା ବିପିଏଲ ଦଳ

ଢାକା,୨୮।୧୧(ଏଏଫ୍‌ପି)- ଆଗାମୀ ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ)ରେ ଓ୍ବେଷ୍ଟଇଣ୍ଡିଜ ଷ୍ଟାର ଓପନର କ୍ରିସ୍‌ ଗେଲ୍‌ ନ ଖେଳିଲେ, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଚାଟୋଗ୍ରାମ ଚାଲେଞ୍ଜର୍ସ। ଡିସେମ୍ବର ୧୧ ତାରିଖରୁ ଆରମ୍ଭ ହେବାକୁ ଥିବା ଲିଗ୍‌ ପାଇଁ ଗେଲଙ୍କୁ ଚିଟୋଗ୍ରାମ…

୭୦୦ତମ ମ୍ୟାଚ୍‌ରେ ମେସିଙ୍କ ଗୋଲ

ବାର୍ସିଲୋନା,୨୮।୧୧- ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟବଲ ଖେଳାଳି ଲିଓନେଲ ମେସି ନିଜର କ୍ଲବ ସ୍ତରୀୟ କ୍ୟାରିୟରର ୭୦୦ତମ ମ୍ୟାଚ୍‌ରେ ଗୋଲ ସ୍କୋର କରିଛନ୍ତି। ତାଙ୍କ ସହ ଲୁଇସ ସୁଆରେଜ (୩୩ତମ ମିନିଟ୍‌) ଓ ଆଣ୍ଟିନୋ ଗ୍ରିଜମ୍ୟାନ(୬୭ତମ)ଙ୍କ ଗୋଲ ବଳରେ ବାର୍ସିଲୋନା ୩-୧…

ହେଲମେଟ ପିନ୍ଧି ବୋଲିଂ କଲେ ବୋଲର

ଅକ୍‌ଲାଣ୍ଡ,୨୮।୧୧- କ୍ରିକେଟ ପଡ଼ିଆରେ ବଢ଼ୁଥିବା ଆହତ ସମସ୍ୟା ଯୋଗୁ ଖେଳାଳିଙ୍କ ସୁରକ୍ଷାକୁ ଏବେ ଗୁରୁତ୍ୱ ଦିଆଯାଉଛି। ମୁଣ୍ଡରେ ବଲ ବାଜିବାରୁ ବ୍ୟାଟ୍ସମ୍ୟାନମାନେ ଗଭୀର ଆହାତ ହେବାର ବହୁ ଦୃଷ୍ଟାନ୍ତ ରହିଛି। କିନ୍ତୁ ବଲ ବୋଲରଙ୍କ ମୁଣ୍ଡରେ ମଧ୍ୟ ବାଜିବାର ସମ୍ଭାବନା ରହିଛି।…

ଦୁଇ ପୁଅଙ୍କୁ ନିଜ ଭଳି ନୁହେଁ, ଏହି ଦୁଇ ଖେଳାଳିଙ୍କ ପରି ଦେଖିବାକୁ ଚାହୁଁଛନ୍ତି ସେହ୍ବାଗ

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ସେ ମଜାକିଆ କମେଣ୍ଟ କରି ବେଶ୍‌ ଚର୍ଚ୍ଚାକୁ ମଧ୍ୟ ଆସିଥାନ୍ତି। ନିକଟରେ ନିଜ ଦୁଇ ପୁଅ ଆର୍ଯ୍ୟବୀର ଏବଂ ବେଦାନ୍ତଙ୍କ କ୍ୟାରିୟରକୁ ନେଇ ଏକ…

ଟେନିସ କୋର୍ଟକୁ ଫେରିବେ ସାନିଆ

ମୁମ୍ବାଇ,୨୮।୧୧- ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ୨୦୨୦ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ ସେ ଗୁରୁବାର ସ୍ପଷ୍ଟ କରିଛନ୍ତି। ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ସେ କୋର୍ଟକୁ…

ଏଲବିଡବ୍ଲ୍ୟୁ ଅପିଲକୁ ଖାରଜ କରି ଓ୍ବାଇଡ ଦେଲେ ଅମ୍ପାୟର, ହସି ହସି ଗଡିଲେ ଖେଳାଳି

ବିଶ୍ୱ କ୍ରିକେଟରେ ଅମ୍ପାୟରଙ୍କ ଦକ୍ଷତା ଉପରେ ଗତ କିଛିବର୍ଷ ହେଲା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିକଟରେ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଅମ୍ପାୟରମାନେ ୨୦ରୁ ଅଧିକ ନୋ ବଲ ଦେଖିପାରି ନ ଥିଲେ। ଏବେ ସୋସିଆଲ ମିଡିଆରେ…

