ରାଜ୍ୟସ୍ତରୀୟ ସଞ୍ଜିତ୍ ମେମୋରିଆଲ କ୍ରିକେଟ୍: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ
ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍ ମେମୋରିଆଲ କ୍ରିକେଟ୍ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ଖେଳା ଯାଇଥିଲା। ଏଥିରେ ପ୍ରଥମେ କଟକସ୍ଥିତ ବୋର୍ଡ଼ ଅଫ୍ ରେଭିନ୍ୟୁ ୨୦ ଓଭର ଖେଳି ୬ ୱିକେଟ ବିନିମୟରେ ୧୫୨…
ପିଙ୍କ୍ ବଲ୍ ଟେଷ୍ଟ: କିମ୍ବଦନ୍ତୀ କ୍ରିକେଟରଙ୍କ ଭିଡ ଜମିବ
କୋଲକାତା,୨୦।୧୧(ପି.ଟି.): ଐତିହାସିକ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍। ପିଙ୍କ୍ ବଲ୍ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ଭାରତ ଓ ବାଂଲାଦେଶ ପରସ୍ପରକୁ ଭେଟିବେ। ଉଭୟ ଦେଶ ପାଇଁ ଏହା ପ୍ରଥମ ଦିବାରାତ୍ର ଟେଷ୍ଟ…
ଏସିସି ଇମର୍ଜିଂ ଟିମ୍ସ କପ୍: ସେମିରେ ପାକିସ୍ତାନଠାରୁ ହାରିଲା ଭାରତ
ଢାକା, ୨୦।୧୧ (ପି.ଟି.): ଏଠାରେ ଚାଲିଥିବା ଏସିଆନ୍ କ୍ରିକେଟ୍ କାଉନସିଲ୍ (ଏସିସି) ଇମର୍ଜିଂ ଟିମ୍ସ କପ୍ ୨୩ ବର୍ଷରୁ କମ୍ କ୍ରିକେଟ୍ ଟୁର୍ନାମେଣ୍ଟର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ବୁଧବାର ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଭାରତ ମାତ୍ର ୩ ରନରେ ଚିରପ୍ରତିଦ୍ୱନ୍ଦ୍ୱୀ…
ପିଙ୍କ୍ ବଲ୍ ଟେଷ୍ଟରୁ ହାସନ ବାଦ୍
କୋଲକାତା,୨୦।୧୧(ପି.ଟି.)- ଶୁକ୍ରବାରଠାରୁ ସ୍ଥାନୀୟ ଇଡେନ ଗାର୍ଡେନ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ବା ଫିଙ୍କ ବଲ୍ ଟେଷ୍ଟ ମ୍ୟାଚ୍ରୁ ବାଂଲାଦେଶ ରିଜର୍ଭ ଓପନର ସୈଫ୍ ହାସନ ବାଦ୍ ପଡିଛନ୍ତି। ଭାରତ ବିପକ୍ଷ ଏହି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଖେଳିବା ପୂର୍ବରୁ…
କୋହଲି ପେଟା ଇଣ୍ଡିଆ ପର୍ସନ ଅଫ୍ ଦି ଇୟର
ନୂଆଦିଲ୍ଳୀ,୨୦।୧୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ପିପୁଲ ଫର୍ ଦି ଏଥିକାଲ ଟ୍ରିଟ୍ମେଣ୍ଟ ଅଫ୍ ଆନିମଲ୍ସ (ପେଟା) ଇଣ୍ଡିଆ ଫର୍ସନ ଅଫ୍ ଦି ଇୟର ବିବେଚିତ ହୋଇଛନ୍ତି। ପଶୁ ତଥା ଜୀବଜନ୍ତୁଙ୍କ ସ୍ବାର୍ଥ ରକ୍ଷା ଓ ହିତ ସାଧନ ପାଇଁ କୋହଲି…
କୋଚ୍ ପଦ ଛାଡିଲେ ମାରାଡୋନା
ବୁଏନ୍ସ ଆରିଜ୍,୨୦।୧୧ (ଏଏଫ୍ପି)- ଆର୍ଜେଣ୍ଟିନା କିମ୍ବଦନ୍ତୀ ଫୁଟବଲର ଡିଏଗୋ ମାରାଡୋନା ଆର୍ଜେଣ୍ଟିନାର ସୁପରଲିଗା ଦଳ ଜିମ୍ନାସିଆ କୋଚ୍ ପଦରୁ ଇସ୍ତଫା ଦେଇଛନ୍ତି। ନିଯୁକ୍ତ ହେବାର ୩ ମାସ ମଧ୍ୟରେ ସେ କୋଚ୍ ପଦ ଛାଡିଛନ୍ତି ବୋଲି କ୍ଲବ ଦରଫରୁ ଘୋଷଣା କରାଯାଇଛି।…
କୋରିଆ ମାଷ୍ଟର୍ସ ବ୍ୟାଡ୍ମିଣ୍ଟନ: ଶ୍ରୀକାନ୍ତ, ସମୀରଙ୍କ ଅଗ୍ରଗତି; ସୌରଭ ଆଉଟ୍
