ଖେଳ

ତାମିମଙ୍କ ତ୍ରିଶତକ, ଭାଙ୍ଗିଲେ ବାଂଲାଦେଶ ପ୍ରଥମ ଶ୍ରେଣୀ ରେକର୍ଡ

ଢାକା,୩।୨- ବାଂଲାଦେଶ ଓପନର ତାମିମ ଇକବାଲ ଦେଶର ପ୍ରଥମ ଶ୍ରେଣୀ କ୍ରିକେଟରେ ୩୩୪ ରନ୍‌ର ଅପରାଜିତ ଇନିଂସ ଖେଳିଛନ୍ତି। ଏହା ପ୍ରଥମ ଶ୍ରେଣୀ କ୍ରିକେଟରେ ବାଂଲାଦେଶୀ ବ୍ୟାଟ୍ସମ୍ୟାନଙ୍କ ପାଇଁ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ପୂର୍ବାଞ୍ଚଳ ପାଇଁ ଖେଳୁଥିବା ତାମିମ ମଧ୍ୟାଞ୍ଚଳ ବିପକ୍ଷରେ…

ଆଇସିସି, ଫିଫା ବିଶ୍ୱକପ୍‌ରେ ଦେଶ ପାଇଁ ପ୍ରତିନିଧିତ୍ୱ କରିଥିବା ଖେଳାଳି

ଜଣେ କ୍ରୀଡ଼ାବିତଙ୍କ ପାଇଁ ବିଶ୍ୱକପ୍‌ ଖେଳିବା ସବୁଠୁ ବଡ଼ କଥା। କିନ୍ତୁ ଏମିତି ଜଣେ କ୍ରୀଡ଼ାବିତ୍‌ ରହିଛନ୍ତି, ଯେକି ଦୁଇଟି କ୍ରୀଡ଼ାରେ ବିଶ୍ୱକପ ଖେଳିସାରିଛନ୍ତି। ଅଷ୍ଟ୍ରେଲିଆନ ମହିଳା କ୍ରିକେଟର ଏଲିସେ ପେରି। ଏହି ଅଲରାଉଣ୍ଡର ୨୦୦୭ରେ ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ…

୪୮ ବର୍ଷ ପୁରୁଣା ଟେନିସ ବହି ନିଜ ପାଖରେ ରଖନ୍ତି ଅଜିଙ୍କେ ରାହାଣେ: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡରେ ଗସ୍ତରେ ଯାଇଛି। ପାଞ୍ଚଟିକିଆ ଟି୨୦ ସିରିଜ୍‌ ହାତେଇବା ପରେ ଏବେ ୩ଟିକିଆ ଏକଦିବସୀୟ ଏବଂ ଦୁଇଟି ଟେଷ୍ଟ କବ୍ଜା କରିବାକୁ ଲକ୍ଷ୍ୟ ରଖିଛି ଟିମ୍‌ ଇଣ୍ଡିଆ। ଭାରତୀୟ ଦଳର ଅଭିଜ୍ଞ ବ୍ୟାଟ୍ସମ୍ୟାନ…

ଇଲିସେ ପେରିଙ୍କ ରେକର୍ଡ

ମେଲବୋର୍ନ,୩।୨- ଅଷ୍ଟ୍ରେଲିଆନ ମହିଳା ଅଲରାଉଣ୍ଡର ଇଲିସେ ପେରି ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ରବିବାର ଭାରତ ବିପକ୍ଷରେ ଅନୁଷ୍ଠିତ ଟି୨୦ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରି ପେରି ସର୍ବାଧିକ ଟି୨୦ ଖେଳିଥିବା ମହିଳା କ୍ରିକେଟର ହେବାର ସଫଳତା ପାଇଛନ୍ତି। ୨୯ ବର୍ଷୀୟା…

ପଡିଆ ଭିତରେ କଡ଼ା ଟକ୍କର, ବାହାରେ ବନ୍ଧୁତା

ମାଉଣ୍ଟ ମାଉଁଗାନୁଇ,୩।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଶେଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ବିଶ୍ରାମ ନେଇଥିଲେ। ତାଙ୍କ ସ୍ଥାନରେ ଦଳର ନେତୃତ୍ୱ ନେଇଥିଲେ…

ଟ୍ୟାକ୍ସି ଡ୍ରାଇଭରରୁ ଗ୍ରାଣ୍ଡସ୍ଲାମ ଓି୍ବନିଙ୍ଗ୍‌ କୋଚ୍‌

ମେଲ୍‌ବୋର୍ନ,୩।୨(ଏଏଫ୍‌ପି)- ଏକଦା ନ୍ୟୁୟର୍କରେ ଟ୍ୟାକ୍ସି ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ଆଲେକ୍ସ କେନିନ୍‌ ଏବେ ଗ୍ରାଣ୍ଡସ୍ଲାମ ଓ୍ବିନିଙ୍ଗ୍‌ କୋଚ୍‌ ଭାବେ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆନ ଓପନ୍‌ ମହିଳା ଚାମ୍ପିୟନ ସୋଫିଆ କେନିନ୍‌ଙ୍କ ପିତା ଆଲେକ୍ସ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।…

ରାଜ୍ୟ ର଼୍ୟାପିଡ୍‌ ଚେସ୍‌: ଅଂଶୁମାନ ଚାମ୍ପିୟନ

ଭୁବନେଶ୍ୱର, ୩।୨(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ମୃତ୍ୟୁଞ୍ଜୟ ପାତ୍ର ସ୍ମାରକୀ ରାଜ୍ୟ ର଼୍ୟାପିଡ୍‌ ଚେସ୍‌ ରବିବାର ସାଇ ବୀଣାପାଣି ଜ୍ଞାନ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ୭ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ୪ ପ୍ରତିଯୋଗୀ ୬…

ଅଷ୍ଟ୍ରେଲିଆନ ଓପନ୍‌: ଜୋକୋଭିଚ୍‌ଙ୍କୁ ଅଷ୍ଟମ ଟାଇଟଲ, ନଂ.୧କୁ ପ୍ରତ୍ୟାବର୍ତ୍ତନ

ମେଲ୍‌ବୋର୍ନ, ୩।୨(ଏଏଫ୍‌ପି)- ଅଭିଜ୍ଞ ସର୍ବିୟା ଟେନିସ୍‌ ତାରକା ନୋଭାକ ଜୋକୋଭିଚ୍‌ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ଟାଇଟଲ ହାସଲ କରିଛନ୍ତି। ରବିବାର ଏଠାରେ ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ଦ୍ୱିତୀୟ ସିଡ୍‌ ମାନ୍ୟତା ପାଇଥିବା ଜୋକୋଭିଚ୍‌ ୬-୪,…

ଟି୨୦ ସିରଜ: ୫-୦ରେ ଭାରତର କ୍ଲିନ୍‌ ସୁଇପ୍‌, ରାହୁଲ ପ୍ଲେୟାର ଅଫ୍‌ ଦି ସିରିଜ୍‌

ମାଉଣ୍ଟ ମାଉଁଗାନୁଇ,୩।୨(ପି.ଟି.)- କିକେଟର ସବୁଠାରୁ ଛୋଟ ଫର୍ମାଟ ଟି୨୦ରେ ଭାରତ ରେକର୍ଡ କରିଛି। ବିଶ୍ୱର ପ୍ରଥମ ଦଳ ଭାବେ ଭାରତ ବୃହତ୍‌ ବ୍ୟବଧାନରେ ସିରିଜ ଜିତି ରେକର୍ଡ ସୃଷ୍ଟି କରିଛି। ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ପଞ୍ଚମ ତଥା…

୧୮ ବର୍ଷରୁ କମ୍‌ ଏଲିଟ ଲିଗ୍‌: ୟୁନାଇଟେଡ ପଞ୍ଜାବକୁ ହରାଇଲା ଓଡ଼ିଶା ଏଫସି

ନୂଆଦିଲ୍ଲୀ, ୩।୨- ଚଳିତ ୧୮ ବର୍ଷରୁ କମ୍‌ ହିରୋ ଏଲିଟ୍‌ ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟର ରବିବାର ମ୍ୟାଚରେ ଓଡ଼ିଶା ଏଫସି ୪-୦ ଗୋଲରେ ୟୁନାଇଟେଡ ପଞ୍ଜାବକୁ ପରାସ୍ତ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ପିଚ୍‌-୨ରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଏଫସି…

ତାମିମଙ୍କ ନାମରେ ସର୍ବାଧିକ ରନ୍‌ ରେକର୍ଡ

ମୀରପୁର, ୨।୨- ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ତାମିମ୍‌ ଇକ୍‌ବାଲ ବାଂଲାଦେଶ ପକ୍ଷରୁ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ମ୍ୟାଚ୍‌ରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ କ୍ରିକେଟ୍‌ ଲିଗ୍‌ ଅବସରରେ ତାମିମ୍‌ ତ୍ରିଶତକ ହାସଲ କରି…

ଅଷ୍ଟ୍ରେଲିଆନ୍‌ ଓପନ୍‌: ଭାରତୀୟ ବଂଶୋଦ୍ଭବ ରାଜୀବଙ୍କୁ ଟାଇଟଲ୍‌

ମେଲବୋର୍ନ, ୨।୨ (ଏଏଫ୍‌ପି)- ଆମେରିକାରେ ଅବସ୍ଥାପିତ ଭାରତୀୟ ବଂଶୋଦ୍ଭବ ରାଜୀବ ରାମ ବର୍ଷର ପ୍ରଥମ ଟେନିସ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍‌ ଓପନ୍‌ ପୁରୁଷ ଡବଲ୍ସରେ ଚାମ୍ପିୟନ ହୋଇଛନ୍ତି। ବ୍ରିଟେନର ଜୋଏ ସେଲିସବରୀଙ୍କୁ ସାଥୀ କରି ଖେଳୁଥିବା ରାଜୀବ ଫାଇନାଲରେ ୬-୪, ୬-୨ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?