ଖେଳ

ଆର୍ସେନାଲ ଖେଳାଳିଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌

ଲଣ୍ଡନ,୯।୧୧(ଏଏଫ୍‌ପି)- ହାତରେ ମାରଣା ଅସ୍ତ୍ର ଧରି ଆର୍ସେନାଲ ଫୁଟ୍‌ବଲ ଖେଳାଳି ମେସୁଟ ଓଜିଲ ଓ ସିଡ୍‌ କୋଲାସିନାକଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ଦୁଇ ଖେଳାଳିଙ୍କଠାରୁ ବିଳାଶପୂର୍ଣ୍ଣ ଘଣ୍ଟା ନେଇ ଯାଇଥିଲେ, ଯାହାର ମୂଲ୍ୟ ଭାରତୀୟ ମୂଦ୍ରାରେ…

ଚେଜ୍‌ କରି ଜିତିବାରେ ଭାରତ ସର୍ବାଗ୍ରେ

ରାଜକୋଟ, ୯।୧୧- ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରେ ଚେଜ୍‌ କରି ବିଜୟ ହାସଲ କରିବାରେ ଭାରତୀୟ ଦଳ ରେକର୍ଡ କରିଛି। ଗୁରୁବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ ଷ୍ଟାଡିୟମରେ ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ୨ୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟ୍‌ରେ…

ବିସିସିଆଇ ସିଏଫ୍‌ଓଙ୍କ ଇସ୍ତଫା

ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଚିଫ୍‌ ଫାଇନାନ୍‌ସିଆଲ ଅଫିସର (ସିଏଫ୍‌ଓ) ସନ୍ତୋଷ ରାଙ୍ଗନେକର ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି। ଏଭଳି ନିଷ୍ପତ୍ତି ନେବାରେ ପ୍ରଶାସକ କମିଟି (ସିଓଏ) ଯୁଗର ସେ ହେଉଛନ୍ତି ପ୍ରଥମ…

ଇଡେନ୍‌ ଘଣ୍ଟି ବଜାଇବେ ମମତା, ହସିନା

କୋଲକାତା,୯ା୧୧(ପି.ଟି.)-ସ୍ଥାନୀୟ ଇଡେନ ଗାର୍ଡେନଠାରେ ନଭେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ ଭାରତ ଏହାର ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ ମ୍ୟାଚ ବାଂଲାଦେଶ ବିପକ୍ଷରେ ଖେଳିବ। ଷ୍ଟାଡିୟମରେ ଇଡେନ୍‌ ଘଣ୍ଟି ବାଜିଲାପରେ ମ୍ୟାଚ ଆରମ୍ଭ ବ୍ୟବସ୍ଥା ରହିଛି। ଏଥର ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା…

ଟି୨୦ ସିରିଜ ଜିତିଲା ଅଷ୍ଟ୍ରେଲିଆ: ପାକିସ୍ତାନ ୧୦ ଉଇକେଟରେ ପରାସ୍ତ

ପର୍ଥ,୯।୧୧(ଏଏଫ୍‌ପି)- ପ୍ରଥମେ ପେସର ଓ ପରେ ଓପନରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନକୁ ଅତି ସହଜରେ ହରାଇଛି। ୪୯ଟି ବଲ୍‌ ବାକି ରଖି ଅଷ୍ଟ୍ରେଲ ିଆ ୧୦ ଉଇକେଟରେ ବିଜୟ…

ଭାରତରେ ଆୟୋଜନ ହେବ ୨୦୨୩ ହକି ବିଶ୍ୱକପ୍‌

ଲାଓସେନ,୯।୧୧(ପି.ଟି.)- କ୍ରମାଗତ ଦ୍ୱିତୀୟଥର ପାଇଁ ଭାରତ ହକି ବିଶ୍ୱକପ୍‌ ଆୟୋଜନ କରିବା ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ବିଶ୍ୱକପ୍‌ର ଆଗାମୀ ୨୦୨୩ ସଂସ୍କରଣକୁ ଭାରତ ଆୟୋଜନ କରିବ। ଶୁକ୍ରବାର ଏ ନେଇ ଏଫ୍‌ଆଇଏଚ୍‌ ସ୍ପଷ୍ଟ କରିଛି। ଜାନୁୟାରୀ ୧୩ରୁ…

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା- କେରଳ ମ୍ୟାଚ୍‌ ଡ୍ର’

କୋଚି,୯।୧୧(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ଏଫସି ଓ ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍‌ସି ମୁହଁାମୁହିଁ ହୋଇଥିବା ବେଳେ ଏହି ମ୍ୟାଚ୍‌ ଗୋଲ୍‌ଶୂନ୍ୟଭାବେ ଅମୀମାଂସିତ ରହିଛି। କଡ଼ା…

ଦିଲ୍ଲୀ ଫ୍ରାଞ୍ଚାଇଜ୍‌ରେ ଯୋଗଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୮।୧୧(ପି.ଟି.)-ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୁକ୍ରବାର ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ତାଙ୍କ ବଦଳରେ ବାମହାତୀ ଜଗଦୀଶ ସୁଚିଥଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳରେ ସାମିଲ କରିଛି। ପୂର୍ବରୁ ଦିଲ୍ଲୀ ଅଶ୍ୱିନଙ୍କ ବଦଳରେ ସୁଚିଥଙ୍କ ସହ ଦେଢ଼…

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟ ଖେଳିପାରନ୍ତି ପୃଥ୍ବୀ ଶ’

ଲଣ୍ଡନ,୮।୧୧-ଡୋପ୍‌ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ ଫେରିବେ। ମୁମ୍ବାଇର ଆଡ ହକ୍‌ ଚୟନ କମିଟି ମୁଖ୍ୟ ମିଲିନ୍ଦ ରେଗେ ପୃଥ୍ବୀଙ୍କ ଚୟନ ସମ୍ପର୍କରେ…

ଇଂଲଣ୍ଡକୁ ଚମକପ୍ରଦ ବିଜୟ ଦେଲେ ମଲାନ, ମୋର୍ଗାନ

ନାପିଅର,୮।୧୧(ଏଏଫ୍‌ପି)- ଡେଭିଡ ମଲାନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ମୋର୍ଗାନଙ୍କ ସହ ରେକର୍ଡ ଭାଗୀଦାରି ଇଂଲଣ୍ଡକୁ ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଚମକପ୍ରଦ ବିଜୟ ଦେଇଛି। ୭୬ ରନ୍‌ର ବିଜୟ ଯୋଗୁ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଇଂଲଣ୍ଡ ୨-୨ର…

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଫେରିପାରନ୍ତି ପୃଥ୍ବୀ

ଲଣ୍ଡନ,୮।୧୧- ଡୋପ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ ଫେରିବେ। ମୁମ୍ବାଇର ଆଡ ହକ୍‌ ଚୟନ କମିଟି ମୁଖ୍ୟ ମିଲିନ୍ଦ ରେଗେ ପୃଥ୍ବୀଙ୍କ ଚୟନ…

ବିଶ୍ୱର ସବୁଠୁ ଡେଙ୍ଗା କ୍ରିକେଟର୍‌ ବୋଲିଂ କରିବେ ସ୍ପିନ୍‌

ଖୁବ୍‌ଶୀଘ୍ର ବିଶ୍ୱର ସବୁଠୁ ଡେଙ୍ଗା କ୍ରିକେଟରଙ୍କୁ ପଡିଆରେ ଦେଖିବାକୁ ମିଳିବ। ମହମ୍ମଦ ମୁଦସାର ନାମକ ଜଣେ ପାକିସ୍ତାନ କ୍ରିକେଟରଙ୍କୁ ପାକିସ୍ତାନ ସୁପର୍‌ ଲିଗ୍‌ରେ ଖେଳୁଥିବାର ଦେଖିବାକୁ ମିଳିବ। ୨୧ ବର୍ଷୀୟ ମହମ୍ମଦଙ୍କ ଉଚ୍ଚତା ୭ ଫୁଟ ୫ ଇଞ୍ଚ ବୋଲି ଜଣାପଡିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri