ଖେଳ

୩ ଖେଳାଳିଙ୍କୁ ବାସନ୍ଦ କଲା ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୨୫।୧୧ (ପି.ଟି.)- ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଶନିବାର ୩ ଖେଳାଳିଙ୍କୁ ବାସନ୍ଦ କରିଛି। ସେମାନେ ହେଲେ ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ଟିମ୍‌ ଏଫ୍‌ସି ଗୋଆର ସେଇମିନଲେନ ଡୋଉଙ୍ଗେଲ ଓ ହୁଗୋ ବୋଉମୋଉସ ଏବଂ ନର୍ଥଇଷ୍ଟ ୟୁନାଇଟେଡର…

ରାଜ୍ୟ ସ୍କୁଲ୍ସ ଓପନ୍‌ ଚେସ୍‌: ହର୍ଷିତଙ୍କୁ ଟାଇଟଲ୍‌

ଭୁବନେଶ୍ୱର, ୨୫।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ସେକ୍ରେଟାରୀଏଟ ରିକ୍ରେସନ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟ ସ୍କୁଲ୍ସ ଓପନ୍‌ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ଓପନ୍‌ ବର୍ଗରେ କଟକ ପୁରୁଣା ଷ୍ଟିଓ୍ବାର୍ଟ ସ୍କୁଲର ହର୍ଷିତ ସାହୁ ୭…

ଆଜମଙ୍କ ଶତକ ସତ୍ତ୍ୱେ ଅଷ୍ଟେଲିଆର ଇନିଂସ ବିଜୟ

ବ୍ରିସବେନ୍‌,୨୫।୧୧(ଏଏଫ୍‌ପି)- ସ୍ଥାନୀୟ ଗାବା ଷ୍ଟାଡିୟମରେ ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ଏକ ଇନିଂସ ଓ ୫ ରନରେ ବିଜୟ ହାସଲ କରିଛି। ମିଡଲଅର୍ଡର ବ୍ୟାଟ୍ସମ୍ୟାନ ବାବର ଆଜମ ୧୦୪ ରନର ଲଢୁଆ ଶତକୀୟ ପାଳି ଖେଳି…

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସି- ଏଟିକେ ମ୍ୟାଚ୍‌ ଡ୍ର’

ପୁଣେ,୨୫।୧୧(ପି.ଟି)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଓଡ଼ିଶା ଏଫ୍‌ସି ଓ ଏଟିକେ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଅମୀମାଂସିତ ରହିଛି। ସ୍ଥାନୀୟ ଶ୍ରୀ ଶିବ୍‌ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ଏହି ମ୍ୟାଚ୍‌ ବେଶ୍‌ ସଂଘର୍ଷପୂର୍ଣ୍ଣ…

ପ୍ରଥମ ଟେଷ୍ଟ: ନ୍ୟୁଜିଲାଣ୍ଡ ସ୍ଥିତି ଦୃଢ଼; ଓ୍ବାଟଲିଂଙ୍କ ଦ୍ୱିଶତକ, ସାଣ୍ଟନରଙ୍କ ଶତକ

ମାଉଣ୍ଟ ମାଉନଗାନୁଇ, ୨୫।୧୧(ଏଏଫ୍‌ପି)- ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଦମ୍‌ଦାର ପ୍ରଦର୍ଶନ କରି ତା’ର ସ୍ଥିତ ଦୃଢ଼ କରିଛି। ଅନ୍ୟପଟେ ମ୍ୟାଚ୍‌ ବଞ୍ଚାଇବା ପାଇଁ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି।…

ଓସିଏର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ: ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଖର୍ଚ୍ଚ ହେବ ୬ କୋଟି ୪୨ ଲକ୍ଷ

କଟକ ଅଫିସ,୨୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ ଓସିଏ ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ୪ଟି ପ୍ରସଙ୍ଗ ଉପରେ ବିଶେଷ ଗୁରୁତ୍ୱାରୋପ…

ପିଙ୍କ୍‌ ବଲ୍‌ ଟେଷ୍ଟ: ଭାରତର ରେକର୍ଡ କ୍ରମାଗତ ଦ୍ୱାଦଶ ଘରୋଇ ସିରିଜ ବିଜୟ

କୋଲକାତା,୨୪।୧୧(ପି.ଟି.)- ତୃତୀୟ ଦିବସରେ ଆଉ ମାତ୍ର ୪୭ ମିନିଟ୍‌ରେ ଭାରତ ଔପଚାରିକତା ପୂରଣ କରିଥିଲା। ପିଙ୍କ୍‌ ବଲ୍‌ରେ ଐତିହାସିକ ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଦିବାରାତ୍ର ଭିତ୍ତିକ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ବାକିଥିବା ୪ ଉଇକେକେଟ ଅକ୍ତିଆର କରି ଭାରତ ରବିବାର ବାଂଲାଦେଶକୁ…

