ଖେଳ

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌: ହରମନପ୍ରୀତ, ବୋଲରଙ୍କ ଦମ୍‌ରେ ଜିତିଲା ଭାରତ

କାନବେରା,୩୧।୧- ଭାରତୀୟ ମହିଳା ଦଳ ଚଳିତ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମେ ବୋଲରଙ୍କ ଜବରଦସ୍ତ ବୋଲିଂ ଓ ପରେ ଅଧିନାୟିକା ହରମନପ୍ରୀତ କୌରଙ୍କ ଅପରାଜିତ ୪୨ ରନ୍‌ର ଇନିଂସ ବଳରେ ଭାରତ ୫ ଉଇକେଟରେ…

ନ୍ୟୁଜିଲାଣ୍ଡ ଆଗରେ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ

ଓ୍ବେଲିଂଟନ,୩୧।୧- ଏଠାରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୨୦ ଓଭରରେ ୮…

ଭୁଶୁଡ଼ିଲା ଭାରତୀୟ ବ୍ୟାଟିଂ ଲାଇନ

ଓ୍ବେଲିଂଟନ,୩୧।୧- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରୁଥିବା ଭାରତୀୟ ଦଳର ବ୍ୟାଟିଂ ଲାଇନ ଭୁଶୁଡ଼ି ପଡ଼ିଛି। ଦଳ ୧୩ ଓଭରରେ ତା’ର ପ୍ରମୁଖ ୬ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହରାଇ ୯୭ ରନ୍‌ କରିଛି। କେବଳ…

୧୯ ବର୍ଷରୁ କମ୍‌ ନ୍ୟୁଜିଲାଣ୍ଡ ଖେଳାଳିଙ୍କୁ ସଚିନ, ରୋହିତଙ୍କ ପ୍ରଶଂସା

ନୂଆଦିଲ୍ଲୀ,୩୧।୧- ନ୍ୟୁଜିଲାଣ୍ଡ ଖେଳାଳିମାନେ ଖେଳୁଆଡ଼ ମନୋଭାବ ପାଇଁ ବିଶ୍ୱରେ ବେଶ ପରିଚିତ। କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଦଳ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପରାଜୟ ପରେ ଯେଉଁଭଳି ଖେଳୁଆଡ଼ ମନୋଭାବ ଦେଖାଇଥିଲା, ସେଥିନେଇ ଦଳକୁ ସ୍ପିରିଟ୍‌ ଅଫ୍‌ କ୍ରିକେଟ ମିଳିଥିଲା। ସିନିୟର…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଓ୍ବେଲିଂଟନ,୩୧।୧- ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ଦଳ ଅଧିନାୟକ ଟିମ୍‌ ସୌଦି ଟସ୍‌ ଜିତି ଟିମ୍‌ ଇଣ୍ଡିଆକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଛନ୍ତି। ଆହତ ସମସ୍ୟା ଯୋଗୁ କେନ ଓ୍ବିଲିୟମସନ ମ୍ୟାଚ୍‌ରୁ ବାଦ୍‌…

ସ୍ତ୍ରୀ ସାକ୍ଷୀଙ୍କ ନାଁରେ ଏହି ଅଭିଯୋଗ ଆଣିଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ପରିବାର ସହ ମଧ୍ୟ ପ୍ରଦେଶର କାହ୍ନା ପାର୍କ ବୁଲିବାକୁ ଯାଇଛନ୍ତି। ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ସେ ଧୋନୀଙ୍କ ଭିଡିଓ ମଧ୍ୟ ଶେୟାର…

ଥିମ୍‌ଙ୍କ ପ୍ରତିଶୋଧ

୨୦୧୮ ଓ ୨୦୧୯ ଫ୍ରେଞ୍ଚ୍‌ ଓପନ୍‌ ଫାଇନାଲରେ ରାଫାଲ ନାଡାଲଙ୍କଠାରୁ ପରାସ୍ତ ହୋଇ ଡୋମିନିକ୍‌ ଥିମ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଥିଲେ। ତେବେ ଚଳିତ ଅଷ୍ଟ୍ରେଲିଆନ ଓପନରେ ଥିମ୍‌ ବିଶ୍ୱର ଏକ ନମ୍ବର ଖେଳାଳି ନାଡାଲଙ୍କୁ ହରାଇ ଏହାର ମଧୁର ପ୍ରତିଶୋଧ ନେଇଛନ୍ତି।…

ପେସାଦାର ମହିଳା ଫୁଟବଲର

ମାତ୍ର ୧୦ ବର୍ଷ ବୟସରୁ ପୁଅ ପିଲାଙ୍କ ସହ ଫୁଟବଲ ଖେଳିବା ଆରମ୍ଭ କରିଥିବା ମହିଳା ଷ୍ଟ୍ରାଇକର ବାଲା ଦେବୀ ଏବେ ଇତିହାସ ସୃଷ୍ଟି କରିଛନ୍ତି। ସେ ସ୍କଟ୍‌ଲାଣ୍ଡର ଜଣାଶୁଣା ଫୁଟବଲ କ୍ଲବ ରେଞ୍ଜର୍ସ ଏଫ୍‌ସି ସହ ଚୁକ୍ତିରେ ସ୍ବାକ୍ଷର କରିଛନ୍ତି।…

ଭିଜନ୍‌ ୨୦୨୪

ରାଜ୍ୟରେ କ୍ରିକେଟକୁ ଆହୁରି କ୍ରିୟାଶୀଳ କରିବାକୁ ଓସିଏ ପ୍ରୟାସ ଆରମ୍ଭ କରିଛି। ତୃଣମୂଳସ୍ତରରେ କ୍ରିକେଟର ବିକାଶ କରିବାକୁ ଓସିଏ ଭିଜନ ୨୦୨୪ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ୨୦୧୬ ମସିହାରୁ ବନ୍ଦ ରହିଥିବା ବିଭିନ୍ନ ବର୍ଗର ଟୁର୍ନାମେଣ୍ଟ ଆରମ୍ଭ କରିବା…

୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପ୍‌: ବାଂଲାଦେଶ ସେମିଫାଇନାଲରେ

ପୋଶ୍ଚେଫଷ୍ଟ୍ରୁମ୍‌, ୩୦ା୧ (ପି.ଟି.)-ଅଲରାଉଣ୍ଡ ପ୍ରଦର୍ଶନ ଦ୍ୱାରା ବାଂଲାଦେଶ ୧୦୪ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଚଳିତ ୧୯ବର୍ଷରୁ କମ୍‌ ଆଇସିସି ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ଦକ୍ଷିଣ ଆଫ୍ରିକା ଦୁର୍ବଳ ବୋଲିଂର ପୂରା…

ଫେଡରରଙ୍କୁ ହରାଇଲେ ଜୋକୋଭିଚ୍‌

ମେଲବୋର୍ନ, ୩୧ା୧ (ଏଏଫ୍‌ପି)-ରୋଜର ଫେଡରରଙ୍କୁ ସିଧାସଳଖ ସେଟ୍‌ରେ ହରାଇ ନୋଭାକ ଜୋକୋଭିଚ୍‌ ୮ମ ଥର ପାଇଁ ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଟପ୍‌ ସିଡ୍‌ ଆଶଲେ ବାର୍ଟିଙ୍କ ବିପକ୍ଷରେ ବିଜୟ ହାସଲ କରି ଆମେରିକାର ସୋଫିଆ…

କାନାଡା ମହିଳା ଫୁଟ୍‌ବଲରଙ୍କ କୀର୍ତ୍ତିମାନ

ଲସ୍‌ ଏଞ୍ଜେଲ୍ସ, ୩୧।୧ (ଏଏଫ୍‌ପି)- କାନାଡାର କ୍ରିଷ୍ଟିନେ ସିନ୍‌କ୍ଲେୟାର ଅନ୍ତର୍ଜାତୀୟ ଫୁଟ୍‌ବଲ (ଉଭୟ ମହିଳା ଓ ପୁରୁଷ)ରେ ସର୍ବାଧିକ ଗୋଲସ୍କୋର କରି ବିରଳ କୀର୍ତ୍ତିମାନର ଅଧିକାରୀ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟରେ କାନାଡା ୧୧-୦ ଗୋଲରେ ସେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?