ପାକିସ୍ତାନ ପକ୍ଷରୁ ଖେଳିବାରେ ଇର୍ଫାନ ବୟୋଜେଷ୍ଠ ପେସର
ସିଡ୍ନୀ,୩।୧୧- ୧୯୯୨ରେ ଇମ୍ରାନ ଖାଁଙ୍କ ପରେ ବୟୋଜେଷ୍ଠ ପେସର ଭାବେ ମହମ୍ମଦ ଇର୍ଫାନ ପାକିସ୍ତାନ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି। ଏଠାରେ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ପ୍ରଥମ ଟି୨୦ ମ୍ୟାଚ୍ରେ ସେ ଏହି ସଫଳତା ପାଇଛନ୍ତି।…
ସ୍ବାମୀ-ସ୍ତ୍ରୀଙ୍କ ଜଲଓ୍ବା:ସ୍ବାମୀ ଦ୍ୱିତୀୟ ବଲରେ ନେଲେ ଉଇକେଟ, ସେପଟେ ସ୍ତ୍ରୀ ୫୩ଟି ବଲରୁ କଲେ ୧୦୬ ରନ୍
ସିଡନୀ,୩।୧୧:ଅଷ୍ଟ୍ରେଲିଆ ପେସ୍ ବୋଲର୍ ମିଚେଲ୍ ଷ୍ଟାର୍କ ଏବଂ ତାଙ୍କ ସ୍ତ୍ରୀ ଏଲିସା ହିଲି ମ୍ୟାଚ୍ ବିଜେତା ଭାବେ ଜଣାଶୁଣା। ଉଭୟ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ଥାନ୍ତି। ରବିବାର ଏମିତି ଏକ ମ୍ୟାଚ୍ ଦେଖିବାକୁ ମିଳିଥିଲା, ଯେଉଁ ମ୍ୟାଚ୍ରେ ଉଭୟ ନିଜ…
ରୋହିତ, ଧାଓ୍ବନଙ୍କୁ ଚକିତ କଲେ ୧୯ ବର୍ଷୀୟ ଲୋକାଲ ପେସର
ନୂଆଦିଲ୍ଲୀ,୩।୧୧- ବାଂଲାଦେଶ ବିପକ୍ଷ ପ୍ରଥମ ମ୍ୟାଚ୍ ପୂର୍ବରୁ ୧୯ ବର୍ଷୀୟ ଲୋକାଲ ପେସର କେଶବ ଦବସ ଭାରତୀୟ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କୁ ଚକିତ କରିଦେଇଛନ୍ତି। ସେ ନିଜର ଦକ୍ଷ ବୋଲିଂରେ ରୋହିତଙ୍କୁ ଆଉଟ କରିବା ପରେ ଧାଓ୍ବନଙ୍କୁ…
ଧୋନୀଙ୍କୁ ପଛରେ ପକାଇବେ ରୋହିତ
ନୂଆଦିଲ୍ଲୀ,୩।୧୧- ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ରବିବାର ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍ରେ କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ଦ୍ଧ ଯୋଡ଼ିବେ। ଭାରତ ପାଇଁ ସର୍ବାଧିକ ଟି୨୦ ମ୍ୟାଚ୍…
ଫାଇନାଲରେ ଲକ୍ଷ୍ୟ
ସାରବ୍ରୁକେନ(ଜର୍ମାନୀ),୩।୧୧- ଦେଶର ଉଦୀୟମାନ ବ୍ୟାଡ୍ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍ ଅନ୍ୟ ଭାରତୀୟ ଖେଳାଳି କିରେନ ଜର୍ଜଙ୍କୁ ୨୧-୧୩, ୧୪-୨୧, ୨୧-୯ ଗେମ୍ରେ ହରାଇ ଏଠାରେ ଚାଲିଥିବା ସାରଲରଲକ୍ସ ଓପନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୮ମ ସିଡ୍ ଲକ୍ଷ୍ୟଙ୍କୁ ମ୍ୟାଚ୍ ଜିତିବା…
ଲଙ୍ଗ୍ ଜମ୍ପ୍ରେ ମନୀଷାଙ୍କୁ ରୌପ୍ୟ
ଭୁବନେଶ୍ୱର, ୩।୧୧(ସ୍ପୋଟର୍ସ ବ୍ୟୁରୋ)- ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଚାଲିଥିବା ୩୫ତମ ଜାତୀୟ ଜୁନିୟର ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ର ପ୍ରଥମ ଦିନରେ ଓଡ଼ିଶାକୁ ସଫଳତା ମିଳିଛି। ୨୦ ବର୍ଷରୁ କମ୍ ବାଳିକା ଲଙ୍ଗ୍ ଜମ୍ପ୍ରେ ଓଡ଼ିଶାର ମନୀଷା ମେରେଲ ରୌପ୍ୟ ପଦକ ଜିତିଛନ୍ତି। ମନୀଷା…
ମୁଖ୍ୟମନ୍ତ୍ରୀଙ୍କୁ ଏଫ୍ଆଇଏଚ୍ ପ୍ରେସିଡେଣ୍ଟ୍ସ ଆୱାର୍ଡ
ଭୁବନେଶ୍ୱର, ୩।୧୧(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀର ଦ୍ରୁତ ବିକାଶ ଘଟିଛି। ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ଯୋଗୁ ଏଠାରେ ଗତ କିଛିବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ବହୁ ବଡ଼ ଟୁର୍ନାମେଣ୍ଟ ସମ୍ଭବ ହୋଇ ପାରିଛି। ରାଜ୍ୟ ସରକାର ଖେଳ ଓ ଖେଳାଳିଙ୍କୁ ପ୍ରୋତ୍ସାହନ…
ଦେଓଧର ଟ୍ରଫି : ଇଣ୍ଡିଆ-ସି’କୁ ଜିତାଇଲେ ଅକ୍ଷର, ମାର୍କଣ୍ଡେ
ରାଞ୍ଚତ୍, ୩।୧୧ (ପି.ଟି.)-ସ୍ଥାନୀୟ ଜେଏସ୍ସିଏ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ କମ୍ପ୍ଲେକ୍ସଠାରେ ଶନିବାର ଖେଳାଯାଇଥିବା ଦେଓଧର ଟ୍ରଫିର ଅନ୍ତିମ ରାଉଣ୍ଡ ରବିନ୍ ମ୍ୟାଚ୍ରେ ଇଣ୍ଡିଆ-ସି’ ୧୩୬ ରନ୍ରେ ଇଣ୍ଡିଆ-ବି’କୁ ପରାସ୍ତ କରିଛି। ଅକ୍ଷର ପଟେଲଙ୍କ ଅପରାଜିତ ଅର୍ଦ୍ଧଶତକ ସାଙ୍ଗକୁ ସ୍ପିନର ମୟଙ୍କ ମାର୍କଣ୍ଡେଙ୍କ ବୋଲିଂ…
ପୁରୁଷ ଦଳକୁ ଅଲିମ୍ପିକ୍ସ ଟିକେଟ
ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ଓ ପୁରୁଷ ହକି ଦଳ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଆଗାମୀ ଅଲିମ୍ପିକ୍ସ ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପଯର୍ୟନ୍ତ ଅନୁଷ୍ଠିତ ହେବ ଶୁକ୍ରବାର ଓ ଶନିବାର ଅନୁଷ୍ଠିତ…
ଭାରତୀୟ ମହିଳା ହକି ଦଳକୁ ଅଲିମ୍ପିକ୍ସ ଯୋଗ୍ୟତା
ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ହକି ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି କଳିଙ୍ଗ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏଫ୍ଆଇଏଚ୍ ଅଲିମ୍ପିକ୍ସ କ୍ବାଲିଫାୟର୍ସ ମ୍ୟାଚରେ ଭାରତ ୧-୪ ଗୋଲରେ ଆମେରିକାଠାରୁ ପରାଜିତ ହୋଇଥିଲେ ହେଁ ଶୁକ୍ରବାର…
ଇଦ୍ଘାନୀ ଟି୨୦: ଖେଳିପାରନ୍ତି ଶିବମ୍ ଦୁବେ
ନୂଆଦିଲ୍ଲୀ,୨ା୧୧(ପି.ଟି.): ରବିବାର ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ମୁମ୍ବାଇ ଅଲରାଉଣ୍ଡର ଶିବମ୍ ଦୁବେଙ୍କୁ ସୁଯୋଗ ମିଳିପାରେ। ଭାରତର କାମଚଳା ଅଧିନାୟକ ରୋହିତ ଶର୍ମା ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଦୁବେଙ୍କ ବ୍ୟତୀତ କେରଳ ଉଇକେଟକିପର…
ଦକ୍ଷିଣ ଆଫ୍ରିକା ଦଳକୁ ପାକିସ୍ତାନ ପଠାଇବାକୁ ପିସିବିର ପ୍ରସ୍ତାବ
କରାଚୀ,୨।୧୧(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ)କୁ ତା’ର ଜାତୀୟ ଦଳକୁ ଆସନ୍ତା ମାର୍ଚ୍ଚରେ ଟି୨୦ ସିରିଜ୍ ପାଇଁ ପଠାଇବାକୁ ପ୍ରସ୍ତାବ ଦେଇଛି। ଏ ନେଇ ପିସିବି କାର୍ଯ୍ୟକାରୀ ମୁଖ୍ୟ ଅଫିସର ଓ୍ବାସିମ୍ ଖାଁ ଶନିବାର କହିଛନ୍ତି।…
Archives


