ରଣଜୀ ଟ୍ରଫି: ରାଜେଶଙ୍କ ଶତକ ସତ୍ତ୍ୱେ ଓଡ଼ିଶା ୨୯୩ରେ ସୀମିତ
କଟକ ଅଫିସ,୬ା୨- ମହାରାଷ୍ଟ୍ରର ନାଗୋଥାନେ ସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚର ଦ୍ୱିତୀୟ ଦିବସ ଖେଳ ବୁଧବାର ଶେଷ ହୋଇଛି। ଉଇକେଟ କିପର ରାଜେଶ ଧୂପର(୧୧୦ ରନ) ପ୍ରଥମଶ୍ରେଣୀ କ୍ରିକେଟରେ ପ୍ରଥମ ଶତକ ହାସଲ…
ମନ୍ଥର ବୋଲିଂ: ଭାରତ ଦଣ୍ଡିତ
ହାମିଲଟନ,୬।୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍ରେ ମନ୍ଥର ବୋଲିଂ କାରଣରୁ ଭାରତୀୟ କ୍ରିକେଟରମାନେ ଅର୍ଥଦଣ୍ଡର ସମ୍ମୁଖୀନ ହୋଇଛନ୍ତି। ଖେଳାଳିମାନଙ୍କ ମ୍ୟାଚ୍ ପାଉଣାର ୮୦ ପ୍ରତିଶତ ଜରିବାନ ଆକାରରେ ଦେବାକୁ କୁହାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏଲିଟ୍ ପ୍ୟାନେଲ ମ୍ୟାଚ୍…
ମହିଳା ହକି ଦଳର ନ୍ୟୁଜିଲାଣ୍ଡ ଟୁର୍: ବିଜୟ ସହ ଅଭିଯାନ ଶେଷ କଲା ଭାରତ
ଅକ୍ଲାଣ୍ଡ, ୬।୨- ଭାରତୀୟ ମହିଳା ହକି ଦଳ ବିଜୟ ସହ ଏହାର ନ୍ୟୁଜିଲାଣ୍ଡ ଟୁର୍ ଶେଷ କରିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ଭ୍ରମଣକାରୀ ଦଳ ନ୍ୟୁଜିଲାଣ୍ଡକୁ ୩-୦ ଗୋଲରେ ପରାସ୍ତ କରିଛି। ଭାରତ ପକ୍ଷରୁ ନଭନୀତ କୌର ୨ଟି ଓ ଶର୍ମିଳା…
ଗାଙ୍ଗୁଲି ଡାଲମିଆ ବକ୍ତୃତା ପ୍ରଦାନ କରିବେ
କୋଲକାତା,୬।୨(ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଜଗମୋହନ ଡାଲମିଆ ଆନୁଆଲ କନ୍କ୍ଲେଭରେ ବକ୍ତୃତା ପ୍ରଦାନ କରିବେ। ଏ ନେଇ କ୍ରିକେଟ ଆସୋସିଏଶନ ଅଫ୍ ବେଙ୍ଗଲ (ସିଏବି) ଅଧ୍ୟକ୍ଷ ଅଭିଷେକ ଡାଲମିଆ ଘୋଷଣା କରିନ୍ତି। ଆଗାମୀ ମାର୍ଚ୍ଚରେ ଖେଳାଯିବାକୁ…
ପନ୍ତ ଜେଏସ୍ଡବ୍ଲ୍ୟୁର ବ୍ରାଣ୍ଡ୍ ଆମ୍ବାସାଡର
ନୂଆଦିଲ୍ଲୀ, ୬।୨(ପି.ଟି.)- ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଜେଏସ୍ଡବ୍ଲ୍ୟୁ ଷ୍ଟିଲ୍ର ବ୍ରାଣ୍ଡ୍ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ବୁଧବାର ଏ ନେଇ ଜେଏସ୍ଡବ୍ଲ୍ୟୁ ତରଫରୁ ଘୋଷଣା କରାଯାଇଛି। ଇଣ୍ଡିଆନ ପ୍ରିମିୟର ଲଗ୍ (ଆଇପିଏଲ୍)ରେ ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ପ୍ରତିନିଧିତ୍ୱ କରୁଛନ୍ତି।…
୩୭ବର୍ଷରେ ଶ୍ରୀସନ୍ଥ: ୬ ବର୍ଷ ଡେଟିଂ ପରେ ଭୁବନେଶ୍ୱରୀ କୁମାରୀଙ୍କୁ କରିଥିଲେ ବିବାହ
ମୁମ୍ବାଇ,୬।୨: ଭାରତୀୟ କ୍ରିକେଟର ଶାନ୍ଥାକୁମାରନ୍ ଶ୍ରୀସନ୍ଥ ଗୁରୁବାର ୩୭ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୩ ଫେବୃୟାରୀ ୬ରେ କେରଳର କୋଥାମଙ୍ଗଳମ୍ଠାରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ ପଡ଼ିଆରେ ବେଶ୍ ସଫଳତା ହାସଲ କରିପାରି ନ ଥିବା ଶ୍ରୀସନ୍ଥ ମ୍ୟାଚ୍ ଫିକ୍ସିଂ ମାମଲାରେ ଜଡିତ…
ହାର୍ଟ ଅପରେଶନ କରିବେ ଲେହମ୍ୟାନ
ସିଡ୍ନୀ, ୫।୨ (ଏଏଫ୍ପି): ପୂର୍ବତନ ଅଷ୍ଟ୍ରେଲିଆ କ୍ରିକେଟର୍ ତଥା କୋଚ୍ ଡାରେନ ଲେହମ୍ୟାନ ହାର୍ଟ ବାଇପାସ ଅପରେସନ କରିବେ। ବୁଧବାର ଛାତିରେ କଷ୍ଟ ଅନୁଭବ କରିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଷ୍ଟ୍ରେଲିଆର ଏହି ଲୋକପ୍ରିୟ କ୍ରିକେଟର୍ଙ୍କ ବୁଧବାର ୫୦ତମ…
ନ୍ୟୁଜିଲାଣ୍ଡ ଗସ୍ତରେ ଭାରତର ପ୍ରଥମ ପରାଜୟ
ହାମିଲଟନ, ୫।୨(ପି.ଟି.): ଟି୨୦ ସିରିଜ୍ରେ ୫-୦ରେ ବିଜୟୀ ହୋଇ କ୍ଲିନ୍ ସୁଇପ୍ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧିନ ଭାରତ ଦିନିକିଆ ସିରିଜରେ କିନ୍ତୁ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ…
୪ ବର୍ଷରେ ପ୍ରଥମ ବ୍ୟାଟ୍ସମ୍ୟାନ ଶ୍ରେୟାସ
ହାମିଲଟନ,୫।୨- ଶ୍ରେୟାସ ଆୟାର ବୁଧବାର ଅନ୍ତର୍ଜାତୀୟ କ୍ୟାରିୟରରେ ପ୍ରଥମ ଶତକ ହାସଲ କରିଛନ୍ତି। ୪ ବର୍ଷ ପରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ୪ ନମ୍ବର କ୍ରମରେ ବ୍ୟାଟିଂ କରି ବିଦେଶରେ ଶତକ ହାସଲ କରିଛନ୍ତି। ଆୟାର ୧୦୭ ବଲର ସମ୍ମୁଖୀନ…
ବିଜୟ ସ୍ବାଦ ଚାଖିଲା ନ୍ୟୁଜିଲାଣ୍ଡ
ହାମିଲଟନ, ୫।୨- କ୍ରମାଗତ ୫ ଟି୨୦ ମ୍ୟାଚ୍ରେ ପରାଜୟ ବରଣ କରିବା ପରେ ନ୍ୟୁଜିଲାଣ୍ଡ ଭାରତ ବିପକ୍ଷରେ ପ୍ରଥମ ଥର ବିଜୟ ସ୍ବାଦ ଚାଖିଛି। ବୁଧବାର ସେଡନ ପାର୍କଠାରେ ଅନୁଷ୍ଠିତ ଏକ ହାଇ ସ୍କୋରିଂ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୪ ଉଇକେଟରେ ଟିମ୍…
ବିଜୟ ସହ ଭାରତର ଅଭିଯାନ ଶେଷ
ଅକ୍ଲାଣ୍ଡ,୫।୨- ଭାରତୀୟ ମହିଳା ହକି ଦଳ ବିଜୟ ସହ ନ୍ୟୁଜିଲାଣ୍ଡ ଗସ୍ତ ଶେଷ କରିଛି। ଦଳ ତା’ର ଅନ୍ତିମ ମ୍ୟାଚ୍ରେ ନ୍ୟୁଜିଲାଣ୍ଡକୁ ୩-୦ ଗୋଲରେ ହରାଇ ଦେଇଛି। ବିଜୟୀ ଦଳ ପାଇଁ ନବନିତ କୌର ଡବଲ ଗୋଲ ଦେଇଥିବାବେଳେ ଶର୍ମିଲା ଗୋଟିଏ…
ଦିନଥିଲା ଗୁପ୍ଚୁପ ବିକୁଥିଲେ, ଆଜି ଭାରତକୁ ବିଶ୍ୱକପ୍ ଫାଇନାଲରେ ପହଞ୍ଚାଇଲେ ଏହି ଖେଳାଳି
ପୋଚେଫଷ୍ଟ୍ରୁମ,୫।୧: ପୁଣି ବିଶ୍ୱକପରେ ପାକିସ୍ତାନକୁ ଧରାଶାୟୀ କରିଛି ଭାରତ। ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ପରେ ଦୁଇ ଓପନର ଯଶସ୍ବୀ ଜଶୱାଲଙ୍କ ଶତକ ଓ ଦିବ୍ୟାଂଶ ସାକ୍ସେନାଙ୍କ ଅର୍ଦ୍ଧଶତକ ବଳରେ ଭାରତ ୧୦ ଉଇକେଟରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ ଅଣ୍ଡର୍-୧୯ ବିଶ୍ୱକପର ଫାଇନାଲ…

