ଖେଳ

ନେପାଳ ବ୍ୟାଟ୍ସମ୍ୟାନଙ୍କ ବିଶ୍ୱ ରେକର୍ଡ

କାଠମାଣ୍ଡୁ,୯।୨- ନେପାଳର ଯୁବ ବ୍ୟାଟ୍ସମ୍ୟାନ କୁଶାଳ ମଲ୍ଲା ସ୍ବତନ୍ତ୍ର ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ଲିଗ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ଶନିବାର ଆମେରିକା ବିପକ୍ଷରେ ଖେଳାଯାଇଥିବା…

ଗୋଟିଏ ଫଟୋରେ ୧୭୧ ଅନ୍ତର୍ଜାତୀୟ ଶତକ

ନୂଆଦିଲ୍ଲୀ,୯।୨- ବୁଶଫାୟାର ଚ୍ୟାରିଟି ମ୍ୟାଚ୍‌ ପୂର୍ବରୁ କ୍ରିକେଟର ଦୁଇ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ରିକି ପଣ୍ଟିଂ ନେଟ୍ସ ସେସନରେ ବ୍ୟାଟିଂ ଅଭ୍ୟାସ କରୁଥିଲେ। ଦୁହିଁଙ୍କ ନାମରେ ଅନ୍ତର୍ଜାତୀୟ ସ୍ତରରେ ୧୭୧ ଶତକ ରହିଛି। ଉଭୟଙ୍କୁ ଗୋଟିଏ ସ୍ଥାନରେ ଦେଖିବା ପ୍ରଶଂସକଙ୍କ…

ବର୍ଷାରେ ଭିଜିଲେ, ମ୍ୟାଚ ଉପଭୋଗ କଲେ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଶନିବାର ଭାରତ ଓ ବେଲଜିୟମ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଛି। ଥଣ୍ଡା କୋହଲା ପାଗ ଏବଂ ଝିପିଝିପି ବର୍ଷା ସତ୍ତ୍ୱେ ହକି ପ୍ରତି ସମର୍ଥନ ଜଣାଇଛନ୍ତି ଓଡ଼ିଶା ଦର୍ଶକ। ପ୍ରତିକୂଳ…

ସ୍ଲୋ-ଓଭର ରେଟ୍‌ ପାଇଁ ନ୍ୟୁଜିଲାଣ୍ଡକୁ ଜରିମାନା

ଅକ୍‌ଲାଣ୍ଡ, ୯ା୨ (ପି.ଟି.)-ଏଠାରେ ଶନିବାର ଖେଳାଯାଇଥିବା ଭାରତ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ-ଓଭର ରେଟ୍‌ ବୋଲିଂ ପାଇଁ ନ୍ୟୁଜିଲାଣ୍ଡ ଦଳକୁ ସେମାନଙ୍କ ମ୍ୟାଚ ଫି’ର ୬୦ ପ୍ରତିଶତ ଜରିମାନା କରାଯାଇଛି। ଆଇସିସି ମ୍ୟାଚ ରେଫରି କ୍ରିସ୍‌ ବ୍ରଡ୍‌…

ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଭାରତ ୪ ନମ୍ବରକୁ ଉନ୍ନୀତ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ବିଶ୍ୱର ନମ୍ବରଓ୍ବାନ ବେଲଜିୟମ ବିପକ୍ଷ ମ୍ୟାଚ ଜିତିବାପରେ ଭାରତ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୪ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଛି। ୨୦୦୩ରେ ର଼୍ୟାଙ୍କିଙ୍ଗ୍‌ ପ୍ରଥା ପ୍ରଚଳନ ହେବାପରେ ଭାରତ ପ୍ରଥମଥରପାଇଁ ଏହି ସଫଳତା…

ଆଇଏସ୍‌ଏଲ୍‌: ଓଡ଼ିଶା ଏଫ୍‌ସିର ପ୍ଲେ-ଅଫ୍‌ ଆଶା ଶେଷ

କୋଲକାତା,୯।୨ (ପି.ଟି.)- ରୟ କ୍ରିଷ୍ଣାଙ୍କ ହ୍ୟାଟ୍ରିକ ବଳରେ ଏଟିକେ ଇଣ୍ଡିଆ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଶନିବାର ଓଡ଼ିଶା ଏଫ୍‌ସିକୁ ୩-୧ ଗୋଲରେ ପରାସ୍ତ କରିଛି। ଘରୋଇ ପରିବେଶରୁ ଫାଇଦା ଉଠାଇ ଏଟିକେ ପ୍ରଭାବୀ ପ୍ରଦର୍ଶନ କରିଥିଲା। ଏଥିସହିତ ଏଟିକେ ୧୬ଟି ମ୍ୟାଚ୍‌…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲ: ପଞ୍ଚମ ଟାଇଟଲ ଲକ୍ଷ୍ୟରେ ଭାରତ

ପୋଚେଫ୍ସଟ୍ରୁମ୍‌,୯।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଭାରତ ଓ ବାଂଲାଦେଶ ରବିବାର ପରସ୍ପରକୁ ଭେଟିବେ। ସ୍ଥାନୀୟ ସେନଓ୍ବେଜ୍‌ ପାର୍କ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ପ୍ରିୟମ ଗର୍ଗଙ୍କ ନେତୃତ୍ୱାଧୀନ…

ଟି୨୦ ପରାଜୟର ପ୍ରତିଶୋଧ ଦିନିକିଆରେ ନେଲା ନ୍ୟୁଜିଲାଣ୍ଡ

ଅକଲାଣ୍ଡ,୯।୨(ପି.ଟି.)- ଟି୨୦ ସିରିଜ ପରାଜୟର ପ୍ରତିଶୋଧ ଦିନିକିଆରେ ନେଇଛି ଘରୋଇ ନ୍ୟୁଜିଲାଣ୍ଡ। ୫-୦ ବ୍ୟବଧାନରେ ଟି୨୦ ସିରିଜରେ ହ୍ବାଇଟ୍‌ଓ୍ବାଶ୍‌ର ସମ୍ମୁଖୀନ ହୋଇଥିବା ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆରେ ଭାରତକୁ ୨୨ ରନରେ ପରାସ୍ତ କରିଛି। ଏଥିସହିତ ୩ ମ୍ୟାଚ୍‌ବିଶିଷ୍ଟ ଏହି ସିରିଜରେ ନ୍ୟୁଜିଲାଣ୍ଡ…

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ବିଶ୍ୱ ଚାମ୍ପିୟନକୁ ହରାଇଲା ଭାରତ

ଭୁବନେଶ୍ୱର,୮।୨(କ୍ରୀଡ଼ା ପ୍ରତିନିଧି): ବର୍ଷା, ପ୍ରତିକୂଳ ପାଗ, ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱର ନମ୍ବରଓ୍ବାନ ତଥା ବିଶ୍ୱ ଚାମ୍ପିୟନ ବେଲଜିୟମ ଥିଲେ ହେଁ ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତୀୟ ହକି ଦଳର ଜୟ ଯାତ୍ରା ଅବ୍ୟାହତ ରହିଛି। ଶନିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ…

ସିଡ୍‌ନୀ ସିକ୍ସର୍ସ ଜିତିଲା ବିବିଏଲ୍‌ ଟାଇଟଲ୍‌

ସିଡ୍‌ନୀ,୮।୨(ଏଏଫ୍‌ପି): ଅଷ୍ଟ୍ରେଲିଆର ଘରୋଇ ଟି୨୦ ଟୁର୍ନାମେଣ୍ଟ ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ର ଚଳିତ ସଂସ୍କରଣରେ ସିଡ୍‌ନୀ ସିକ୍ସର୍ସ ଚାମ୍ପିୟନ ହୋଇଛି। ଶନିବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଫାଇନାଲ ମ୍ୟାଚ୍‌ରେ ମେଲବୋର୍ନ ଷ୍ଟାର୍‌ସକୁ ୧୯ ରନରେ ପରାସ୍ତ କରି ସିଡ୍‌ନୀ ୨ୟ ଥର…

ମହିଳା କ୍ରିକେଟରଙ୍କ ସହ ଖେଳିବେ ସଚିନ

ମେଲବୋର୍ନ, ୮।୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆନ ମହିଳା ଅଲରାଉଣ୍ଡର ଇଲିସେ ପେରିଙ୍କ ସମ୍ମୁଖୀନ ହେବେ। ଜଙ୍କଶନ ଓଭାଲରେ ରବିବାର ଡବଲ ହେଡର ମ୍ୟାଚ୍‌ ଖେଳାଯିବ। ବଶ ଫାୟାର (ଜଙ୍ଗଲ ନିଆଁ) ଚ୍ୟାରିଟି ମ୍ୟାଚ୍‌ ଏବଂ ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ମହିଳା…

ନ୍ୟୁଜିଲାଣ୍ଡ କବ୍‌ଜାରେ ଦିନିକିଆ ସିରିଜ୍‌

ଅକ୍‌ଲାଣ୍ଡ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୨ ରନ୍‌ରେ ବିଜୟ ହାସଲ କରିଛି। ଏଥି ସହିତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଘରୋଇ ଦଳ ୨-୦ ବ୍ୟବଧାନରେ ଆଗୁଆ କବ୍‌ଜା କରିନେଇଛି। ମ୍ୟାଚ୍‌ରେ ଅଲରାଉଣ୍ଡର ପ୍ରଦର୍ଶନ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?