ଖେଳ

ଆଇସିସି ନିୟମ ଭାଙ୍ଗିଛନ୍ତି ୧୯ ବର୍ଷରୁ କମ୍‌ ବିଶ୍ୱକପ ଚାମ୍ପିୟନ ଦଳର ୩ ଖେଳାଳି

ଦୁବାଇ,୧୧।୨- ଦକ୍ଷିଣ ଆଫ୍ରିକାର ପୋଚେଫ୍ସଷ୍ଟ୍ରୁମଠାରେ ରବିବାର ଖେଳାଯାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ୩ ବାଂଲାଦେଶୀ ଓ ଦୁଇ ଭାରତୀୟ ଖେଳାଳି ଆଇସିସି କୋଡ୍‌ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଛନ୍ତି। ଫାଇନାଲ ଜିତିବା ପରେ ଦୁଇ ଦଳର ଖେଳାଳି ସାମ୍ନାସାମ୍ନି…

ଆଶ୍‌ଲେଙ୍କୁ ଟପିଲେ ଗୁପଟିଲ

ମାଉଣ୍ଟ ମାଙ୍ଗନୁଇ,୧୧।୨- ଭାରତୀୟ ଦଳ ବିପକ୍ଷରେ ଏଠାରେ ଅନୁଷ୍ଠିତ ତୃତୀୟ ଦିନିକଆ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳର ଓପନର ମାର୍ଟିନ ଗୁପଟିଲ ୬୬ ରନ୍‌ କରିଥିଲେ। ଏଥି ସହିତ ସେ ଦେଶର ଦିନିକିଆ ଫର୍ମାଟରେ ସର୍ବାଧିକ ରନ୍‌ କରିଥିବା ଓପନର ହେବାର ରେକର୍ଡ…

ଟି୨୦ ସିରିଜ୍‌ର ପ୍ରତିଶୋଧ ନେଲା ନ୍ୟୁଜିଲାଣ୍ଡ

ମାଉଣ୍ଟ ମାଙ୍ଗନୁଇ,୧୧।୨- ଟି୨୦ ସିରିଜ୍‌ ପରାଜୟର ମଧୁର ପ୍ରତିଶୋଧ ଦିନିକିଆ ଶୃଙ୍ଖଳାରେ ନେଇଛି ଘରୋଇ ନ୍ୟୁଜିଲାଣ୍ଡ ଦଳ। ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌କୁ ଟିମ୍‌ ଇଣ୍ଡିଆ ୫-୦ ବ୍ୟବଧାନରେ ଜିତିନେଇଥିଲା। ସେହିଭଳି ନ୍ୟୁଜିଲାଣ୍ଡ ୩ ଟିକିଆ ଦିନିକିଆ ମ୍ୟାଚ୍‌ରେ ଭାରତକୁ…

ମହିଳା ଟି୨୦ ବିଶ୍ୱକପ୍‌ରେ ଫ୍ରଣ୍ଟ ଫୁଟ ନୋ ବଲ ଦେଖିବ କମ୍ପ୍ୟୁଟର

ଦୁବାଇ,୧୧।୨- ପ୍ରଥମ ଥର ପାଇଁ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଭଳି ବଡ଼ ଟୁର୍ନାମେଣ୍ଟରେ ଫ୍ରଣ୍ଟ ଫୁଟ ନୋ ବଲ ଟେକ୍‌ନୋଲୋଜି ବ୍ୟବହାର କରାଯିବ। ନିକଟ ଅତୀତରେ ଅନ୍ତର୍ଜାତୀୟ ସ୍ତରରେ ଏହାର ସଫଳ ବ୍ୟବହାର ପରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)…

ନ୍ୟୁଜିଲାଣ୍ଡ ଆଗରେ ୨୯୭ ରନ୍‌ର ବିଜୟଲକ୍ଷ୍ୟ

ମାଉଣ୍ଟ ମଙ୍ଗୁନୁଇ,୧୧।୨- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୨୯୭ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି। ପ୍ରଥମେ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ…

ରାହୁଲଙ୍କ ଶତକ

ମାଉଣ୍ଟ ମଙ୍ଗୁନୁଇ,୧୧।୨- ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି। ସେ ୧୦୩ ବଲର ସମ୍ମୁଖୀନ ହୋଇ ୯ ଚୌକା ଓ ଗୋଟିଏ ଛକା ସହାୟତାରେ…

ପଞ୍ଚମ ସ୍ଥାନରେ ରାହୁଲ ସବୁଠୁ ସଫଳ

ମାଉଣ୍ଟ ମଙ୍ଗୁନୁଇ,୧୧।୨- ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ବ୍ୟାଟିଂ କ୍ରମର ଯେକୌଣସି ସ୍ଥାନରେ ଭଲ ପ୍ରଦର୍ଶନ କରୁଛନ୍ତି। ଏପରି କି ଟିମ୍‌ ଇଣ୍ଡିଆରେ ତାଙ୍କୁ ବ୍ୟାକ ଅଫ୍‌ ଓପନର ଭାବେ ବ୍ୟବହାର କରାଯାଏ। କିନ୍ତୁ ସେ ବର୍ତ୍ତମାନ ଖେଳୁଥିବା…

ଆବୁ ଜାୟେଦଙ୍କୁ ଭର୍ତ୍ସନା

ରାଓ୍ବଲପିଣ୍ଡି, ୧୧ା୨ (ପି.ଟି.)- ଏଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟରେ ପାକିସ୍ତାନ ଅଧିନାୟକ ଆଝାର ଅଲ୍ଲୀଙ୍କ ଉଇକେଟ ପତନ ପରେ ଆକ୍ରମଣାତ୍ମକ ଅଙ୍ଗଭଙ୍ଗୀ ପାଇଁ ବାଂଲାଦେଶ ପେସ୍‌ ବୋଲର ଆବୁ ଜାୟେଦଙ୍କୁ ଭର୍ତ୍ସନା କରାଯାଇଛି। ଏହା ହେଉଛି ମ୍ୟାଚର ଦ୍ୱିତୀୟ ଦିବସ…

ବିଶ୍ୱକପ୍‌ ମଝିରେ ଭଉଣୀଙ୍କୁ ହରାଇଥିଲେ ଆକବର

ଢାକା, ୧୧।୨ (ପି.ଟି.)- ବାଂଲାଦେଶକୁ ୧୯ ବର୍ଷରୁ କମ୍‌ ଆଇସିସି ବିଶ୍ୱକପ୍‌ ଜିତାଇବାରେ ଅଧିନାୟକ ଆକବର ଅଲି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ। ଭାରତ ପକ୍ଷରୁ ଧାର୍ଯ୍ୟ ୧୭୮ ରନର ଟାର୍ଗେଟ୍‌କୁ ପିଛା କରି ବାଂଲାଦେଶ ଏକଦା ୮୫ ରନରେ ୫ ଉଇକେଟ୍‌…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳରେ ଜୈସ୍ବାଲ, ବିଷ୍ଣୋଇ, ତ୍ୟାଗୀ

ଦୁବାଇ, ୧୧ା୨ (ପି.ଟି.)-ସୋମବାର ଘୋଷଣା କରାଯାଇଥିବା ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳରେ ୩ଜଣ ଭାରତୀୟ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ବାମହାତୀ ଓପନର ଯଶସ୍ବୀ ଜୈସ୍ବାଲ, ଲେଗ୍‌ସ୍ପିନର ରବି ବିଷ୍ଣୋଇ ଏବଂ ପେସ୍‌ ବୋଲର କାର୍ତ୍ତିକ ତ୍ୟାଗୀ।…

ଏଫ୍‌ଆଇଏଚ୍‌ ପୁରସ୍କାର : ବିବେକ ଶ୍ରେଷ୍ଠ ଉଦୀୟମାନ ଖେଳାଳି

ନୂଆଦିଲ୍ଲୀ, ୧୧।୨- ଭାରତୀୟ ହକି ଦଳର ମିଡ୍‌ଫିଲ୍ଡର ବିବେକ ସାଗର ପ୍ରସାଦ ୨୦୧୯ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌)ର ଶ୍ରେଷ୍ଠ ଉଦୀୟମାନ ଖେଳାଳି ପୁରସ୍କାର ଜିତିଛନ୍ତି। ରାଇଜିଂ ଷ୍ଟାର ଅଫ ଦି ଇୟର ପୁରସ୍କାର ଦୌଡ଼ରେ ବିବେକ ଆର୍ଜେଣ୍ଟିନାର…

ବିରାଟ କୋହଲି ଇନଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ନିଅନ୍ତି ଏତିକି ଟଙ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କୋହଲି କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ସୋସିଆଲ ମିଡିଆରେ ମଧ୍ୟ ସେ ବେଶ ସକ୍ରିୟ। ଇନଷ୍ଟାଗ୍ରାମରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?