ଖେଳ

ସର୍ବଭାରତୀୟ ଚେସ୍‌ ମହାସଂଘ ନିର୍ବାଚନ: ଅଜୟ ସଭାପତି, ଭରତ ସମ୍ପାଦକ

ଚେନ୍ନାଇ, ୧୨।୨ (ପି.ଟି.)- ସର୍ବଭାରତୀୟ ଚେସ୍‌ ମହାସଂଘର (ଏଆଇସିଏଫ୍‌) ନୂତନ ସଭାପତି ଭାବେ ଅଜୟ ପଟେଲ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିଭଳି ଭରତ ସିଂ ଚୌହାନ ମଧ୍ୟ ନିଦ୍ୱର୍ନ୍ଦ୍ୱରେ ସମ୍ପାଦକ ହୋଇଛନ୍ତି। ଏହି ନିର୍ବାଚନରେ ରିଟର୍ନିଂ ଅଫିସର ଦାୟିତ୍ୱ ତୁଲାଇଥିବା ସୁପ୍ରମିକୋର୍ଟର…

ବ୍ରାଜିଲ ପାରା ବ୍ୟାଡ୍‌ମିଣ୍ଟନ: କ୍ୱାର୍ଟର ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୩।୨(କ୍ରୀଡ଼ା ପ୍ରତିନିଧି)- ବ୍ରାଜିଲର ସାଓ ପାଓଲୋଠାରେ ଆରମ୍ଭ ହୋଇଛି ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌। ଏହାର ପ୍ରଥମ ୨ଟି ସିଙ୍ଗଲ୍ସ ମ୍ୟାଚ ଜିତି ଓଡ଼ିଶାର ପ୍ରମୋଦ ଭଗତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରମୋଦ ବ୍ରାଜିଲର ମାରିଓ…

କରୋନାଭାଇରସ୍‌ ଆତଙ୍କ: ଚାଇନିଜ୍‌ ଗ୍ରାଁ ପ୍ରି ଘୁଞ୍ଚିଲା

ପ୍ୟାରିସ୍‌,୧୩।୨(ଏଏଫ୍‌ପି)- କରୋନାଭାଇରସ୍‌ର ଆତଙ୍କ ଏବେ କ୍ରୀଡ଼ାକୁ ମଧ୍ୟ ପ୍ରଭାବିତ କରିଛି। ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଥିବା ଚାଇନିଜ ଗ୍ରାଁ ପ୍ରିକୁ ଏଥିପାଇଁ ଘୁଞ୍ଚାଇ ଦିଆଯାଇଛି। କରୋନାଭାଇରସ କ୍ରମାଗତ ଭାବେ ବ୍ୟାପିବାରେ ଲାଗିଥିବାରୁ ଏହି ଫର୍ମୁଲା-୧ ରେସକୁ ଘୁଞ୍ଚାଇ ଦିଆଯାଇଛି…

କନ୍ନଡରରେ ବାର୍ତ୍ତାଳାପ କଲେ ରାହୁଲ, ପାଣ୍ଡେ

ବେଙ୍ଗାଲୁରୁ,୧୩।୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଗତ ତୃତୀୟ ଦିନିକିଆ ମ୍ୟାଚ୍‌ ଅବସରରେ କର୍ନାଟକର ଦୁଇ କ୍ରିକେଟର ଲୋକେଶ ରାହୁଲ ଓ ମନୀଷ ପାଣ୍ଡେ ହିନ୍ଦୀ କିମ୍ବା ଇଂଲିଶ୍‌ରେ କଥା ନ ହୋଇ ନିଜ ମାତୃ ଭାଷା କନ୍ନଡରେ ବାର୍ତ୍ତାଳପ କରିଥିଲେ। ମ୍ୟାଚ୍‌ ପ୍ରସାରଣ…

ରଣଜୀ ଟ୍ରଫି: ଅନୁରାଗ, ଦେବାଶିଷଙ୍କ ଅର୍ଦ୍ଧଶତକ

କଟକ ଅଫିସ,୧୩ା୨- ଚଳିତ ସିଜନର ଅନ୍ତିମ ଲିଗ ପର୍ଯ୍ୟାୟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବାରବାଟୀ ଷ୍ଟାଡିୟମରେ ଘରୋଇ ଓଡ଼ିଶା ଦଳ ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ଝାଡ଼ଖଣ୍ଡକୁ ଭେଟିଛି। ପ୍ରଥମ ଦିବସ ଷ୍ଟମ୍ପ ଅପସାରଣ ସୁଦ୍ଧା ୪ ଉଇକେଟ ହରାଇ ଓଡ଼ିଶା…

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ନୀତୀନ ଏକମାତ୍ର ଭାରତୀୟ ଅମ୍ପାୟର

ଦୁବାଇ, ୧୨।୨ (ପି.ଟି.): ଆଇସିସି ଟି୨୦ ମହିଳା ବିଶ୍ୱକପ୍‌ର ଆଗାମୀ ୭ମ ସଂସ୍କରଣ ଚଳିତ ମାସ ୨୧ରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବ। ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ଲାଗି ବୁଧବାର ଅନ୍ତର୍ଜାତୀୟ…

ବୋପାନ୍ନା-ଶାପୋଭାଲୋଭ କ୍ୱାର୍ଟରରେ

ରୋଟରଡାମ୍‌, ୧୨।୨ (ପି.ଟି.): ଭାରତୀୟ ଅଭିଜ୍ଞ ଟେନିସ ଖେଳାଳି ରୋହନ ବୋପାନ୍ନା ନେଦରଲାଣ୍ଡ୍ସରେ ଚାଲିଥିବା ରୋଟର୍‌ଡାମ ଓପନ୍‌ ପ୍ରତିଯୋଗିତାର ପୁରୁଷ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। କାନାଡାର ଡେନିସ ଶାପୋଭାଲୋଭଙ୍କୁ ସାଥୀ କରି ଖେଳୁଥିବା ବୋପାନ୍ନା ୭-୬, ୬-୭, ୧୦-୮…

ବାତିଲ ହୋଇାପାରେ ଚାଇନିଜ ଗ୍ରାଁ ପ୍ରି

ବାକୁ,୧୨।୨- ଆସନ୍ତା ଏପ୍ରିଲ ୧୯ ତାରିଖରେ ହେବାକୁ ଥିବା ଚାଇନିଜ ଗ୍ରାଁ ପ୍ରି ସମ୍ଭବତଃ ବାତିଲ ହୋଇପାରେ। ଦେଶରେ କରୋନା ଭାଇରସର ଆତଙ୍କ ଜାରି ରହିଥିବାରୁ ଏଭଳି ସମ୍ଭବାନା ଉପଜିଥିବା ଫର୍ମୁଲା ଓ୍ବାନ ମୁଖ୍ୟ ଚେଜ କାରି ବୁଧବାର କହିଛନ୍ତି। ଭାଇରସ…

୧୫ରେ ଫିଟ୍‌ନେସ ଟେଷ୍ଟ ଦେବେ ଈଶାନ୍ତ

ନୂଆଦିଲ୍ଲୀ,୧୨।୨- ଭାରତୀୟ ଦଳର ଆସନ୍ତା ୧୪ ତାରିଖରୁ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷରେ ଅଭ୍ୟାସ ଟେଷ୍ଟ ମ୍ୟାଚ୍‌ ଖେଳିବ। ଏହାର ଗୋଟିଏ ଦିନ ପରେ ଟିମ୍‌ ଇଣ୍ଡିଆର ସିନିୟର ପେସର ଈଶାନ୍ତ ଶର୍ମା ଫିଟ୍‌ନେସ ଟେଷ୍ଟର ସମ୍ମୁଖୀନ ହେବେ। ଏଥିରେ ସଫଳ ହେଲେ…

ପାକିସ୍ତାନରେ ୧ ଦିନିକିଆ, ୩ ଟି୨୦ ମ୍ୟାଚ୍‌ ଖେଳିବ ଏମ୍‌ସିସି

ଲଣ୍ଡନ,୧୨।୨(ପି.ଟି.)- କ୍ରିକେଟରେ ନିୟମ ପ୍ରସ୍ତୁତ କରୁଥିବା ମେରିଲବୋନ କ୍ରିକେଟ କ୍ଲବ (ଏମ୍‌ସିସି) ଆଗାମୀ ପାକିସ୍ତାନ ଗସ୍ତରେ ଗୋଟେ ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବ। ସମସ୍ତ ମ୍ୟାଚ୍‌ ଲାହୋରଠାରେ ଖେଳାଯିବ ବୋଲି ଏମ୍‌ସିସି ପକ୍ଷରୁ କୁହାଯାଇଛି। ଗଦାଫି ଷ୍ଟାଡିୟମରେ ଏମ୍‌ସିସି…

ଶୀର୍ଷ ସ୍ଥାନ ହରାଇଲେ ବୁମରା

ଦୁବାଇ,୧୨।୨- ଭାରତୀୟ ପେସର ଯଶପ୍ରୀତ ବୁମରା ଏବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ଏଥିଯୋଗୁ ତାଙ୍କୁ ଆଇସିସି ଦିନିକିଆ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ହରାଇବାକୁ ପଡ଼ିଛି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ର ପ୍ରତ୍ୟେକ ମ୍ୟାଚ ଖେଳିଥିଲେ। ହେଲେ…

ସଚିନଙ୍କଠାରୁ ପ୍ରଶଂସା ଶୁଣି ଆଶ୍ଚର୍ଯ୍ୟ ହେଲେ ଏହି ଖେଳାଳି, କହିଲେ ଏମିତି

ସିଡନୀ,୧୨।୨: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆର ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁଶେନଙ୍କୁ ପ୍ରଶଂସା କରିଛନ୍ତି। ଏହା ଜାଣି ଲାବୁଶେନ କହିଛନ୍ତି, ଜୀବନରେ ଯାହାକୁ ଅନୁସରଣ କରିଛି, ତାଙ୍କଠାରୁ ମୋ ପ୍ରଶଂସା ଶୁଣି ମୁଁ ଆଶ୍ଚର୍ଯ୍ୟାନ୍ବିତ ହୋଇପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?