ଖେଳ

କରୋନା ଭାଇରସ ଭୟ: ବିଶ୍ୱକପ୍‌ରୁ ଓହରିଲେ ଚାଇନିଜ ଜିମ୍ନାଷ୍ଟ

ମେଲବୋର୍ନ,୧୫।୨- ଚାଇନିଜ ଜିମ୍ନାଷ୍ଟିକ୍ସ ଦଳ ଅଷ୍ଟ୍ରେଲିଆର ମେଲବୋର୍ନଠାରେ ଆଗାମୀ ସପ୍ତାହରେ ହେବାକୁ ଥିବା ବିଶ୍ୱକପ୍‌ରୁ ଓହରି ଯାଇଛନ୍ତି। କରୋନା ଭାଇରସ ଯୋଗୁ ଅଷ୍ଟ୍ରେଲିଆନ ସରକାର ଚାଇନିଜ ଯାତ୍ରୀଙ୍କ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଚଳିତମାସ ଆରମ୍ଭରୁ ଲାଗିଥିବା ପ୍ରତିବନ୍ଧକର ସମୟ ସୀମାକୁ ଆଉ…

ବାସନ୍ଦାଦେଶରୁ ବର୍ତ୍ତିଲେ ଉମର ଆକମଲ

କରାଚୀ,୧୫।୨(ପି.ଟି.)- ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ଅଳ୍ପକେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବାସନ୍ଦାଦେଶରୁ ବର୍ତ୍ତି ଯାଇଛନ୍ତି। ସେ ଲାହୋରସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ଠାରେ ଫିଟ୍‌ନେସ ଟେଷ୍ଟବେଳେ ଟ୍ରେନରଙ୍କ ସହ ଖରାପ ବ୍ୟବହାର କରିଥିଲେ। ଏହି ଘଟଣା ଗତ ମାସରେ…

ଟି୨୦ ସିରିଜ୍‌ ବରାବର କଲା ଇଂଲଣ୍ଡ

ଡର୍ବାନ,୧୫।୨- ସ୍ଥାନୀୟ କିଙ୍ଗ୍ସମେଡ ଷ୍ଟାଡିୟମରେ ଅନୁଷ୍ଠିତ ହାଇ ସ୍କୋରିଂ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୨ ରନ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ୧-୧ର ବରାବର ସ୍ଥିତିରେ ପହଞ୍ଚତ୍ଛି। ବିଜୟୀ ଦଳ ପାଇଁ ଅଲରାଉଣ୍ଡର…

ଆଫ୍ରିଦିଙ୍କ ଘରକୁ ଆସିଲେ ପଞ୍ଚମ କନ୍ୟା ସନ୍ତାନ

ଇସଲାମାବାଦ,୧୫।୨: ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ୍‌ ଆଫ୍ରିଦିଙ୍କ ଘରକୁ ଜଣେ ନୂଆ ଅତିଥି ଆସିଛନ୍ତି। ନିକଟରେ ଆଫ୍ରିଦି ପଞ୍ଚମ ଥର ପାଇଁ କନ୍ୟା ସନ୍ତାନର ପିତା ହୋଇଛନ୍ତି। ଏହା ପୂର୍ବରୁ ଆଫ୍ରିଦିଙ୍କର ୪ କନ୍ୟାରତ୍ନ ଅଛନ୍ତି। ଆଫ୍ରିଦି ସୋସିଆଲ୍‌ ମିଡ଼ିଆରେ ନବଜାତ…

ଏସିଆ ବ୍ୟାଡ୍‌ମିଣ୍ଟନ ଟିମ୍‌ ଚାମ୍ପିୟନଶିପ୍‌: ପୁରୁଷ ଦଳ ସେମିଫାଇନାଲରେ

ମାନିଲା (ଫିଲିପାଇନ୍ସ), ୧୫ା୨ (ପି.ଟି.)-ଏସିଆ ବ୍ୟାଡ୍‌ମିଣ୍ଟନ ଟିମ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ପୁରୁଷ ଦଳ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛି। ଶୁକ୍ରବାର ଏକ ରୋମାଞ୍ଚକ କ୍ୱାର୍ଟରଫାଇନାଲରେ ଦଳ ୩-୨ରେ ଥାଇଲାଣ୍ଡକୁ ପରାସ୍ତ କରିଛି। ପ୍ରଥମ ଦୁଇଟି ସିଙ୍ଗଲ୍ସରେ କିଡାମ୍ବି…

ମୋହନ ବାଗାନର କ୍ରମାଗତ ୫ମ ବିଜୟ

କଲ୍ୟାଣୀ (ପଶ୍ଚିମ ବଙ୍ଗ), ୧୫ା୨ (ପି.ଟି.)-ସ୍ଥାନୀୟ କଲ୍ୟାଣୀ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏକ ଆଇ-ଲିଗ୍‌ ମ୍ୟାଚରେ ମୋହନ ବାଗାନ ୬-୨ ଗୋଲରେ ନେରୋକା ଏଫ୍‌ସିକୁ ପରାସ୍ତ କରିଛି। ପ୍ରତିଯୋଗିତାରେ ଦଳର ଏହା ହେଉଛି କ୍ରମାଗତ ୫ମ ବିଜୟ। ମ୍ୟାଚ୍‌ର ପ୍ରଥମାର୍ଦ୍ଧରେ ବିଜୟୀ…

ବ୍ରାଜିଲ ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି)- ବ୍ରାଜିଲର ସାଓ ପାଓଲୋଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପର ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ସେ ଜାପାନର ଦାଇସୁକେ ଫୁଜିହାରାଙ୍କୁ ୨୧-୧୫, ୨୧-୧୮ ପଏଣ୍ଟରେ ହରାଇ ଦେଇଛନ୍ତି।…

ଜାତୀୟ ଟିମ୍‌ ଚେସ୍‌ ଚାମ୍ପିୟନଶିପ୍‌: ପଦ୍ମିନୀଙ୍କୁ ସ୍ବର୍ଣ୍ଣ, ସ୍ବୟମ୍ସ, ବୈଭବଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି)- ଅହମ୍ମଦାବାଦରେ ଅନୁଷ୍ଠିତ ୪୦ତମ ଜାତୀୟ ଟିମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ବିଭିନ୍ନ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶା ଖେଳାଳିମାନେ ଚମତ୍କାରିତା ପ୍ରଦର୍ଶନ କରିଛନ୍ତି। ଅନ୍ତର୍ଜାତୀୟ ମାଷ୍ଟର ପଦ୍ମିନୀ ରାଉତ ସ୍ବର୍ଣ୍ଣ ପଦକ ପାଇଥିବାବେଳେ ଗ୍ରାଣ୍ଡମାଷ୍ଟର (ଜିଏମ) ସ୍ବୟମ୍ସ…

ରଣଜୀ ଟ୍ରଫି: ଓଡ଼ିଶା ବନାମ ଝାଡ଼ଖଣ୍ଡ: ଇନିଂସ ଅଗ୍ରଣୀ ପାଇଁ ସଂଘର୍ଷ

କଟକ ଅଫିସ,୧୫ା୨- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ଝାଡ଼ଖଣ୍ଡ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ରେ ଇନିଂସ ଅଗ୍ରଣୀ ପାଇଁ ସଂଘର୍ଷ ଜାରି ରହିଛି। ଓଡ଼ିଶାର ପ୍ରଥମ ଇନିଂସ ୪୩୬ରନ ଜବାବରେ ଶୁକ୍ରବାର ଖେଳ ଶେଷ ସୁଦ୍ଧା ଝାଡ଼ଖଣ୍ଡ ୯ ଉଇକେଟ ହରାଇ ୩୫୫…

ଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଆଶା ଉଜ୍ଜୀବିତ

ଭୁବନେଶ୍ୱର,୧୫।୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ଏଫ୍‌ସି ଭ୍ରମଣକାରୀ ନର୍ଥ ଇଷ୍ଟ ୟୁନାଇଟେଡକୁ ପରାସ୍ତ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓଡ଼ିଶା ୨-୧ ଗୋଲରେ ବିଜୟୀ…

ଇଣ୍ଡିଆନ ଓମେନ୍ସ ଲିଗ୍‌ ଫୁଟ୍‌ବଲ: ଗୋକୁଳମ କେରଳ ଚାମ୍ପିୟନ

ବେଙ୍ଗାଲୁରୁ, ୧୪ା୨ (ପି.ଟି.)- କାଙ୍ଗଚୁପ୍‌ ରୋଡ୍‌ ୟଙ୍ଗ ଫିଜିକାଲ ଆଣ୍ଡ୍‌ ସ୍ପୋଟର୍‌ସ ଆସୋସିଏଶନ (କ୍ରିଫ୍‌ସା) ଏଫ୍‌ସି କୁ ୩-୨ ଗୋଲରେ ପରାସ୍ତ କରି ଗୋକୁଳମ କେରଳ ହିରୋ ଇଣ୍ଡିଆନ ମହିଳା ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ଫୁଟ୍‌ବଲ ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛି। ମ୍ୟାଚ ପ୍ରାରମ୍ଭରେ…

ସେମିରେ ବୋପାନ୍ନା-ଶାପୋଭାଲୋଭ

ରୋଟରଡାମ, ୧୪।୨(ପି.ଟି.)- ଏଠାରେ ଚାଲିଥିବା ଏବିଏନ୍‌ ଆମ୍‌ରୋ ଓ୍ବାଲର୍‌ଡ ଟେନିସ୍‌ ଟୁର୍ନାମେଣ୍ଟରେ ଭାରତୀୟ ଅଭିଜ୍ଞ ଖେଳାଳି ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ ଶାପୋଭାଲୋଭ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ଡବଲ୍ସ ଇଭେଣ୍ଟରେ ଗୁରୁବାର ଅନୁଷ୍ଠିତ କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?