ଖେଳ

ସରିତାଙ୍କ ହ୍ୟାଟ୍ରିକ: ଓଡ଼ିଶା ବିଜୟୀ

କଟକ ଅଫିସ୍‌, ୪ା୨- କେରଳର କୋଲାମଠାରେ ୧୦ମ ଜାତୀୟ ସିନିୟର ମହିଳା ହକି ଚାମ୍ପିୟନଶିପ (ଡିଭିଜନ ଏ)ର ସୋମବାର ମ୍ୟାଚ୍‌ରେ ହକି ଓଡ଼ିଶା ବୃହତ ବିଜୟ ହାସଲ କରିଛି। ଦଳ ୬-୧ ଗୋଲ୍‌ରେ ହକି ହିମାଚଳ ପ୍ରଦେଶକୁ ହରାଇଛି। ପ୍ରଥମ କ୍ବାର୍ଟରର…

ବିବିସି ପୁରସ୍କାର ଦୌଡ଼ରେ ଦୂତୀ

ନୂଆଦିଲ୍ଲୀ, ୪।୨- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ବିବିସିର ସର୍ବପ୍ରଥମ ଭାରତୀୟ ‘ସ୍ପୋଟର୍‌ସ ଓମ୍ୟାନ୍‌ ଅଫ୍‌ ଦି ଇୟର’ ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି। ତାଙ୍କ ବ୍ୟତୀତ ତାରକା ରେସ୍‌ଲର ଭିନେଶ ଫୋଗତ, ବ୍ୟାଡ୍‌ମିଣ୍ଟନ କୁଇନ୍‌ ପି.ଭି. ସିନ୍ଧୁ,…

ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି)- ଏପଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ଖେଳିବାପାଇଁ ଭାରତ ପ୍ରସ୍ତୁତ। ଏଥର ଭାରତର ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱ ଚାମ୍ପିୟନ ବେଲଜିୟମ। କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧୮ ଓ ୧୯ରେ ଅନୁଷ୍ଠିତ ମ୍ୟାଚରେ ଭାରତ ୫ ଗୋଲ…

କ୍ରିକେଟ ଖେଳିନାହାନ୍ତି, ତଥାପି ବିଶ୍ୱ କ୍ରିକେଟରେ ତାଙ୍କ କ୍ରେଜ୍‌ ଅଧିକ

ସୁଧୀର କୁମାର ଗୌତମ ଜୀବନରେ ବ୍ୟାଟ କିମ୍ବା ବଲ ଧରି ନ ଥିଲେ ମଧ୍ୟ ଭାରତୀୟ କ୍ରିକେଟରେ ଏକ ପରିଚିତ ନାମ। କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସଚିନଙ୍କୁ ଈଶ୍ବରଙ୍କ…

ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଘରୁ ଲୁଚି ପଳାଇଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍‌ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି ଜଣେ କ୍ରିକେଟର ଅଛନ୍ତି…

କରୋନା ଭାଇରସ୍‌: ସାମୟିକ ଡୋପ୍‌ ଟେଷ୍ଟ କରିବନି ଚିନାଡା

ଲାଉସାନେ, ୩ା୨ (ଏଏଫ୍‌ପି)-ଟୋକିଓ ଅଲିମ୍ପିକ୍ସ ୬ମାସରୁ କମ୍‌ ସମୟ ରହିଥିବା ବେଳେ କରୋନା ଭାଇରସ ପାଇଁ ଚାଇନାର ଷ୍ଟେଟ୍‌ ଆଣ୍ଟି ଡୋପିଂ ଏଜେନ୍ସି (ଚିନାଡା)କୁ ସାମୟିକ ଭାବେ ଡୋପ୍‌ ଟେଷ୍ଟିଂରୁ ସସ୍‌ପେଣ୍ଡ କରାଯାଇଛି। ଇଣ୍ଟରନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଆଇଟିଏ) ତରଫରୁ ସୋମବାର…

ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ : ଭାରତୀୟ ବକ୍ସରଙ୍କୁ ୬ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୩।୨ (ପି.ଟି.)-ସ୍ବିଡେନ୍‌ର ବୋରାସରେ ଅନୁଷ୍ଠିତ ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ରେ ଭାରତୀୟ ଜୁନିୟର ଓ ୟୁ୨ତିଛି, ଯେଉଁଥିରେ ୬ ସ୍ବର୍ଣ୍ଣ ରହିଛି। ସେହିଭଳି ‘ବେଷ୍ଟ ବକ୍ସର’ ପୁରସ୍କାର ମଧ୍ୟ ଭାରତକୁ ମିଳିଛି। ଭାରତୀୟ ଜୁନିୟର ମହିଳା ଦଳ ୫ ସ୍ବର୍ଣ୍ଣ, ୩…

ରାହୁଲଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌; ଟପ୍‌ ୧୦ରେ ୩ ଭାରତୀୟ

ଦୁବାଇ,୩।୨(ପି.ଟି.)- ଭାରତୀୟ ଓପନର ଲୋକେଶ ରାହୁଲ ଟି୨୦ କ୍ୟାରିୟରର ଶ୍ରେଷ୍ଠ ଦ୍ୱିତୀୟ ର଼୍ୟାଙ୍କିଙ୍ଗ୍‌ ହାସଲ କରିଛନ୍ତି। ଏହା ଦର୍ଶାଇଛି ସୋମବାର ପ୍ରକାଶ ପାଇଥିବା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌। ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ରାହୁଲ ସର୍ବାଧିକ ୨୨୪…

ଟିମ୍‌ ଇଣ୍ଡିଆ ପୁଣି ଦଣ୍ଡିତ

ନୂଆଦିଲ୍ଲୀ,୩।୨(ପି.ଟି.)- ପୁଣି ଥରେ ଭାରତୀୟ ଦଳକୁ ଅର୍ଥ ଦଣ୍ଡରେ ଦଣ୍ଡିତ ହେବାକୁ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଅନ୍ତିମ ମ୍ୟାଚ୍‌ରେ ଭାରତୀୟ ଦଳର ବୋଲିଂ ହାର ଧିମା ରହିଥିଲା। ଦିଆଯାଇଥିବା ସମୟ ସୁଦ୍ଧା ଦଳର ଗୋଟିଏ ଓଭର ବଳକା ରହିଯାଇଥିଲା। ରୋହିତ ଶର୍ମାଙ୍କ…

ଭାରତୀୟ ଦଳକୁ ବଡ଼ ଝଟକା

ନୂଆଦିଲ୍ଲୀ,୩।୨(ପି.ଟି.)- ନ୍ୟୁଜିଲାଣ୍ଡ ଓ ଭାରତୀୟ ଦଳ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଏକ ଶକ୍ତ ଝଟ୍‌କା ଲାଗିଛି। ଉପଅଧିନାୟକ ରୋହିତ ଶର୍ମା ଦଳରୁ ବାଦ୍‌ ପଡ଼ିଛନ୍ତି। ନ୍ୟୁଜିଲାଣ୍ଡ…

ଫିଟ୍‌ନେସ୍‌ ଟେଷ୍ଟବେଳେ ଅକମଲଙ୍କ ଅସଦାଚରଣ

କରାଚୀ,୩।୨- ଦୀର୍ଘଦିନ ହେଲା ପାକିସ୍ତାନ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଉମର ଅକମଲ ଶୃଙ୍ଖଳାଗତ ଦଣ୍ଡାଦେଶର ସମ୍ମୁଖୀନ ହୋଇପାରନ୍ତି। ସେ ଫିଟ୍‌ନେସ ଟେଷ୍ଟବେଳେ ଟ୍ରେନରଙ୍କୁ ଅପମାନିତ କରିଥିବା ରିପୋର୍ଟ ହୋଇଛି। ଫିଟ୍‌ନେସ ଟେଷ୍ଟବେଳେ ଟ୍ରେନରଙ୍କୁ ‘ଚର୍ବି କୋଉଠି ଅଛି’ ବୋଲି ପ୍ରଶ୍ନ…

ଗ୍ରାଉଣ୍ଡରେ ଖେଳାଳି ପ୍ରଶଂସକଙ୍କ ମାରପିଟ

ସାଓ ପାଉଲୋ,୩।୨- ବ୍ରାଜିଲର ଏକ ଫୁଟବଲ କ୍ଲବ ମ୍ୟାଚ୍‌ ପ୍ରଶଂସକଙ୍କ ଯୋଗୁ ବାଧାପ୍ରାପ୍ତ ହୋଇଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ ପ୍ରଥମେ ପ୍ରଶଂସକମାନେ ଗ୍ରାଉଣ୍ଡ ମଧ୍ୟକୁ ପ୍ରବେଶ କରିବା ପରେ ଭ୍ରମଣକାରୀ ଦଳର ଖେଳାଳିଙ୍କ ସହ ମାରପିଟ କରିଥିଲେ। ଫିଗୁରେନ୍‌ସ ବିପକ୍ଷ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?