ଖେଳ

ଓ୍ବାର୍ନର ଜିତିଲେ ଆଲାନ ବର୍ଡର ପଦକ

ମେଲବୋର୍ନ, ୧୦।୨ (ପି.ଟି.)- କ୍ରିକେଟ୍‌ ଅଷ୍ଟ୍ରେଲିଆ ପକ୍ଷରୁ ଏହାର ପୁରସ୍କାର ପ୍ରଦାନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ୩ୟ ଥର ଲାଗି ଆଲାନ ବର୍ଡର ପଦକ ଜିତିଛନ୍ତି। ସେହିଭଳି ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌…

ରାଓ୍ବଲପିଣ୍ଡି ଟେଷ୍ଟ: ପାକିସ୍ତାନର ଇନିଂସ ବିଜୟ

ରାଓ୍ବଲପିଣ୍ଡି, ୧୦।୨ (ଏଏଫ୍‌ପି)- ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ଇନିଂସ ଓ ୪୪ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଏଥିସହ ୨ ମ୍ୟାଚ୍‌ବିଶିଷ୍ଟ ସିରିଜରେ ପାକିସ୍ତାନ ୧-୦ରେ ଅଗ୍ରଣୀ ଲାଭ କରିଛି। ପ୍ରଥମ…

୪ମାସରେ ୨୬ କିଲୋ ହ୍ରାସ କରି ଫଟୋ ଶେୟାର କଲେ ଟେନିସ୍‌ ଷ୍ଟାର

ନୂଆଦିଲ୍ଲୀ,୧୦।୨: ମା’ ହେବା ପରେ ଭାରତୀୟ ଟେନିସ୍‌ ଷ୍ଟାର ସାନିଆ ମିର୍ଜା ପ୍ରଶଂସକଙ୍କ ସମ୍ମୁଖରେ ନିଜର ଆଗାମୀ ଲକ୍ଷ୍ୟକୁ ସ୍ପଷ୍ଟ କରିଛନ୍ତି। ଖୁବ୍‌ଶୀଘ୍ର ଟେନିସ୍‌ର କୋର୍ଟକୁ ଫେରିବେ ବୋଲି ପ୍ରଶଂସକଙ୍କୁ ସେ ଏକ ଆଭାସ୍‌ ଦେଇଛନ୍ତି। ଆଉ ଏଥିପାଇଁ ୪ମାସ ପୂର୍ବରୁ…

ଚାମ୍ପିୟନଙ୍କ ସ୍ବାଗତ ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଉତ୍ସବ

ଢାକା,୧୦।୨(ପି.ଟି.)- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଭାରତକୁ ୩ ଉଇକେଟରେ ହରାଇ ବାଂଲାଦେଶ ଚାମ୍ପିୟନ ହୋଇଛି। ଯେକୌଣସି ସ୍ତରରେ ବାଂଲାଦେଶ ପାଇଁ ଏହା ପ୍ରଥମ ଆଇସିସି ଟାଇଟଲ। ଚାମ୍ପିୟନ ଦଳକୁ ସ୍ବାଗତ କରିବା ପାଇଁ ବାଂଲାଦେଶ ସରକାର ଏକ ଗଣ…

ବାଂଲାଦେଶ ଖେଳାଳିଙ୍କ ପ୍ରତିକ୍ରିୟାକୁ ଗୁରୁତର ସହ ନେଲା ଆଇସିସି

ପୋଚେଫ୍ସଷ୍ଟ୍ରୁମ,୧୦।୨(ପି.ଟି.)- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଭାରତକୁ ୩ ଉଇକେଟରେ ହରାଇ ଚାମ୍ପିୟନ ହେବା ପରେ ବାଂଲାଦେଶ ଦଳର ଖେଳାଳିମାନେ ଭାବପ୍ରବଣ ହୋଇ ଅତ୍ୟଧିକ ଆକ୍ରମଣାତ୍ମକ ଆଚାରଣ ପ୍ରଦର୍ଶନ କରିଥିଲେ। ଏହାକୁ ଗୁରୁତର ସହ ନେଇଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ…

ମହିଳା କ୍ରିକେଟର ଡେଭିନଙ୍କ ବିଶ୍ୱ ରେକର୍ଡ

ଓ୍ବେଲିଂଟନ,୧୦।୨- ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଅଧିନାୟିକା ସୋଫି ଡେଭିନ ସୋମବାର ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ବିଶ୍ୱର ପ୍ରଥମ ମହିଳା କ୍ରିକେଟର ଭାବେ କ୍ରମାଗତ ୫ ଟି୨୦ ମ୍ୟାଚ୍‌ରେ ଅତିକମ୍‌ରେ ୫୦ କିମ୍ବା ତା’ଠାରୁ ଅଧିକ ରନ୍‌ କରିଛନ୍ତି।…

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ରାହାନେଙ୍କ ଅପରାଜିତ ଶତକ

ଲିନ୍‌କନ,୧୦।୨(ପି.ଟି.)- ଭାରତୀୟ ଟେଷ୍ଟ ଦଳର ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟରେ ଅପରାଜିତ ଶତକ ହାସଲ କରିଛନ୍ତି। ୪ଦିନିଆ ମ୍ୟାଚ୍‌ରେ ରାହାନେ ୧୦୧ ରନ୍‌ର ଇନିଂସ ଖେଳିଛନ୍ତି। ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ଏ’ ୯…

କ୍ରିକେଟ ପାଇଁ ବିଷ୍ଣୋଇ ଛାଡ଼ିଥିଲେ ଦ୍ୱାଦଶ ବୋର୍ଡ ପରୀକ୍ଷା

ଜୟପୁର,୧୦।୨- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଭାରତୀୟ ଦଳ ପାଇଁ ସଫଳ ପ୍ରଦର୍ଶନ କରିଥିବା ବୋଲର ରବି ବିଷ୍ଣୋଇଙ୍କ ସମ୍ପର୍କରେ କିଛି ରୋଚକ କଥା ଜଣାପଡ଼ିଛି। ୧୬ ବର୍ଷରୁ କମ୍‌ ବୟସ ବର୍ଗରେ ସେ ଚୟନ ହୋଇ ନ ଥିଲେ।…

ଅନ୍ତିମ ଦିନିକିଆ ପୂର୍ବରୁ ନ୍ୟୁଜିଲାଣ୍ଡ ଦଳରେ ପରିବର୍ତ୍ତନ

ଓ୍ବେଲିଂଟନ,୧୦।୨- ଟିମ୍‌ ଇଣ୍ଡିଆ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଆଗୁଆ ଜିତି ନେଇଥିବା ନ୍ୟୁଜିଲାଣ୍ଡ ଦଳ ଅନ୍ତିମ ମ୍ୟାଚ୍‌ ପୂର୍ବରୁ ଦଳରେ ପରିବର୍ତ୍ତନ କରିଛି। ଲେଗ୍‌ ସ୍ପିିନର ଇଶ ସୋଧି ଓ ପେସର ବ୍ଲେର ଟିକନରଙ୍କୁ ଦଳରେ ସାମିଲ କରାଯାଇଛି।…

ପାକିସ୍ତାନରେ ଅନଅଫିସିଆଲ ଭାରତୀୟ କବାଡ଼ି ଦଳ

ଅମ୍ରିତସର,୧୦।୨- ଭାରତରୁ ୬୦ ଜଣିଆ ସର୍କଲ କବାଡ଼ି ଦଳ ପାକିସ୍ତାନ ଦ୍ୱାରା ଆୟୋଜିତ ପ୍ରଥମ କବାଡ଼ି ବିଶ୍ୱକପ୍‌ ୨୦୨୦ରେ ଭାଗ ନେଇଛନ୍ତି। ଏହି ଇଭେଣ୍ଟ ସର୍କେଲ ଫର୍ମାଟରେ ଖେଳାଯାଏ। କ୍ରୀଡ଼ା ମନ୍ତ୍ରଣାଳୟଠାରୁ କୌଣସି ଅନୁମତି ନ ନେଇ ପାକିସ୍ତାନ ଗସ୍ତ କରିଥିବାରୁ…

୬ ମ୍ୟାଚ୍‌ରୁ ୪ ଅର୍ଦ୍ଧଶତକ, ୧ ଶତକ; ଏହି ଖେଳାଳି ହେଉଛନ୍ତି ଭାରତୀୟ ଦଳର ଆଗାମୀ ଷ୍ଟାର୍‌

ପୋଚେଫଷ୍ଟ୍ରୁମ,୧୦।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପର ରବିବାର ଖେଳାଯାଇଥିବା ଫାଇନାଲରେ ବାଂଲାଦେଶ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ୩ ଉଇକେଟରେ ହରାଇ ପ୍ରଥମଥର ଟାଇଟଲ ଜିତିଛି। ଯଦିଓ ଏହି ମ୍ୟାଚରେ ଭାରତ ପରାଜିତ ହୋଇଛି କିନ୍ତୁ ଷ୍ଟାର୍‌ ଓପନର ଯଶସ୍ବୀ…

‘ଅନେକ ଶିଖିବାର ଅଛି’

ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ରବିବାର ବେଲଜିୟମଠାରୁ ୨-୩ ଗୋଲରେ ପରାଜୟରେ ଦୁଃଖିତ ହୋଇଛନ୍ତି ଅଧିନାୟକ ମନପ୍ରୀତ ସିଂ। ଆମେ ଗୋଲ ଦେବାପାଇଁ ଅନେକ ସୁଯୋଗ ପାଇଥିଲୁ। ମାତ୍ର ତା’ର ସଦୁପଯୋଗ କରିପାରି ନ ଥିଲୁ। ବେଲଜିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?