ସିରିଜ କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ରାଞ୍ଚି,୧୯।୧୦(ପି.ଟି.)- ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଆୟୋଜନ ହେବାକୁ ଯାଉଛି। ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା...
ମହିଳା ସପୋର୍ଟ ଷ୍ଟାଫ୍ ନିଯୁକ୍ତି ନେଇ ଇଦୁଲଜୀ, ଶାନ୍ତାଙ୍କ ଆପତ୍ତି
ନୂଆଦିଲ୍ଲୀ,୧୯।୧୦(ପି.ଟି.)- କ୍ରିକେଟ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଏନା ଇଦୁଲଜୀ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନୂଆ ଆପେକ୍ସ କାଉନ୍ସିଲ ସଦସ୍ୟା ଶାନ୍ତା ରଙ୍ଗାସ୍ବାମୀ ଭାରତୀୟ ମହିଳା କ୍ରିକେଟ ଦଳର ସପୋର୍ଟ ଷ୍ଟାଫ୍ ନିଯୁକ୍ତି ନେଇ ଅସନ୍ତୋଷ...
ପ୍ରୋ କବାଡ଼ି ଲିଗ୍: ଦବଙ୍ଗ- ଓ୍ବାରିୟର୍ସ ଟାଇଟଲ ମୁକାବଲା
ଅହମ୍ମଦାବାଦ,୧୯।୧୦(ପି.ଟି.)-ପ୍ରୋ କବାଡ଼ି ଲିଗ୍ (ପିକେଏଲ୍)ର ଚଳିତ ସପ୍ତମ ସଂସ୍କରଣ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଟାଇଟଲ ପାଇଁ ଦବଙ୍ଗ ଦିଲ୍ଲୀ ଓ ବେଙ୍ଗଲ ଓ୍ବାରିୟର୍ସ ଫାଇନାଲ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଉଭୟ ଦଳ ପ୍ରଥମ ଫାଇନାଲ ଖେଳିବାକୁ ଯାଉଥିବାରୁ ଏଥର...
ପୂର୍ବତନ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନଙ୍କୁ ୫ ବର୍ଷ ଜେଲ୍
ଜୋହାନ୍ସବର୍ଗ, ୧୮ା୧୦ (ଏଏଫ୍ପି)-ଦୁର୍ନୀତି ଅଭିଯୋଗରେ ଦକ୍ଷିଣ ଆଫ୍ରିକାର ଜଣେ ପୂର୍ବତନ ବ୍ୟାଟ୍ସମ୍ୟାନ ଗୁଲାମ ବୋଦିଙ୍କୁ ୫ବର୍ଷ ଜେଲ୍ ଦଣ୍ଡ ହୋଇଛି। ବୋଦି ନିଜ ଦେଶ ତରଫରୁ ମାତ୍ର ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିଛନ୍ତି। ତାଙ୍କ ବିରୋଧରେ ହୋଇଥିବା ୮ଟି...
ଟ୍ରେଭର ବେଲିସ୍ ଟିମ୍ ଆବୁଧାବି କୋଚ୍
ଆବୁଧାବି, ୧୮ା୧୦ (ପି.ଟି.)-ଏଠାରେ ନଭେମ୍ବର ୧୫ରୁ ଆରମ୍ଭ ହେବାକୁଥିବା ଟି୧୦ ଟୁର୍ନାମେଣ୍ଟ ଲାଗି ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଆବୁଧାବି ଟିମ୍ର ଅଧିନାୟକ ଦାୟିତ୍ୱ ତୁଲାଇବାକୁ ଥିବାବେଳେ ବିଶ୍ୱକପ୍ ବିଜୟୀ କୋଚ୍ ଟ୍ରେଭର ବେଲିସ୍ ଦଳର କୋଚ୍ ଦାୟିତ୍ୱ ତୁଲାଇବେ।...
ଲେଗ୍ ସ୍ପିନର ନ ଖେଳାଇବାରୁ ବିଦା ହେଲେ ଦୁଇ କୋଚ୍
ଢାକା,୧୮।୧୦(ପି.ଟି.)- ଅନ୍ତର୍ଜାତୀୟ ସ୍ତରରେ ବାଂଲାଦେଶର ବ୍ୟାଟ୍ସମ୍ୟାନମାନେ ଲେଗ୍ ସ୍ପିନରଙ୍କ ସାମ୍ନାରେ ସଂଘର୍ଷ କରୁଥିତ୍ବାରୁ ବିସିବି ଏବେ ଲେଗ୍ ସ୍ପିନରଙ୍କୁ ଏବେ ଅଧିକ ଗୁରୁତ୍ୱ ଦେଉଛି। ଜାତୀୟ କ୍ରିକେଟ ଲିଗ୍ର ଦୁଇ ଦଳରେ ଲେଗ୍ ସ୍ପିନରଙ୍କୁ ସାମିଲ ନ କରିବାରୁ ଦୁଇ...
ସର୍ଫରାଜଙ୍କ ହାତରୁ ଗଲା ଟେଷ୍ଟ, ଟି୨୦ ନେତୃତ୍ୱ
କରାଚୀ,୧୮।୧୦- ସର୍ଫରାଜ ଅହମ୍ମଦଙ୍କୁ ଶୁକ୍ରବାର ପାକିସ୍ତାନ ଟେଷ୍ଟ ଓ ଟି୨୦ ଦଳର ଅଧିନାୟକ ପଦରୁ ବିଦା କରାଯାଇଛି। ଶ୍ରୀଲଙ୍କା ବିପକ୍ଷ ଘରୋଇ ସିରିଜ୍ରେ ପରାଜୟ ଯୋଗୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଶୁକ୍ରବାର ହୋଇଥିବା...
ଭିନ୍ନ ଲୁକ୍ରେ ହିଟ୍ମ୍ୟାନ୍
ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭିନ୍ନ ଲୁକ୍ରେ ନଜର ଆସିଛନ୍ତି ହିଟ୍ମ୍ୟାନ୍ ରୋହିତ ଶର୍ମା। କରବାଚୌଥରେ ସ୍ତ୍ରୀ ରିତିକା ସଜଦେହଙ୍କ ସହ ଫଟୋ ନିଜ ଇନଷ୍ଟାଗ୍ରାମରେ ଅପଲୋଡ କରିଥିଲେ ରୋହିତ। ଯେଉଁଥିରେ ତାଙ୍କୁ କ୍ଲିନ୍ସେଭ୍ରେ ଦେଖିବାକୁ ମିଳିଥିଲା।...
ଭାଇରାଲ ହେଉଛି ଗାଙ୍ଗୁଲିଙ୍କ ଉତ୍ତର
କୋଲକାତା,୧୮।୧୦- ସୌରଭ ଗାଙ୍ଗୁଲି ଓ ରବି ଶାସ୍ତ୍ରୀ ମଧ୍ୟରେ ପ୍ରାୟତଃ କିଛି ନା କିଛି ବିବାଦ ଦେଖିବାକୁ ମିଳେ। ଅନିଲ କୁମ୍ବଲେଙ୍କୁ ଭାରତୀୟ ଦଳର କୋଚ୍ ଚୟନ କରିଥିବା କ୍ରିକେଟ ଉପଦେଷ୍ଟା କମିଟିର ସଦସ୍ୟ ଥିଲେ ଗାଙ୍ଗୁଲି। ସେଥର ଶାସ୍ତ୍ରୀଙ୍କ...
ଗାଙ୍ଗୁଲିଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ ତୁଳନା କଲେ ଅଖତର
କରାଚୀ,୧୮।୧୦- ପୂର୍ବତନ ପାକିସ୍ତାନ ସ୍ପିଡ୍ଷ୍ଟାର ଶୋଏବ ଅଖତର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ନୂଆ ଅଧ୍ୟକ୍ଷ ହେବାକୁ ଯାଉଥିବା ସୌରଭ ଗାଙ୍ଗୁଲିଙ୍କୁ ସମର୍ଥନ କରିଛନ୍ତି। ଏହା ଏକ ଭଲ ଖବର କହିବା ସହ ଗାଙ୍ଗୁଲିଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ...
ରାଞ୍ଚିରେ ଟେଷ୍ଟ: ଧୋନୀଙ୍କୁ ଅପେକ୍ଷା
ରାଞ୍ଚି,୧୮।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଏଠାରେ ରବିବାରଠାରୁ ୩ୟ ଟେଷ୍ଟ ଖେଳାଯିବ। ଏହା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ହୋମ ଗ୍ରାଉଣ୍ଡ। ବିଶ୍ୱକପ୍ର ସେମିଫାଇନାଲରୁ ଭାରତୀୟ ଦଳର ବିଦାୟ ପରେ କ୍ରିକେଟ ପଡ଼ିଆକୁ...
ଇର୍ଫାନଙ୍କ ନୂଆ ଇନିଂସ
ଏକଦା ଭାରତୀୟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ଅଲରାଉଣ୍ଡର ବିବେଚିତ ହେଉଥିବା ଇରଫାନ ପଠାନଙ୍କ ଖେଳ କ୍ୟାରିୟର ପ୍ରାୟତଃ ଶେଷ ପର୍ଯ୍ୟାୟରେ। ବର୍ତ୍ତମାନ ଜମ୍ମୁ ଓ କଶ୍ମୀର ଦଳର କୋଚ୍ ଦାୟିତ୍ୱ ନିର୍ବାହ କରୁଛନ୍ତି ଏହି ବାମହାତୀ ଷ୍ଟାଇଲିଶ୍ ଖେଳାଳି। ତାଙ୍କ...
Archives


