ଖେଳ

ଅଭ୍ୟାସ ମ୍ୟାଚ୍‌: ଭାରତ ଅଗ୍ରଣୀ: ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ

ହାମିଲଟନ, ୧୬।୨(ପି.ଟି.)- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତୀୟ ଦଳ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ଶନିବାର ଦ୍ୱିତୀୟ ଦିବସରେ ଭାରତୀୟ ଦ୍ରୁତ ବୋଲରମାନେ ଦମ୍‌ଦାର ପ୍ରଦର୍ଶନ କରିବା ପରେ ଓପନରମାନେ ମଧ୍ୟ ଉନ୍ନତ…

ବ୍ରାଜିଲ ପାରା ବ୍ୟାଡ୍‌ମିଣ୍ଟନ: ପ୍ରମୋଦଙ୍କୁ ଡବଲ୍‌ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୬।୨(କ୍ରୀଡ଼ା ପ୍ରତିନିଧି)- ବ୍ରାଜିଲର ସାଓ ପାଓଲୋଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପରେ ଓଡ଼ିଶାର ପ୍ରମୋଦ ଭଗତ୍‌ ୨ଟି ସ୍ବର୍ଣ୍ଣ ପଦକ ଜିତି ଦେଶ ତଥା ରାଜ୍ୟ କ୍ରୀଡ଼ା ପାଇଁ ଗୌରବ ଆଣିଛନ୍ତି। ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସରେ ପ୍ରମୋଦ…

ବିସିସିଆଇ ଆପେକ୍ସ କାଉନସିଲ ବୈଠକ: ସେସନ କ୍ୟାଲେଣ୍ଡର, ଏଥିକ୍ସ ଅଫିସର ନିଯୁକ୍ତି ନେଇ ଆଲୋଚନା

ନୂଆଦିଲ୍ଲୀ,୧୬।୨(ପି.ଟି.)- ଏଠାରେ ରବିବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦ୍ୱିତୀୟ ଆପେକ୍ସ କାଉନସିଲ ବୈଠକ ବସିବ। ଏଥିରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ। ୨୦୨୦-୨୧ ଘରୋଇ ସେସନର କ୍ୟାଲେଣ୍ଡର, ଏଥିକ୍ସ ଅଫିସର ନିଯୁକ୍ତି ଓ ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ…

ଏସିଆ ଟିମ୍‌ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌: ସେମିଫାଇନାଲରେ ହାରିଲା ଭାରତ

ମାନିଲା (ଫିଲିପାଇନ୍ସ), ୧୬ା୨ (ପି.ଟି.)- ଭାରତୀୟ ପୁରୁଷ ଦଳ ଏଠାରେ ଚାଲିଥିବା ଏସିଆ ଟିମ୍‌ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ସେମିଫାଇନାଲରୁ ବିଦାୟ ନେଇଛି। ଦଳ ୨-୩ରେ ଦୁଇଥର ଚାମ୍ପିୟନ ଇଣ୍ଡୋନେସିଆଠାରୁ ପରାସ୍ତ ହୋଇଛି। ତେବେ ଏସିଆନ ଗେମ୍ସ ଚାମ୍ପିୟନ ଜୋନାଟାନ କ୍ରିଷ୍ଟିଙ୍କ ବିପକ୍ଷରେ…

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ପାଇଁ ନିଶାନ୍ତ ଜଜ୍‌

ଭୁବନେଶ୍ୱର, ୧୬।୨ (ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତୀୟ ଦଳ ଆସନ୍ତା ୨୧ ଓ ୨୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨ଟି ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ୨ଟି ଗୁରୁତ୍ୱପୂର୍ଣ୍ଣ…

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ ବିପକ୍ଷରେ କେରଳର ପ୍ରଥମ ବିଜୟ

କୋଚି, ୧୬।୨ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମୁକାବିଲାରେ କେରଳ ବ୍ଲାଷ୍ଟର୍ସ ୨-୧ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ଏଥିସହ ଆଇଏସ୍‌ଏଲ୍‌ ଇତିହାସରେ କେରଳ ପ୍ରଥମଥର ଲାଗି ଶକ୍ତିଶାଳୀ ବେଙ୍ଗାଲୁରୁକୁ ହରାଇ ଦେଇଛି। ଭ୍ରମଣକାରୀ…

ଚିନାପ୍ପା ମହିଳା, ଘୋଷାଲ ପୁରୁଷ ଚାମ୍ପିୟନ

ଚେନ୍ନାଇ,୧୫ା୨ (ପି.ଟି.): ଜ୍ୟୋତ୍ସ୍ନା ଚିନାପ୍ପା ଓ ସୌରଭ ଘୋଷାଲ ଯଥାକ୍ରମେ ଜାତୀୟ ସିନିୟର ସ୍କ୍ବାଶ୍‌ ଚାମ୍ପିୟନଶିପ୍‌ ମହିଳା ଓ ପୁରୁଷ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ଆଇଏସଏ କୋର୍ଟଠାରେ ଅନୁଷ୍ଠିତ ୭୭ତମ ଜାତୀୟ ସିନିୟର ଚାମ୍ପିୟନଶିପ୍‌ରେ ଚିନାପ୍ପା ଓ ଘୋଷାଲ ଯଥାକ୍ରମେ…

ସ୍ବର୍ଣ୍ଣ ହରାଇବେ ଉସ୍ତ୍ୟୁଗୋଭ୍‌

ମସ୍କୋ,୧୫ା୨ (ଏଏଫ୍‌ପି): ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ରୁଷୀୟ ବାଇଥଲେଟ୍‌ ଏଭଜେନି ଉସ୍ତ୍ୟୁଗୋଭ ସସ୍‌ପେଣ୍ଡ ହୋଇଛନ୍ତି। ଫଳରେ ୨୦୧୪ ଓ୍ବିଣ୍ଟର ଅଲିମ୍ପିକ ରିଲେରେ ସେ ଯେଉଁ ପଦକ ପାଇଥିଲେ ତାହା ପ୍ରତ୍ୟାହାର କରିନିଆଯିବ। ଇଣ୍ଟରନ୍ୟାଶନାଲ ବାଇଥ୍ଲନ ୟୁନିୟମ (ଆଇବିୟୁ) ପକ୍ଷରୁ…

୨୦ କି.ମି. ଚାଲିରେ ଭାଓ୍ବାନାଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ରାଞ୍ଚି,୧୫।୨(ପି.ଟି.)- ଭାରତୀୟ ଭାଓ୍ବାନା ଜଟ ୨୦ କିଲୋମିଟର ଚାଲି ଇଭେଣ୍ଟରେ ଜାତୀୟ ରେକର୍ଡ ଭଙ୍ଗ କରିବା ସହ ୨୦୨୦ ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ଜାତୀୟ ଚାମ୍ପିୟନଶିପରେ ରାଜସ୍ଥାନ ଆଥ୍‌ଲେଟ୍‌ ୨୦ କି.ମି. ଦୂରତାକୁ ୧ ଘଣ୍ଟା…

ରଣ୍‌ଜୀ କ୍ୱାର୍ଟର ଫାଇନାଲରେ ଓଡ଼ିଶା

ଭୁବନେଶ୍ୱର,୧୫।୨- ଗୋଟେ ବର୍ଷର ବ୍ୟବଧାନ ପରେ ଓଡ଼ିଶା କ୍ରିକେଟ ଦଳ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଝାଡ଼ଖଣ୍ଡ ବିପକ୍ଷ ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଓଡ଼ିଶା ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରି…

ୟୁରୋପିଆନ ପ୍ରତିଯୋଗିତାରୁ ମାଞ୍ଚେଷ୍ଟର ସିଟି ବାସନ୍ଦ

ନିଓନ(ସୁଇଜରଲାଣ୍ଡ),୧୫।୨(ଏଏଫ୍‌ପି)- ମାଞ୍ଚେଷ୍ଟର ସିଟି ଫୁଟବଲ ଦଳକୁ ୟୁରୋପିଆନ ପ୍ରତିଯୋଗିତାରୁ ଆଗାମୀ ୨ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଦଳ ଆର୍ଥିକ ଫେୟାର ପ୍ଲେ ନିୟମ ଭଙ୍ଗ କରିଥିବା ୟୁଫା ପକ୍ଷରୁ ଘୋଷଣା କରାଯାଇଛି। ବାସନ୍ଦାଦେଶ ସହ ୩୦ ନିୟୁତ ୟୁରୋ (୩୨.୫…

ବୋଲ୍ଟଙ୍କ ଟାଇମିଂକୁ ପଛରେ ପକାଇଥିବା ଧାବକଙ୍କୁ ଡକାଇଲେ କ୍ରୀଡ଼ାମନ୍ତ୍ରୀ ରିଜିଜୁ

ନୂଆଦିଲ୍ଲୀ,୧୫।୨- ପାରମ୍ପରିକ କ୍ରୀଡ଼ା କମ୍ବାଲ ଜକିର ଦ୍ରୁତତମ ଧାବକ ଶ୍ରୀନିବାସ ଗୋଡ଼ାଙ୍କୁ ପେଶାଦାର କ୍ରୀଡ଼ାବିତ ହେବାର ସୁଯୋଗ ମିଳିଛି। ସେ ଏବେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ)ର କୋଚ୍‌ଙ୍କ ନେତୃତ୍ୱରେ ଟ୍ରାଏଲ୍ସର ସମ୍ମୁଖୀନ ହେଉଛନ୍ତି। କର୍ନାଟକର ଶ୍ରୀନିବାସଙ୍କୁ ସାଇ କୋଚ୍‌ ଡକାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?