ଖେଳ

ଜୀବିତ ଅଛନ୍ତି ଦ ରକ୍‌

ଲଣ୍ଡନ,୧୬।୧୧- ପୂର୍ବତନ ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ଦ ରକ୍‌ ଭାବେ ପରିଚିତ ଡ୍ବେନ ଜନସନ ଏବେ ଜୀବିତ ଅଛନ୍ତି। ଅପ୍‌କମିଂ ଫିଲ୍ମ ଶୁଟିଂବେଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସୋସିଆଲ ମିଡିଆରେ ଗୁଜବ ଚାଲିଛି। ଏହି ଗୁଜବ ଭିତ୍ତିହୀନ। ୪୭ ବର୍ଷୀୟ ଡବ୍ଲ୍ୟୁଡବ୍ଲ୍ୟୁଇ…

ଡିସେମ୍ବର ୨୨ରେ ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: ୫ରୁ ମିଳିବ ଟିକେଟ

କଟକ ଅଫିସ,୧୬।୧୧: ସ୍ଥାନୀୟ ବାରବାଟୀ ଷ୍ଟାଡିୟମ୍‌ରେ ଆସନ୍ତା ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିଲାଗି ଡିସେମ୍ବର ୫ ତାରିଖରୁ ଅନ୍‌ଲାଇନରେ ଟିକେଟ ବିକ୍ରି ଆରମ୍ଭ ହେବ। ସେହିଭଳି ୧୯ରେ ଷ୍ଟାଡିୟମ…

ଯୁବିଙ୍କ ଟି୧୦ ପଦାର୍ପଣ

ଦୁବାଇ,୧୬।୧୧- ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ଦୁବାଇ ପ୍ରିମିୟର ଟି୧୦ର ତୃତୀୟ ସଂସ୍କରଣରେ ଖେଳି ଶୁକ୍ରବାର ଟି୧୦ ଫମାର୍ଟରେ କ୍ୟାରିୟର ଆରମ୍ଭ କରିଛନ୍ତି। ଶେଖ ଜାୟେଦ କ୍ରିକେଟ ଷ୍ଟାଡିୟମରେ ନର୍ଦନ ଓ୍ବାରିଅର୍ସ ବିପକ୍ଷ ମ୍ୟାଚ୍‌ରେ ଯୁବି ମାରାଠା ଆରବିଆନ୍ସ…

ଯୁବିଙ୍କୁ ମୋଟୁ କହିଲେ ପାକିସ୍ତାନ ବୋହୂ

ନୂଆଦିଲ୍ଲୀ,୧୬।୧୧- ଅବସରପ୍ରାପ୍ତ ଅଲରାଉଣ୍ଡ ଯୁବରାଜ ସିଂ (ଯୁବି)ଙ୍କୁ ପାକିସ୍ତାନ ବୋହୂ ତଥା ଦେଶର ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ମୋଟୁ ବୋଲି କହିଛନ୍ତି। ଗତ ଶୁକ୍ରବାର ସାନିଆ ନିଜର ୩୩ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବି…

ଡିଡିସିଏରୁ ଇସ୍ତଫା ଦେଲେ ରଜତ ଶର୍ମା

ନୂଆଦିଲ୍ଲୀ,୧୬।୧୧(ପି.ଟି.)- ସିନିୟର ସାମ୍ବାଦିକ ରଜତ ଶର୍ମା ଶନିବାର ଦିଲ୍ଲୀ ଡିଷ୍ଟ୍ରକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ)ର ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଆସୋସିଏଶନ ମଧ୍ୟର ଚାପ ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ୨୦ ମାସର କାର୍ଯ୍ୟକାଳରେ ସେ ବହୁ ଉତ୍ଥାନ…

ବାଂଲାଦେଶକୁ ପ୍ରାରମ୍ଭିକ ଝଟ୍‌କା

ଇନ୍ଦୋର,୧୬।୧୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମ୍‌ରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ବାଂଲାଦେଶ ଦଳ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପ୍ରଥମ ଇନିଂସରେ ମାତ୍ର ୧୫୦ ରନ୍‌ କରିଥିତ୍ବା ଭ୍ରମଣକାରୀ ଦଳ ରିପୋର୍ଟ ଲେଖା ହେବସୁଦ୍ଧା ଦ୍ୱିତୀୟ ପାଳିରେ ୪ ଉଇକେଟ…

ପୂର୍ବତନ ହକି ଅଧିନାୟକ ସନ୍ଦୀପ ସିଂ ହେଲେ କ୍ରୀଡ଼ାମନ୍ତ୍ରୀ

ଚଣ୍ଡିଗଡ଼, ୧୬ା୧୧- ଭାରତର ପୂର୍ବତନ ହକି ଅଧିନାୟକ ସନ୍ଦୀପ ସିଂ ହରିୟାଣା ରାଜ୍ୟର କ୍ରୀଡ଼ାମନ୍ତ୍ରୀ ହୋଇଛନ୍ତି। ଗୁରୁବାର ସେ ରାଜ୍ୟ ପାହ୍ୟା ମନ୍ତ୍ରୀ ଭାବେ ଶପଥ ନେଇଥିଲେ॥ ଶୁକ୍ରବାର ତାଙ୍କୁ କ୍ରୀଡ଼ା ମନ୍ତ୍ରାଳୟ ଦାୟିତ୍ୱ ପ୍ରଦାନ କରାଯାଇଛି। ସନ୍ଦୀପ ଗତ ବିଧାନସଭା…

ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଶୁଟିଂ: ଶ୍ରୀୟଙ୍କାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୬।୧୧(କ୍ରୀଡ଼ା ପ୍ରତିନିଧି)- ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟି(ଏଆଇୟୁ) ଆନୁକୂଲ୍ୟରେ ହରିୟାଣାର ଫରିଦାବାଦରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଶୁଟିଂ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରୀୟଙ୍କା ଷଡ଼ଙ୍ଗୀ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଏମବିଏ ଛାତ୍ରୀ ଶ୍ରୀୟଙ୍କା ପ୍ରତିଯୋଗିତାରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ…

ତ୍ରିରାଷ୍ଟ୍ରୀୟ ଜୁନିୟର ମହିଳା ହକି: ଭାରତୀୟ ଦଳରେ ଓଡ଼ିଶା ମାରିଆନା, ଆଜମିନା

ନୂଆଦିଲ୍ଲୀ, ୧୬।୧୧(ପି.ଟି.)- ଅଷ୍ଟ୍ରେଲିଆର କାନ୍‌ବେରାଠାରେ ତ୍ରିରାଷ୍ଟ୍ରୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ଡିସେମ୍ବର ୩ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ଘୋଷିତ ୧୮ ଜଣିଆ ଭାରତୀୟ ଦଳରେ ଓଡ଼ିଶାର ୨ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ମାରିଆନା…

୧୯ ବର୍ଷରୁ କମ୍‌ ଚ୍ୟାଲେଞ୍ଜର ଟ୍ରଫି: ଜୟସ୍ବାଲଙ୍କ ଶତକ: ଭାରତ ଏ’ ବିଜୟୀ

ହାଇଦ୍ରାବାଦ,୧୬।୧୧(ପି.ଟି.)- ଓପନର ଯଶସ୍ବୀ ଜୟସୁଆଲଙ୍କ ଦମ୍‌ଦାର ଶତକ ସହାୟତାରେ ଏଠାରେ ଚାଲିଥିବା ୧୯ ବର୍ଷରୁ କମ୍‌ ଚ୍ୟାଲେଞ୍ଜର ଟ୍ରଫିରେ ଭାରତ ଏ’ ୭ ଉଇକେଟରେ ଭାରତ ସି’କୁ ହରାଇଛି। ଶୁକ୍ରବାର ସ୍ଥାନୀୟ ଆରଜିଆଇସି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି…

ଗେଲ୍‌ଙ୍କୁ ବଜାର ରଖିଲା ପଞ୍ଜାବ

ନୂଆଦିଲ୍ଲୀ,୧୬।୧୧(ପି.ଟି.)- ବିସ୍ଫୋରକ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଡେଭିଡ ମିଲର, ଇଂଲଣ୍ଡର ସାମ କୁରାନ ଓ ଅଷ୍ଟ୍ରେଲିଆର ଆଣ୍ଡ୍ର୍ୟୁ ଟାଏଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ରିଲିଜ କରିଛି। ତେବେ ୪୦ ବର୍ଷୀୟ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲଙ୍କୁ ଦଳ ବଜାୟ ରଖିଛି। ଗତବର୍ଷ…

କୋର ଟିମ୍‌ ବଜାୟ ରଖିଲା ମୁମ୍ବାଇ

ମୁମ୍ବାଇ,୧୫।୧୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍‌ ଆଗାମୀ ସଂସ୍କରଣ ପାଇଁ ତା’ର କୋର ଟିମ୍‌ ବଜାୟ ରଖିଛି। ଅଭିଜ୍ଞ ଶ୍ରୀଲଙ୍କା ଦ୍ରୁତ ବୋଲର ଲାସିଥ ମାଲିଙ୍ଗା ଏଥିରେ ସାମିଲ ରହିଛନ୍ତି। ତେବେ ଦଳ ୧୨ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri