ବିଶ୍ୱ ଚାମ୍ପିୟନଶିପ୍: ୪୦୦ମି. ହର୍ଡଲ୍ସ ସେମିରୁ ବାଦ୍ ପଡିଲେ ଜବିର
ଦୋହା, ୨୯।୯(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍ର ଦ୍ୱିତୀୟ ଦିନରେ ଦୂତୀ ଚାନ୍ଦଙ୍କ ପରେ ଅନ୍ୟତମ ଭାରତୀୟ ଆଥଲେଟ ଏମ୍ପି ଜବିର ମଧ୍ୟ ବାଦ୍ ପଡିଛନ୍ତି। ଶନିବାର ଖେଳାଯାଇଥିବା ପୁରୁଷ ୪୦୦ ମିଟର ହର୍ଡଲ୍ସ ରେସ୍ରେ ଜବିର କିଛି କରି ଦେଖାଇବେ ବୋଲି...
ରୁଥ୍ ଜିତିଲେ ପ୍ରଥମ ସ୍ବର୍ଣ୍ଣ
ଦୋହା, ୨୯।୯- ଦୋହାରେ ଚାଲିଥିବା ଆଇଏଏଏଫ୍ ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ପ୍ରଥମ ଆଥ୍ଲେଟ୍ ଭାବେ କେନିଆର ଧାବିକା ରୁଥ୍ ଚେପନଗେଟିଚ୍ ସ୍ବର୍ଣ୍ଣ ପଦକ ଜିତିବାର କୃତୀତ୍ୱ ହାସଲ କରିଛନ୍ତି। ମହିଳା ବିଭାଗ ମାରାଥନ (୪୨.୧୯୫ କି.ମି.)ରେ ୨୫ ବର୍ଷୀୟା ରୁଥ୍...
ବିଶ୍ୱ ଚାମ୍ପିୟନଶିପ୍: ଭାରତୀୟ ମିକ୍ସଡ ରିଲେ ଦଳକୁ ଅଲିମ୍ପିକ ଯୋଗ୍ୟତା
ଦୋହା, ୨୯।୯(ପି.ଟି.)- ବିଶ୍ୱ ଚାମ୍ପିୟଶିପ୍ର ଦ୍ୱିତୀୟ ଦିନରେ ମିକ୍ସଡ ୪ ଗୁଣା ୪୦୦ ରିଲେ ଦଳ ଭାରତୀୟ ଶିବିରରେ ଖୁସି ଆଣିଦେଇଛନ୍ତି। ଭାରତୀୟ ମିକ୍ସଡ ରିଲେ ଦଳ ଫାଇନାଲରେ ପ୍ରବେଶ କରିଛି। ଏଥିସହିତ ଏହି ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସ...
ଚାଇନା ପାରା-ବ୍ୟାଡ୍ମିଣ୍ଟନ: ଦୁଇଟି ପଦକ ନିଶ୍ଚିତ କଲେ ପ୍ରମୋଦ
ଭୁବନେଶ୍ୱର, ୨୯।୯(ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଶାର ଷ୍ଟାର୍ ଶଟ୍ଲର ପ୍ରମୋଦ ଭଗତ ଚାଇନାର ୟୁହାଙ୍ଗ ଝାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ସେ ୨ଟି ପଦକ...
ଗୁରୁକୁଳ ଏଆଇଟିଏ-ଓଟିଏ ଟେନିସ: ଅଂଶୁ ଚାମ୍ପିୟନ
ଭୁବନେଶ୍ୱର, ୨୯।୯ (ସ୍ପୋଟର୍ସ ବ୍ୟୁରୋ)- ଏକ ଲକ୍ଷ ପୁରସ୍କାର ରାଶିବିଶିଷ୍ଟ ଗୁରୁକୁଳ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶନିବାର ଉଦ୍ଯାପିତ ହୋଇଯାଇଛି। ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ମେଣ୍ଢାଶାଳସ୍ଥିତ ଗୁରୁକୁଳ ରିସୋର୍ଟ ଟେନିସ କମ୍ପ୍ଲେକ୍ସ ଅନୁଷ୍ଠିତ ଏହି...
ବାରବାଟୀ ଷ୍ଟାଡିୟମ: ସୁଧୁରିନି ଫନୀ ପ୍ରକୋପ
କଟକ ଅଫିସ,୨୯।୯- ବାରବାଟୀ ଷ୍ଟାଡିୟମରେ ନ ହୋଇପାରେ ଆସନ୍ତା ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ମ୍ୟାଚ୍। ଏବେ ସୁଦ୍ଧା ଫନୀ ପ୍ରଭାବର କ୍ଷୟକ୍ଷତି ପୂରଣ ହୋଇନି। ଭଙ୍ଗାରୁଜା ଅବସ୍ଥାରେ ପଡ଼ିଛି ରାଜ୍ୟର ଏହି ଅନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ କ୍ରିକେଟ ଷ୍ଟାଡିୟମ। ଅନ୍ତର୍ଜାତୀୟ ମ୍ୟାଚ୍...
ଅଭ୍ୟାସ ମ୍ୟାଚ୍ ଡ୍ର : ରୋହିତ ବିଫଳ; ପଞ୍ଚାଲ, ସିଦ୍ଧେଶ, ଭରତଙ୍କ ଅର୍ଦ୍ଧଶତକ
ବିଜୟନଗରମ,୨୮।୯(ପି.ଟି.)- ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ୩ ଦିନିଆ ଅଭ୍ୟାସ ମ୍ୟାଚ୍ ଅମୀମାଂସିତ ଭାବେ ଶେଷ ହୋଇଛି। ଓପନର ହିସାବରେ ନୂଆ ଭୂମିକାରେ ଅଧିନାୟକ ରୋହିତ ଶର୍ମା ବିଫଳ ହୋଇଛନ୍ତି। ମାତ୍ର ଦୁଇଟି...
ଭାରତକୁ ବିଜୟ ଦେଲା ଗୁରଜିତ୍ଙ୍କ ଗୋଲ
ମାର୍ଲୋ(ଇଂଲଣ୍ଡ),୨୮।୯: ଏଠାରେ ଇଂଲଣ୍ଡ ବିପକ୍ଷରେ ଶନିବାର ଖେଳାଯାଇଥିବା ମହିଳା ହକି ମ୍ୟାଚ୍ରେ ଗୁରଜିତ୍ କୌରଙ୍କ ଗୋଲ ଭାରତୀୟ ଦଳକୁ ବିଜୟ ଆଣି ଦେଇଛି। ଏକଦା ଭାରତ ୦-୧ ଗୋଲରେ ପଛୁଆ ଥିଲା। ହେଲେ ଶର୍ମିଲା ଦେବୀ ଓ ଗୁରଜିତ୍ଙ୍କ ଗୋଲ...
ଜିସିଏ ସଭାପତି ପଦରୁ ଅମିତ ଶାହାଙ୍କ ଇସ୍ତଫା
ମୁମ୍ବାଇ,୨୮।୯: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଗୁଜରାଟ କ୍ରିକେଟ ଆସୋସିଏଶନ (ଜିସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ଜିସିଏ ସଭାପତି ପଦ ଖାଲି ହୋଇଛି। ତେବେ ଏହି ପଦ ପାଇଁ ନିକଟ ଭବିଷତରେ ନିର୍ବାଚନ ହେବାର ନାହିଁ।...
ବର୍ଷା ଯୋଗୁ ଘୁଞ୍ଚିଲା ଦୁଇଦିନ ପରେ ଥିବା ମ୍ୟାଚ୍
କରାଚୀ,୨୮।୯: ଦୀର୍ଘ ୧୦ ବର୍ଷ ପରେ ଏଠାକୁ ଅନ୍ତର୍ଜାତୀୟ କ୍ରିକେଟ ଫେରିଛି। ହେଲେ ଟସ୍ ପଡ଼ିବା ପୂର୍ବରୁ ମ୍ୟାଚ୍ ବାତିଲ ହୋଇଛି। ଅତ୍ୟଧିକ ବର୍ଷା ଯୋଗୁ କେବଳ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଦିନିକିଆ ମ୍ୟାଚ୍...
ଖାତା ଖୋଲିପାରିଲେ ନାହିଁ ରୋହିତ
ବିଜୟନଗରମ,୨୮।୯: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍ ଶନିବାର ଅନ୍ତିମ ଦିନରେ ପହଞ୍ଚତ୍ଛି। ଏହି ମ୍ୟାଚ୍ରେ ବରିଷ୍ଠ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ...
ସୁର ସମ୍ରାଜ୍ଞୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସଚିନ
ନୂଆଦିଲ୍ଲୀ,୨୮।୯: ସୁର ସମ୍ରାଜ୍ଞୀ ଲତା ମଙ୍ଗେସ୍କର ଶନିବାର ୯୦ତମ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ଲତାଙ୍କ ଜନ୍ମଦିନ ଉପଲକ୍ଷେ ବଲିଉଡ୍ରୁ ଆରମ୍ଭ କରି କ୍ରିକେଟ ଜଗତରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ଅବସରରେ ଭାରତ କ୍ରିକେଟର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର...
Archives


