ଖେଳ

ଗୋଟିଏ ଓଭରରେ ୩୪ ରନ୍‌: ଟି୨୦ରେ ଭାରତର ସବୁଠୁ ମହଙ୍ଗା ବୋଲର ହେଲେ ଶିବମ ଦୁବେ

ମାଉଣ୍ଟ ମାଉଁଗନୁଇ,୨।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଯଦିଓ ଭାରତ ଜିତିଛି କିନ୍ତୁ ଅଲରାଉଣ୍ଡର ଶିବମ ଦୁବେଙ୍କ ପାଇଁ ଏହି ମ୍ୟାଚ୍‌ ସବୁଠୁ ଖରାପ…

ଏହି ଘଟଣା ପରେ ୧୪ ଦିନ ଭୟରେ ଘରୁ ବାହାରି ନ ଥିଲେ, ଏବେ ଭାରତୀୟ କ୍ରିକେଟ ଦଳ ପାଇଁ ସାଜିଛନ୍ତି ସଙ୍କଟମୋଚକ

ଭାରତୀୟ କ୍ରିକେଟ ଦଳରେ ଏବେ ସଙ୍କଟମୋଚକ ସାଜିଛନ୍ତି ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ। ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜରେ ସେ ଦଳ ପାଇଁ କେବଳ ଓପନିଂ କରୁନାହାନ୍ତି, ଉଇକେଟ୍‌କିପିଂରେ ମଧ୍ୟ ଭଲ ପ୍ରଦର୍ଶନ କରୁଛନ୍ତି। ଋଷଭ ପନ୍ତଙ୍କ ସ୍ଥାନରେ ଉଇକେଟକିପିଂ କରୁଥିବା ରାହୁଲଙ୍କ…

ଭିଡ ଭିତରେ ଫସିଗଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୯ ବିଶ୍ୱକପ୍‌ ପରେ ଅନ୍ତର୍ଜାତୀୟ କ୍ରିକେଟରୁ ଦୂରେଇ ଅଛନ୍ତି। ମଝିରେ ମଝିରେ ତାଙ୍କ ଅବସରକୁ ନେଇ ମଧ୍ୟ ଚର୍ଚ୍ଚା ଉଠୁଛି। କିନ୍ତୁ ଏହାକୁ ନେଇ ଚୁପ୍‌ ଅଛନ୍ତି ମାହି। ଏବେ…

ସିରିଜ୍‌ ମୂଳ ପୋଛ କଲା ଭାରତ

ମାଉଣ୍ଟ ମାଉଁଗାନୁଇ,୨।୨- ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂ ସମସ୍ତ ବିଭାଗରେ ଶ୍ରେଷ୍ଠ ପ୍ରଦର୍ଶନ କରି ଟିମ ଇଣ୍ଡିଆ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌କୁ ମୂଳପୋଛ କରିଛି। ଏଠାରେ ଖେଳାଯାଇଥିବା ୫ମ ମ୍ୟାଚ୍‌ରେ ଭାରତୀୟ ଦଳ ଘରୋଇ ଦଳକୁ ୭ ରନ୍‌ରେ…

ସ୍ବତନ୍ତ୍ର ରେକର୍ଡର ଅଧିକାରୀ ବୁମରା

ମାଉଣ୍ଟ ମାଉଁଗନୁଇ,୨।୨- ନ୍ୟୁଜିଲାଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ୫ମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତୀୟ ପେସର ଯଶପ୍ରୀତ ବୁମରା ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ଇନିଂସର ଦ୍ୱିତୀୟ ଓଭରରେ ବୁମରା ବୋଲିଂ କରି ପ୍ରତିପକ୍ଷ ଦଳକୁ କୌଣସି ରନ୍‌…

ଶୁଭମନଙ୍କ ଦ୍ୱିଶତକ

ଖ୍ରୀଷ୍ଟଚର୍ଚ୍ଚ,୨।୨(ପି.ଟି.)- ଭାରତୀୟ ଦଳରେ ସ୍ଥାନ ପାଇବା ପାଇଁ ସଂଘର୍ଷ କରୁଥିବା ଶୁବମନ ଗିଲ ୪ ଦିନିଆ ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ମ୍ୟାଚ୍‌ରେ ଦ୍ୱିଶତକ ହାସଲ କରିଛନ୍ତି। ତାଙ୍କର ଅପରାଜିତ ୨୦୪ ରନ୍‌ର ଇନିଂସ ଯୋଗୁ ଇଣ୍ଡିଆ ଏ’ ମ୍ୟାଚ୍‌କୁ ଡ୍ର’ କରିବାରେ…

ନ୍ୟୁଜିଲାଣ୍ଡ ଆଗରେ ୧୬୪ ରନ୍‌ର ବିଜୟଲକ୍ଷ୍ୟ

ମାଉଣ୍ଟ ମାଉଁଗନୁଇ,୨।୨- ପଞ୍ଚମ ତଥା ସିରିଜ୍‌ର ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୧୬୪ ରନ୍‌ର ବିଜୟଲକ୍ଷ୍ୟ ଛିଡ଼ା କରିଛି। ଅଧିନାୟକ ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ ଓ ଲୋକେଶ ରାହୁଲ ଲଢ଼ୁଆ ଇନିଂସ ଯୋଗୁ ଧାର୍ଯ୍ୟ ୨୦ ଓଭରରେ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ

ମାଉଣ୍ଟ ମାଉଁଗନୁଇ,୨।୨- ଅନ୍ତର୍ଜାତୀୟ ଟି୨୦ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଛକାପଞ୍ଛା ଲାଗି ରହିଛି। ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ରୋହିତ ୬୦ ରନ୍‌ର ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି।…

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦: ହାରିଲା ଭାରତ

କାନବେରା,୨।୨(ପି.ଟି.)- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ରେ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪ ଉଇକେଟରେ ଭାରତକୁ ହରାଇ ଦେଇଛି। ଆସନ୍ତା ୭ ତାରିଖରେ ଭାରତୀୟ ଦଳ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଇଂଲଣ୍ଡକୁ…

ଭାରତର ପ୍ରଥମେ ବ୍ୟାଟିଂ

ମାଉଣ୍ଟ ମାଉଁଗାନୁଇ,୨।୨- ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ଏହି ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଦଳରେ…

ଦୀପା ପିସିଆଇର ନୂଆ ସଭାପତି

ନୂଆଦିଲ୍ଲୀ, ୨।୨(ପି.ଟି.)- ପାରା ଅଲିମ୍ପିକ ଗେମ୍ସରେ ପଦକ ଜିତିଥିବା ପ୍ରଥମ ଓ ଏକମାତ୍ର ଭାରତୀୟ ମହିଳା ଆଥ୍‌ଲେଟ୍‌ ଦୀପା ମଲିକ ଭାରତୀୟ ପାରା ଅଲିମ୍ପିକ କମିଟି (ପିସିଆଇ)ର ନୂଆ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୪୯ ବର୍ଷୀୟା ଦୀପା ୨୦୧୬ ରିଓ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: କୋହଲି ସ୍ଥିର, ରାହାନେ ଖସିଲେ

ଦୁବାଇ, ୨।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବଭଳି ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। କୋହଲି ୯୨୮ ପଏଣ୍ଟ ସହ ବ୍ୟାଟିଂ ତାଲିକାରେ ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?