ଖେଳ

ଟି୨୦ ସିରିଜ: ଅଷ୍ଟ୍ରେଲିଆର କ୍ଲିନ୍‌ ସୁଇପ୍‌

ମେଲବୋର୍ନ,୧।୧୧ (ଏଏଫ୍‌ପି)- ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରଜରେ ଘରୋଇ ଅଷ୍ଟ୍ରେଲିଆ କ୍ଲିନ୍‌ ସୁଇପ୍‌ କରିଛି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୧୪ଟି ବାଲ ବାକି ଥାଇ ୭ ଉଇକେଟରେ ଶ୍ରୀଲଙ୍କାକୁ…

କେନ୍‌ ଓ୍ବିଲିୟମସନଙ୍କୁ ଗ୍ରୀନ୍‌ ସିଗ୍‌ନାଲ

ଓ୍ବେଲିଂଟନ,୧।୧୧(ଏଏଫ୍‌ପି)- ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ବୋଲିଂ ଷ୍ଟାଇଲକୁ ଶୁକ୍ରବାର ଗ୍ରୀନ୍‌ ସିଗ୍‌ନାଲ ମିଳିଛି। ତାଙ୍କ ବୋଲିଂ ଶୈଳୀ ନେଇ ଗତ ଅଗଷ୍ଟରେ ଶ୍ରୀଲଙ୍କା ବିପକ୍ଷ ଗାଲେ ଟେଷ୍ଟ ବେଳେ ରିପୋର୍ଟ କରାଯାଇଥିଲା। ଡାହାଣହାତୀ ବ୍ୟାଟ୍ସମ୍ୟାନ ଜଣେ ପାର୍ଟ…

ରୋହିତ ଆହତ

ନୂଆଦିଲ୍ଲୀ,୧।୧୧- ସ୍ଥାନୀୟ ଅରୁଣ ଜେଟଲୀ ଷ୍ଟାଡିୟମରେ ଆସନ୍ତା ରବିବାର ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି୨୦ ଖେଳାଯିବ। ଏହି ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଭାରତୀୟ ଦଳର ନେତୃତ୍ୱ ନେବାକୁ ଥିବା ରୋହିତ ଶର୍ମା ଆହତ ହୋଇଛନ୍ତି। ଏଣୁ…

ବୋଲର ଗୋଇଠା ମାରିବାରୁ ପାକିସ୍ତାନ ବ୍ୟାଟ୍ସମ୍ୟାନ ମାରିବାକୁ ବ୍ୟାଟ ଉଠାଇଥିଲେ

କ୍ରିକେଟରେ ବହୁ ବାର ଖେଳାଳିଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଦେଖିବାକୁ ମିଳେ। ବେଳେବେଳେ ଖେଳାଳିମାନେ ବାକ୍‌ ଯୁଦ୍ଧରୁ ଆଗକୁ ବଢ଼ିଯାଆନ୍ତି। ସେହିଭଳି ଏକ ଘଟଣା ୧୯୮୧ ଫେବୃୟାରୀରେ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ  ଟେଷ୍ଟ ମ୍ୟାଚ୍‌ରେ ଦେଖିବାକୁ ମିଳିଥିଲା। ଦୁଇ…

ପ୍ୟାରିସ ମାଷ୍ଟର୍ସ ଟେନିସ: ଓ୍ବାରିଙ୍କାଙ୍କୁ ହରାଇଲେ ନାଡାଲ

ପ୍ୟାରିସ, ୧।୧୧(ଏପି)- କିମ୍ବଦନ୍ତୀ ସ୍ପାନିଶ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ପ୍ୟାରିସ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେ ପ୍ରିକ୍ୱାର୍ଟର ଫାଇନାଲରେ ସୁଇଜରଲାଣ୍ଡ ଷ୍ଟାନ ଓ୍ବାରିଙ୍କାଙ୍କୁ ୬-୪, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ୩ ଥର…

ଭାରତୀୟ କ୍ରିକେଟ ଦଳର ସଙ୍କଟମୋଚକ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ଭେରି ଭେରି ସ୍ପେଶାଲ ବ୍ୟାଟ୍ସମ୍ୟାନ୍‌ ଭିଭିଏସ୍‌ ଲକ୍ଷ୍ମଣ ଆଜି ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ମସିହା ନଭେମ୍ବର ୧ ତାରିଖରେ ସେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପୂରା ନାମ ହେଉଛି ଭାଙ୍ଗିପୁରପୁ ଭେଙ୍କଟ ସାଇ…

ଗାଙ୍ଗୁଲିଙ୍କ ସେଲ୍‌ଫି ଭାଇରାଲ

ବେଙ୍ଗାଲୁରୁ,୧।୧୧- ପୂର୍ବତନ ଭାରତୀୟ ଅଧିନାୟକ ତଥା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ସଭାପତି ସୌରଭ ଗାଙ୍ଗୁଲି ବେଙ୍ଗାଲୁରୁ ବିମାନ ବନ୍ଦରରେ ନେଇଥିବା ସେଲ୍‌ଫି ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏଠାକୁ ଗାଙ୍ଗୁଲି ବୁଧବାର ଆସିଥିଲେ। ବିମାନବନ୍ଦରରେ ଉପସ୍ଥିତ…

ଚକିତ କଲା ଜର୍ଜ ବେଲିଙ୍କ ନୂଆ ବ୍ୟାଟିଂ ଷ୍ଟାନ୍ସ

ହାବର୍ଟ,୧।୧୧- ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଜର୍ଜ ବେଲି ପୁଣି ଥରେ ବ୍ୟାଟିଂ ଷ୍ଟାନ୍ସରେ ପ୍ରୟୋଗ କରିଛନ୍ତି। ଅଷ୍ଟ୍ରେଲିଆର ଘରୋଇ କ୍ରିକେଟ ଶେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟରେ ଟାସ୍‌ମାନିଆ ଓ ଭିକ୍ଟୋରିଆ ମଧ୍ୟରେ ହାବର୍ଟଠାରେ ଅନୁଷ୍ଠିତ ମ୍ୟାଚ୍‌ରେ ଭେଟେରାନ ବ୍ୟାଟ୍ସମ୍ୟାନ ବେଲିଙ୍କ ଅସାଧାରଣ ବ୍ୟାଟିଂ…

ଅନୁଷ୍କାଙ୍କୁ କ୍ଷମା ମାଗିଲେ ଫାରୁକ୍‌ ଇଞ୍ଜିନିୟର

ନୂଆଦିଲ୍ଲୀ,୧।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ କ୍ଷମା ମାଗିଛନ୍ତି ଫାରୁକ୍‌ ଇଞ୍ଜିନିୟର। ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପରେ ଭାରତୀୟ ଦଳର ଅନୁଷ୍କାଙ୍କୁ ଚୟନକର୍ତ୍ତା ଚା’ ପରଷି ଥିବା ଭଳି ଗୁରୁତର ଅଭିଯୋଗ ଆଣିଥିଲେ ପୂର୍ବତନ…

ପ୍ରଥମ ଟି୨୦; ବାୟୁ ପ୍ରଦୂଷଣ ନେଇ ସମସ୍ୟା ନାହିଁ: ରୋହିତ

ନୂଆଦିଲ୍ଲୀ, ୧।୧୧ (ପି.ଟି.)- ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିଛି ଓ ଏନେଇ ଗଣମାଧ୍ୟମଗୁଡିକରେ ବେଶ୍‌ ଚର୍ଚ୍ଚା ଚାଲିଛି। ଆସନ୍ତା ୩ ତାରିଖରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି୨୦…

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ: ୧୨ରେ ହାଜର ହେବାକୁ ଡ୍ରାଭିଡଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୧୧(ପି.ଟି.)- ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପୂର୍ବତନ କ୍ରିକେଟର ତଥା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଡ୍ରାଭିଡଙ୍କ ପିଛା ଛାଡୁନାହିଁ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନ ତାଙ୍କୁ ଏ ସଂକ୍ରାନ୍ତରେ ଆସନ୍ତା ୧୨…

ରବି ଶାସ୍ତ୍ରୀ ଏନ୍‌ସିଏ ସହିତ ସମ୍ପୃକ୍ତ ରହିବେ

କୋଲକାତା, ୧ା୧୧ (ପି.ଟି.)-ରବି ଶାସ୍ତ୍ରୀଙ୍କୁ ସିନିୟର ଦଳର କୋଚ ଦାୟିତ୍ୱ ତୁଲାଇବା ବ୍ୟତୀତ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ) ସହିତ ସମ୍ପୃକ୍ତ ହେବାକୁ ପଡ଼ିବ ବୋଲି ଜାତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ପ୍ରକାଶ କରିଛନ୍ତି। ଶାସ୍ତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri