ଖେଳ

ଏଟିପି ଫାଇନାଲ୍ସ: ସେମିଫାଇନାଲରେ ସିତ୍‌ସିପାସ

ଲଣ୍ଡନ, ୧୪।୧୧ (ଏଏଫ୍‌ପି)- ଗ୍ରାଣ୍ଡସ୍ଲାମ ପରେ ବର୍ଷର ଦ୍ୱିତୀୟ ଶ୍ରେଷ୍ଠ ଟେନିସ ପ୍ରତିଯୋଗିତା ଏଟିପି ଫାଇନାଲ୍ସରେ ଗ୍ରୀକର ଷ୍ଟିଫାନୋସ ସିତ୍‌ସିପାସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାର ଗ୍ରୁପ୍‌ ପର୍ଯ୍ୟାୟର ଏକ ମ୍ୟାଚ୍‌ରେ ୨୧ ବର୍ଷୀୟ ସିତ୍‌ସିପାସ ୬-୩, ୬-୨…

ଅଷ୍ଟ୍ରେଲିଆ ଦଳକୁ ବାନକ୍ରଫ୍ଟ,ବ୍ରୁନ୍ସଙ୍କ ପ୍ରତ୍ୟାବର୍ତ୍ତନ

ସିଡ୍‌ନୀ, ୧୪।୧୧ (ଏଏଫ୍‌ପି)- ପାକିସ୍ତାନ ବିପକ୍ଷ ଆଗାମୀ ୨ ମ୍ୟାଚ୍‌ବିଶିଷ୍ଟ ସିରିଜ ଲାଗି ଗୁରୁବାର ଘରୋଇ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ଗତ ଆଶେସ ସିରିଜରେ ଖରାପ ପ୍ରଦର୍ଶନ ଲାଗି ଉସ୍‌ମାନ ଖ୍ବାଜା ଓ ମାର୍କସ ହାରିସଙ୍କୁ ଦଳରୁ ବାଦ୍‌ ଦିଆଯାଇଛି।…

ପିଲାଦିନେ ଏମିତି ଦେଖାଯାଉଥିଲେ ଭାରତୀୟ କ୍ରିକେଟ ଖେଳାଳି

ଆଜି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜନ୍ମଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଦିନଟିକୁ ସାରା ଦେଶରେ ଶିଶୁ ଦିବସ ଭାବେ ପାଳନ କରାଯାଏ। ସାଧାରଣତଃ ପିଲାଦିନ ସମସ୍ତଙ୍କ ପାଇଁ ସ୍ବତନ୍ତ୍ର ରହିଥାଏ। ସବୁ ଶିଶୁଙ୍କ ଭଳି…

ବ୍ରୋଞ୍ଜ ସହ ନିଶାଦଙ୍କୁ ଅଲିମ୍ପିକ ଯୋଗ୍ୟତା

ଦୁବାଇ, ୧୪।୧୧ (ପି.ଟି.)- ଭାରତୀୟ ପାରା ଆଥ୍‌ଲେଟ ନିଶାଦ କୁମାର ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ହାଇଜମ୍ପରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ହାଇଜମ୍ପ ଟି୪୭ ବର୍ଗରେ ନିଶାଦ ୧.୯୭ ମିଟର ସହ ୩ୟ ସ୍ଥାନରେ ରହିଥିଲେ। ରିଓ…

ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଲା ବାଲାଂଦେଶ

ଇନ୍ଦୋର,୧୪।୧୧: ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପରେ ଭାରତ ଓ ବାଂଲାଦେଶ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପ୍ରଥମ ମ୍ୟାଚ୍‌ ଇନ୍ଦୋରର ହୋଲକର୍‌ ଷ୍ଟାଡିୟମରେ ଗୁରୁବାର ଆରମ୍ଭ ହୋଇଛି। ବାଂଲାଦେଶ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଟସ୍‌…

ଇମାମ୍‌ ପାକିସ୍ତାନ ମହିଳା ଟିମ୍‌ କୋଚ: ମାହାରୁଫ ଅଧିନାୟିକା

କରାଚୀ,୧୪।୧୧(ପି.ଟି.)- ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଇକ୍‌ବାଲ ଇମାମ ପାକିସ୍ତାନ ଜାତୀୟ ମହିଳା କ୍ରିକେଟ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ ହୋଇଛନ୍ତି। ସେ ଅଷ୍ଟ୍ରେଲିଆରେ ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ। ସେହିପରି ଅଲରାଉଣ୍ଡର ବିସ୍‌ମା…

ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ: ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ବୁଧବାର ଟୋକିଓରେ ଆରମ୍ଭ ହୋଇଛି। ବିଶ୍ୱର ୧୯୨ ପ୍ରତିଯୋଗୀଙ୍କୁ ନେଇ ହେଉଥିବା ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ଓଡ଼ିଶାର ପ୍ରମୋଦ ଭଗତ ସିଙ୍ଗଲ୍ସ ଇଭେଣ୍ଟରେ ଡବଲ ବିଜୟ ହାସଲ କରିଛନ୍ତି। ପ୍ରଥମ…

ଗଗନ ନାରଙ୍ଗ ଶୁଟିଂ ସେଣ୍ଟର ଆରମ୍ଭ: ସ୍କୁଲରୁ ପ୍ରତିଭା ଚିହ୍ନଟ କାର୍ଯ୍ୟ

ଭୁବନେଶ୍ୱର,୧୪।୧୧(ସ୍ପୋଟର୍‌ସ ବ୍ୟୁରୋ)- ବିର୍ଲା ଗଗନ ନାରଙ୍ଗ ହାଇ ପରଫର୍ମାନ୍ସ ସେଣ୍ଟର ଇନ୍‌ ଶୁଟିଂ ବୁଧବାର କାର୍ଯ୍ୟ କରିବା ଆରମ୍ଭ କରିଛି। ଗଗନ ନାରଙ୍ଗ ସ୍ପୋଟର୍‌ସ ପ୍ରମୋଶନ ଫାଉଣ୍ଡେଶନ ଓ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ମିଳିତ ସହଭାଗିତାରେ ସ୍ଥାପନ…

ଏସିଆନ ୟୁଥ୍‌ ବକ୍ସିଂ: ଭାରତକୁ ୬ ପଦକ ମିଳିବା ନିଶ୍ଚିତ

ଉଲାନବାତାର,୧୪।୧୧(ପି.ଟି.)- ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ୟୁଥ୍‌ ବକ୍ସିଂ ଚାମ୍ପିୟନଶିପ୍‌ରେ ଭାରତୀୟ ପ୍ରତିଯୋଗୀମାନେ ବୁଧବାର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଏଥିରେ ୬ ଭାରତୀୟ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଭାରତକୁ ଅତିକମ୍‌ରେ ୬ଟି ପଦକ ମିଳିବା ନିଶ୍ଚିତ ହୋଇଛି। ୪୯…

ପ୍ରତ୍ୟାଶାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଭୋପାଳଠାରେ ଚାଲିଥିବା ସିବିଏସଇ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାର ସୁଇମିଂରେ ଓଡ଼ିଶାର ପ୍ରତ୍ୟାଶା ରାୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୫୦ ମିଟର ବଟରଫ୍ଲାଏ ଇଭେଣ୍ଟରେ ସେ ଏହି ସଫଳତା ପାଇଛନ୍ତି। ପ୍ରତ୍ୟାଶା ୩୧.୨୮ ସେକେଣ୍ଡ ସମୟ ନେଇ…

ଟାଇମ୍‌ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଦୂତୀ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଟାଇମ୍‌ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ସ୍ଥାନ ପାଇଛନ୍ତି ଭାରତର ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ। ବିଜ୍‌ନେଶ, ମନୋରଞ୍ଜନ, ସ୍ପୋଟର୍‌ସ, ରାଜନୀତି, ସ୍ବାସ୍ଥ୍ୟ ଓ ବିଜ୍ଞାନ କ୍ଷେତ୍ରରେ ସକ୍ରିୟଥିବା ବ୍ୟକ୍ତି ବିଶେଷଙ୍କୁ ନେଇ ଏହି…

ଆଇପିଏଲ୍‌ ୨୦୨୦: ମୁମ୍ବାଇ ପାଇଁ ଖେଳିବେ ବୋଲ୍ଟ

ନୂଆଦିଲ୍ଲୀ, ୧୩।୧୧ (ପି.ଟି.): ନ୍ୟୁଜିଲାଣ୍ଡ ବାମହାତୀ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୨୦୨୦ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ। ସେହିଭଳି ଉତ୍ତର ପ୍ରଦେଶ ଯୁବ ବୋଲର ଅଙ୍କିତ ରାଜପୁତ ରାଜସ୍ଥାନ ରୟାଲ୍ସ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri