ସୁଲତାନ ଜୋହର କପ୍ ହକି :ଭାରତ- ମାଲେସିଆ ଉଦ୍ଘାଟନୀ ମ୍ୟାଚ୍
ଜୋହର ବାହରୁ,୧୨।୧୦(ପି.ଟି.)- ଶନିବାରଠାରୁ ଆରମ୍ଭ ହେବାକୁ ଯାଉଥିବା ନବମ ସୁଲତାନ ଜୋହର କପ୍ ହକି ଟୁର୍ନାମେଣ୍ଟରେ ଭାରତ ଓ ଆୟୋଜକ ମାଲେସିଆ ଉଦ୍ଘାଟନୀ ମ୍ୟାଚ୍ରେ ପରସ୍ପରକୁ ଭେଟିବେ। ପ୍ରତିଭାସମ୍ପନ୍ନ ଡିଫେଣ୍ଡର ମନଦୀପ ମୋରଙ୍କ ନେତୃତ୍ୱରେ ଭାରତ ଏହି ଟୁର୍ନାମେଣ୍ଟରେ ବିଜୟରୁ...
ବିଜ୍ନେସ ଓମ୍ୟାନ ଅଫ୍ ଦି ଇୟର ନର୍ମାନଙ୍କୁ ହକି ଇଣ୍ଡିଆର ଅଭିନନ୍ଦନ
ନୂଆଦିଲ୍ଲୀ,୧୨।୧୦- ଇଣ୍ଡିଆ ଅଷ୍ଟ୍ରେଲିଆ ବିଜ୍ନେସ ଓ କମ୍ୟୁନିଟି ଆଓ୍ବଡର୍ସ (ଆଇଏବିସିଏ)ରେ ହକି ଇଣ୍ଡିଆ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଏଲିନା ନର୍ମାନଙ୍କୁ ବିଜ୍ନେସ ଓମ୍ୟାନ ଅଫ୍ ଦି ଇୟର ଭାବେ ପୁରସ୍କୃତ କରାଯାଇଛି। ବ୍ରିସ୍ବେନରେ ନର୍ମାନଙ୍କୁ ଏହି ସମ୍ମାନଜନକ ପୁରସ୍କାରରେ ସମ୍ମାନିତ...
ପ୍ରୋ କବାଡ଼ି ଲିଗ୍: ବେଙ୍ଗାଲୁରୁକୁ ହରାଇଲା ୟୁପି
ଗ୍ରେଟର ନୋଏଡା,୧୨।୧୦(ପି.ଟି.)- ପ୍ରୋ କବାଡ଼ି ଲିଗ୍ (ପିକେଏଲ୍)ରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚ୍ରେ ୟୁପି ଯୋଦ୍ଧା ୪୫- ୩୩ରେ ବେଙ୍ଗାଲୁରୁ ବୁଲ୍ସକୁ ପରାସ୍ତ କରିଛି। ଏଥିସହିତ ପୂରା ଢଙ୍ଗରେ ୟୁପି ତା’ର ହୋମ୍ ଲେଗ୍ ସମ୍ପନ୍ନ କରିଛି। ଏହି ବିଜୟ ସହ...
ଦିନିକିଆ ସିରିଜ ଜିତିଲେ ଭାରତୀୟ ମହିଳା ପୁନମ, ମିଥାଲିଙ୍କ ଅର୍ଦ୍ଧଶତକ
ଭଦୋଦରା,୧୨।୧୦(ପି.ଟି.)- ଅଧିନାୟିକା ମିଥାଲି ରାଜ ଓ ପୁନମ ରାଉତଙ୍କ ଉପଯୋଗୀ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଭାରତୀୟ ମହିଳା ଦଳ ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୨ ଓଭର ବାକି ରଖି ୫ ଉଇକେଟରେ ଅତି ସହଜରେ ପରାସ୍ତ...
ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ଲକ୍ଷ୍ୟ
ଭୁବନେଶ୍ୱର, ୧୨।୧୦(ତପନ ସ୍ବାଇଁ)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍ର ମହିଳା ୧୦୦ ମିଟର ରେସ୍ରେ ନିଜ ନାମରେ ଥିବା ଜାତୀୟ ରେକର୍ଡକୁ ଭାଙ୍ଗିଛନ୍ତି ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ। ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ...
ବିସିସିଆଇ ଏଜିଏମ୍: ୧୩ରେ ରାଜ୍ୟ ୟୁନିଟ୍ଗୁଡ଼ିକ ଏକାଠି ହେବେ
ପୁଣେ,୧୨।୧୦(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁବନ୍ଧିତ ଆସୋସିଏଶନ ଗୁଡିକ ରବିବାର ଏକ ଅନୌପଚାରିକ ବୈଠକରେ ଏକାଠି ହେବେ। ଏହି ବୈଠକରେ ଆସୋସିଏଶନଗୁଡିକ ସେମାନଙ୍କ ନୂଆ ପଦାଧିକାରୀଙ୍କ ନାମ ନେଇ ଅନ୍ତିମ ନିଷ୍ପତ୍ତି ନେବେ। ଏହି ବୈଠକରେ ପୂର୍ବତନ...
ଜଉନାଙ୍କୁ ୪୦୦ ମିଟର ହର୍ଡଲ୍ସ ଟାଇଟଲ
ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଓଡ଼ିଶା ଖେଳାଳି ଚମକ ଦେଖିବାକୁ ମିଳିଛି। ମହିଳା ୧୦୦ ଓ ପୁରୁଷ ୧୦୦ ମିଟର ଇଭେଣ୍ଟରେ ଯଥାକ୍ରମେ ଦୂତୀ ଚାନ୍ଦ ଓ ଅମିୟ କୁମାର ମଲିକ ସ୍ବର୍ଣ୍ଣ...
ଜାତୀୟ ରେକର୍ଡ ସହ ଦୂତୀଙ୍କୁ ସ୍ବର୍ଣ୍ଣ
ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ନିଜ ଜାଜ୍ଜୁଲ୍ୟମାନ କ୍ୟାରିୟରରେ ଆଉ ଏକ ସଫଳତାଫର୍ଦ୍ଦ ଯୋଡ଼ିଛନ୍ତି। ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ଭାଙ୍ଗିଛନ୍ତି...
ଅମିୟଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍ର ପୁରୁଷ ୧୦୦ ମିଟର ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟପାଇଁ ଆଉ ଏକ ଖୁସି ଖବର ଆଣିଛନ୍ତି ତାରକା ସ୍ପ୍ରିଣ୍ଟର ଅମିୟ ମଲିକ। ଆହତ ସମସ୍ୟା ଏବଂ...
ହାତରେ ଓଡ଼ିଆ ଟାଟୁ କରି ଚର୍ଚ୍ଚାରେ ଥିଲେ ଭାରତର ପ୍ରସିଦ୍ଧ ଅଲରାଉଣ୍ଡର
ଭାରତୀୟ କ୍ରିକେଟ ଟିମ୍ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସବୁବେଳେ ଚର୍ଚ୍ଚାରେ ଥାନ୍ତି। କେତେବେଳେ ନିଜ ଗର୍ଲଫ୍ରେଣ୍ଡ୍ ପାଇଁ ତ ଆଉ କେତେବେଳେ ନିଜ ଫ୍ୟାଶନ୍ ଷ୍ଟାଇଲ୍ ପାଇଁ। ମଝିରେ ସେ ନିଜ ଟାଟୁ ପାଇଁ ମଧ୍ୟ ବେଶ୍ ଚର୍ଚ୍ଚାରେ ଥିଲେ।...
ବ୍ରାଡ୍ମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ କୋହଲି
ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟର ଫାଦର କୁହାଯାଉଥିବା ଡନ୍ ବ୍ରାଡମ୍ୟାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ କୋହଲି ଅଧିନାୟକ ଭାବେ ସର୍ବାଧିକ ୯ ଥର ୧୫୦ରୁ ଅଧିକ ରନ୍ କରିସାରିଛନ୍ତି। ଏହି ଧାରାରେ ବ୍ରାଡମ୍ୟାନ ଅଧିନାୟକ...
୪୦ ଶତକ ଲଗାଇବାରେ କୋହଲି ପ୍ରଥମ ଭାରତୀୟ ଅଧିନାୟକ
ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରରେ ସଫଳତାର ଆଉ ଏକ ଫଦ୍ଦର୍ଦ୍ଦ ଯୋଡ଼ିଛନ୍ତି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ କୋହଲି କ୍ୟାରିୟରର ୨୬ତମ ଶତକ ଲଗାଇଛନ୍ତି। ଏଥିସହିତ ଅଧିନାୟକ...
Archives