ଜ୍ୟାକ୍‌ କାଲିସ୍‌ ଗୋଟିଏ ପାର୍ଶ୍ୱ ନିଶ କାଟି ଛାଡିଲେ ଫଟୋ, କାରଣ ଜାଣିଲେ କରିବେ ସଲାମ୍‌

ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲରାଉଣ୍ଡର ଜ୍ୟାକ୍‌ କାଲିଲ ନିଜ ସୋସିଆଲ ଆକାଉଣ୍ଟରେ ଏକ ଫଟୋ ଛାଡିଛନ୍ତି। ଯାହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଫଟୋରେ ସେ ଗୋଟିଏ ପାର୍ଶ୍ୱ ନିଶ କାଟିଥିବା ଦେଖାଯାଉଛି। କିନ୍ତୁ ଏହା ପଛରେ ଏକ…

ରାଜ୍ୟପାଳ ହେଲେ ଏହି ପ୍ରସିଦ୍ଧ କ୍ରିକେଟର

କଲମ୍ବୋ,୨୮।୧୧: କ୍ରିକେଟରେ ରାଜ୍‌ କରିବା ପରେ ଏବେ ରାଜନୈତିକ ମୈଦାନରେ ଜଲଓ୍ବା ଦେଖାଇବାକୁ ଯାଉଛନ୍ତି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନ। ତାମିଲ ବହୁଳ ଉତ୍ତର ପ୍ରାନ୍ତରେ ତାଙ୍କୁ ରାଜ୍ୟପାଳ ନିଯୁକ୍ତ କରାଯାଇଛି। ମୁରଲିଧରନ ଭାରତୀୟ ମୂଳର ତାଲିମ ଅଟନ୍ତି। ସେ…

ପୁଣି କ୍ରିକେଟକୁ ଫେରିବା ନେଇ କ’ଣ କହିଲେ ଧୋନୀ

ମୁମ୍ବାଇ,୨୮।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ କ୍ରିକେଟକୁ କେବେ ଫେରିବା ସେନେଇ କୌଣସି ସୂଚନା ନ ଥିବାବେଳେ ଏହା ଉପରୁ ନିଜେ ପରଦା ଉଠାଇଛନ୍ତି ଧୋନୀ। ସେ କହିଛନ୍ତି, ଜାନୁଆରୀ ମାସ ପର୍ଯ୍ୟନ୍ତ ଏନେଇ ମୋତେ କିଛି…

ଉତ୍କଳ କରାଟେ ସ୍କୁଲର ଖୋର୍ଦ୍ଧା ଶାଖାର ଗ୍ରେଡିଂ ଟେଷ୍ଟ

ଭୁବନେଶ୍ୱର,୨୮।୧୧(ସ୍ପୋଟର୍‌ସ ବ୍ୟୁରୋ)- ଉତ୍କଳ କରାଟେ ସ୍କୁଲର ଖୋର୍ଦ୍ଧା ଶାଖାରେ ଗ୍ରେଡିଂ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ନୂତନ ଆରମ୍ଭ ହୋଇଥିବା ଏହି ଶାଖାରେ ମୋଟ ୫୨ ଜଣ କରାଟେକା ବିଭିନ୍ନ ବେଲ୍ଟ ଯଥା ଗ୍ରୀନ, ବ୍ଲୁ, ୟେଲୋ ଓ ବ୍ରାଉନ ବେଲ୍ଟରେ ଉତ୍ତୀର୍ଣ୍ଣ…

ନାଲକୋ କପ୍‌ ବାସ୍କେଟବଲ ଉଦ୍‌ଘାଟିତ

କଟକ ଅଫିସ,୨୮।୧୧- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ସିନିୟର ରାଜ୍ୟ ବାସ୍କେଟବଲ ଚାମ୍ପିୟନଶିପ ନାଲକୋ କପ୍‌-୨୦୧୯ ବୁଧବାର ଉଦ୍‌ଘାଟିତ ହୋଇଛି। ଓଡ଼ିଶା ବାସ୍କେଟବଲ ଆସୋସିଏଶନ(ଓବିଏ) ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୩୧ଟି ପୁରୁଷ ଦଳ ଓ ୧୬ଟି ମହିଳା ଦଳ…

ଆଇଏସ୍‌ଏଲ୍‌: ମୁମ୍ବାଇ-ନର୍ଥଇଷ୍ଟ ମ୍ୟାଚ୍‌ ଡ୍ର

ଗୁଆହାଟୀ, ୨୮।୧୧ (ପି.ଟି.)- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ମୁମ୍ବାଇ ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଡ୍ର’ରେ ସମାପ୍ତ ହୋଇଛି। ନିର୍ଦ୍ଧାରିତ ସମୟ ସୀମା ସୁଦ୍ଧା ଉଭୟ ଦଳ ୨ଟି ଲେଖାଏ ଗୋଲସ୍କୋର କରିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri