ଖେଳ

ଗାବା ଟେଷ୍ଟ ପାକିସ୍ତାନ ୨୪୦ରେ ଅଲ୍‌ଆଉଟ୍‌

ବ୍ରିସବେନ୍‌, ୨୧।୧୧ (ଏଏଫ୍‌ପି)- ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନର ସମ୍ମାନ ଅଷ୍ଟ୍ରେଲିଆ ହାତେଇ ନେଇଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ପାକିସ୍ତାନ ମିଚେଲ ଷ୍ଟାର୍କଙ୍କ ବୋଲିଂକୁ ସାମ୍ନା କରି ନ ପାରି…

ଅଷ୍ଟ୍ରେଲିଆରେ ଟେଷ୍ଟ ପଦାର୍ପଣ କରିବାରେ ନସୀମ ଶାହ ସର୍ବକନିଷ୍ଠ କ୍ରିକେଟର

ବ୍ରିସ୍‌ବେନ,୨୧।୧୧- ୧୬ ବର୍ଷୀୟ ପାକିସ୍ତାନୀ ପେସର ନସୀମ ଶାହ ଗୁରୁବାର ସର୍ବକନିଷ୍ଠ କ୍ରିକେଟର ଭାବେ ଅଷ୍ଟ୍ରେଲିଆରେ ଟେଷ୍ଟ ପଦାର୍ପଣ କରିଛନ୍ତି। ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ଏଠାରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଫିଲ୍ଡକୁ ଓହ୍ଲାଇ ସେ ଏହି କୀର୍ତ୍ତିମାନର ଅଧିକାରୀ ହୋଇଛନ୍ତି।…

ରାଜ୍ୟପାଳ ହୋଇପାରନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୨୧।୧୧:ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନଙ୍କୁ ନେଇ ଏବେ ଚର୍ଚ୍ଚା। ଏବେ ସେ ଆଉ ଏକ ଇନିଂଶ ଖେଲିବାକୁ ଯାଉଛନ୍ତି। କ୍ରିକେଟରେ ନୁହେଁ ଏଥର ରାଜନୈତିକ ମୈଦାନକୁ ଓହ୍ଲାଇବାର ଯୋଜନା କରୁଛନ୍ତି ମୁରଲିଧରନ। ତାମିଲ ବହୁଳ ଅଞ୍ଚଳରେ ତାଙ୍କୁ ରାଜ୍ୟପାଳ କରାଯିବା…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ: ମନୁ, ଇଲାଭେନିଲ, ଦିବ୍ୟାଂଶୁଙ୍କୁ ସ୍ବର୍ଣ୍ଣ

ପୁଟାନ(ଚାଇନା),୨୧।୧୧(ପି.ଟି.)- ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ଗୋଟିଏ ଦିନରେ ଭାରତୀୟ ଶୁଟରମାନେ ସର୍ବାଧିକ ସଫଳତା ପାଇଛନ୍ତି। ଯୁବ ଶୁଟର ମନୁ ଭାକର, ଇଲାଭେନିଲ ଭାଲରିଭାନ ଓ ଦିବ୍ୟାଂଶୁ ପାନ୍ବାର ନିଜ ନିଜ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପ୍ରଥମ ଥର ପାଇଁ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର…

୭ ରନ୍‌ରେ ଅଲଆଉଟ; ଖାତା ଖୋଲିପାରିଲେ ନି ୧୦ ବ୍ୟାଟ୍ସମ୍ୟାନ

ମୁମ୍ବାଇ,୨୧।୧୧- ଦଳ ଅଲଆଉଟ୍‌ ହେଲା ପୁଣି କୌଣସି ବ୍ୟାଟ୍ସମ୍ୟାନ ରନ୍‌ଟିଏ ବି କରିପାରିଲେନି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେବି ସତ। ଏଭଳି ଘଟଣା ଘଟିଛି ମୁମ୍ବାଇରେ। ସ୍ଥାନୀୟ ଅନ୍ଧେରୀସ୍ଥିତ ଚିଲଡ୍ରେନ ଓ୍ବେଲଫେୟାର ସ୍କୁଲ ଏଭଳି ଏକ ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛି। ହାରିସ…

ଧୋନୀଙ୍କ ଫଟୋ ଛାଡି ଏମିତି କହିଲେ କୋହଲି

ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ ଦୂରେଇ ରହିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। କିନ୍ତୁ ତାଙ୍କ ପ୍ରଶଂସକ ହୁଅନ୍ତୁ କି ସାଥୀ ଖେଳାଳି ଧୋନୀଙ୍କୁ ଭୁଲିପାରୁନାହାନ୍ତି। ନିକଟରେ ଅଧିନାୟକ ବିରାଟ କୋହଲି…

ଡେଭିସ୍‌ କପ୍‌ ଟେନିସ: ପାକିସ୍ତାନ ଦଳରେ ଜୁନିୟର ଖେଳାଳି

ନୂଆଦିଲ୍ଲୀ, ୨୧।୧୧(ପି.ଟି.)- ଭାରତ-ପାକିସ୍ତାନ ଡେଭିସ୍‌ କପ୍‌ ଟେନିସ କାଜାଖସ୍ତାନ ନୁର-ସୁଲତାନଠାରେ ଚଳିତମାସ ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଅନ୍ତର୍ଜାତୀୟ ଟେନିସ ଫେଡେରେଶନ(ଆଇଟିଏଫ) ଭାରତ-ପାକ୍‌ ମୁକାବିଲାକୁ ଇସଲାମାବାଦରୁ ନିରପେକ୍ଷ ଭେନ୍ୟୁକୁ ସ୍ଥାନାନ୍ତର କରିଥିବାରୁ ଏହାକୁ ବିରୋଧକରି ଦୁଇ ସିନିୟର ଖେଳାଳି…

ମହିଳା ଫୁଟ୍‌ବଲ ପ୍ରସ୍ତୁତି ଶିବିରରେ ଜବାମଣୀ, ସୋନୀ

ନୂଆଦିଲ୍ଲୀ, ୨୧।୧୧ (ପି.ଟି.)- କାଠମାଣ୍ଡୁଠାରେ ଡିସେମ୍ବର ୧ରୁ ସାଉଥ୍‌ ଏସିଆନ ଗେମ୍ସ (ସାଗ୍‌) ପ୍ର୍‌ତିଯୋଗିତା ଆରମ୍ଭ ହେବ। ଏଥିଲାଗି ଭାରତୀୟ ମହିଳା ଫୁଟ୍‌ବଲ ଦଳର ପ୍ରସ୍ତୁତି ଶିବିର ଲାଗି ବୁଧବାର ୩୦ ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ପ୍ରକାଶ ପାଇଛି। କୋଚ୍‌…

ନଳିନୀକାନ୍ତ ସ୍ମାରକୀ ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ୨୮ରୁ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ (ଏବିସି), ଭୁବନେଶ୍ୱର ଆନୁକୂଲ୍ୟରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଚଳିତମାସ ୨୮ ତାରିଖରେ ଆରମ୍ଭ ହେବ। ପୂର୍ବତନ ମନ୍ତ୍ରୀ ତଥା କ୍ରୀଡ଼ାପ୍ରେମୀ ନଳିନୀକାନ୍ତ ମହାନ୍ତିଙ୍କ ସ୍ମୃତିରେ…

ମାଲିଙ୍ଗାଙ୍କ ୟୁ-ଟର୍ନ

କଲମ୍ବୋ, ୨୧।୧୧ (ପି.ଟି.)- ୨୦୨୦ରେ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଆଇସିସି ଟି୨୦ ବିଶ୍ୱକପ୍‌ ପରେ କ୍ରିକେଟ୍‌ରୁ ଅବସର ନେବାକୁ ଶ୍ରୀଲଙ୍କା ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଗତ ମାର୍ଚ୍ଚରେ ଘୋଷଣା କରିସାରିଥିଲେ। କିନ୍ତୁ ବୁଧବାର ମାଲିଙ୍ଗା ୟୁ-ଟର୍ନ ନେଇଛନ୍ତି। ଆହୁରି ୨…

କଟକରେ ହେବ ବିଗ୍‌ ବାଉଟ୍‌ ଇଣ୍ଡିଆନ ବକ୍ସିଂ ଲିଗ୍‌

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ପ୍ରଥମଥର ପାଇଁ କଟକରେ ବିଗ୍‌ ବାଉଟ୍‌ ଇଣ୍ଡିଆନ ବକ୍ସିଂ ଲିଗ୍‌ ହେବାକୁ ଯାଉଛି। ଡିସେମ୍ବର ୨ରୁ ଏହା ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆର ସିନିୟର ଅଫିସିଆଲମାନେ ଷ୍ଟାଡିୟମର ଭିତ୍ତିଭୂମି…

ଅଲ ଓଡ଼ିଶା ବିଲିୟାଡର୍‌ସ, ସ୍ନୁକର: ସୁବ୍ରତ-କୁନାଲ ଫାଇନାଲ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ବିଲିୟାର୍ଡସ ଆଣ୍ଡ ସ୍ନୁକର ଆସୋସିଏଶନ ଅଫ ଓଡ଼ିଶା(ବିଏସ୍‌ଏଓ) ଓ ଓଡ଼ିଶା ମାଇନିଂ କର୍ପୋରେଶନର ମିଳିତ ଆନୁକୂଲ୍ୟରେ କଟକ କ୍ଲବଠାରେ ଚାଲିଥିବା ୨୬ତମ ଅଲ ଓଡ଼ିଶା ବିଲିୟାର୍ଡସ ଓ ସ୍ନୁକର ରାଜ୍ୟ ର଼୍ୟାଙ୍କିଂ ଚାମ୍ପିୟନଶିପର ତୃତୀୟ ଦିବସ ଖେଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri