ଜୁନିୟର ମହିଳା କ୍ୟାମ୍ପ୍ରେ ଓଡ଼ିଶାରୁ ୩ ଖେଳାଳି
ନୂଆଦିଲ୍ଲୀ, ୪।୧୧ (ପି.ଟି.)- ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଭାରତୀୟ ଜୁନିୟର ମହିଳା ହକି ଦଳର କ୍ୟାମ୍ପ୍ ଲାଗି ୩୯ ଜଣିଆ କୋର୍ ଗ୍ରୁପ୍ ତାଲିକା ପ୍ରକାଶ କରିଛି। ବେଙ୍ଗାଲୁରୁସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) କେନ୍ଦ୍ରରେ କୋଚ୍ ବଲ୍ଜିତ୍ ସିଂ…
ଭାରତ ବିପକ୍ଷରେ ବାଂଲାଦେଶ ପ୍ରଥମ ଟି୨୦ ବିଜୟ
ନୂଆଦିଲ୍ଲୀ,୪।୧୧(ପି.ଟି.)- ଭାରତ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍ରେ ଭ୍ରମଣକାରୀ ବାଂଲାଦେଶ ୩ଟି ବଲ୍ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ସ୍ଥାନୀୟ ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍ ଜିତି…
ଲକ୍ଷ୍ୟ ସେନ୍ଙ୍କୁ ଟାଇଟଲ
ସାର୍ବ୍ରକେନ (ଜର୍ମାନୀ), ୪ା୧୧(ପି.ଟି.)-ଭାରତର ଲକ୍ଷ୍ୟ ସେନ୍ କ୍ରମାଗତ ଦ୍ୱିତୀୟ ଥର ବିଡବ୍ଲ୍ୟୁଏଫ୍ ଓ୍ବାଲର୍ଡ ଟୁର୍ ସୁପର ୧୦୦ ଟାଇଟଲ ଜିତିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ସାର୍ଲର୍ଲକ୍ସ ଓପନ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାର ରୋମାଞ୍ଚକ ଫାଇନାଲରେ ସେ ଚାଇନାର ଓ୍ବେଙ୍ଗ୍ ହଙ୍ଗ୍ ୟାଙ୍ଗ୍ଙ୍କୁ୧୭-୨୧, ୨୧-୧୮,…
ବେଙ୍ଗାଲୁରୁ-ଜାମସେଦପୁର ମ୍ୟାଚ ଡ୍ର
ଜାମସେଦପୁର, ୪।୧୧ (ପି.ଟି.)- ସ୍ଥାନୀୟ ଜେଆର୍ଡି ଟାଟା ସ୍ପୋଟର୍ସ କମ୍ପ୍ଲେକ୍ସଠାରେ ରବିବାର ଇଣ୍ଡିଆନ ସୁପର ଲିଗ (ଆଇଏସ୍ଏଲ୍)ରେ ଡିଫେଣ୍ଡିଂ ଚାମ୍ପିଅନ ବେଙ୍ଗାଲୁରୁ ଏଫ୍ସି ଏବଂ ଘରୋଇ ଜାମସେଦପୁର ଏଫ୍ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍ ଗୋଲଶୂନ୍ୟ ଭାବେ ଡ୍ର’ ରହିଛି l ଘରୋଇ…
ବାଂଲାଦେଶକୁ ୧୪୯ ରନ୍ର ବିଜୟ ଲକ୍ଷ୍ୟ ଦେଲା ଭାରତ
ନୂଆଦିଲ୍ଲୀ,୩।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ବିଜୟ ପାଇଁ ୧୪୯ ରନ ଟାର୍ଗେଟ ଦେଇଛି ଭାରତ। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ…
ଡବ୍ଲ୍ୟୁଟିଏ ଫାଇନାଲ୍ସ: ଟାଇଟଲ ଜିତିଲେ ବାର୍ଟି
ଶେନଝେନ, ୩।୧୧- ବିଶ୍ୱର ୧ନମ୍ବର ମହିଳା ଟେନିସ ଖେଳାଳି ଅଷ୍ଟ୍ରେଲିଆର ଆସେଲେ ବାର୍ଟି ଏକ ବଡ଼ ଧରଣର ସଫଳତା ହାସଲ କରିଛନ୍ତି। ବାର୍ଟି ଏଠାରେ ଖେଳାଯାଇଥିବା ଡବ୍ଲ୍ୟୁଟିଏ ଫାଇନାଲ୍ସର ଟାଇଟଲ ଜିତିଛନ୍ତି। ସ୍ଥାନୀୟ ଶେନ୍ଝେନ ବେ ସ୍ପୋଟର୍ସ ସେଣ୍ଟରରେ ରବିବାର ଅନୁଷ୍ଠିତ…
ପ୍ରଥମ ଟି୨୦: ବର୍ଷା ପାକିସ୍ତାନକୁ ରକ୍ଷା କଲା
ସିଡ୍ନୀ,୩।୧୧(ଏଏଫ୍ପି)- ବର୍ଷା ଯୋଗୁ ପାକିସ୍ତାନ ଏକ ନିଶ୍ଚିତ ପରାଜୟରୁ ରକ୍ଷା ପାଇଛି। ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ ଲଗାତର ବର୍ଷା କାରଣରୁ ବିନା ଫଳାଫଳରେ ଶେଷ ହୋଇଛି। ୩…
ପ୍ରଥମ ଟି-୨୦: ବାଂଲାଦେଶ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବ ଭାରତ
ନୂଆଦିଲ୍ଲୀ,୩।୧୧: ଭୟଙ୍କର ଓ ବିଷାକ୍ତ ପ୍ରଦୂଷଣ ଭିତରେ ଦିଲ୍ଲୀର ଜେଟଲୀ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆରମ୍ଭ ହୋଇଛି। ବାଂଲାଦେଶ ଅଧିନାୟକ ମହମୁଦୁଲ୍ଲା ରିୟାଦ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍ରେ…
ପଡିଆରେ ପାକିସ୍ତାନ ଖେଳାଳିଙ୍କ ପାଇଁ ଗୀତ ଗାଉଥିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍
‘କୌନ ବନେଗା କରୋଡପତି’ ଶୋ’ର ଏକ ଏପିସୋଡ ଭାରତୀୟ ଖେଳାଳିଙ୍କ ନାଁରେ ରହିଛି। ଏହି ଏପିସୋଡରେ ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହ୍ବାଗ, ଦୁଇ ଭାରତୀୟ ଆଥ୍ଲେଟ ହିମା ଦାସ ଏବଂ ଦୂତି ଚାନ୍ଦ ଯୋଗ ଦେଇଥିଲେ। ଶୋ’ର ହୋଷ୍ଟ…
ଓଡ଼ିଆ ଝିଅ ଚେଲ୍ସିଙ୍କୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର, ସୋନା ମହାପାତ୍ର କହିଲେ ଏମିତି କଥା
ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ ଆଇଡଲ-୧୧ରେ ନଜର ଆସିଛନ୍ତି ପୁଣି ଜଣେ ଓଡିଆ ଝିଅ। ସେ ହେଉଛନ୍ତି ଚେଲ୍ସି ବେଉରା। ଇଶକ୍ଜାଦେ ଫିଲ୍ମର ‘ମେଁ ପରେଶାନ..’ ଗୀତ ଗାଇ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନିଜ ପ୍ରତିଭା ଜରିଆରେ…
ଧୋନୀଙ୍କୁ ମିସ୍ କରୁଛନ୍ତି ପାଣ୍ଡ୍ୟା
ନୂଆଦିଲ୍ଲୀ,୩।୧୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ କେବଳ ତାଙ୍କ ପ୍ରଶଂସକ ନୁହେଁ, ସାଥୀ ଖେଳାଳିମାନେ ମିସ୍ କରୁଛନ୍ତି। ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଧୋନୀଙ୍କୁ ମନେ ପକାଇ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁ…
ଦିନେ ଥିଲେ ଆଇପିଏଲରେ ସେନସେଶନ ଏବେ କରୁଛନ୍ତି ଚାଷ
ଭିନ୍ନ ଧରଣ ବୋଲିଂ ଆକଶନ ପାଇଁ ଦିନେ ଆଇପିଏଲରେ ଥିଲେ। ଆଇପିଏଲ ୨୦୦୯ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିଲେ ଉତ୍ତର ପ୍ରଦେଶ ବାମହାତୀ ମଧ୍ୟଗତିର ବୋଲର କ୍ରିକେଟର କମରାନ ଖାଁ। ଛୋଟିଆ କ୍ୟାରିୟରରେ ଦଳ ପାଇଁ ବେଶ୍ ଉପଯୋଗୀ ସାବ୍ୟସ୍ତ…
Archives


