କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବଜେଟ
ନୂଆଦିଲ୍ଲୀ, ୨ା୨ (ପି.ଟି.)-କେନ୍ଦ୍ର ସରକାର କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ଗତ ବର୍ଷ ତୁଳନାରେ ଏହା ୫୦ କୋଟି ଟଙ୍କା ଅଧିକ। ତୃଣମୂଳ ଏବଂ ଯୁବ ସ୍ତରରେ ଖେଳର ବିକାଶ ଲାଗି ଖେଲୋ ଇଣ୍ଡିଆ ଯୋଜନାରେ ଅଧିକ…
ନ୍ୟାଶନାଲ ମାଷ୍ଟର୍ସ ଗେମ୍ସ ମହିଳା ଫୁଟବଲ; ଗୀତାଞ୍ଜଳିଙ୍କ ନେତୃତ୍ୱରେ ଖେଳିବ ଓଡ଼ିଶା
ଭୁବନେଶ୍ୱର, ୨।୨(କ୍ରୀଡ଼ା ପ୍ରତିନିଧି)- ବରୋଦାରେ ନ୍ୟାଶନାଲ ମାଷ୍ଟର୍ସ ଗେମ୍ସର ୩ୟ ସଂସ୍କରଣ ଚଳିତ ମାସ ୫ରୁ ୯ ପର୍ଯ୍ୟନ୍ତ ଅନଷ୍ଠିତ ହେବ। ଏଥିରେ ମହିଳା ଓ ପୁରୁଷ ଫୁଟବଲ, ଆଥଲେଟିକ୍ସ, ବ୍ୟାଡ୍ମିଣ୍ଟନ ଓ ଭଲିବଲ ଆଦି ଇଭେଣ୍ଟରେ ଓଡ଼ିଶାଦଳ ଅଂଶଗ୍ରହଣ କରିବ।…
ଅନ୍ତିମ ଟି୨୦: କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ମାଉଣ୍ଟ ମାଉଁଗାନୁଇ, ୨।୨(ପି.ଟି.)- ଟି୨୦ ସିରିଜର ପ୍ରଥମ ୪ଟି ମ୍ୟାଚ୍ରେ ବିଜୟୀ ହୋଇଥିବା ଭ୍ରମଣକାରୀ ଭାରତ ଏବେ ୫-୦ରେ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ରହିଛି। ରବିବାର ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନ୍ତିମ ଟି୨୦…
ଇଣ୍ଡିଆନ ସୁପର ଲିଗ୍: ଚେନ୍ନାଇନ୍ର ବୃହତ୍ ବିଜୟ
କୋଚି,୨।୨(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଚେନ୍ନାଇନ ଏଫ୍ସି ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍ସିକୁ ୬-୩ ଗୋଲରେ ପରାସ୍ତ କରିଛି। ମ୍ୟାଚ୍ରେ ମୋଟ ୯ଟି ଗୋଲ ସ୍କୋର…
ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜରୁ ବାଦ୍ପଡ଼ିଲେ ପାଣ୍ଡ୍ୟା
ନୂଆଦିଲ୍ଲୀ,୧।୨: ଭାରତୀୟ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଫିଟନେସ୍ ହାସଲ କରି ନ ଥିବାରୁ ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ରୁ ବାଦ୍ ପଡ଼ିଛନ୍ତି। ପାଣ୍ଡ୍ୟା ଏନ୍ସିଏ ମୁଖ୍ୟ ଫିଜିଓ ଆଶିଷ କୌଶିକଙ୍କ ସହ ଲଣ୍ଡନ ଗସ୍ତ କରିଥିଲେ।…
କେନିନ୍ଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ମେଲବୋର୍ନ,୧।୨(ଏଏଫ୍ପି)-୨୧ବର୍ଷୀୟା ଆମେରିକୀୟ ମହିଳା ଟେନିସ ଖେଳାଳି ସୋଫିଆ କେନିନ୍ ଏଥର ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍ ଓପନ୍ରେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ଶନିବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍ରେ ସେ ଦୁଇଥର ଗ୍ରାଣ୍ଡସ୍ଲାମ ଟାଇଟଲ ବିଜୟିନୀ…
