ଖେଳ

ଫ୍ରେଞ୍ଚ ଓପନ ଛଡ଼ା ୨୦୨୦ରେ କ୍ଲେ କୋର୍ଟରେ ଖେଳିବେ ନାହିଁ ଫେଡରର

ବାସେଲ,୧୪।୨- ସୁଇଜରଲାଣ୍ଡର କିମ୍ବଦନ୍ତୀ ରୋଜର ଫେଡରର ଚଳିତ ବର୍ଷ କ୍ଲେ କୋର୍ଟରେ କେବଳ ଥରେ ରୋଲାଣ୍ଡ ଗାରୋସରେ ଖେଳିବେ। ୨୦ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ୨୦୧୭ ଓ ୨୦୧୮ ସିଜନରେ କ୍ଲେ କୋର୍ଟରେ ଖେଳି ନ ଥିଲେ। ଏପରି କି ଗ୍ରାଣ୍ଡସ୍ଲାମ…

ସଚିନଙ୍କ ପ୍ରଥମ ପ୍ରେମ ନୁହନ୍ତି ଅଞ୍ଜଳୀ

ମୁମ୍ବାଇ,୧୪।୨- ଶୁକ୍ରବାର ଭାଲେନଟାଇନ୍ସ ଦିବସ ଅବସରରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଟୁଇଟରରେ ଏକ ଭିଡିଓ ଶେୟାର କରି ପତ୍ନୀ ଅଞ୍ଜଳୀ ତେନ୍ଦୁଲକର ତାଙ୍କ ପ୍ରଥମ ପ୍ରେମ ନୁହନ୍ତି ବୋଲି ସେ ସ୍ପଷ୍ଟ କରିଦେଇଛନ୍ତି। ଭିଡିଓର କ୍ୟାପଶନରେ ମୋ ପ୍ରଥମ…

ଭାରତରେ ବୋଲ୍ଟଙ୍କ ଠାରୁ ଦ୍ରୁତତମ ଧାବକ

ବାଙ୍ଗାଲୋର,୧୪।୨- ବିଶ୍ୱର ସବୁଠୁ ଦ୍ରୁତତମ ଧାବକ ଉସେନ ବୋଲ୍ଟଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ବୋଧ ହୁଏ ପ୍ରତିଦ୍ୱନ୍ଦ୍ୱୀ ମିଳିଯାଇଛି। କର୍ନାଟକର ଏକ ଗ୍ରାମରେ ଅନୁଷ୍ଠିତ ପାରମ୍ପରିକ କମ୍ବାଲ ଜକି ଦୌଡ଼ରେ ଶ୍ରୀନିବାସ ରାତାରାତି ସେନସେଶନ ପାଲଟି ଯାଇଛନ୍ତି। ସେ ପାରମ୍ପରିକ…

ଅନୁଷ୍କାଙ୍କ ସହ ନ୍ୟୁଜିଲାଣ୍ଡରେ ଭାଲେଣ୍ଟାଇନ୍‌ସ ଡେ’ ପାଳିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନ୍ୟୁଜିଲାଣ୍ଡରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଭାଲେଣ୍ଟାଇନ୍ସ ଡେ’ ପାଳନ କରିଛନ୍ତି। ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଟି୨୦ ସିରିଜକୁ ୫-୦ରେ କ୍ଲିନ୍‌ସୁଇପ୍‌ କରିବା ପରେ ୩-୦ରେ ଦିନିକିଆ ସିରିଜ…

ଚେନ୍ନାଇ, ମୁମ୍ବାଇ ଆଇପିଏଲ ଫ୍ରାଞ୍ଚଇଜ ମିଶିଲେ ମଧ୍ୟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ଆଗରେ

ଆଇପିଏଲ ଇତିହାସର ସବୁଠୁ ବଡ଼ ତଥା ଲାଭବାନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। କିନ୍ତୁ ଦୁଇ ଫ୍ରାଞ୍ଚାଇଜର ବ୍ରାଣ୍ଡ ଭାଲ୍ୟୁ ମିଶିଲେ ମଧ୍ୟ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ସହ ସମକକ୍ଷ…

କ୍ରିକେଟରଙ୍କ ଭାଲେଣ୍ଟାଇନ୍‌ ଡେ’: କାହାର ଫେସବୁକ୍‌ରେ ପ୍ରେମ, ତ ଆଉ କିଏ ପ୍ରେମ ପାଇଁ ଛାଡିଥିଲେ ଘର

ଆଜି ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ ପ୍ରେମ ଦିବସ। ଏହି ଦିନଟି ପ୍ରେମିକା-ପ୍ରେମିକଙ୍କ ପାଇଁ ସ୍ବତନ୍ତ୍ର ଦିନ। ପ୍ରେମ ଦିବସରେ ଆମେ ଏମିତି କିଛି କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ନିଜ ପ୍ରେମକୁ ପାଇବା ପାଇଁ ଅନେକ କିଛି ପଦକ୍ଷେପ ନେଇଛନ୍ତି।…

ଓ୍ବାର୍ମଅପ୍‌ ମ୍ୟାଚ୍‌: ୨୬୩ ରନ୍‌ରେ ଅଲଆଉଟ୍‌ ଭାରତ, ହନୁମାଙ୍କ ଶତକ

ହାମିଲଟନ,୧୪।୨(ପି.ଟି.)- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ହନୁମା ବିହାରୀଙ୍କ ଶତକ ଓ ଚେତେଶ୍ୱର ପୂଜାରା(୯୩)ଙ୍କ ବ୍ୟତୀତ ଟିମ୍‌ ଇଣ୍ଡିଆର ସମସ୍ତ ବ୍ୟାଟ୍ସମ୍ୟାନ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ଏକମାତ୍ର ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ବିଫଳ ହୋଇଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ପ୍ରଥମ…

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ କ୍ରିକେଟ ଟ୍ରେନିଂ ଦେଉଛନ୍ତି ବୀରେନ୍ଦ୍ର ସେହ୍ବାଗ, ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣକୁ ବର୍ଷେ ପୂରିଛି। ଏହି ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ। ସେ ଟୁଇଟ ଯୋଗେ ବୀର ଯବାନଙ୍କୁ ମନେ ପକାଇଛନ୍ତି।…

ବଦଳିଲା ଆରସିବି ଲୋଗୋ

ବାଙ୍ଗାଲୋର,୧୪।୨- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶୁକ୍ରବାର ତା’ର ନୂଆ ଲୋଗୋ ଉନ୍ମୋଚନ କରିଛି। ଆଇପିଏଲର ୧୩ତମ ସଂସ୍କରଣ ପୂର୍ବରୁ ଆରସିବି ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଫ୍ରାଞ୍ଚାଇଜ ସୋସିଆଲ ମିଡିଆରୁ ପ୍ରୋଫାଇଲ ଇମେଜ ସମେତ…

ଫାଇନାଲ ମ୍ୟାଚ୍‌ ଭାବି ଖେଳିବୁ: ଗୋମ୍ବାଉ

ଭୁବନେଶ୍ୱର, ୧୪।୨(ସ୍ପୋର୍ଟ୍ସ ବ୍ୟୁରୋ)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ମ୍ୟାଚ୍‌ରେ ଶୁକ୍ରବାର ଘରୋଇ ଓଡ଼ିଶା ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ପରସ୍ପରକୁ ଭେଟିବେ। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏହି ମ୍ୟାଚ୍‌ ଖେଳାଯିବ। ନକ୍‌ଆଉଟ୍‌ ଦୌଡ଼ରେ ରହିବାକୁ ହେଲେ ଆଇଏସ୍‌ଏଲ୍‌…

ଟାଟୁ କହେ ଅନେକ କଥା

ନୂଆଦିଲ୍ଲୀ ୧୪ା୨:ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂଙ୍କ ଗୋଡ଼ର ଟାଟୁ ଏବେ ଚର୍ଚ୍ଚାରେ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ର ବେଲଜିୟମ ବିପକ୍ଷ ମ୍ୟାଚ ସମୟରେ ଏହା ନଜରକୁ ଆସିଥିଲା। ଅନୁରୋଧ ରକ୍ଷା କରି ସ୍ବଳ୍ପଭାଷୀ…

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ଲୁକ୍କାୟିତ ପ୍ରତିଭା ନଜରକୁ ଆସିବେ

ନୂଆଦିଲ୍ଲୀ, ୧୪।୨-ଓଡ଼ିଶାରେ ହେବାକୁ ଯାଉଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୮ଟି ଲେଖାଏ ମହିଳା ଓ ପୁରୁଷ ହକି ଦଳ ଅଂଶଗ୍ରହଣ କରିବେ। ଭୁବନେଶ୍ୱର ଓ କଟକରେ ଚଳିତ ମାସ ୨୨ରୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବାକୁଥିବା ପ୍ରତିଯୋଗିତାର ପ୍ରଥମ ସଂସ୍କରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?