ଖେଳ

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ: ଜୁନିୟର ସପୋର୍ଟ ଷ୍ଟାଫ୍‌ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୭।୯(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଗସ୍ତ ଅବସରରେ ଭାରତୀୟ କ୍ରିକେଟର ଦଳରେ ଜଣେ ଜୁନିୟର ସପୋର୍ଟ ଷ୍ଟାଫ୍‌ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ ଆସିଥିଲା। ଆଣ୍ଟିଗୁଆରେ ଜଣେ ମହିଳା ହଟେଲ କର୍ମଚାରୀଙ୍କୁ ସମ୍ପୃକ୍ତ ସଦସ୍ୟ ଜଣକ ଦୁର୍ବବ୍ୟବହାର କରିଥିଲେ। ଆଣ୍ଟିଗୁଆରେ ଅଗଷ୍ଟ ୨୨ରୁ...

ଡବ୍ଲ୍ୟୁବିବିଏଲରେ ନ ଖେଳି ପାରନ୍ତି ହରମନପ୍ରୀତ, ମନ୍ଧାନା, ରୋଡ୍ରିଗୁଏଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ବ୍ୟାଟ୍ସଓମ୍ୟାନ ହରମନପ୍ରୀତ କୌର, ସ୍ମ୍ରିତି ମନ୍ଧାନା ଓ ଜେମିମା ରୋଡ୍ରିଗୁଏଜ ଆସନ୍ତା ୧୮ରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ)ର ପ୍ରଥମାର୍ଦ୍ଧରେ ନ ଖେଳି ପାରନ୍ତି। ଡବ୍ଲୁବିବିଏଲ ଓ...

ପାକିସ୍ତାନକୁ ଦୋହଲାଇ ଦେଇଥିଲେ ଏହି ଭାରତୀୟ କ୍ରିକେଟର୍‌

ଆଜି ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ଲକ୍ଷ୍ମୀପତି ବାଲାଜୀଙ୍କ ୩୮ତମ ଜନ୍ମଦିନ। ୧୯୮୧ ସେପ୍ଟେମ୍ବର ୨୭ରେ ସେ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ। ଯଦିଓ ସେ ବେଶୀ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ନ ଥିଲେ କିନ୍ତୁ ୨୦୦୪ରେ ପାକିସ୍ତାନରେ ଗସ୍ତରେ ସେ...

ମେସିଙ୍କୁ କଦାପି ଭୋଟ ଦେଇ ନାହନ୍ତି ରୋନାଲ୍ଡୋ

ମାଡ୍ରିଡ୍‌,୨୭।୯: ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଲିଭରପୁଲ ଡିଫେଣ୍ଡର ଭିର୍ଗିଲ ଭାନ ଡିଜିକ ଓ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ପଛରେ ପକାଇ ଶ୍ରେଷ୍ଠ ପୁରୁଷ ଫିଫା ଖେଳାଳି ପୁରସ୍କାର ହାତେଇଛନ୍ତି। ଏହି ସମ୍ମାନକୁ ଅନ୍ତର୍ଜାତୀୟ ସ୍ତରରେ ବାଲୋନ ଡି’ଅର ବିବେଚନ କରାଯାଏ।...

ଧୋନୀଙ୍କ ପରେ ଆଉ ଜଣେ କ୍ରିକେଟ ଖେଳାଳି ସେନାରେ ଯୋଗ ଦେବେ

କଲମ୍ବୋ,୨୯।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୯ ବିଶ୍ୱକପ୍‌ ପରେ ଭାରତୀୟ ସେନାରେ ଟ୍ରେନିଂ ନେଇଥିଲେ। ତେବେ ତାଙ୍କ ପରେ ଆଉ ଜଣେ କ୍ରିକେଟର ସେନାରେ ଯୋଗ ଦେଇଛନ୍ତି। ସେ ହେଉଛନ୍ତି ଶ୍ରୀଲଙ୍କାର ଦିନେଶ...

ଓସିଏ ସମ୍ପାଦକ ସଞ୍ଜୟ

ଭୁବନେଶ୍ୱର,୨୭।୯(ସ୍ପୋଟର୍‌ସ ବ୍ୟୁରୋ): ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ନିର୍ବାଚନ ଶୁକ୍ରବାର ଶେଷ ହୋଇଛି। ବରିଷ୍ଠ କ୍ରୀଡ଼ା ପ୍ରଶାସକ ତଥା ପୂର୍ବତନ ଓସିଏ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଗୋଷ୍ଠୀ କ୍ଲିନ ସୁଇପ୍‌ କରିଛି। ସଭାପତି ପଦରେ ପଦ୍ମଲୋଚନ ମହାନ୍ତି...

ଓସିଏ ନିର୍ବାଚନ: ପଙ୍କଜ ସଭାପତି, ସଞ୍ଜୟ ହେଲେ ସମ୍ପାଦକ

ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଶେଷ ହୋଇଛି ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌(ଓସିଏ)ର କର୍ମକର୍ତ୍ତା ନିର୍ବାଚନ। ବାରବାଟୀ ଷ୍ଟାଡିୟମର ଓସିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବେ ବୈାଦ୍ଧ ଜିଲାର ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଛନ୍ତି। ସେହିଭଳି...

ଦୀପକ ପୁନିଆ ନଂ ୧ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୨୭।୯(ପିଟି): ନିକଟରେ ଶେଷ ହୋଇଥିବା ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିବା ଦୀପକ ପୁନିଆ ୮୬ କେଜି ଓଜନ ବର୍ଗର ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ହାସଲ କରିଛନ୍ତି। କିନ୍ତୁ ୬୫ କେଜି ବର୍ଗରେ ବଜରଙ୍ଗ ପୁନିଆ ନଂ୧ ର଼୍ୟାଙ୍କ ହରାଇଛନ୍ତି...

ସେମିରେ କାଶ୍ୟପ

ଇଞ୍ଚିଅନ,୨୭।୯(ପିଟି):ଭାରତୀୟ ଶଟଲର ପାରୁପଲ୍ଲୀ କାଶ୍ୟପ ଏଠାରେ ଚାଲିଥିବା କୋରିଆ ଓପନ ଓ୍ବାଲର୍‌ଡ ଟୁର ସୁପର ୫୦୦ ଟୁର୍ନାମେଣ୍ଟର ସେମିଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ କାଶ୍ୟପ ବିଶ୍ୱ ୨ୟ ର଼୍ୟାଙ୍କ ଡେନମାର୍କର ଜାନ ଓ ଜୋର୍ଗେନସେନଙ୍କୁ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ରୋମାଞ୍ଚ କ୍ରମେ ବଢ଼ିବାରେ ଲାଗିଛି। ଏହି ଚାମ୍ପିୟନଶିପ୍‌ ଅନ୍ତର୍ଗତ ବର୍ତ୍ତମାନ ସୁଦ୍ଧା ୩ଟି ସିରିଜ ଖେଳାଯାଇ ସାରିଛି। ସେଥିରୁ ନ୍ୟୁଜିଲାଣ୍ଡ-ଶ୍ରୀଲଙ୍କା ଓ ଇଂଲଣ୍ଡ-ଅଷ୍ଟ୍ରେଲିଆ ସିରିଜ ଡ୍ର ରହିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ସିରିଜ ବିଜୟୀ ହେବାରେ...

ଓଡ଼ିଶାରେ ଆଇଏସ୍‌ଏଲ୍‌ ଉତ୍ସାହ

ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ପ୍ରଥମଥର ପାଇଁ ଓଡ଼ିଶାର ନିଜ ଦଳ ଅଂଶଗ୍ରହଣ କରିବ। ପୂର୍ବରୁ ଦିଲ୍ଲୀ ଡାଇନାମସ ଏଫ୍‌ସି ଥିବା ଦଳ ଏବେ ଓଡ଼ିଶା ଏଫ୍‌ସିରେ ପରିଣତ ହୋଇଛି। ହେଡ୍‌ କୋଚ୍‌ ଜୋସେଫ୍‌ ଗାମ୍ବାଉଙ୍କ ତତ୍ତ୍ୱାବଧାନରେ ଓ...

ଭାଜପାରେ ସାମିଲ ହେଲେ ଏହି ଦୁଇ ଖେଳାଳି

ନୂଆଦିଲ୍ଲୀ,୨୭।୯: ଅଲିମ୍ପିକ ପଦକ ବିଜେତା ରେସଲର୍‌ ତଥା ପଦ୍ମଶ୍ରୀ ଯୋଗେଶ୍ୱର ଦତ୍ତ ଏବଂ ପୂର୍ବତନ ହକି ଅଧିନାୟକ ସନ୍ଦୀପ ସିଂହ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ହରିଆଣା ଭାଜପା ମୁଖ୍ୟ ସୁଭାଷ ବରାଲାଙ୍କ ଉପସ୍ଥିତିରେ ଏହି ଦୁଇ ଖେଳାଳି ଭାଜପାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri