ଖେଳ

ସୁପର ଓଭରରେ ଛକା ମାରି ଜିତାଇଲେ ରୋହିତ

ହାମିଲଟନ,୨୯।୧- ଏଠାରେ ବୁଧବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ତୃତୀୟ ଟି୨୦ ମ୍ୟାଚ୍‌କୁ ସୁପର ଓଭରରେ ଛକା ମାରି ଓପନର ରୋହିତ ଶର୍ମା ଭାରତୀୟ ଦଳକୁ ଜିତାଇ ଦେଇଛନ୍ତି। ସୁପର ଓଭରରେ ଘରୋଇ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୮ ରନ୍‌ର ବିଜୟ ଲକ୍ଷ୍ୟ ନେଇ…

ସୁପର ଓଭରରେ ମ୍ୟାଚ୍‌

ହାମିଲଟନ,୨୯।୧- ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟି୨୦ ମ୍ୟାଚ୍‌ ଏବେ ସୁପର ଓଭରରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିଥିଲା। ଜବାବରେ…

ସାକ୍ଷୀ ଏହି ନାଁରେ ଡାକିବାରୁ ଲାଜେଇଗଲେ ଧୋନୀ

କ୍ରିକେଟ ପଡିଆରୁ ଦୂରେଇ ରହିଥିଲେ ମଧ୍ୟ ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ରହୁଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। କେତେବେଳେ ତାଙ୍କୁ ଝିଅ ଜିଭାଙ୍କ ସହ ଖେଳୁଥିବାର ଦେଖାଯାଉଛି ତ ଆଉ କେତେବେଳେ ଟେନିସ କୋର୍ଟରେ ନଜରକୁ ଆସୁଛନ୍ତି।…

ରୋହିତଙ୍କ ୧୦ ହଜାର ରନ୍‌

ହାମିଲଟନ,୨୯।୧- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ୬୫ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଏହି ଅବସରରେ ଏକ ସ୍ବତନ୍ତ୍ର ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ଓପନର ଭାବେ ୧୦,୦୦୦ ରନ୍‌…

ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନ୍‌ର ବିଜୟଲକ୍ଷ୍ୟ

ହାମିଲଟନ,୨୯।୧- ଏଠାରେ ଚାଲିଥିବା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିଛି।…

ମାଙ୍କଡ଼ ଆକ୍ରମଣ: ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରୁ ବାଦ୍‌ପଡ଼ିଲେ ଖେଳାଳି

ପୋଚେଫ୍ସଟ୍ରୁମ,୨୯।୧- ଅଷ୍ଟ୍ରେଲିଆନ ଓପନର ଜ୍ୟାକ ଫ୍ରାସର ମ୍ୟାକଗର୍କ ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ମୁହଁକୁ ମାଙ୍କଡ଼ ରାମ୍ପୁଡି ଦେଇଛି। ନେଚର ରିଜର୍ଭଠାରେ ଏହି ଘଟଣା ଘଟିଥିବା କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ପକ୍ଷରୁ ବୁଧବାର କୁହାଯାଇଛି। ଗତ…

ପଦ୍ମ ଧରିଲେ ସାଇନା ନେହଓ୍ବାଲ

ନୂଆଦିଲ୍ଲୀ, ୨୯।୧: ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହୱାଲ ବୁଧବାର ଭଉଣୀ ଚନ୍ଦ୍ରାଂଶୁ ନେହଓ୍ବାଲଙ୍କ ସହ ଭାଜପାରେ ଯୋଗଦେଇଛନ୍ତି। ଭାଜପାର ଦିଲ୍ଲୀ କାର୍ଯ୍ୟାଳୟଠାରେ ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ଅଲିମ୍ପିକ୍ସରେ ୩ ଥର ଦେଶକୁ ପ୍ରତିନିଧିତ୍ୱ…

ଡ୍ରାଭିଡ୍‌ ଉଇକେଟକିପିଂ କରିବା ପଛର କାରଣ

ସୌରଭ ଗାଙ୍ଗୁଲି ଭାରତୀୟ ଦଳର ଅଧିନାୟକ ଥିବାବେଳେ ଦଳ ନିୟମିତ ୪ ସ୍ପେଶାଲିଷ୍ଟ ବୋଲରଙ୍କୁ ନେଇ ଖେଳୁଥିଲା। ସେତେବେଳେ ଭାରତୀୟ ଦଳ ପାଇଁ ପ୍ରତ୍ୟେକ ମ୍ୟାଚ୍‌ରେ ୫ମ ବୋଲରଙ୍କ ପାଇଁ ସମସ୍ୟାର ସମ୍ମୁଖୀନ ହେଉଥିଲା ଟିମ୍‌ ଇଣ୍ଡିଆ। ଏଣୁ ସଚିନ ତେନ୍ଦୁଲକର,…

ସେହ୍ବାଗଙ୍କୁ ଚେତାବନୀ ଦେଲେ ପାକିସ୍ତାନ କ୍ରିକେଟର

କରାଚୀ,୨୯।୧- ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ପାକିସ୍ତାନ କ୍ରିକେଟରଙ୍କ ସହ ବାକ୍‌ଯୁଦ୍ଧ କରିବା କିଛି ନୂଆ ନୁହେଁ। କିନ୍ତୁ ଜଣେ ପାକିସ୍ତାନ ପେସର ସେହ୍ବାଗଙ୍କୁ ଚେତାବନୀ ଦେଇଛନ୍ତି। ଉକ୍ତ ପାକିସ୍ତାନ ପେସର ହେଉଛନ୍ତି ରଣା ନବେଦ ଉଲ ହସନ। ସେ ୟୁଟ୍ୟୁବରେ…

ପ୍ରଥମେ ବ୍ୟାଟିଂ କରିବ ଭାରତ

ହାମିଲଟନ,୨୯।୧- ପ୍ରଥମ ଥର ନ୍ୟୁଜିଲାଣ୍ଡରେ ଟି୨୦ ସିରିଜ୍‌ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳ ଅପରିବର୍ତ୍ତିତ…

ଜାଭେଲିନ ଥ୍ରୋୟର ନିରଜଙ୍କୁ ଅଲିମ୍ପକ୍ସ ଯୋଗ୍ୟତା

ନୂଆଦିଲ୍ଲୀ,୨୯।୧- ଷ୍ଟାର ଜାଲେଭିନ ଥ୍ରୋୟର ନିରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଆଥ୍‌ଲେଟିକ୍ସ ସେଣ୍ଟ୍ରାଲ ନର୍ଥ ଇଷ୍ଟ ପ୍ରତିଯୋଗିତାରେ ସେ ୮୭.୮୬ ମିଟର ଦୂରତା ହାସଲ କରିଛନ୍ତି। କହୁଣୀରେ ଅସ୍ତ୍ରୋପଚାର ପରେ ସେ ପ୍ରଥମ ଥର ପାଇଁ…

ଦିନେ ପିତାଙ୍କ ସହ କୃଷି କାମ କରୁଥିଲେ, ଏବେ ଭାରତକୁ ବିଶ୍ୱକପ୍‌ ସେମିଫାଇନାଲରେ ପହଞ୍ଚାଇଲେ ଏହି କ୍ରିକେଟର୍‌

ପୋଚେଫଷ୍ଟ୍ରୁମ,୨୯।୧: ଚଳିତ ଅଣ୍ଡର୍‌-୧୯ ବିଶ୍ୱକପରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ତା’ର ଦମଦାର ପ୍ରଦର୍ଶନ ଜାରି ରଖି ଟୁର୍ଣ୍ଣାମେଣ୍ଟର ସେମିଫାଇନାଲରେ ସ୍ଥାନ ପକ୍କା କରିନେଇଛି। ଭାରତ ସୁପର୍‌ ଲିଗ କ୍ୱାର୍ଟରଫାଇନାଲ ମୁକାବିଲାରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୭୪ ରନରେ ହରାଇ କ୍ରମାଗାତ ତୃତୀୟଥର ଅନ୍ତିମ-୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?