ଖେଳ

କୋବେ ବ୍ରାଏଣ୍ଟଙ୍କ ମୃତ୍ୟୁରେ ସାରା ବିଶ୍ୱରେ ଶୋକର ଛାୟା: ତାଙ୍କ ଚିଠିରୁ ନିର୍ମିତ ଫିଲ୍ମ ଜିତିଥିଲା ଓସ୍କାର

କାଲିିଫର୍ନିଆ,୨୭।୧: ବିଶ୍ୱର ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଖବର ପ୍ରସାରିତ ହେବାପରେ ସାରା ବିଶ୍ୱରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁରେ କେବଳ କ୍ରୀଡା ଜଗତ ନୁହେଁ, ବିଶ୍ୱର ଲୋକପ୍ରିୟ ସେଲିବ୍ରିଟି ମଧ୍ୟ ଶୋକ ପ୍ରକାଶ…

୮ ବର୍ଷ ପୂର୍ବରୁ ହେଲିକପ୍ଟର ଦୁର୍ଘଟଣାରେ ବ୍ରାଏଣ୍ଟଙ୍କ ମୃତ୍ୟୁ ହେବ ବୋଲି ଟୁଇଟ୍‌ କରିଥିଲେ ଏହି ବ୍ୟକ୍ତି

କାର୍ଲିଫର୍ଣ୍ଣିଆ,୨୭।୧: ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟଙ୍କ ଏକ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ହଠାତ୍‌ ତାଙ୍କ ମୃତ୍ୟୁ ଖବର ଆସିବା ପରେ ଆମେରିକାରେ ଶୋକର ଛାୟା ଖେଳିଯାଇଛି। ହେଲିକପ୍ଟର ଦୁର୍ଘଟଣାରେ ତାଙ୍କ ମୃତ୍ୟୁ ହେବ ବୋଲି ୨୦୧୨ରେ ଜଣେ ବ୍ୟକ୍ତି…

ହେଲିକପ୍ଟର ଦୁର୍ଘଟଣାରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ମୃତ

କାଲିଫର୍ଣ୍ଣିଆ,୨୭।୧: ଆମେରିକାର କାଲିଫର୍ଣ୍ଣିଆ ସହରରେ ଏକ ବଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ(୪୧) ଓ ତାଙ୍କର ୧୩ ବର୍ଷୀୟ ଝିଅ ଅଛନ୍ତି। ସ୍ଥାନୀୟ ସମୟ ସକାଳ…

ଅମିର ଖାଁଙ୍କୁ ମହିଳା ହକି ଅଧିନାୟିକାଙ୍କ ଅନୁରୋଧ

ନୂଆଦିଲ୍ଲୀ,୨୬।୧- ଭାରତୀୟ ମହିଳା ହକି ଦଳର ଅଧିନାୟିକା ରାଣୀ ରାମପାଲ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ ହୋଇଛନ୍ତି। ସେ ବଲିଉଡ ଷ୍ଟାର ଅମିର ଖାଁଙ୍କୁ ସାହାଯ୍ୟ ମାଗିଛନ୍ତି। ୨୦୧୯ ବର୍ଷର ବିଶ୍ୱର ଶ୍ରେଷ୍ଠ ଆଥ୍‌ଲେଟ ପୁରସ୍କାର…

ବୀରେନ୍ଦ୍ର ସେହ୍ବାଗଙ୍କ ଟୁଇଟ ଦେଖି ହସି ହସି ଗଡିଲେ ୟୁଜର୍ସ

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ସେ ଏମିତି ମଜାଳିଆ ଟୁଇଟ୍‌ କରନ୍ତି ଯାହା ଭାଇରାଲ ହୋଇଥାଏ। ନିକଟରେ ସେ ଏକ ଭିଡିଓ ଟୁଇଟ୍‌ କରିଥିଲେ, ଯାହା ଦେଖି ଯୁଜର୍ସ ହସି…

କ୍ୟାରିୟରର ଅନ୍ତିମ ଟେଷ୍ଟ ଜାଣି ନିୟମ ଭାଙ୍ଗିଲେ ଫିଲାଣ୍ଡର

ଜୋହାନ୍ସବର୍ଗ,୨୬।୧- ଓ୍ବାଣ୍ଡର୍ସରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଦକ୍ଷିଣ ଆଫ୍ରିକା ପେସର ଭର୍ନନ ଫିଲାଣ୍ଡରଙ୍କ କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌। ଟେଷ୍ଟର ଦ୍ୱିତୀୟ ଇନିଂସରେ ସେ ମାତ୍ର ୯ଟି ବଲ ପକାଇବା ପରେ ଛୋଟେଇବା ଆରମ୍ଭ କରିଥିଲେ।…

ସିରିଜ୍‌ ହାରିଲା ଭାରତ ଏ’

ଖ୍ରୀଷ୍ଟଚର୍ଚ୍ଚ,୨୬।୧- ଏଠାରେ ରବିବାର ଖେଳାଯାଇଥିବା ତୃତୀୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଏ’ ୫ ରନ୍‌ରେ ଭାରତ ଏ’କୁ ହରାଇ ଦେଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଘରୋଇ ନ୍ୟୁଜିଲାଣ୍ଡ ଏ’ ୨-୧ ବ୍ୟବଧାନରେ ଜିତିନେଇଛି। ୨୭୧ ରନ୍‌ର ବିଜୟ…

ଜାହିରଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୬।୧- ପୂର୍ବତନ ଭାରତୀୟ ପେସର ଜାହିର ଖାଁଙ୍କୁ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ଭୂଷିତ କରାଯାଇଛି। ୨୦୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ ଦେଶର ସବୁଠୁ ସଫଳତମ ବାମହାତୀ ବୋଲର। ସେ ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ…

ସାଧାରଣତନ୍ତ୍ର ଦିବସରେ ଟିମ୍‌ ଇଣ୍ଡିଆର ଭେଟି

ଅକ୍‌ଲାଣ୍ଡ,୨୬।୧- ଦେଶର ୭୧ତମ ସାଧାରଣତନ୍ତ୍ର ଦିବସରେ ବିଜୟ ଭେଟି ଦେଇଛି ଟିମ୍‌ ଇଣ୍ଡିଆ। ସ୍ଥାନୀୟ ଇଡେନ ପାର୍କରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ଭାରତ ସହଜରେ ଜିତିନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୧୩୩ ରନ୍‌ର ବିଜୟ ଲକ୍ଷ୍ୟକୁ…

ଭାରତ ଆଗରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ

ଅକ୍‌ଲାଣ୍ଡ,୨୬।୧- ଏଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳ ଭାରତ ଆଗରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳକୁ ଦୁଇ ଓପନର ମାର୍ଟିନ ଗୁପଟିଲ(୩୩) ଓ କଲିନ ମୁନ୍‌ରୋ(୨୬) ଭଲ…

ବସନ୍ତ ରାୟଜୀଙ୍କୁ ପୂରିଲା ଶହେ ବର୍ଷ: ସଚିନ-ଷ୍ଟିଭ୍‌ ଓ୍ବଗ୍‌ କାଟିଲେ କେକ୍‌

ନୂଆଦିଲ୍ଲୀ,୨୬।୧: ବରିଷ୍ଠ କ୍ରିକେଟର ବସନ୍ତ ରାୟଜୀଙ୍କୁ ରବିବାର ଶହେ ବର୍ଷ ପୂରିଛି। ଏହି ଅବସରରେ ମାଷ୍ଟର ବ୍ଲାଷ୍ଟର ସଚିନ୍‌ ତେନ୍ଦୁଲକର ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ୍‌ ଓ୍ବଗ୍‌ ବସନ୍ତଙ୍କ ସହିତ ମିଶି କେକ୍‌ କାଟୁଥିବାରୁ ଏକ ଭିଡ଼ିଓ ଟୁଇଟରରେ ଶେୟାର କରିଛନ୍ତି।…

ଚ୍ୟାରିଟି ମ୍ୟାଚ୍‌ ଖେଳିବେ ଆକ୍ରମ, ଯୁବରାଜ

ନୂଆଦିଲ୍ଲୀ,୨୬।୧- ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାସିମ ଆକ୍ରମ ଓ ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ ବଶଫାୟାର ରିଲିଫ ମ୍ୟାଚ୍‌ରେ ଖେଳିବେ। ଏହି ଚ୍ୟାରିଟି ମ୍ୟାଚ୍‌ ୮ ତାରିଖରେ ଅଷ୍ଟ୍ରେଲିଆର ମେଲବୋର୍ନ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ। ମ୍ୟାଚ୍‌ରୁ ଆଦାୟ ସମସ୍ତ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?