ମହିଳା କ୍ରିକେଟ: ରୋମାଞ୍ଚଭରା ମ୍ୟାଚ୍ରେ ୧ ରନ୍ରେ ହାରିଲା ଭାରତ
ଆଣ୍ଟିଗୁଆ,୨।୧୧- ଏଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ରୋମାଞ୍ଚଭରା ପ୍ରଥମ ମ୍ୟାଚ୍ରେ ଭାରତୀୟ ମହିଳା ଦଳ ୧ ରନ୍ରେ ପରାସ୍ତ ହୋଇଛି। ସ୍ଥାନୀୟ ସାର୍ ଭିଭିଆନ ରିଚାଡର୍ସ ଷ୍ଟାଡିୟମ୍ରେ ଅନୁଷ୍ଠିତ ମ୍ୟାଚ୍ରେ ୨୨୬ ରନ୍ର ବିଜୟଲକ୍ଷ୍ୟ ନେଇ ଓହ୍ଲାଇଥିବା ମିଥାଲି ରାଜଙ୍କ ନେତୃତ୍ୱାଧୀନ…
ବଲ ଟାମ୍ପରିଂ କରି ଶେହଜାଦ ଦଣ୍ଡିତ
କରାଚୀ,୨।୧୧- ପାକିସ୍ତାନର ଟେଷ୍ଟ ଓପନର ଅହମ୍ମଦ ଶେହଜାଦ କୁଏଦ-ଇ-ଆଜାମ ଟ୍ରଫିରେ ଶୁକ୍ରବାର ସେଣ୍ଟ୍ରାଲ ପଞ୍ଜାବ ଓ ସିନ୍ଧି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ବଲ ଟାମ୍ପରିଂ କରିଛନ୍ତି। ଏଥିନେଇ ଦଣ୍ଡ ସ୍ବରୂପ ତାଙ୍କ ମ୍ୟାଚ୍ ଫି’ର ୫୦ ପ୍ରତିଶତ କାଟ କରାଯାଇଛି। ଏ…
କରିନା ଉନ୍ମୋଚନ କଲେ ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଟ୍ରଫି
ନୂଆଦିଲ୍ଲୀ,୨।୧୧- ବଲିଉଡ୍ ଅଭିନେତ୍ରୀ କରିନା କାପୁର ଖାଁ ଶୁକ୍ରବାର ମେଲବୋର୍ନଠାରେ ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଟ୍ରଫି ଉନ୍ମୋଚନ କରିଛନ୍ତି। ଏ ନେଇ ଟି୨୦ ବିଶ୍ୱକପ୍ ପକ୍ଷରୁ ଟୁଇଟ୍ କରାଯାଇଛି। ମହିଳା ଟି୨୦ ବିଶ୍ୱକପ୍ ଆସନ୍ତା ବର୍ଷ ଫେବୃୟାରୀ ୨୧ ତାରିଖରୁ…
ଶରଣକୁଳ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଘାଟିତ: ସଂଘର୍ଷ କ୍ଲବ ବିଜୟୀ
ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଶରଣକୁଳସ୍ଥିତ ଲଡୁକେଶ ଆଥ୍ଲେଟିକ ଆସୋସିଏଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ୬୦ତମ ସର୍ବଭାରତୀୟ ଫୁଟବଲ୍୍ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ରଣପୁର ବିଧାୟକ ତଥା କମିଟିର ସଭାପତି ସତ୍ୟନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ସଦସ୍ୟମାନେ…
ବୟସ ଜାଲିଆତି: ରାଜେଶ, କ୍ରୀଷ୍ଣାଙ୍କୁ ବାସନ୍ଦ କଲା ବିସିସିଆଇ
କଟକ ଅଫିସ,୨ା୧୧-ରାଜ୍ୟର ଦୁଇ ପ୍ରତିଭାବାନ କ୍ରିକେଟ ଖେଳାଳି ବୟସ ଜାଲିଆତିରେ ଫସିଛନ୍ତି। ସେମାନେ ହେଲେ ରାଜେଶ ମହାନ୍ତି ଓ କ୍ରୀଷ୍ଣା ପଲାଇ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଉଭୟଙ୍କୁ ୨ବର୍ଷ ନିମନ୍ତେ ବାସନ୍ଦ କରାଯାଇଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ…
କଳିଙ୍ଗ ଇତିହାସରେ ନୂଆ ଫର୍ଦ୍ଦ
ଭୁବନେଶ୍ୱର, ୨।୧୧(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମ ହକି ଇତିହାସରେ ଯୋଡ଼ି ହୋଇଛି ଏକ ନୂଆ ଫର୍ଦ୍ଦ। ପୂର୍ବରୁ ଏଠାରେ ହକି ବିଶ୍ୱକପଠାରୁ ଆରମ୍ଭ କରି ପୁରୁଷ ବିଭାଗର ଅନେକ ମ୍ୟାଚ ଆୟୋଜନ ହୋଇଥିବାବେଳେ ଶୁକ୍ରବାର ପ୍ରଥମଥରପାଇଁ ମହିଳା ବିଭାଗରେ ଅନ୍ତର୍ଜାତୀୟ ମ୍ୟାଚ ଆୟୋଜନ…
ଭାରତକୁ ଉତ୍ସାହିତ କଲେ ଖେଳାଳିଙ୍କ ପରିବାର
ଭୁବନେଶ୍ୱର, ୨।୧୧(କ୍ରୀଡ଼ା ପ୍ରତିନିଧି)-ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଖେଳୁଥିବାରୁ ଖେଳାଳିଙ୍କୁଉତ୍ସାହିତ କରିବାକୁ ଦର୍ଶକ ଗ୍ୟାଲେରୀରେ ଉପସ୍ଥିତ ଥିଲେ ସ୍ଥାନୀୟ ଖେଳାଳିଙ୍କ ପରିବାର। ମହିଳା ଦଳ ପ୍ରଥମଥରପାଇଁ କଳିଙ୍ଗ ଷ୍ଟାଡିୟମରେ ଖେଳୁଥିବାରୁ ଲିଲିମା ମିଞ୍ଜ୍ଙ୍କ ପରିବାର ନିକଟରୁ ତାଙ୍କ ଖେଳ…
ଏଫ୍ଆଇଏଚ୍ ଅଲିମ୍ପିକ୍ କ୍ବାଲିଫାୟର୍ସ: ରୁଷିଆକୁ ୪-୨ରେ ହରାଇଲା ଭାରତ
ଭୁବନେଶ୍ୱର, ୨।୧୧(କ୍ରୀଡ଼ା ପ୍ରତିନିଧି)- ମନଦୀପ ସିଂଙ୍କ ଡବଲ ଗୋଲ ବଳରେ ଭାରତୀୟ ପୁରୁଷ ଦଳ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଏଫ୍ଆଇଏଚ୍ ଅଲିମ୍ପିକ୍ କ୍ବାଲିଫାୟର୍ସ ହକି ମ୍ୟାଚରେ ରୁଷିଆକୁ ୪-୨ ଗୋଲରେ ପରାସ୍ତ କରିଛି। ଫଳରେ ଭାରତ ୨୦୨୦ ଟୋକିଓ ଅଲିମ୍ପିକ୍ସ…
ଭାରତ ଗସ୍ତରେ ଆସିବେ ଚାର୍ଲୋଟ ଫ୍ଲେୟାର
ନୂଆଦିଲ୍ଲୀ, ୨ା୧୧ (ପି.ଟି.)-ଡବ୍ଲ୍ୟୁଡବ୍ଲ୍ୟୁଇ ଷ୍ଟାର ଚାର୍ଲୋଟ ଫ୍ଲେୟାର ଚଳିତ ମାସ ୧୪ ତାରିଖରେ ୩ ଦିନିଆ ଗସ୍ତରେ ଭାରତ ଆସିବେ। ସେ ମୁମ୍ବାଇରେ ୧୪ ଓ ୧୫ ଏବଂ ବେଙ୍ଗାଲୁରୁରେ ନଭେମ୍ବର ୧୬ରେ ଅବସ୍ଥାନ କରିବା ସହ ତାଙ୍କ ପ୍ରଶଂସକମାନଙ୍କୁ ଭେଟିବେ।…
ଖେଳକୁ ଲୋକେ ଭଲ ପାଉଥିବାରୁ ଓଡ଼ିଶାରେ ବଡ଼ ଇଭେଣ୍ଟ ସମ୍ଭବ ହୋଇପାରୁଛି: ରିଜିଜୁ
ଭୁବନେଶ୍ୱର,୨।୧୧(କ୍ରୀଡ଼ା ପ୍ରତିନିଧି)-ଅଲିମ୍ପିକ୍ କ୍ବାଲିଫାୟର୍ସରେ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳକୁ ଉତ୍ସାହିତ କରିବା ପାଇଁ ମୁଁ ଭୁବନେଶ୍ୱର ଆସିଛି। ହକିରେ ଭାରତ ତା’ର ହୃତ୍ ଗୌରବ ଫେରି ପାଇବ ବୋଲି ମୋର ଆଶା। ଏଥର ମହିଳା ଓ ପୁରୁଷ ହକି…
ଦେଓଧର ଟ୍ରଫି: ଫାଇନାଲରେ ଭାରତ ସି’ : ମୟଙ୍କ, ଶୁବମନଙ୍କ ଶତକ
ରାଞ୍ଚି,୨।୧୧(ପି.ଟି.)- ଦୁଇ ଓପନର ଶୁବମନ ଗିଲ୍, ମୟଙ୍କ ଅଗ୍ରଓ୍ବାଲଙ୍କ ଦମ୍ଦାର ଶତକୀୟ ପାଳି ଓ ଅଫ୍ ସ୍ପିନର ଜଲାଜ ସାକସେନାଙ୍କ ୭ ଉଇକେଟ ସଫଳତା ସହାୟତାରେ ଭାରତ ସି ୨୩୨ ରନରେ ଭାରତ ଏ’କୁ ପରାସ୍ତ କରି ୪ ପଏଣ୍ଟ ହାସଲ…
ସ୍ତ୍ରୀଙ୍କ ସାମ୍ନାରେ ହରଭଜନ କହୁ କହୁ କହିଦେଲେ ଏହି କଥା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଲେଗ୍ ସ୍ପିନର ହରଭଜନ ସିଂ ସ୍ତ୍ରୀ ଗୀତା ବାସ୍ରାଙ୍କ ସହ କପିଲ ଶର୍ମା କମେଡି ଶୋ’ରେ ପହଞ୍ଚିଥିଲେ। ଏହି ଶୋ’ ସେ କେମିତି ଇଂରାଜୀ ଶିଖିଥିଲେ ତା ପଛର କାହାଣୀ ବଖାଣିଛନ୍ତି। ସବୁଠୁ ରୋଚକ କଥା…
Archives