ପୁଣି ସୁପର ଓଭରରେ ଶେଷ ହେଲା ମ୍ୟାଚ୍
କାନ୍ବେରା,୧ା୨- ନିକଟରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଟି୨୦ ସିରିଜ୍ର ଦୁଇ ମ୍ୟାଚ୍ର ଫଳାଫଳ ସୁପର ଓଭରରେ ନିର୍ଣ୍ଣୟ ହୋଇଥିଲା। ଶନିବାର ପୁଣି ଏକ ମ୍ୟାଚ୍ର ବିଜେତା ସୁପର ଓଭରରେ ବାହାରିଛି। ତେବେ ଏଥର ମହିଳା କ୍ରିକେଟରେ ଏହି ଘଟଣା…
ବଶଫାୟାର ରିଲିଫ ମ୍ୟାଚ୍ ଖେଳିବେ ଲାରା
ସିଡ୍ନୀ,୧।୨- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବ୍ରାଏନ ଲାରା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ କ୍ଷୟକ୍ଷତି ଭରଣ ପାଇଁ ଚ୍ୟାରିଟି ମ୍ୟାଚ୍ରେ ଖେଳିବେ। ଷ୍ଟାଇଲିଶ ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ସ୍ତରରେ ୧୩୧ ଟେଷ୍ଟ ଖେଳି ୫୨.୮୯ ଆଭରେଜରେ…
ବିଜୟ ସୁନିଶ୍ଚିତ ଦେଖି ଉତ୍ସବ ମନାଇବା ଅନୁଚିତ
କ୍ରୀଡ଼ାରେ ବିଜୟ ସୁନିଶ୍ଚିତ ଦେଖି ଉତ୍ସବ କିମ୍ବା ସେଲିବ୍ରେଶନ କରିବା କଦାପି ଉଚିତ ନୁହେଁ। ଏହା ମହଙ୍ଗା ପଡ଼ିପାରେ। ଟ୍ରେନିଙ୍କୁ ଏ ସମ୍ପର୍କରେ ଅବଗତ କରାଇବା ପ୍ରତ୍ୟେକ କୋଚ୍ଙ୍କ ପ୍ରାଥମିକ କାର୍ଯ୍ୟ। ବିଶ୍ୱ କ୍ରୀଡ଼ାରେ ଏହାର ବହୁ ଉଦାହରଣ ରହିଛି। ସବୁଠୁ…
କରୋନା ଭାଇରସ୍ ଭୟ: ଚାଇନା ମାଷ୍ଟର୍ସ ବାତିଲ
ବେଜିଂ,୧।୨(ଏଏଫ୍ପି)- ଦେଶରେ କରୋନା ଭାଇରସ୍ କାୟା ବିସ୍ତାର କରିସାରିଛି। ଏହାର ପ୍ରଭାବ କ୍ରୀଡ଼ାଜଗତ ଉପରେ ମଧ୍ୟ ପଡ଼ିଛି। ୨୦୨୦ ବିଶ୍ୱ ଟୁର ସିଜନରେ ଚାଇନାର ପ୍ରଥମ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଚାଇନା ମାଷ୍ଟର୍ସକୁ ବାତିଲ କରାଯାଇଛି। ଏ ନେଇ ଶନିବାର ଆୟୋଜକମାନେ ଘୋଷଣା…
୧୪ ଫୁଟ ଉଚ୍ଚରେ କିକ୍ କଲେ ତାଏକୋଣ୍ଡୋ ଖେଳାଳି: ଭିଡ଼ିଓ ଭାଇରାଲ
ସିଓଲ,୧।୨: ଦକ୍ଷିଣ କୋରିଆର ଜଣେ ତାଏକୋଣ୍ଡୋ ଖେଳାଳି ୧୪ ଫୁଟ ଉଚ୍ଚରେ ଡେଇଁ କିକ୍ କରିଛନ୍ତି। ଏହାର ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୨୧ ବର୍ଷ ବୟସ୍କ ଯୁବକ ଓ୍ବନଜିନ୍ କିମ୍ ବିଶ୍ୱ ତାଏକୋଣ୍ଡୋ ଫେଷ୍ଟିଭାଲ୍ରେ ଏଭଳି…
ଅଜୟ ଜାଡେଜାଙ୍କୁ ପୂରିଲା ୪୯: ମାଧୁରୀଙ୍କ ସହ ଥିଲା ପ୍ରେମ ସମ୍ପର୍କ
ମୁମ୍ବାଇ, ୧।୨: ଭାରତୀୟ କ୍ରିକେଟର ଅଜୟ ଜାଡେଜା ଖେଳ ପଡ଼ିଆରୁ ବିଦାୟ ନେଇଥିଲେ ମଧ୍ୟ ଏବେ ବି କ୍ରିକେଟ୍ ନିଶା ଛାଡି ନାହାଁନ୍ତି। କେତେକ ସମୟରେ ସେ କମେଣ୍ଟ୍ରି କରୁଥିବା ଦେଖିବାକୁ ମିଳୁଛି। ଶନିବାର ସେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି।…

