ଖେଳ

ସାଙ୍ଗଙ୍କ ସହ ଫାର୍ମ ହାଉସରେ ସମୟ ବିତାଇଲେ ଧୋନୀ

ରାଞ୍ଚତ୍, ୧୧।୧୧- କ୍ରିକେଟ୍‌ରୁ ଦୂରେଇ ରହିଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ଏବେ ଅନିଶ୍ଚିତତା ମଧ୍ୟରେ ରହିଛି। ତେବେ ଧୋନୀ ଏହି ସମୟକୁ ବିଭିନ୍ନ କାର୍ଯ୍ୟକଳାପରେ ବ୍ୟସ୍ତ ରଖୁଥିବା ଦେଖିବାକୁ ମିଳୁଛି। ଶନିବାର ପିଲାଦିନର ସାଙ୍ଗଙ୍କ ସହ ଧୋନୀ…

ମୁଁ କୋହଲିଙ୍କ ଭଳି: ଓ୍ବାର୍ନରଙ୍କ ଝିଅ

ସିଡ୍‌ନୀ,୧୧।୧୧(ପି.ଟି.)- ମୁଁ ବିରାଟ କୋହଲିଙ୍କ ଭଳି। ଏକଥା କହିଛନ୍ତି ଅଷ୍ଟ୍ରେଲିଆ ଧୂଅଁାଧାର ଓପନର ଡେଭିଡ ଓ୍ବାର୍ନରଙ୍କ ଝିଅ ଇଭି ମାଏ। ବାପା ଡେଭିଡ୍‌ ଓ୍ବାର୍ନରଙ୍କ ସହ ଘରେ କ୍ରିକେଟ ଖେଳିବା ବେଳେ ଇଭି ଏହି କଥା କହିଛନ୍ତି। ଓ୍ବାର୍ନରଙ୍କ ସ୍ତ୍ରୀ କଣ୍ଡାଇସ୍‌…

ସନ୍ଦୀପ ମେମୋରିଆଲ ଚେସ୍‌: ବୈଭବଙ୍କୁ ଟାଇଟଲ

ଭୁବନେଶ୍ୱର, ୧୧।୧୧(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ସନ୍ଦିପ ମହାନ୍ତି ମେମୋରିଆଲ ଓପନ ଚେସ୍‌ ଚାମ୍ପିୟନଶିପ୍‌ ୯ ଓ ୧୦ ତାରିଖ ଦୁଇଦିନଧରି ଏଠାରେ ଅନୁଷ୍ଠିତ ହୋଇ ଯାଇଛି। ୯ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ବୈଭବ ମିଶ୍ର ୮.୫ ପଏଣ୍ଟ…

ପୂର୍ବାଞ୍ଚଳ ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୧୧।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଟେନିସ କ୍ରିକେଟ ଆସୋସିଏଶନ (ଓଏସଟିସିଏ) ଆନୁକୂଲ୍ୟରେ ପୂର୍ବାଞ୍ଚଳ ଟେନିସ କ୍ରିକେଟ ଚାମ୍ପିୟନଶିପ୍‌ର ୩ୟ ସଂସ୍କରଣ ନହରକଣ୍ଟାସ୍ଥିତ ଶ୍ରୀ ଜୟଦେବ କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇ ଯାଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ପଶ୍ଚିମବଙ୍ଗକୁ ୬…

ଶରଣକୁଳ ସର୍ବଭାରତୀୟ ଫୁଟବଲ୍‌: ସୁନାବେଡ଼ାକୁ ହରାଇ ମଧ୍ୟପ୍ରଦେଶ ଚାମ୍ପିୟନ୍‌

ନୟାଗଡ଼ ଅଫିସ,୧୧।୧୧- ନୟାଗଡ଼ ଜିଲା ଶରଣକୁଳ ଲଡ଼ୁକେଶ ଆଥ୍‌ଲେଟିକ ଆସୋସିଏଶନ ଆନୁକୁଲ୍ୟରେ ଅନୁଷ୍ଠିତ ୬୦ତମ ସର୍ବଭାରତୀୟ ଫୁଟବଲ୍‌ ଟୁର୍ନାମେଣ୍ଟରେ ମଧ୍ୟପ୍ରଦେଶର ରତଲାମ୍‌ ସିଟି ଫୁଟବଲ୍‌ କ୍ଲବ ଚାମ୍ପିୟନ ହୋଇଛି। ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆଠାରେ ରବିବାର ଖେଳାଯାଇଥିବା ଫାଇନାଲରେ ମଧ୍ୟ ପ୍ରଦେଶ…

ଦୀପକ ଚହରଙ୍କ ହ୍ୟାଟ୍ରିକ

ନାଗପୁର, ୧୧।୧୧- ଲୋକେଶ ରାହୁଲ ଓ ଶ୍ରେୟାସ ଆୟାରଙ୍କ ଅର୍ଦ୍ଧଶତକ ପରେ ଦୀପକ ଚହରଙ୍କ ମ୍ୟାଜିକ୍‌ ସ୍ପେଲ୍‌ ଏବଂ ହ୍ୟାଟ୍ରିକ ସଫଳତା ବଳରେ ଭାରତ ରବିବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୩୦ ରନରେ ହରାଇ ଦେଇଛି। ଭାରତ ପକ୍ଷରୁ…

ଟି୨୦ ସିରିଜ ଜିତିଲା ଭାରତ

ନାଗପୁର, ୧୧।୧୧(ପି.ଟି.)- ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୦ ରନରେ ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଏହି ସିରିଜକୁ ଭାରତ ୨-୧ରେ ହାତେଇ ନେଇଛି। ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ରବିବାର…

ରାହୁଲ, ଶ୍ରେୟାସଙ୍କ ଅର୍ଦ୍ଧଶତକ:ବାଂଲାଦେଶକୁ ୧୭୫ ରନ୍‌ର ଟାର୍ଗେଟ ଦେଲା ଭାରତ

ନାଗପୁର,୧୦।୧୧: ବାଂଲାଦେଶ ବିପକ୍ଷ ତୃତୀୟ ଟି-୨୦ରେ ଭାରତ ଭମଣକାରୀ ଦଳକୁ ୧୭୫ ରନର ଟାର୍ଗେଟ ଦେଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୪ ରନ୍‌ ସଂଗ୍ରହ କରିଛି। ବାଂଲାଦେଶ…

ଓ୍ବିଲିୟମ୍ସଙ୍କୁ ଆଇଏସ୍‌ଏଲ୍‌ ହିରୋ ଅଫ୍‌ ମନ୍ଥ ପୁରସ୍କାର

ମୁମ୍ବାଇ,୧୦।୧୧(ପି.ଟି.)- ଅଷ୍ଟ୍ରେଲିଆ ପେସାଦାର ପୁଟବଲର ଡେଭିଡ ଓ୍ବିଲିୟମ୍ସ ଅକ୍ଟୋବର ମାସ ପାଇଁ ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ୍‌) ହିରୋ ଅଫ୍‌ ଦି ମନ୍ଥ ପୁରସ୍କାର ହାସଲ କରିଛନ୍ତି। ଭାରତର ଏହି ଶ୍ରେଷ୍ଠ ଫୁଟବଲ୍‌ ଲିଗ୍‌ର ଏହି ପୁରସ୍କାର ଦୌଡ଼ରେ ୩୧ ବର୍ଷୀୟ…

ଶୁଟିଂରେ ତୋମାରଙ୍କୁ ଅଲିମ୍ପିକ୍‌ କୋଟା

ଦୋହା,୧୦।୧୧(ପି.ଟି.)- ସ୍ବଳ୍ପ ବୟସ୍କ ଶୁଟର ଐଶ୍ୱାରି ପ୍ରତାପ ସିଂ ତୋମାର ଭାରତ ପାଇଁ ରେକର୍ଡ ୧୩ତମ ଅଲିମ୍ପିକ୍‌ କୋଟା ହାସଲ କରିଛନ୍ତି। ୧୮ ବର୍ଷୀୟ ତେମାର ରବିବାର ଏଠାରେ ଚାଲିଥିବା ୧୪ତମ ଏସିଆନ ଚାମ୍ପିୟନଶିପ୍‌ରେ ପୁରୁଷ ୫୦ମିଟର ରାଇଫଲ ୩ ପୋଜିସନରେ…

ଭାରତ-ବାଂଲାଦେଶ ତୃତୀୟ ଟି-୨୦: ପ୍ରଥମେ ବ୍ୟାଟିଂ କରିବ ଭାରତ

ନାଗପୁର,୧୦।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ଟି-୨୦ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦଳ ବାଂଲାଦେଶ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ସିରିଜ ୧-୧ରେ ବରାବର ଥିବାରୁ ଉଭୟ ଦଳ ପାଇଁ ଏହି…

ପର୍ନ ଷ୍ଟାର୍‌ ଥିଲେ ଏହି ବ୍ୟକ୍ତି, ଏବେ ଅନ୍ତର୍ଜାତୀୟ ମ୍ୟାଚରେ କରୁଛନ୍ତି ଅମ୍ପାୟରିଂ

ଅକଲାଣ୍ଡ,୧୦।୧୧:ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଥିଲା। ନଭେମ୍ବର ୫ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅମ୍ପାୟରିଂ କରୁଥିବା ଗର୍ଥ ଷ୍ଟିରଟଙ୍କୁ ନେଇ ବେଶ୍‌ ଚର୍ଚ୍ଚାରେ ରହିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri