ଟେନିସରୁ ଓଜନିଆକିଙ୍କ ଅବସର
ମେଲବୋର୍ନ,୨୪।୧(ଏଏଫ୍ପି)- କାରୋଲିନା ଓଜନିଆକିଙ୍କ ଉଜ୍ଜ୍ୱଳମୟ ଟେନିସ କ୍ୟାରିୟର ଅଷ୍ଟ୍ରେଲିଆନ ଓପନରେ ଶେଷ ହୋଇଛି। ଶୁକ୍ରବାର ନିମ୍ନ ର଼୍ୟାଙ୍କଧାରୀ ଟୁନିସିଆ ଖେଳାଳି ଓନ୍ସ ଜାବେଙ୍କଠାରୁ ୭-୫, ୩-୬, ୭-୫ ସେଟ୍ରେ ପରାଜୟ ସହ ଓଜନିଆକି ଅନ୍ତର୍ଜାତୀୟ ଟେନିସରୁ ବିଦାୟ ନେଇଛନ୍ତି। ପୂର୍ବତନ ଶୀର୍ଷ…
ପ୍ରଥମେ ବୋଲିଂ କରିବ ଭାରତ
ଅକ୍ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପୂରା ମ୍ୟାଚ୍ରେ ପିଚ୍ ବ୍ୟାଟିଂ ଉପଯୋଗୀ ରହିବ। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଅଧିନାୟକ ବିରାଟ କୋହଲି ଏହି ନିଷ୍ପତ୍ତି ନେଇଛନ୍ତି।…
ପାଞ୍ଚ ଷ୍ଟାଡିୟମରେ ଟେଷ୍ଟ
ଭାରତରେ ଏବେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍କୁ ୫ଟି ଷ୍ଟାଡିୟମରେ ଆୟୋଜନ କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚିନ୍ତାକରିବା ଆବଶ୍ୟକ ବୋଲି ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ମତ ଦେଇ ଏକ ନୂଆ ବିତର୍କ ଆରମ୍ଭ କରିଛନ୍ତି।…
ଅନିଶ୍ଚିତ ଭବିଷ୍ୟତ
ବିଶ୍ୱର ଦଶମ ମହିଳା ଖେଳାଳିଭାବେ କ୍ୟାରିୟର ଗ୍ରାଣ୍ଡସ୍ଲାମ ହାସଲ କରିଥିବା ରୁଷିଆର ମାରିଆ ଶାରାପୋଭା ଏବେ ନିଜର ଭବିଷ୍ୟତ ନେଇ ଅନିଶ୍ଚିତତା ମଧ୍ୟରେ ରହିଛନ୍ତି। ଚଳିତ ଅଷ୍ଟ୍ରେଲିଆନ ଓପନ୍ ପ୍ରଥମ ରାଉଣ୍ଡରେ ପରାସ୍ତ ହେବା ପରେ ସେ ଆତ୍ମବିଶ୍ୱାସ ହରାଇଛନ୍ତି। ଏକଦା…
ବ୍ଲାକ୍ କ୍ୟାପ୍ ଚ୍ୟାଲେଞ୍ଜ
ଏକ ସମ୍ପୂର୍ଣ୍ଣ ସିରିଜ ଖେଳିବା ପାଇଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ନ୍ୟୁଜିଲାଣ୍ଡ ଗସ୍ତ କରିଛି। ଭାରତ ଓ ନ୍ୟୁଜିଲାଣ୍ଡ ୫ଗୋଟି ଟି୨୦, ୩ଟି ଦିନିକିଆ ଏବଂ ୨ଟି ଟେଷ୍ଟ ମ୍ୟାଚରେ ପରସ୍ପରକୁ ଭେଟିବେ। ୨୪ ତାରିଖରେ ଅକ୍ଲାଣ୍ଡଠାରେ ପ୍ରଥମ ଟି୨୦…
ଶ୍ରୀଲଙ୍କାର ସହଜ ବିଜୟ
ହରାରେ, ୨୪ା୧ (ଏଏଫ୍ପି)- ଜିମ୍ବାଓ୍ବେ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଶ୍ରୀଲଙ୍କା ୧୦ ଉଇକେଟରେ ବିଜୟ ଲାଭ କରିଛି। ଶ୍ରୀଲଙ୍କାର ସୁରଙ୍ଗ ଲକମଲ ୨୭ ରନ ବିନିମୟରେ ପ୍ରଥମ ୪ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍ କରି ଘରୋଇ ଦଳର ବିପର୍ଯ୍ୟୟ ଘଟାଇଥିଲେ। ଗୁରୁବାର…
ହାଇକୋର୍ଟ ବାର୍ ଚାମ୍ପିୟନ, ଭୁବନେଶ୍ୱର ରନର୍ସଅପ୍
ଭୁବନେଶ୍ୱର, ୨୪।୧(କ୍ରୀଡ଼ା ପ୍ରତିନିଧି)- ବିଜେବି କଲେଜ ପଡ଼ିଆରେ ୬ଷ୍ଠ ପ୍ରଶାନ୍ତ ରାଉତରାୟ ସ୍ମାରକୀ ଅଲ୍ ଓଡ଼ିଶା ଆଇନଜୀବୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଛି। ଗୁରୁବାର ଅନୁଷ୍ଠିତ ଫାଇନାଲରେ ଭୁବନେଶ୍ୱରକୁ ୮ ଉଇକେଟରେ ହରାଇ ହାଇକୋର୍ଟ ବାର୍ ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ…
ମହିଳା ଫୁଟବଲ ଲିଗରେ ଓଡ଼ିଶା ପୋଲିସ ଦଳ
କଟକ ଅଫିସ,୨୪ା୧- ଶୁକ୍ରବାରଠାରୁ ଫେବୃୟାରୀ ୧୪ ପର୍ଯ୍ୟନ୍ତ କର୍ନାଟକର ବେଙ୍ଗାଲୁରୁଠାରେ ଭାରତୀୟ ମହିଳା ଫୁଟବଲ ଲିଗ୍ର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ରାଜ୍ୟର ୧୨ଟି ଦଳ ଭାଗ ନେଉଥିବା ବେଳେ ଓଡ଼ିଶାର ଏକମାତ୍ର ଦଳ ଭାବେ ଓଡ଼ିଶା ପୋଲିସ…
ସିକେ ନାଇଡୁ ଟ୍ରଫି: ଓଡ଼ିଶାର ଲଗାତାର ୬ଷ୍ଠ ବିଜୟ
କଟକ ଅଫିସ,୨୪ା୧- ଚଳିତ ସି.କେ. ନାଇଡୁ ଟ୍ରଫିରେ ରାଜ୍ୟ ୨୩ବର୍ଷରୁ କମ୍ ବାଳକ ଦଳ ଲଗାତାର ୬ଷ୍ଠ ବିଜୟ ହାସଲ କରିଛ। ଏଥି ସହିତ ଦଳ ପ୍ଲେଟ୍ ଗ୍ରୁପର ଶୀର୍ଷ ସ୍ଥାନ ବଜାୟ ରଖିଛ। କୋଲକାତାର ଭିଡ଼ିଓକନ୍ ଗ୍ରାଉଣ୍ଡରେ ଗୁରୁବାର ଶେଷ…
ଓଜନ କୁଇଣ୍ଟାଲରୁ ଅଧିକ, କିନ୍ତୁ ପଡିଆରେ ଫିଟ୍ ଖେଳାଳିଙ୍କୁ ପଛରେ ପକାଇଦିଅନ୍ତି
ସାଧାରଣତଃ ଖେଳାଳିମାନେ ଶରୀରକୁ ଫିଟ ରଖିବା ଆବଶ୍ୟକ। ଶରୀର ଫିଟ୍ ନ ଥିଲେ ଖେଳରେ କ୍ୟାରିୟର ଗଢିବା ଯେପରି ଅସମ୍ଭବ ହୋଇପଡେ। କ୍ରିକେଟରେ ଏମିତି କିଛି ମୋଟା ଖେଳାଳି ଅଛନ୍ତିି, ଯେଉଁମାନେ ପଡ଼ିଆରେ ଫିଟ ଥିବା ଖେଳାଳିଠାରୁ ମଧ୍ୟ ଜବରଦସ୍ତ ପ୍ରଦର୍ଶନ…
ରିଭେରା ଇଷ୍ଟବେଙ୍ଗଲର ନୂଆ ମୁଖ୍ୟ କୋଚ୍
କୋଲକାତା, ୨୩ା୧ (ପି.ଟି.): ଇଷ୍ଟବେଙ୍ଗଲ ଗୁରୁବାର ମାରିଓ ରିଭେରାଙ୍କୁ ଏହାର ମୁଖ୍ୟ କୋଚ୍ ଭାବେ ନିଯୁକ୍ତି ଦେଇଛି। ଆଲେଜାଣ୍ଡ୍ରୋ ମେଣ୍ଡେଜ୍ଙ୍କ ଆକସ୍ମିକ ଇସ୍ତଫା ପରେ ଏହି ପଦବୀ ଖାଲି ପଡ଼ିଥିଲା। ରିଭେରା ପୂର୍ବରୁ ମେଣ୍ଡେଜଙ୍କ ଡେପୁଟି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ…
ଭୋକାନାଲଙ୍କ ଉପରୁ ସସ୍ପେଣ୍ଡ ଆଦେଶ ପ୍ରତ୍ୟାହାର
ନୂଆଦିଲ୍ଲୀ, ୨୩ା୧ (ପି.ଟି.)- ରୋଇଂ ଫେଡେରେଶନ ଅଫ୍ ଇଣ୍ଡିଆ (ଆର୍ଏଫ୍ଆଇ) ଗୁରୁବାର ରୋୟର ଦାତୁ ଭୋକାନାଲଙ୍କ ଉପରୁ ସସ୍ପେଣ୍ଡ ଆଦେଶ ପ୍ରତ୍ୟାହାର କରିଛି। ୨୦୧୮ ଏସିଆନ ଗେମ୍ରେ କୌଣସି ଯୁକ୍ତିଯୁକ୍ତ କାରଣ ନ ଥାଇ ରେସ୍ ଅଧାରୁ ଓହିରିଯାଇଥିଲେ। ଭାରତୀୟ ଅଲିମ୍ପିକ…

