ମେଣ୍ଡିସଙ୍କ ଶତକ: ଦ୍ୱିତୀୟ ଟେଷ୍ଟ ଡ୍ର
ହରାରେ, ୧ା୨ (ଏଏଫ୍ପି)-ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁସାଲ ମେଣ୍ଡିସ (୧୧୬*)ଙ୍କ ଅପରାଜିତ ଶତକ ଯୋଗୁ ଶ୍ରୀଲଙ୍କା ସ୍ଥାନୀୟ ହରାରେ ସ୍ପୋଟର୍ସ କ୍ଲବଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚକୁ ଡ୍ର ରଖିପାରିଛି। ଏହି ମ୍ୟାଚ ଜିତି ଦୁଇ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧…
ଏସିଆ ଟିମ୍ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍: ଭାରତୀୟ ଦଳରେ ଋତୁପର୍ଣ୍ଣା
ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି)- ଫିଲିପାଇନ୍ସର ମାନିଲାଠାରେ ଏସିଆନ୍ ଟିମ୍ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ ଫେବୃୟାରୀ ୧୧ରୁ ୧୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ଋତୁପର୍ଣ୍ଣା ପଣ୍ଡା ସ୍ଥାନ ପାଇଛନ୍ତି। ଭାରତର ଦୁଇ ମହିଳା ତାରକା ଖେଳାଳି ପି.ଭି.…
ଭାରତର ଆଉ ଏକ ସୁପର ବିଜୟ
ଓ୍ବେଲିଂଟନ, ୧।୨(ପି.ଟି.)- ରୋମାଞ୍ଚକ ଢଙ୍ଗରେ ଭ୍ରମଣକାରୀ ଭାରତ ଆଉ ଏକ ସୁପର ଓଭର ବିଜୟ ହାସଲ କରିଛି। ସ୍ଥାନୀୟ ଓ୍ବେଷ୍ଟପ୍ୟାକ୍ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍ରେ ଭାରତ ଘରୋଇ ନ୍ୟୁଜିଲାଣ୍ଡକୁ ସୁପର ଓଭରରେ ପରାସ୍ତ କରି ୫ ମ୍ୟାଚ୍…
୧୯ ବର୍ଷରୁ କମ୍ ବିଶ୍ୱକପ୍: ଭାରତ- ପାକିସ୍ତାନ ସେମିଫାଇନାଲ
ବେନୋଇ,୧।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ୍ର ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ପ୍ରଥମ ସେମିଫାଇନାଲ ମ୍ୟାଚ୍ରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଫାଇନାଲ ଟିକେଟ ପାଇଁ ଆସନ୍ତା ୪ ତାରିଖରେ…
କେନିନ- ମୁଗୁରୁଜା ଟାଇଟଲ ମୁକାବିଲା
ମେଲବୋର୍ନ, ୧।୨(ଏଏଫ୍ପି)- ଶନିବାର ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍ ଖେଳାଯିବ। ଟାଇଟଲ ପାଇଁ ଏହି ନିର୍ଣ୍ଣାୟକ ମୁକାବିଲାରେ ୧୪ତମ ସିଡ ଆମେରିକାର ସୋଫିଆ କେନିନ୍ ଓ ସ୍ପେନ୍ର ୩୨ତମ ସିଡ୍ ଖେଳାଳି ଗାର୍ବାଇନ୍ ମୁଗୁରୁଜା ପରସ୍ପରକୁ ଭେଟିବେ। କେନିନ…
ଅଷ୍ଟ୍ରେଲିଆନ ଓପନ୍: ଜୋକୋଭିଚ୍- ଥିମ୍ ଫାଇନାଲ
ମେଲବୋର୍ନ,୧।୨ (ଏଏଫ୍ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ଦ୍ୱିତୀୟ ସିଡ ସର୍ବିୟାର ଅଭିଜ୍ଞ ଖେଳାଳି ନୋଭାକ ଜୋକେଭିଚ ଓ ପଞ୍ଚମ ସିଡ ଅଷ୍ଟ୍ରିଆର…
କାନାଡ଼ା ବୋଲର ସସ୍ପେଣ୍ଡ
ଦୁବାଇ, ୩୧ା୧ (ପି.ଟି.)-କାନାଡ଼ା ବୋଲର ରକିବ୍ ଶାମସୁଦ୍ଦିନ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍ପେଣ୍ଡ ହୋଇଛନ୍ତି। ଏହି ସ୍ପିନ ବୋଲରଙ୍କ ବୋଲିଂ ଆକ୍ସନ ଅବୈଧ ଥିବା ଚଳିତ ୧୯ ବର୍ଷରୁ କମ୍ ଆଇସିସି (ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍ସିଲ) ବିଶ୍ୱକପ୍ ଇଭେଣ୍ଟ ପ୍ୟାନେଲର ହୃଦ୍ବୋଧ ହୋଇଥିଲା।…
କ୍ରିକେଟ ଉପଦେଷ୍ଟା କମିଟିରେ ମଦନ ଲାଲ
ନୂଆଦିଲ୍ଲୀ, ୩୧ା୧ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦ୍ୱାରା ପୂର୍ବତନ କ୍ରିକେଟର ରୁଦ୍ରପ୍ରତାପ ସିଂ, ମଦନ ଲାଲ ଏବଂ ସୁଲକ୍ଷଣା ନାଏକ ପ୍ରମୁଖ ଶୁକ୍ରବାର କ୍ରିକେଟ ଉପଦେଷ୍ଟା କମିଟି (ସିଏସି)ର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ସେମାନଙ୍କ କାର୍ଯ୍ୟକାଳ ୧…
ପୁଣି ସୁପର ଓଭରରେ ଜିତିଲା ଭାରତ
ଓ୍ବେଲିଂଟନ,୩୧।୧- ସିରିଜ୍ର ତୃତୀୟ ମ୍ୟାଚ୍ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍କୁ ସୁପର ଓଭରରେ ଭାରତ ଜିତି ନେଇଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୪ ରନ୍ର ବିଜୟ ଲକ୍ଷ୍ୟକୁ ବିରାଟ ବାହିନୀ ଗୋଟିଏ ବଲ ପୂର୍ବରୁ ହାସଲ…
ସୁପର ଓଭରରେ ଭାରତକୁ ଦରକାର ୧୪ ରନ୍
ଓ୍ବେଲିଂଟନ,୩୧।୧-ପୂର୍ବ ମ୍ୟାଚ୍ ଭଳି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍ ମଧ୍ୟ ସୁପର ଓଭରରେ ପ୍ରବେଶ କରିଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ ଦଳ ପାଇଁ ଟିମ ସାଇଫର୍ଟ ଓ କଲିନ ମୁନ୍ରୋ ବ୍ୟାଟିଂ କରିଥିଲେ। ଭାରତ ପକ୍ଷରୁ…
ପୁଣି ସୁପର ଓଭରରେ ମ୍ୟାଚ୍
ଓ୍ବେଲିଂଟନ,୩୧।୧- ପୂର୍ବ ମ୍ୟାଚ୍ ଭଳି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍ ମଧ୍ୟ ସୁପର ଓଭରରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୬୫ ରନ୍ କରିଥିଲା। ଜବାବରେ…
‘ଭାରତ ମାତା କୀ ଜୟ’ ନାରା ଦେଲେ ନ୍ୟୁଜିଲାଣ୍ଡ ପ୍ରଶଂସକ
ହାମିଲଟନ,୩୧।୧: ହାମିଲଟନର ଶେଡନ ପାର୍କରେ ଟିମ ଇଣ୍ଡିଆ ସୁପର୍ ଓଭରରେ ଚମତ୍କାର ବିଜୟ ସହ ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମଥର ଦ୍ୱିପାକ୍ଷିକ ଟି-୨୦ ସିରିଜ ଜିତି ଇତିହାସ ରଚିଛି। ଏହି ମ୍ୟାଚ୍ ଦେଖିବାକୁ ଆସିଥିବା ଦର୍ଶକ ଭରପୂର ମଜା ଉଠାଇଥିଲେ। ତେବେ ମ୍ୟାଚ୍…