ସୁପର ଜିଟି x ଡିଟିଏମ୍‌ ଡ୍ରିମ ରେସ ଜିତିଲେ କାର୍ତ୍ତିକେୟାନ

ଟୋକିଓ,୨୪।୧୧(ପିଟି)- ଭାରତର ପ୍ରଥମ ଫର୍ମୁଲା ଓ୍ବାନ ଡ୍ରାଇଭର ନାରାୟଣ କାର୍ତ୍ତିକେୟାନ ଏଠାରେ ଅନୁଷ୍ଠିତ ସୁପର ଜିଟି x ଡିଟିଏମ୍‌ ଡ୍ରିମ ରେସରେ ବିଜୟୀ ହୋଇଛନ୍ତି। ଫଳରେ କାର୍ତ୍ତିକେୟାନ ଫର୍ମୁଲା ଓ୍ବାନ ଟାଇଟଲ ସହ ଚଳିତ ସିଜନ ଶେଷ କରିଛନ୍ତି। ଅତ୍ୟଧିକ ଚ୍ୟାଲେଞ୍ଜିଂ…

ସ୍ବତନ୍ତ୍ର କ୍ଲବରେ ଓ୍ବାଟଲିଂ

ମାଉଣ୍ଟ ମାଉନଗାନୁଇ,୨୪।୧୧- ଶହେରୁ ଅଧିକ ବର୍ଷର ଟେଷ୍ଟ ଇତିହାସରେ ଏପର୍ଯ୍ୟନ୍ତ କେବଳ ୯ ଜଣ ଉଇକେଟକିପର ବ୍ୟାଟ୍ସମ୍ୟାନ ଦ୍ୱିଶତକ ହାସଲ କରିଛନ୍ତି। ଏହି କ୍ଲବରେ ସଦ୍ୟତମ ଖେଳାଳି ଭାବେ ସାମିଲ ହୋଇଛନ୍ତି ନ୍ୟୁଜିଲାଣ୍ଡର ବି. ଜେ. ଓ୍ବାଟଲିଂ। ସେ ଦେଶର ପ୍ରଥମ…

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି

କୋଲକାତା,୨୪।୧୧- ଦେଶର ପ୍ରଥମ ଭାରତୀୟ ଅଧିନାୟକ ଭାବେ ବିରାଟ କୋହଲି ରବିବାର କ୍ରମାଗତ ୭ ଟେଷ୍ଟ ଜିତି ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଦିବାରାତ୍ର ଟେଷ୍ଟକୁ ଭାରତ ଏକ ଇନିଂସ ଓ ୪୬ ରନ୍‌ରେ ମ୍ୟାଚ୍‌ ଜିତି ନେଇଛି।…

ଏଚ୍‌ସିଏରେ ଦୁର୍ନୀତି ଅଭିଯୋଗ; ତେଲେଙ୍ଗାନା ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ରାୟୁଡୁ

ହାଇଦ୍ରାବାଦ,୨୪।୧୧(ପି.ଟି.)- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ। ଏଥିସହିତ ରାଜ୍ୟର ନଗରପାଳିକା ପ୍ରଶାସନିକ ମନ୍ତ୍ରୀ କେ.ଟି. ରାମାରାଓଙ୍କ ହସ୍ତକ୍ଷେପ ମଧ୍ୟ ଲୋଡ଼ିଛନ୍ତି। ଶନିବାର ଏକ ଟୁଇଟ୍‌ କରି ରାୟୁଡୁ ଲେଖିଛନ୍ତି, ସାର କେ.ଟି.ଙ୍କୁ…

ପାକିସ୍ତାନ ଟାଇରୁ ଓହରିଲେ ଶଶି ମୁକୁନ୍ଦ

ନୂଆଦିଲ୍ଲୀ, ୨୪।୧୧ (ପି.ଟି.)- ଆଘାତଜନିତ ସମସ୍ୟା ଲାଗି ପାକିସ୍ତାନ ବିପକ୍ଷ ଆଗାମୀ ଡେଭିସ କପ୍‌ ଟାଇରୁ ଭାରତୀୟ ଟେନିସ ଖେଳାଳି ଶଶି ମୁକୁନ୍ଦ ଓହରି ଯାଇଛନ୍ତି। ମୁକୁନ୍ଦଙ୍କ ପାଦରେ ଆଘାତ ଲାଗିଥିବା ଜଣାପଡ଼ିଛି। ଏହି ଡେଭିସ କପ୍‌ ମୁକାବିଲା ଲାଗି ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri