ରଣଜୀ ଟ୍ରଫି: ଦେବାଶିଷଙ୍କ ଶତକରେ ଓଡ଼ିଶା ୪୩୬
କଟକ ଅଫିସ,୧୪ା୨- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଝାଡ଼ଖଣ୍ଡ ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍ରେ ଓଡ଼ିଶା ପ୍ରଥମ ଇନିଂସରେ ୪୩୬ରନ କରିଛି। ଯୁବ ପ୍ରତିଭା ଦେବାଶିଷ ସାମନ୍ତରାୟ ଏଠାରେ ୧୫୬ରନର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଛନ୍ତି। ଚଳିତ ସିଜନରେ ଦେବାଶିଷଙ୍କର ଏହା ଦ୍ୱିତୀୟ…
ବ୍ୟାଡ୍ମିଣ୍ଟନ ଏସିଆନ ଟିମ୍ ଚାମ୍ପିୟନଶିପ୍: ମାଲେସିଆଠାରୁ ହାରିଲା ଭାରତ
ମାନିଲା (ଫିଲିପାଇନ୍ସ), ୧୩ା୨ (ପି.ଟି.)- ବ୍ୟାଡ୍ମିଣ୍ଟନ ଏସିଆନ ଟିମ୍ ଚାମ୍ପିୟନଶିପ୍ ଗ୍ରୁପ୍ ‘ବି’ରେ ଭାରତୀୟ ପୁରୁଷ ଦଳ ଏହାର ଦ୍ୱିତୀୟ ମୁକାବିଲାରେ ମାଲେସିଆଠାରୁ ୧-୪ ହାରିଯାଇଛି। ଏଥିରେ ଡବଲ୍ସ ସ୍ପେଶାଲିଷ୍ଟ ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀଙ୍କ ଅନୁପସ୍ଥିତି ଅନୁଭବ କରାଯାଇଥିଲା। ଗୋଇଠିରେ ଯନ୍ତ୍ରଣା…
୨୦୧୯ ଏଫଆଇଏଚ୍ ପୁରସ୍କାର: ମନପ୍ରୀତ ‘ପ୍ଲେୟର ଅଫ ଦି ଇୟର’
ନୂଆଦିଲ୍ଲୀ, ୧୩।୨- ଭାରତୀୟ ହକି ପାଇଁ ଆସିଛି ଆଉ ଏକ ଖୁସି ଖବର। ଅଧିନାୟକ ମନପ୍ରୀତ ସିଂ ପାଇଛନ୍ତି ଏଫଆଇଏଚ୍ ‘ପ୍ଲେୟର ଅଫ ଦି ଇୟର’ ପୁରସ୍କାର। ୧୯୯୯ରେ ପୁରସ୍କାର ପ୍ରଚଳନ ହେବାଠାରୁ ପ୍ରଥମ ଭାରତୀୟ ଭାବେ ମିଡ୍ଫିଲ୍ଡର ମନପ୍ରୀତ ଏହି…
‘ଧୋନୀ ଭାରତର ସର୍ବକାଳୀନ ଶ୍ରେଷ୍ଠ ଅଧିନାୟକ’
ନୂଆଦିଲ୍ଲୀ, ୧୩।୨ (ପି.ଟି.)- ବେଶ୍ କିଛିଦିନ ଧରି କ୍ରିକେଟ୍ରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତର ସର୍ବକାଳକୀନ ଶ୍ରେଷ୍ଠ ଅଧିନାୟକ ବୋଲି ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନା କହିଛନ୍ତି। ଉଭୟ ଧୋନୀ ଓ ରାଇନା ଆଇପିଏଲ୍ରେ ସମାନ ଚେନ୍ନାଇ ସୁପର୍…
କ୍ଲାର୍କଙ୍କ ବିବାହ ବିଚ୍ଛେଦ
ମେଲବୋର୍ନ, ୧୩।୨ (ପି.ଟି.)- ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ ଓ ତାଙ୍କ ସ୍ତ୍ରୀ କେଲୀ ବୋଲ୍ଡିଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିଛି। ବିବାହର ୭ ବର୍ଷ ପରେ ବିଚ୍ଛେଦ ପାଇଁ ଉଭୟ ବୁଝାମଣା ଭିତ୍ତିିରେ ଏହି ନିଷ୍ପତ୍ତି ନେଇଥିବା କ୍ଲାର୍କ…
ପୁଣି ସେହ୍ବାଗ-ସଚିନ କରିବେ ଓପନିଂ: ମାରିବେ ଛକା, ଚୌକା
ଭାରତୀୟ କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣିଥରେ କ୍ରିକେଟ ମୈଦାନରେ ସଚିନ ତେନ୍ଦୁଲକର ଏବଂ ବିରେନ୍ଦ୍ର ସେହ୍ବାଗଙ୍କ ଓପନିଂ ଯୋଡିଙ୍କୁ ଖେଳୁଥିବାର ଦେଖାଯିବ। ରୋଡ୍ ସେଫ୍ଟି ଓ୍ବାଲର୍ଡ ସିରିଜ୍ରେ ବିଶ୍ୱର ପ୍ରସିଦ୍ଧ ଖେଳାଳିଙ୍କୁ ନେଇ ଅନୁଷ୍ଠିତ ହେବ। ଏହି ସିରିଜରେ ମୋଟ…
ବକ୍ସର ଅମିତ୍ଙ୍କୁ ୧ ନମ୍ବର ମାନ୍ୟତା
ନୂଆଦିଲ୍ଲୀ, ୧୩।୨ (ପି.ଟି.)- ଆସନ୍ତା ମାସରେ ହେବାକୁ ଥିବା ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟ ପୂର୍ବରୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ବକ୍ସିଂ ଟ୍ୟାକ୍ସ ଫୋର୍ସ ଭାରତର ଅମିତ୍ ପଙ୍ଘଲଙ୍କୁ ଏକ ନମ୍ବର ମାନ୍ୟତା ପ୍ରଦାନ କରିଛି। ବିଶ୍ୱ ଚାମ୍ପିୟନଶିପ୍ ରୌପ୍ୟ ପଦକ…
ଦକ୍ଷିଣ ଆଫ୍ରିକା ୧ ରନରେ ବିଜୟୀ
ଇଷ୍ଟ ଲଣ୍ଡନ, ୧୩।୨- ସ୍ଥାନୀୟ ବଫାଲୋ ପାର୍କରେ ବୁଧବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୧ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ୧-୦ରେ ଅଗ୍ରଣୀଲାଭ କରିଛି। ପ୍ରଥମେ…
ଟେଷ୍ଟ ସିରିଜ୍ ପୂର୍ବରୁ ନ୍ୟୁଜିଲାଣ୍ଡରେ ଛୁଟି କାଟୁଛନ୍ତି ବିରାଟବାହିନୀ
ଅକଲାଣ୍ଡ,୧୩।୨: ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଟି୨୦ ସିରିଜକୁ ୫-୦ରେ କ୍ଲିନ୍ସୁଇପ୍ କରିବା ପରେ ୩-୦ରେ ଦିନିକିଆ ସିରିଜ ପରାଜୟବରଣ କରିଛି ଟିମ୍ ଇଣ୍ଡିଆ। ଫେବୃୟାରୀ ୨୧ରୁ ଘରୋଇ ଦଳ ବିପକ୍ଷରେ ଟେଷ୍ଟ ସିରିଜ୍ ଖେଳାଯିବାକୁ ଥିବାବେଳେ ଏହାପୂର୍ବରୁ…
ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଉଦ୍ଘାଟନ କରିବେ ଡୋନାଲ୍ଡ ଟ୍ରମ୍ପ
ଅହମଦାବାଦ୍,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଗାମୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପଙ୍କ ସମ୍ମାନାର୍ଥେ ଗୁଜରାଟର ଅହମ୍ମଦାବାଦଠାରେ ‘କେମ ଛୋ ଟ୍ରମ୍ପ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ହ୍ୟୁଷ୍ଟନରେ ‘ହାଓଡି ମୋଦି’ ଶୈଳୀରେ ‘କେମ…
ରୋନାଲଡୋଙ୍କ ପେପର ଷ୍ଟାଚ୍ୟୁ, ଚାରି ମହଲା କୋଠା ସହ ସମାନ
କ୍ରିଷ୍ଟିୟାନୋ ରୋନାଲଡୋ ଫୁଟବଲ୍ ଜଗତର ଏକ ଏମିତି ନାଁ, ଯାହାଙ୍କ ପ୍ରଶଂସକ ସାରା ବିଶ୍ୱରେ ରହିଛନ୍ତି। ନିକଟରେ ଇଟାଲୀରେ ଆୟୋଜିତ ଏକ କାର୍ନିଭାଲ ଅବସରରେ ରୋନାଲଡୋଙ୍କ ଏକ ପେପର ଷ୍ଟାଚ୍ୟୁ ନିର୍ମାଣ କରାଯାଇଛି। ଏହି ଷ୍ଟାଚ୍ୟୁ ୪ ମହଲା ବିଶିଷ୍ଟ କୋଠା…
ଯଶସ୍ବୀ ଜୈଶଓ୍ବାଲଙ୍କୁ ଉପହାରରେ ମିଳିଲା କାର୍, ଗ୍ରହଣ କରିବା ପରିବର୍ତ୍ତେ କହିଲେ ଏମିତି, କୋଚ ହେଲେ ଆଶ୍ଚର୍ଯ୍ୟ
ମୁମ୍ବାଇ,୧୩।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ଅଣ୍ଡର୍-୧୯ ବିଶ୍ୱକପର ଫାଇନାଲରେ ବାଂଲାଦେଶ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ୩ ଉଇକେଟରେ ହରାଇ ପ୍ରଥମଥର ଟାଇଟଲ ଜିତିଛି। ଯଦିଓ ଏହି ମ୍ୟାଚରେ ଭାରତ ପରାଜିତ ହୋଇଛି କିନ୍ତୁ ଷ୍ଟାର୍ ଓପନର ଯଶସ୍ବୀ ଜୈଶଓ୍ବାଲ ସମସ୍ତଙ୍କ…

