ଖେଳ

ପାକିସ୍ତାନର କଟା ଘା’ରେ ଚୂନ ଦେଲେ ସେହ୍ବାଗ

ନୂଆଦିଲ୍ଲୀ,୫।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ ବିଶ୍ୱକପରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ ଟିକେଟ…

ଏକାଥରକେ ପଦାର୍ପଣ କରିଥିବା ଦୁଇ ଭାରତୀୟ ଓପନର

ହାମିଲଟନ,୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ପାଇଁ ଦୁଇ ପଦାର୍ପଣକାରୀ ଖେଳାଳି ପୃଥ୍ବୀ ଶ’ ଓ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିଥିଲେ। ତେବେ ଦୁଇ ବ୍ୟାଟ୍ସମ୍ୟାନ ପ୍ରଥମ ମ୍ୟାଚ୍‌ରେ ସେତେଟା ସଫଳ ହୋଇନାହାନ୍ତି। ଦୁହେଁ ପ୍ରଥମ ଉଇକେଟ ପାଇଁ…

ବିଶାଳ ଟାର୍ଗେଟ ଛିଡ଼ା କଲା ଭାରତ

ହାମିଲଟନ, ୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୩୪୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି। ଧାର୍ଯ୍ୟ ୫୦ ଓଭରରେ ଟିମ୍‌ ଇଣ୍ଡିଆ ୪ ଉଇକେଟ ହରାଇ ୩୪୭ ରନ୍‌ କରିଛି। ଶ୍ରେୟାସ ଆୟାର…

ଶ୍ରେୟାସଙ୍କ ଶତକ

ହାମିଲଟନ, ୫।୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ଏହା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଶତକ। ଏତଦ୍‌ ବ୍ୟତୀତ ଅଧିନାୟକ ବିରାଟ କୋହଲି (୫୧) ଓ ଲୋକେଶ…

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଭାରତର ପ୍ରଥମେ ବ୍ୟାଟିଂ; କୋହଲି, ଶ୍ରେୟସଙ୍କ ଅର୍ଦ୍ଧଶତକ

ହାମିଲଟନ,୫।୨: ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ବୁଧବାର ହାମିଲଟନର ସେଡନ ପାର୍କରେ ଆରମ୍ଭ ହୋଇଛି। ଘରୋଇ ଦଳ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ ଆରମ୍ଭ…

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଭୁବନେଶ୍ୱର ଆସିବ ବେଲଜିୟମ

ଭୁବନେଶ୍ୱର, ୫।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତ ଏହାର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ବିଶ୍ୱ ଚାମ୍ପିୟନ ବେଲଜିୟମ ସହିତ ଖେଳିବ। ଚଳିତ ମାସ ୮ ଓ ୯ ତାରିଖରେ ଏହା କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ୨୦୧୮ରେ ଏହି…

ଫାଓ ନିର୍ବାଚନ: ଦେବାଶିଷ ସଭାପତି, ଆଶୀର୍ବାଦ ସମ୍ପାଦକ

କଟକ ଅଫିସ,୫ା୨- ନିର୍ବାଚନ ପୂର୍ବରୁ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତା ତାଲିକା ଚୂଡ଼ାନ୍ତ ହୋଇଯାଇଛି। ସଭାପତି ଭାବେ ପୂର୍ବତନ ବିଧାୟକ ତଥା ଫାଓର ପୂର୍ବତନ ସଭାପତି ଦେବାଶିଷ ସାମନ୍ତରାୟ ପଦବୀ ବଜାୟ ରଖିଛନ୍ତି। ଦେବାଶିଷଙ୍କର ଏହା ଲଗାତାର ୩ୟ କାର୍ଯ୍ୟକାଳ।…

ରଣ୍‌ଜୀ ଟ୍ରଫି: ଶାନ୍ତନୁ-ରାଜେଶଙ୍କ ଶତକୀୟ ଭାଗୀଦାରି

କଟକ ଅଫିସ,୫ା୨- ମହାରାଷ୍ଟ୍ରର ନାଗୋଥାନେ ସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଠାରୁ ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ପ୍ରଥମ ଦିବସ ଷ୍ଟମ୍ପ ଅପସାରଣ ସୁଦ୍ଧା ୫ ଉଇକେଟ ବିନିମୟରେ ୨୨୦ରନ…

ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ: ଚାଇନିଜ ଟିମ୍‌ ସହିତ ମ୍ୟାଚ ବିଳମ୍ବରେ

କୁଆଲାଲମ୍ପୁର, ୫ା୨ (ଏଏଫ୍‌ପି)-ମାରାତ୍ମକ କରୋନା ଭାଇରସ୍‌ର ପ୍ରକୋପ ଯୋଗୁ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ କାର୍ଯ୍ୟସୂଚୀରେ ଚାଇନିଜ କ୍ଲବଗୁଡ଼ିକ ବିପକ୍ଷ ମ୍ୟାଚଗୁଡ଼ିକ ଏପ୍ରିଲ ଓ ମେ’କୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଏହି ମ୍ୟାଚଗୁଡ଼ିକ ଫେବୃୟାରୀ ଓ ମାର୍ଚ୍ଚରେ…

ନ୍ୟୁଜିଲାଣ୍ଡ ଗସ୍ତ: ଭାରତୀୟ ମହିଳା ହକି ଦଳର ଦ୍ୱିତୀୟ ବିଜୟ

ଅକ୍‌ଲାଣ୍ଡ, ୫।୨(ପି.ଟି.)- ଚଳିତ ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ମହିଳା ହକି ଦଳ ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଖେଳାଯାଇଥିବା ଚତୁର୍ଥ ମ୍ୟାଚ୍‌ରେ ଭାରତ ୧-୦ ଗୋଲରେ ଗ୍ରେଟ୍‌ ବ୍ରିଟେନକୁ ହରାଇଛି। ଅଧିନାୟିକ ରାଣୀ ରାମପଲ ଦଳ ତରଫରୁ ମ୍ୟାଚ୍‌ର…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ୧୦ ଉଇକେଟରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ପୋଚେଫ୍ସଟ୍ରୁମ୍‌,୪।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ ଟିକେଟ…

ଦିନିକିଆ ସିରିଜ: ବିଜୟରୁ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ଭାରତ

ହାମିଲଟନ,୪।୨(ପି.ଟି.)- ନ୍ୟୁଜିଲାଣ୍ଡ ଓ ଭ୍ରମଣକାରୀ ଭାରତ ମଧ୍ୟରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ। ସ୍ଥାନୀୟ ସେଡନ ପାର୍କରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଆଘାତ ସମସ୍ୟା ଜର୍ଜରିତ ଭାରତ ଏହି ମ୍ୟାଚ୍‌ ଜିତି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?