କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍ କଲା ICC
ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ (Akhilesh Reddy) ଅନ୍ତର୍ଜାତିକ କ୍ରିକେଟ ପରିଷଦ (ICC) ୮ ବର୍ଷ ପାଇଁ ନିଲମ୍ବିତ…
ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ
ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ ହୋଇଥିବା ଏକ ଏଗ୍ରିମେଣ୍ଟ ଚର୍ଚ୍ଚାକୁ ଆସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଉଭୟଙ୍କ ଆଇନଗତ…
ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି
ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। କୋର୍ଟ ତାଙ୍କୁ ଯୌନ ନିର୍ଯାତନା ମାମଲାରେ ଦୋଷମୁକ୍ତ କରିଛନ୍ତି। ରାୟ ଶୁଣିବା…
IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ
ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ ସିରିଜ୍ରୁ ବାଦ ପଡ଼ିଥିବା ବେଳେ, ୱାଶିଂଟନ୍ ସୁନ୍ଦର ମଧ୍ୟ ପ୍ରଥମ ଟେଷ୍ଟ ପାଇଁ…
ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!
ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ ବିପକ୍ଷରେ ଭାରତର ଟି-୨୦ ସିରିଜ ପରେ ଟି. ଦିଲୀପଙ୍କ ଚୁକ୍ତି ନବୀକରଣ ନହେବାରୁ,…
ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ସେମାନଙ୍କୁ ଶତାଧିକ ପ୍ରଶଂସକଙ୍କ ଉପସ୍ଥିତିରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ୪୯…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ
ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ, MI ପାଞ୍ଚଟି ଟ୍ରଫି ଜିତିଥିଲା, କିନ୍ତୁ ତାଙ୍କୁ ହଠାତ ହଟାଇ ଦିଆଯାଇଥିଲା ଏବଂ…
ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ ସୁପର କିଙ୍ଗସରେ ଯୋଗ ଦେଇପାରନ୍ତି ବୋଲି ମଧ୍ୟ ଆଲୋଚନା ହେଉଛି। କିଛି ରିପୋର୍ଟ…
ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ
ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ ବକ୍ସିଂରେ ହୋଇଥିଲା, ଯେଉଁଥିରେ ସାତ ଜଣ ଖେଳାଳି ସ୍ବର୍ଣ୍ଣ ପଦକ ଜିତିଥିଲେ; ଏହା…
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍
ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍ସ ଦଳ ୭ ପଦକ ଜିତିଛି, ଯେଉଁଥିରେ ୩ ସ୍ବର୍ଣ୍ଣ, ୨ ରୌପ୍ୟ ଓ ୨ ବ୍ରୋଞ୍ଜ ରହିଛି। ଏହା…
କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ
ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖାର୍ଗେ ପ୍ରଶ୍ନ ଉଠାଇଛନ୍ତି। ଆସନ୍ତା ୧୫ ତାରିଖରୁ ନେଦରଲାଣ୍ଡ୍ସ ଓ ବେଲଜିୟମରେ ଆରମ୍ଭ…
ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!
ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ ଦଳର ପରିଚାଳନା ନିର୍ଦ୍ଦେଶକ ରବ କି କହିଛନ୍ତି ଯେ ଷ୍ଟୋକ୍ସଙ୍କ ପୁନରାଗମନର ସମ୍ଭାବନାକୁ…

