ଖେଳ

ଡ୍ରିମ୍ସ ରଣଜୀ: ଜମ୍ମୁ କଶ୍ମୀରଠାରୁ ହାରିଲା ଓଡ଼ିଶା

କଟକ ଅଫିସ,୨୨।୧- ଚଳିତ ରଣଜୀ ସିଜିନରେ ଓଡ଼ିଶା ଦଳ ୬ ମ୍ୟାଚ୍‌ ଖେଳିବା ପରେ ପ୍ରଥମ ପରାଜୟର ସମ୍ମୁଖୀନ ହୋଇଛି। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ଓଡ଼ିଶା ୪ ଉଇକେଟରେ ଜମ୍ମୁ କଶ୍ମୀରଠାରୁ ପରାସ୍ତ ହୋଇଛି। ଅଲ୍‌ରାଉଣ୍ଡ…

ଅଲ୍‌ ଓଡ଼ିଶା ଉତ୍କଳ ଓପନ ଟେନିସ ୨୪ରୁ

ଭୁବନେଶ୍ୱର, ୨୨ା୧ (ସ୍ପୋର୍ଟ୍ସ ବ୍ୟୁରୋ)-ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମସ୍ଥିତ ଟେନିସ କମ୍ପ୍ଲେକ୍ସଠାରେ ୭ମ ଅଲ୍‌ ଓଡ଼ିଶା ଓପନ ଟେନିସ୍‌ ଟୁର୍ନାମେଣ୍ଟ ଚଳିତ ମାସ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ମୋଟ ୧,୬୦,୦୦୦ ଟଙ୍କାର ପୁରସ୍କାର ବ୍ୟବସ୍ଥା ରହିଛି। ମଙ୍ଗଳବାର…

ଡି’କକ୍‌ ଦକ୍ଷିଣ ଆଫ୍ରିକା ଦିନିକିଆ ଅଧିନାୟକ

ଜୋହାନ୍ସବର୍ଗ, ୨୨ା୧ (ଏଏଫ୍‌ପି)-ଏକ ଦୀର୍ଘ ମିଆଦି ଯୋଜନା ପରିପ୍ରେକ୍ଷୀରେ କ୍ୱିଣ୍ଟନ ଡି’କକ୍‌ଙ୍କୁ ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଟିମ୍‌ର ଅଧିନାୟକ ମନୋନୀତ କରାଯାଇଛି। ନିଯୁକ୍ତି ପରେ ଫେବୃୟାରୀ ୪ରେ କେପ୍‌ଟାଉନ୍‌ରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୩ମ୍ୟାଚ ବିଶିଷ୍ଟ…

ଅକ୍‌ଲାଣ୍ଡରେ ଭାରତୀୟ କ୍ରିକେଟ ଦଳ

ଅକ୍‌ଲାଣ୍ଡ, ୨୨।୧(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ନ୍ୟୁଜିଲାଣ୍ଡ ଗସ୍ତରେ ଯାଇ ମଙ୍ଗଳବାର ଅକ୍‌ଲାଣ୍ଡରେ ପହଞ୍ଚିଛି। ୬ ସପ୍ତାହର ଏହି ଗସ୍ତରେ ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାରଠାରୁ ଏହି ସିରିଜ…

ହିରୋ ଜୁନିୟର ଲିଗ୍‌: ଓଡ଼ିଶା ଏଫ୍‌ସି ୧୫ ବର୍ଷରୁ କମ୍‌ ଦଳର ବିଜୟ ଅଭିଯାନ

ଭୁବନେଶ୍ୱର,୨୨।୧(ସ୍ପୋର୍ଟ୍ସ ବ୍ୟୁରୋ)- ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ହିରୋ ଜୁନିୟର ଲିଗ୍‌ ୨୦୧୯-୨୦ରେ ଓଡ଼ିଶା ଏଫ୍‌ସିର ୧୫ ବର୍ଷରୁ କମ୍‌ ବାଳକ ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଷ୍ଟାଡିୟମର ୨ ନମ୍ବର ଟ୍ରେନିଂ ପିଚ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ…

ଇଣ୍ଡିଆନ ସୁପର ଲିଗ୍‌: ବିଜୟଧାରା ବଜାୟ ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି

ବେଙ୍ଗାଲୁରୁ,୨୨।୧(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବୁଧବାର ଓଡ଼ିଶା ଏଫସି ଓ ବେଙ୍ଗାଲୁରୁ ଏଫ୍‌ସି ପରସ୍ପରକୁ ଭେଟିବେ। ଗତ ମ୍ୟାଚ୍‌ରେ ମୁମ୍ବାଇ ସିଟି ଏଫ୍‌ସିଠାରୁ ବେଙ୍ଗାଲୁରୁ ପରାସ୍ତ ହୋଇଥିଲା। ସ୍ଥାନୀୟ ଶ୍ରୀ କାନ୍ତରଭା ଷ୍ଟାଡିୟମରେ ଖେଳାଯିବକୁ…

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌, ନାଡାଲଙ୍କ ସହ ସିଡେଡଙ୍କ ଖେଳାଳିଙ୍କ ବିଜୟ ଅଭିଯାନ

ମେଲବୋର୍ନ,୨୧।୨(ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ ମଙ୍ଗଳବାର ଦ୍ୱିତୀୟ ଦିବସରେ ପହଞ୍ଚିଛି। ବିଶ୍ୱର ୧ ନମ୍ବର ପୁରୁଷ ଖେଳାଳି ସ୍ପେନର ରାଫାଲ ନାଡାଲଙ୍କ ସମେତ ସିଡେଡ ଖେଳାଳିମାନେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ…

ଇଷ୍ଟବେଙ୍ଗଲ ମୁଖ୍ୟ କୋଚ୍‌ ପଦବୀରୁ ଓହରିଲେ ମେଣ୍ଡେଜ୍‌

କୋଲକାତା, ୨୧ା୧ (ପି.ଟି.)-ଇଷ୍ଟବେଙ୍ଗଲ ମୁଖ୍ୟ କୋଚ୍‌ ଆଲେଜାଣ୍ଡ୍ରୋ ମେଣ୍ଡେଜ୍‌ ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କ ପଦବୀରୁ ଓହରିଯାଇଛନ୍ତି। ଏକ ଆଇ-ଲିଗ୍‌ ମ୍ୟାଚରେ ତାଙ୍କ ଦଳ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୋହନ ବାଗାନଠାରୁ ୧-୨ ଗୋଲରେ ପରାଜିତ ହେବାର ୪୮ଘଣ୍ଟା ପରେ ସେ ଏହି…

ପରାଜୟ ସତ୍ତ୍ୱେ ୪୪ ଲକ୍ଷ ଟଙ୍କା ପାଇଲେ ପ୍ରଜନେସ

ମେଲବୋର୍ନ, ୨୧।୧ (ପି.ଟି.)- ଭାରତର ଏକ ନମ୍ବର ଟେନିସ ଖେଳାଳି ପ୍ରଜନେସ ଗୁଣେଶ୍ୱରନ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍‌ ଓପନ୍‌ର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସର ଏକ ମ୍ୟାଚ୍‌ରେ ବିଶ୍ୱ ମାନ୍ୟତାର ୧୨୨ତମ ସ୍ଥାନରେ ରହିଥିବା…

ମେୟଟନ୍‌ କପ୍‌: ଶୁଟର୍‌ ଦିବ୍ୟାଂଶ, ଅପୂର୍ବୀଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୨୧।୧ (ପି.ଟି.)- ଅଷ୍ଟ୍ରିଆରେ ଚାଲିଥିବା ମେୟଟନ୍‌ କପ୍‌ ଶୁଟିଂ ପ୍ରତିଯୋଗିତାରେ ଭାରତର ଦିବ୍ୟାଂଶ ସିଂ ପନଓ୍ବର ଓ ଅପୂର୍ବୀ ଚାଣ୍ଡେଲା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପୁରୁଷ ୧୦ ମିଟର ଏୟାର ରାଇଫଲ୍‌ ଇଭେଣ୍ଟରେ ଦିବ୍ୟାଂଶ ୨୪୯.୭ ସ୍କୋର ସହ ପ୍ରଥମ…

ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଝଟ୍‌କା

ନୂଆଦିଲ୍ଲୀ, ୨୧।୧ (ପି.ଟି.)- ଘରୋଇ ମାଟିରେ ଅଷ୍ଟ୍ରେଲିଆକୁ ୨-୧ରେ ଦିନିକିଆ ସିରିଜ ହରାଇବା ପରେ ଭାରତୀୟ ଦଳ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ପ୍ରସ୍ତୁତ ହେଉଛି। ତେବେ ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳକୁ ଝଟ୍‌କା ଲାଗିଛି।…

ଚହଲଙ୍କ ଶର୍ଟଲେସ୍‌ ଫଟୋ ଶେୟାର କରି ଏମିତି କହିଲେ ରୋହିତ ଶର୍ମା

ଘରୋଇ ମାଟିରେ ଅଷ୍ଟ୍ରେଲିଆକୁ ୨-୧ରେ ପରାସ୍ତ କରିବା ପରେ ଟିମ୍‌ ଇଣ୍ଡିଆରେ ଏବେ ବର୍ଷର ପ୍ରଥମ ବିଦେଶ ଗସ୍ତକୁ ସଫଳ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି। ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତ କରିଛି। ଦଳର ପ୍ରାୟ ଖେଲାଳି ମଜାକିଆ ମୁଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?