ଖେଳ

ଆଇପିଏଲରୁ ବାଦ୍‌ ପଡ଼ିଲେ ଆର୍ଚର

ଲଣ୍ଡନ,୬।୨(ପି.ଟି.)- ଇଂଲଣ୍ଡ ଦଳର ଅଗ୍ରଣୀ ପେସର ଜୋଫ୍ରା ଆର୍ଚର ଗୁରୁବାର ଆଇପିଏଲର ୧୩ତମ ସଂସ୍କରଣରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ କହୁଣିରେ ଆଘାତ ଲାଗିଛି। ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳୁଥିବା ଆର୍ଚର ୩ ମାସ ପାଇଁ ପଡ଼ିଆଠୁ ଦୂରେଇ ରହିବେ…

ପଡିଆରେ ଏହି ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଥିଲେ ହରଭଜନ, ଏବେ ଏମିତି ଜଣାଇଲେ ଜନ୍ମଦିନ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୨ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚରେ ପ୍ରତିପକ୍ଷ ବୋଲର ଏସ.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ। ଏହାପରେ ଶ୍ରୀସନ୍ଥ ପଡିଆରେ ଭୋ ଭୋ ହୋଇ କାନ୍ଦିଥିଲେ। ପରେ ଅବଶ୍ୟ ହରଭଜନ ଏହି…

ସଲମାନ, ଶାହରୁଖଙ୍କୁ ପଛରେ ପକାଇଲେ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଥିବା କୋହଲିଙ୍କ ବ୍ରାଣ୍ଡ୍‌ ଭାଲ୍ୟୁ ଦେଶର ଅନ୍ୟ ସେଲିବ୍ରିଟିଙ୍କଠାରୁ ଢେର୍‌ ଅଧିକ। ଡଫ୍‌ ଆଣ୍ଡ୍‌ ଫେଲେପ୍ସ ପକ୍ଷରୁ କରାଯାଇଥିବା…

ମହିଳା ତ୍ରି-ରାଷ୍ଟ୍ରୀୟ କ୍ରିକେଟ୍‌: ଶୀର୍ଷକୁ ଉଠିବା ଲକ୍ଷ୍ୟରେ ଭାରତ

ମେଲବୋର୍ନ, ୬।୨ (ପି.ଟି.): ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବା ଲାଗି ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ୍‌ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଶୁକ୍ରବାର ଇଂଲଣ୍ଡକୁ ଭେଟିବ। ଭାରତ ବର୍ତ୍ତମାନ ସୁଦ୍ଧା ପ୍ରତିଯୋଗିତାରେ ଦୁଇ ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ…

ଚ୍ୟାରିଟି କ୍ରିକେଟ୍‌ ମ୍ୟାଚ୍‌ ମେଲବୋର୍ନଙ୍କୁ ସ୍ଥାନାନ୍ତର

ସିଡ୍‌ନୀ, ୬।୨ (ପି.ଟି.)- ଅଷ୍ଟ୍ରେଲିଆ ବଶ୍‌ଫାୟାର (ଜଙ୍ଗଲ ପୋଡ଼ି) ଘଟଣାରେ କ୍ଷତିଗସ୍ତ ଲୋକଙ୍କ ପାଇଁ ଖେଳାଯିବାକୁ ଥିବା ଚ୍ୟାରିଟି କ୍ରିକେଟ୍‌ ମ୍ୟାଚ୍‌କୁ ମେଲବୋର୍ନ ଜନସନ୍‌ ଓଭାଲକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଏହା ସିଡ୍‌ନୀ କ୍ରିକେଟ୍‌ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଶନିବାର ଖେଳାଯିବ ବୋଲି…

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗ୍ରାଣ୍ଡସ୍ଲାମ ବିଜୟିନୀ

ପ୍ୟାରିସ, ୬।୨ (ଏଏଫ୍‌ପି)- ପୂର୍ବତନ ଅଷ୍ଟ୍ରେଲିଆନ୍‌ ଓପନ୍‌ ମିକ୍ସଡ ଡବଲ୍‌ ଟାଇଟଲ୍‌ ବିଜୟିନୀ ଆମେରିକାର ଆବିଗେଲ୍‌ ସ୍ପିଅର୍ସ ଟେନିସରୁ ବାସନ୍ଦ ହୋଇଛନ୍ତି। ଡୋପ୍‌ ଟେଷ୍ଟରେ ବିଫଳ ହେବା ଯୋଗୁ ଅନ୍ତର୍ଜାତୀୟ ଟେନିସ ମହାସଂଘ (ଆଇଟିଏଫ୍‌) ସ୍ପିଅର୍ସଙ୍କୁ ୨୨ ମାସ ଲାଗି ବାସନ୍ଦ…

ନିଜ ମାଟିରେ ପଦାର୍ପଣ ଦିନିକିଆରେ ହାରିଲା ନେପାଳ

କାଠମାଣ୍ଡୁ, ୬।୨- ନେପାଳ କ୍ରିକେଟ୍‌ ଦଳ ଏହାର ଘରୋଇ ମାଟିରେ ପ୍ରଥମଥର ଏକ ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ଖେଳିଛି। ଓମାନ ବିପକ୍ଷ ଏହି ମ୍ୟାଚ୍‌ ସହ ନେପାଳରେ ଏକଦିବସୀୟ କ୍ରିକେଟ୍‌ ମ୍ୟାଚ୍‌ ପଦାର୍ପଣ କରିଥିଲା। ତେବେ ଏହି ମ୍ୟାଚ୍‌ରେ ନେପାଳକୁ ପରାଜରବରଣ…

ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ମା’ଙ୍କୁ ଫୋନରେ ଏମିତି କହିଥିଲେ ଯଶସ୍ବୀ

ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦ ଉଇକେଟରେ ହରାଇ ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲ ପ୍ରବେଶ କରିଛି ଭାରତ। ଜବରଦସ୍ତ ଫର୍ମରେ ଥିବା ୧୮ ବର୍ଷୀୟ ଯଶସ୍ବୀ ନିଜର ପ୍ରଥମ ବିଶ୍ୱକପ୍‌ ଶତକ ମାରିଛନ୍ତି। ସେମିଫାଇନାଲରେ ସେ ୧୧୩ ବଲରେ ୮ ଚୌକା ଓ ୪…

ଅଭିଷେକ ସିଏବିର ସର୍ବକନିଷ୍ଠ ସଭାପତି

କୋଲକାତା, ୬।୨ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ସ୍ବର୍ଗତ ଜଗମୋହନ ଡାଲମିୟାଙ୍କ ପୁଅ ଅଭିଷେକ ସିଏବିର ନୂଆ ସଭାପତି ହୋଇଛନ୍ତି। କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) ଅଷ୍ଟାଦଶ ସଭାପତି ଭାବେ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ…

ଗୁପ୍‌ଚୁପ୍‌ ପ୍ରସ୍ତୁତ କରୁଛନ୍ତି ଧୋନୀ

ଭାରତକୁ ୨ଟି ବିଶ୍ୱକପ୍‌ ବିଜୟୀ କରାଇଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। କ୍ରିକେଟ ଖେଳୁ ନ ଥିଲେ ମଧ୍ୟ ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ପ୍ରତିଦିନ ସୋସିଆଲ ମିଡିଆରେ ତାଙ୍କ ଫଟୋ ହେଉ…

ଏଫ୍‌ଆଇଏଚ ହକି ପ୍ରୋ ଲିଗ୍‌: ବେଲ୍‌ଜିୟମ ପହଞ୍ଚିଲା, ୮ରୁ ମ୍ୟାଚ

ଭୁବନେଶ୍ୱର, ୬।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ ମ୍ୟାଚ ଖେଳିବା ପାଇଁ ବିଶ୍ୱ ଚାମ୍ପିୟନ ତଥା ବିଶ୍ୱର ନମ୍ବର ଓ୍ବାନ ଦଳ ବେଲଜିୟମ ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ଛି। ଚଳିତ ମାସ ୮ ଓ ୯ ତାରିଖରେ ଭାରତ ଓ ବେଲଜିୟମ…

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ: ସଫଳ ଆୟୋଜନ ଉପରେ କ୍ରୀଡ଼ାମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୬।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୨ରୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ଓଡ଼ିଶାରେ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଅନୁଷ୍ଠିତ ହେବ। ଏହାର ସଫଳ ଆୟୋଜନ ଉପରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଗୁରୁତ୍ୱାରୋପ କରିଛନ୍ତି। ଏଥିପାଇଁ ବୁଧବାର କ୍ରୀଡ଼ାମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?