ଖେଳ

କୋହଲିଙ୍କ ବିପକ୍ଷରେ ସୌଦି ସବୁଠୁ ସଫଳତମ ବୋଲର

ଅକ୍‌ଲାଣ୍ଡ,୮।୨- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ସଫଳତମ ବ୍ୟାଟ୍ସମ୍ୟାନ। ତାଙ୍କ ବିପକ୍ଷରେ ନ୍ୟୁଜିଲାଣ୍ଡ ପେସର ଟିମ ସୌଦି ସବୁଠୁ ସଫଳତମ ବୋଲର ହୋଇପାରିଛନ୍ତି। ଦ୍ୱିତୀୟ ଦିନିକିଆରେ କୋହଲିଙ୍କୁ ବ୍ୟକ୍ତିଗତ ସ୍କୋର ୧୫ ରନ୍‌ରେ କ୍ଲିନ ବୋଲ୍ଡ କରିଥିଲେ ସୌଦି।…

ପାକିସ୍ତାନ ବ୍ୟାଟ୍ସମ୍ୟାନଙ୍କୁ ୧୭ ମାସ ଜେଲ

ଲଣ୍ଡନ,୮।୨- ପୂର୍ବତନ ପାକିସ୍ତାନ ବ୍ୟାଟ୍ସମ୍ୟାନ ନାସିର ଜାମଶେଦ ସ୍ପଟ୍‌ ଫିକ୍ସିଂରେ ଜଡ଼ିତ ଥିଲେ। ତାଙ୍କୁ ଶୁକ୍ରବାର ୧୭ ମାସ ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। ୩୦ ବର୍ଷୀୟ ଜାମଶେଦଙ୍କ ସହ ଅନ୍ୟ ଦୁଇ କ୍ରିକେଟର ୟୁସେଫ ଅନଓ୍ବାର (୩୬) ଓ ମହମ୍ମଦ…

ସଙ୍କଟରେ ଭାରତ

ଅକ୍‌ଲାଣ୍ଡ ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ସଙ୍କଟଜନକ ସ୍ଥିତିରେ ପହଞ୍ଚତ୍ଛି। ୨୭୪ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଟିମ ଇଣ୍ଡିଆ ୬୩ ରନ୍‌ରେ ୩ ଉଇକେଟ ହରାଇ ଦେଇଛି। ପୃଥ୍ବୀ ଶ…

ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌: ଅନ୍ତିମ ମ୍ୟାଚ୍‌ ଜିତିଲା ଭାରତ

ମେଲବୋର୍ନ,୮।୨- ଚଳିତ ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଘରୋଇ ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାଗେର୍ଟକୁ ଟିମ୍‌ ଇଣ୍ଡିଆ ୨ ବଲ ପୂର୍ବରୁ ୭ ଉଇକେଟ ହାତରେ ରଖି ହାସଲ କରିନେଇଥିଲା। ଶତକରୁ…

ଭାରତ ଆଗରେ ୨୭୪ ରନ୍‌ର ବିଜୟ ଲକ୍ଷ୍ୟ

ଅକ୍‌ଲାଣ୍ଡ,୮।୨- ପ୍ରଥମ ଦିନିକିଆରେ ପରାସ୍ତ ହୋଇଥିବା ଭାରତୀୟ ଦଳକୁ ସିରିଜ୍‌ରେ ପ୍ରତ୍ୟାବର୍ତ୍ତନ କରିବା ପାଇଁ ୨୭୪ ରନ୍‌ ଦରକାର। ଘରୋଇ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୭୩ ରନ୍‌ କରିଛି।…

୫୭ ବର୍ଷରେ ଆଝାରୁଦ୍ଦିନ୍‌: ନୌରିନ୍‌ଙ୍କ ପରେ ସଙ୍ଗୀତାଙ୍କ ସହିତ ବି ଘଟିଥିଲା ବିବାହ ବିଛେଦ

ମୁମ୍ବାଇ,୮।୨: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ୍‌ ଶନିବାର ୫୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୩ ଫେବୃୟାରୀ ୮ରେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିଲେ। ସେ ୯୯ ଟେଷ୍ଟ ମ୍ୟାଚ୍‌ ଖେଳି ୧୪୭ ଇନିଂସ୍‌ରେ ୬୨୧୫ ରନ୍‌ ସଂଗ୍ରହ କରିଥିଲେ।…

ରଣଜୀ ଟ୍ରଫି : ଗୋବିନ୍ଦଙ୍କ ଶତକ ସତ୍ତ୍ୱେ ଓଡ଼ିଶା ପରାସ୍ତ

କଟକ ଅଫିସ,୮ା୨- ମହାରାଷ୍ଟ୍ରର ନାଗୋଥାନେସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଶେଷ ହୋଇଥିବା ମହାରାଷ୍ଟ୍ର ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପରାସ୍ତ ହୋଇଛି। ୪ର୍ଥ ଦିବସ ଅନ୍ତିମ ସେସନ୍‌ରେ ବ୍ୟାଟିଂ ବିପର୍ଯ୍ୟୟ ଦଳ ପାଇଁ ମହଙ୍ଗା ପଡ଼ିଛି। ଗୋବିନ୍ଦ…

ରୋମାଞ୍ଚକ ହେବ ଭାରତ-ବେଲଜିୟମ ମୁକାବିଲା

ଭୁବନେଶ୍ୱର, ୮।୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ବିଶ୍ୱ ଚାମ୍ପିୟନ ବେଲଜିୟମ ମଧ୍ୟରେ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ର ହାଇ ପ୍ରୋଫାଇଲ ମ୍ୟାଚ ଶନିବାର ଓ ରବିବାର ଦୁଇ ଦିନଧରି କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବିଶ୍ୱର ନମ୍ବରଓ୍ବାନ ଦଳକୁ ଭେଟିବାକୁ ଯାଉଥିବାରୁ…

ରାଜ୍ୟ ପୋଲିସ କ୍ରୀଡ଼ା ଉଦ୍‌ଯାପିତ : ୬ଷ୍ଠ ଓଏସ୍‌ଏପି, ଓଆଇଏସ୍‌ଏଫ୍‌ ଚାମ୍ପିୟନ

କଟକ ଅଫିସ,୮ା୨- ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ୭୨ତମ ରାଜ୍ୟସ୍ତରୀୟ ପୋଲିସ କ୍ରୀଡ଼ା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। କଟକ ୬ଷ୍ଠ ଓଏସ୍‌ଏପି ବାଟାଲିୟନ ପୁରୁଷ ବର୍ଗରେ ଦଳଗତ ଚାମ୍ପିୟନ ଟ୍ରଫି ହାସଲ କରିଥିବା ବେଳେ ଚତୁର୍ଥ ଓଏସ୍‌ଏପି ବାଟାଲିୟନ ରାଉରକେଲା ରନର୍ସଅପ…

ହିରୋ ଏଲିଟ୍‌ ଲିଗ୍‌: ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫିସି ଦଳ ବିଜୟୀ

ନୂଆଦିଲ୍ଲୀ,୮।୨(ପି.ଟି.)- ହିରୋ ଏଲିଟ୍‌ ଲିଗ୍‌ରେ ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫ୍‌ସି ଦଳ ଶୁକ୍ରବାର ଏକ ବୃହତ୍‌ ବିଜୟ ହାସଲ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ଟ୍ରେନିଂ ପିଚ୍‌-୨ରେ ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ପ୍ରଭାବ ବିସ୍ତାର କରି ଖେଳିବା ସହ…

ନ୍ୟାଶନାଲ ମାଷ୍ଟର୍ସ ଗେମ୍ସ: ପାର୍ବତୀଙ୍କୁ ଦ୍ୱିତୀୟ ସ୍ବର୍ଣ୍ଣ

ଭୁବନେଶ୍ୱର, ୮।୨(ସ୍ପୋଟର୍‌ସ ବ୍ୟୁରୋ)- ବରୋଦାରେ ଚାଲିଥିବା ନ୍ୟାଶନାଲ ମାଷ୍ଟର୍ସ ଗେମ୍ସର ୩ୟ ସଂସ୍କରଣରେ ଓଡ଼ିଶାର ତାରକା ଆଥଲେଟ ପାର୍ବତୀ ସେଠୀ ତାଙ୍କ ପ୍ରିୟ ଇଭେଣ୍ଟ ଡିସ୍‌କସ୍‌ ଥ୍ରୋରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଫଳରେ ଏହି ଗେମ୍ସରେ ପାର୍ବତୀଙ୍କ ସ୍ବର୍ଣ୍ଣ ସଂଖ୍ୟା…

ଦ୍ୱିତୀୟ ଦିନିକିଆ: ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ

ଅକ୍‌ଲାଣ୍ଡ,୮।୨(ପି.ଟି.)- ଟି୨୦ ସିରିଜରେ ୫-୦ରେ କ୍ଳିନ୍‌ ସୁଇପ୍‌ କରିବା ପରେ ଭାରତ ଘରୋଇ ନ୍ୟୁଜିଲାଣ୍ଡଠାରୁ ପ୍ରଥମ ଦିନିକିଆରେ ବୃହତ୍‌ ସ୍କୋର ହାସଲ କରିଥିଲେ ମଧ୍ୟ ପରାସ୍ତ ହୋଇଥିଲା। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ପଛରେ ପଡିଥିବା ଭାରତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?