ଗ୍ବାଙ୍ଗଜୁ,୨୦।୧୧(ପି.ଟି.): କୋରିଆର ଗ୍ବାଙ୍ଗଜୁଠାରେ ଚାଲିଥିବା କୋରିଆ ମାଷ୍ଟର୍ସ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତୀୟ ଖେଳାଳିମାନେ ଦମ୍ଦାର ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ତରକା ଖେଳାଳି କିଡାମ୍ବୀ ଶ୍ରୀକାନ୍ତ ଓ ସମୀର ବର୍ମା ଅଗ୍ରଗତି କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ବୁଧବାର…
ଐତିହାସିକ ଟେଷ୍ଟ ମ୍ୟାଚ୍ ପୂର୍ବ ପ୍ରସ୍ତୁତି: ଗୋଲାପୀ ରଙ୍ଗରେ ସଜେଇ ହେଉଛି ଇଡେନ ଗାର୍ଡେନ୍ସ
କୋଲକାତା,୨୦।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ ତାରିଖରୁ ୨୬ ତାରିଖ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଐତିହାସିକ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହି ମ୍ୟାଚକୁ ସ୍ମରଣୀୟ କରିବା ପାଇଁ କୋଲକତାରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପିଙ୍କ୍ ବଲ୍ରେ…
ଦିବାରାତ୍ର ଟେଷ୍ଟ: ‘ରିଷ୍ଟ ସ୍ପିନରଙ୍କୁ ଫାଇଦା ମିଳିବ’
ନୂଆଦିଲ୍ଲୀ, ୨୦।୧୧(ପି.ଟି.)-ଭାରତ ଏହାର ସର୍ବପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ କୋଲକାତାର ଇଡେନ ଗାର୍ଡେନରେ ଖେଳିବାକୁ ଯାଉଛି। ବାଂଲାଦେଶ ବିପକ୍ଷ ଏହି ଟେଷ୍ଟ ପିଙ୍କ୍ବଲ୍ରେ ଖେଳାଯିବ। ଫ୍ଲଡଲାଇଟ୍ରେ ପିଙ୍କ୍ବଲର ବ୍ୟବହାର କିପରି ରହିବ ଏହାକୁ ନେଇ ବିଭିନ୍ନ ପ୍ରକାର କଳ୍ପନା ଜଳ୍ପନା ପ୍ରକାଶ…
ଓମାନଠାରୁ ହାରି ଭାରତ ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟରୁ ବାଦ୍
ମସ୍କାଟ,୨୦।୧୧(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରୁ ଭାରତ ବାଦ୍ ପଡିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୧-୦ରେ ଓମାନଠାରୁ ପରାସ୍ତ ହେବା ପରେ ଏହା ସ୍ପଷ୍ଟ ହୋଇଛି। ସ୍ଥାନୀୟ ସୁଲତାନ କାବୁସ୍ ସ୍ପୋଟର୍ସ କମ୍ପ୍ଲେକ୍ସ ଷ୍ଟାଡିୟମରେ ଖେଳାଯାଇଥିବା ଏହି…
କଳିଙ୍ଗ ଷ୍ଟାଡିୟମରେ କମଲ ହାସନ
ଭୁବନେଶ୍ୱର, ୨୦।୧୧(କ୍ରୀଡ଼ା ପ୍ରତିନିଧି)-ସମ୍ପ୍ରତି ଓଡ଼ିଶା ଗସ୍ତରେଥିବା ବଲିଉଡ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ପଦ୍ମଶ୍ରୀ କମଲ ହାସନ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଷ୍ଟାଡିୟମରେ ଉପଲବ୍ଧ ସୁବିଧା ସୁଯୋଗ ଏବଂ ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ସେ ଅଭିଭୂତ ହୋଇଛନ୍ତି। ଏହି…
୨୦୨୦ ଅଲିମ୍ପିକ୍ସରୁ ୩ ଅଷ୍ଟ୍ରେଲୀୟ ଫୁଟବଲର ବାଦ୍ ପଡିଲେ
ସିଡ୍ନୀ, ୨୦।୧୧(ଏଏଫ୍ପି)- ଅଷ୍ଟ୍ରେଲିଆର ୩ଜଣ ୨୩ ବର୍ଷରୁ କମ୍ ଫୁଟବଲର ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରୁ ବାଦ୍ ପଡିଛନ୍ତି। କାମ୍ବୋଡିଆରେ ଜଣେ ମହିଳା ଏମାନଙ୍କ ବିରୋଧରେ ଅଭିଯୋଗ ଆଣିବାରୁ ଆସନ୍ତାବର୍ଷ ଅଗଷ୍ଟ ପର୍ଯ୍ୟନ୍ତ ଏମାନଙ୍କୁ ବାସନ୍ଦ କରାଯାଇଛି। ଫଳରେ…
Archives


